Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Wednesday, May 6
    Facebook X (Twitter) YouTube Instagram
    Trending
    • ଭାରତୀୟ ଜାହାଜକୁ  ଆରବ ସାଗରରୁ ଉଦ୍ଧାର କଲା ପାକିସ୍ତାନ ନୌସେନା
    • ବ୍ୟାଙ୍କ ଋଣ ନ ଶୁଝିଲେ ଜବତ ହେବ ଘର ଜମି!
    • ଭୁବନେଶ୍ବର ଲକ୍ଷ୍ମୀସାଗର ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଦୁଇ ମୃତ
    • ସୁଧୀର ପାତ୍ର ହତ୍ୟା ମାମଲା : ମୁହଁ ଖୋଲିଲେ ସୁଧୀର ପାତ୍ରଙ୍କ ପତ୍ନୀ
    • ବାରିପଦାରେ ନିର୍ମମ ଦୁର୍ଘଟଣା: ବସ୍‌ଷ୍ଟାଣ୍ଡ ଭିତରେ ଦୌଡ଼ିଲା ବସ୍, ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ
    • ଉଦଳା ଡାକ୍ତରଖାନାରେ ଅନ୍ଧାର: ରୋଗୀ ସୁରକ୍ଷା ନେଇ ଗୁରୁତର ପ୍ରଶ୍ନ :
    • କୁକୁଡ଼ା ଦୋକାନରେ ୧୨ ଫୁଟିଆ ଅହିରାଜ, ବନବିଭାଗର ସଫଳ ଉଦ୍ଧାର :
    • Anuvadini AI Partners with MathZoro to Bring Gamified Mathematics Education for Every Indian School Student
    • ଆସାନସୋଲ ଶିଳ୍ପାଞ୍ଚଳ ସହର ରେ ବହୁ ତୃଣମୂଳ କଂଗ୍ରେସ ଦଳର କାର୍ଯ୍ୟାଳୟରେ ବିଜେପି ଦଳ କର୍ମୀ ଅଗ୍ନିକାଣ୍ଡ ଲଗାଇଲେ ଓ ଭଙ୍ଗାରୁଜା କରିଛନ୍ତି :
    • ଆଜିର ରାଶିଫଳ
    • ମାଟ୍ରିକ ପରୀକ୍ଷାରେ ଏ୧ରେ ଉତୀର୍ଣ୍ଣ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ରାୟଗଡ଼ା ଜିଲ୍ଳାପାଳ
    • କେନ୍ଦ୍ରୀୟ ସହ-ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଲା ବିଜେପି ସଂସଦୀୟ ବୋର୍ଡ
    • ପଶ୍ଚିମ ବଙ୍ଗ ଲୋକଙ୍କୁ ଧନ୍ୟବାଦ ଜଣାଇଲେ ମୁକେଶ ମହାଲିଙ୍ଗ
    • ମେ ୯ରେ ଶପଥଗ୍ରହଣ : ସୂଚନା ଦେଲେ ରାଜ୍ୟ ବିଜେପି ସଭାପତି
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ରାଶିଫଳ»ଆଜିର ରାଶିଫଳ :

    ଆଜିର ରାଶିଫଳ :

    By Charcha NewsApril 28, 2026
    Share
    Facebook Twitter Email WhatsApp

    କେମିତି କଟିବ ଆଜି ଆପଣମାନଙ୍କ ଦିନ :

    ମେଷ: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ।

    ବୃଷ: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ।

    ମିଥୁନ: ଧ୍ୟାନ ଓ ଯୋଗ ମାଧ୍ୟମ ରେ ଆପଣଙ୍କ ଭାବନା ଉପରେ ନିୟନ୍ତ୍ରଣ ରଖିବାରେ ଶିକ୍ଷା ଲାଭ କରିବେ। ଆପଣଙ୍କର କୌଣସି ଜରୁରୀ କାମ ସମାପ୍ତ କରିବାରେ ସଫଳ ହେବେ। ମହିଳାମାନଙ୍କ ଲାଗି ଦିନଟି ଭଲ ରହିବ।

    କର୍କଟ: ସକାରାତ୍ମକ ମନୋଭାବରେ ରହନ୍ତୁ, କାମ କରିବା ସହଜ ହେବ। ବ୍ୟବସାୟର ନୂଆ ଗ୍ରୁପରେ ଯୋଡ଼ିବାର ବିଚାର କରିବେ। ସାମାଜିକ କାର୍ଯ୍ୟରେ ମହତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ।

    ସିଂହ: ଆପଣଙ୍କ ମନ ପ୍ରସନ୍ନ ରହିବ। ଆପଣଙ୍କ କାମ ପାଇଁ ଆର୍ଥିକ ସହାୟତା ମିଳିବ। ଗଣମାଧୢମ ଓ ସ˚ଚାର କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତି ବିଶେଷଙ୍କର ପ୍ରଗତି ହେବ। ପରିବାର ଲୋକଙ୍କ ସହିତ ସୁଖଦ ସମୟ ବିତେଇବେ।

    କନ୍ୟା: ଆର୍ଥିକ ଲାଭ ପାଇଁ ସୁନ୍ଦର ଦିନଟିଏ। ନୂଆ ପରିଯୋଜନାରେ କାମ କରିବେ। ଆପଣଙ୍କ କାମରେ ସବୁ ଲୋକ ଖୁସି ରହିବେ। ବ୍ୟବସାୟୀଙ୍କୁ ନୂଆ ନିବେଶରେ ଲାଭ ହେବ। ଛାତ୍ରଙ୍କ ମନରେ ବିଭିନ୍ନ ପ୍ରକାର କଥା ଘୂରି ବୁଲିବ।

    ତୁଳା : କାମ ଧନ୍ଦା ମାମଲାରେ ପରିସ୍ଥିତି ବଢ଼ିଆ ରହିବ। ଇଲେକଟ୍ରୋନିକ୍ସ ବ୍ୟବସାୟୀଙ୍କୁ ପ୍ରଚୁର ଲାଭ ମିଳିବ। ଖେଳାଳିମାନେ ସୁନାମ ଅର୍ଜନ କରିବେ। ସନ୍ତାନ ଆପଣଙ୍କୁ କୌଣସି ଭଲ ଖବର ଶୁଣାଇବେ। ପାରିବାରିକ ଜୀବନ ସୁଖମୟ ହେବ।

    ବିଛା: ନିଜକୁ ଊର୍ଜାବାନ ଅନୁଭବ କରିବେ। କୌଣସି ଅନୁଭବୀ ବ୍ୟକ୍ତିଙ୍କର ରାୟ ଆପଣଙ୍କ ଲାଗି ବଢ଼ିଆ ସାବ୍ୟସ୍ତ ହେବ। ବ୍ୟବସାୟରେ ନୂଆ ଚୁକ୍ତିପତ୍ର ହେବ। ଦାମ୍ପତ୍ୟ ଜୀବନରେ ତାଳମେଳ ଓ ମଧୁରତା ବଜାୟ ରହିବ।

    ଧନୁ: କାମ ପ୍ରତି ଆପଣଙ୍କ ଉତ୍ସାହ ବୃଦ୍ଧି ହେବ। ପଇସା ଚିନ୍ତା ଦୂର ହେବ। କଳାକାରଙ୍କୁ ଫିଲ୍ମର ସୁଯୋଗ ମିଳିବ। ଅଫିସରେ ଆପଣଙ୍କର ସହଯୋଗୀ ଆପଣଙ୍କୁ ସାହାଯ୍ୟ ମାଗିବେ। ପ୍ରିୟ ବନ୍ଧୁଙ୍କ ସହିତ ଆପଣଙ୍କ ସମ୍ବନ୍ଧ ଭଲ ରହିବ।

    ମକର: ଆପଣଙ୍କ ମନୋବଳ ଦୃଢ଼ ରହିବ। ଆପଣଙ୍କର କୌଣସି କାମ ବାଧା ପ୍ରାପ୍ତ ହେବ ନାହିଁ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ କୌଣସି ନୂଆ ଦାୟିତ୍ବ ମିଳିପାରେ। ପରିବାର ସଦସ୍ୟମାନଙ୍କ ସହିତ ଉତ୍ତମ ବୁଝାମଣା ରହିବ ।

    କୁମ୍ଭ: ଆପଣଙ୍କ ଉପରେ ଭରସା ରଖନ୍ତୁ ଏବ˚ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ। କୌଣସି ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ପ୍ରାପ୍ତ ହେବ। ବ୍ୟବସାୟକୁ ନେଇ ଭଲ ସଉଦା ହେବାର ସମ୍ଭାବନା। ପ୍ରିୟତମଙ୍କଠାରୁ ଉପହାର ପାଇବେ।

    ମୀନ: ଦିନଟି ଆପଣଙ୍କ ପାଇଁ ଉତ୍‌ଥାନ ପତନ ଲାଗି ରହିବ। ବ୍ୟବସାୟରେ ପ୍ରତିଯୋଗୀ ମନୋଭାବ ପରିତ୍ୟାଗ କରନ୍ତୁ। ପିଲା ଦିନର ସାଙ୍ଗଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ। ବୈବାହିକ ଜୀବନ ଖୁସିରେ ଭରା ରହିବ।

    ଚର୍ଚ୍ଚା news

    Share. Facebook Twitter WhatsApp

    Related Posts

    ଆଜିର ରାଶିଫଳ

    May 6, 2026 ରାଶିଫଳ

    ଆଜିର ରାଶିଫଳ

    May 5, 2026 ରାଶିଫଳ

    ଆଜିର ରାଶିଫଳ :

    May 4, 2026 ଆଜିର ଖବର

    ଜାଣନ୍ତୁ ଆଜିର ରାଶିଫଳ ::

    May 2, 2026 ରାଶିଫଳ

    ଆଜିର ରାଶିଫଳ

    April 27, 2026 ରାଶିଫଳ

    ଜାଣନ୍ତୁ ଏ ସପ୍ତାହର ରାଶିଫଳ :

    April 26, 2026 ରାଶିଫଳ

    ଜାଣନ୍ତୁ ଆଜିର ରାଶିଫଳ…

    April 25, 2026 ରାଶିଫଳ

    ଆଜିର ରାଶିଫଳ

    April 23, 2026 ରାଶିଫଳ

    ଆଜିର ରାଶିଫଳ

    April 22, 2026 ରାଶିଫଳ

    ଆଜିର ରାଶିଫଳ ::

    April 19, 2026 ରାଶିଫଳ

    ଆଜିର ରାଶିଫଳ ::

    April 18, 2026 ରାଶିଫଳ

    ଆଜିର ରାଶିଫଳ ::

    April 17, 2026 ରାଶିଫଳ
    Watch YouTube

    You May Like

    ଭାରତୀୟ ଜାହାଜକୁ  ଆରବ ସାଗରରୁ ଉଦ୍ଧାର କଲା ପାକିସ୍ତାନ ନୌସେନା

    May 6, 2026

    ବ୍ୟାଙ୍କ ଋଣ ନ ଶୁଝିଲେ ଜବତ ହେବ ଘର ଜମି!

    May 6, 2026

    ଭୁବନେଶ୍ବର ଲକ୍ଷ୍ମୀସାଗର ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଦୁଇ ମୃତ

    May 6, 2026

    ସୁଧୀର ପାତ୍ର ହତ୍ୟା ମାମଲା : ମୁହଁ ଖୋଲିଲେ ସୁଧୀର ପାତ୍ରଙ୍କ ପତ୍ନୀ

    May 6, 2026

    ବାରିପଦାରେ ନିର୍ମମ ଦୁର୍ଘଟଣା: ବସ୍‌ଷ୍ଟାଣ୍ଡ ଭିତରେ ଦୌଡ଼ିଲା ବସ୍, ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ

    May 6, 2026

    ଉଦଳା ଡାକ୍ତରଖାନାରେ ଅନ୍ଧାର: ରୋଗୀ ସୁରକ୍ଷା ନେଇ ଗୁରୁତର ପ୍ରଶ୍ନ :

    May 6, 2026

    କୁକୁଡ଼ା ଦୋକାନରେ ୧୨ ଫୁଟିଆ ଅହିରାଜ, ବନବିଭାଗର ସଫଳ ଉଦ୍ଧାର :

    May 6, 2026

    Anuvadini AI Partners with MathZoro to Bring Gamified Mathematics Education for Every Indian School Student

    May 6, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.