Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Wednesday, May 6
    Facebook X (Twitter) YouTube Instagram
    Trending
    • ଇରାନରେ ଭୟଙ୍କର ଅଗ୍ନିକାଣ୍ଡସପିଂ ସେଣ୍ଟରରେ ୮ ଜୀବନ୍ତ ଦଗ୍ଧ, ୩୬ ଆହତ
    • ହିଞ୍ଜିଳି ହତ୍ୟାକାଣ୍ଡକୁ ନେଇ ସରଗରମ ରାଜନୀତି
    • ଆକାଶରେ ଜରୁରୀ ସ୍ଥିତିସୃଷ୍ଟି ::
    • ପାକିସ୍ତାନକୁ ଝଟ୍‌କା ଦେଲା ଟ୍ରମ୍ପପ୍ରଶାସନ :
    • ଜୁନପହିଲାରେ ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ
    • ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ
    • ମେ ୮ରେ ଶପଥ ନେଇପାରନ୍ତି ବିଜୟ : କଂଗ୍ରେସର ସମର୍ଥନ ପରେ ସରକାର ଗଠନ ନେଇ ବିଜୟଙ୍କ ପଥ ପରିଷ୍କାର
    • ଭାରତୀୟ ଜାହାଜକୁ  ଆରବ ସାଗରରୁ ଉଦ୍ଧାର କଲା ପାକିସ୍ତାନ ନୌସେନା
    • ବ୍ୟାଙ୍କ ଋଣ ନ ଶୁଝିଲେ ଜବତ ହେବ ଘର ଜମି!
    • ଭୁବନେଶ୍ବର ଲକ୍ଷ୍ମୀସାଗର ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଦୁଇ ମୃତ
    • ସୁଧୀର ପାତ୍ର ହତ୍ୟା ମାମଲା : ମୁହଁ ଖୋଲିଲେ ସୁଧୀର ପାତ୍ରଙ୍କ ପତ୍ନୀ
    • ବାରିପଦାରେ ନିର୍ମମ ଦୁର୍ଘଟଣା: ବସ୍‌ଷ୍ଟାଣ୍ଡ ଭିତରେ ଦୌଡ଼ିଲା ବସ୍, ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ
    • ଉଦଳା ଡାକ୍ତରଖାନାରେ ଅନ୍ଧାର: ରୋଗୀ ସୁରକ୍ଷା ନେଇ ଗୁରୁତର ପ୍ରଶ୍ନ :
    • କୁକୁଡ଼ା ଦୋକାନରେ ୧୨ ଫୁଟିଆ ଅହିରାଜ, ବନବିଭାଗର ସଫଳ ଉଦ୍ଧାର :
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ଆଜିର ଖବର»ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ

    ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ

    By Charcha NewsMay 6, 2026
    Share
    Facebook Twitter Email WhatsApp

    ଆସମରେ ନୂଆ ସରକାର ଗଠନ ପ୍ରକ୍ରିୟା ଆରମ୍ଭ । ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କଲେ ହିମନ୍ତ । ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଆଜି ରାଜ୍ୟପାଳଙ୍କୁ ଭେଟି ନିଜର ଇସ୍ତଫାପତ୍ର ପ୍ରଦାନ କରିଛନ୍ତି । ଏଥିସହିତ ରାଜ୍ୟରେ ନୂତନ ସରକାର ଗଠନ ପାଇଁ ପଥ ପରିଷ୍କାର ହୋଇଛି ।

    ଆସମରେ ନୂଆ ସରକାର ଗଠନ ପ୍ରକ୍ରିୟା ଆରମ୍ଭ । ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କଲେ ହିମନ୍ତ । ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଆଜି ରାଜ୍ୟପାଳଙ୍କୁ ଭେଟି ନିଜର ଇସ୍ତଫାପତ୍ର ପ୍ରଦାନ କରିଛନ୍ତି । ଏଥିସହିତ ରାଜ୍ୟରେ ନୂତନ ସରକାର ଗଠନ ପାଇଁ ପଥ ପରିଷ୍କାର ହୋଇଛି । ଯଦିଓ ନୂଆ ସରକାରଙ୍କ ଶପଥ ଗ୍ରହଣ ସମୟ ନେଇ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ଘୋଷଣା କରାଯାଇ ନାହିଁ, ତଥାପି ବିଜେପିର ବରିଷ୍ଠ କର୍ମକର୍ତ୍ତାଙ୍କ ସୂଚନା ଅନୁଯାୟୀ ଆସନ୍ତା ମେ ୧୧ ତାରିଖରେ ଏହି ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇପାରେ । 

    ଏହି ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେବାର ସମ୍ଭାବନା ରହିଛି, ଯାହାକୁ ନେଇ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ଜୋରଦାର ଚାଲିଛି । ଉତ୍ତର-ପୂର୍ବ ଭାରତର ଏହି ଗୁରୁତ୍ୱପୂର୍ଣ୍ଣ ରାଜ୍ୟରେ ବିଜେପିର ଏହି ନୂଆ ପାଳିକୁ ନେଇ କର୍ମକର୍ତ୍ତାଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି । 

    ଚର୍ଚ୍ଚା news

    Share. Facebook Twitter WhatsApp

    Related Posts

    ଇରାନରେ ଭୟଙ୍କର ଅଗ୍ନିକାଣ୍ଡସପିଂ ସେଣ୍ଟରରେ ୮ ଜୀବନ୍ତ ଦଗ୍ଧ, ୩୬ ଆହତ

    May 6, 2026 ଅର୍ଥନୀତି

    ହିଞ୍ଜିଳି ହତ୍ୟାକାଣ୍ଡକୁ ନେଇ ସରଗରମ ରାଜନୀତି

    May 6, 2026 ଆଜିର ଖବର

    ଆକାଶରେ ଜରୁରୀ ସ୍ଥିତିସୃଷ୍ଟି ::

    May 6, 2026 ଆଜିର ଖବର

    ପାକିସ୍ତାନକୁ ଝଟ୍‌କା ଦେଲା ଟ୍ରମ୍ପପ୍ରଶାସନ :

    May 6, 2026 ଆଜିର ଖବର

    ଜୁନପହିଲାରେ ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ

    May 6, 2026 ଆଜିର ଖବର

    ମେ ୮ରେ ଶପଥ ନେଇପାରନ୍ତି ବିଜୟ : କଂଗ୍ରେସର ସମର୍ଥନ ପରେ ସରକାର ଗଠନ ନେଇ ବିଜୟଙ୍କ ପଥ ପରିଷ୍କାର

    May 6, 2026 ଆଜିର ଖବର

    ବ୍ୟାଙ୍କ ଋଣ ନ ଶୁଝିଲେ ଜବତ ହେବ ଘର ଜମି!

    May 6, 2026 ଅର୍ଥନୀତି

    ଭୁବନେଶ୍ବର ଲକ୍ଷ୍ମୀସାଗର ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଦୁଇ ମୃତ

    May 6, 2026 ଆଜିର ଖବର

    ବାରିପଦାରେ ନିର୍ମମ ଦୁର୍ଘଟଣା: ବସ୍‌ଷ୍ଟାଣ୍ଡ ଭିତରେ ଦୌଡ଼ିଲା ବସ୍, ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ

    May 6, 2026 ଆଜିର ଖବର

    କୁକୁଡ଼ା ଦୋକାନରେ ୧୨ ଫୁଟିଆ ଅହିରାଜ, ବନବିଭାଗର ସଫଳ ଉଦ୍ଧାର :

    May 6, 2026 ଆଜିର ଖବର

    Anuvadini AI Partners with MathZoro to Bring Gamified Mathematics Education for Every Indian School Student

    May 6, 2026 ଆଜିର ଖବର

    ମାଟ୍ରିକ ପରୀକ୍ଷାରେ ଏ୧ରେ ଉତୀର୍ଣ୍ଣ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ରାୟଗଡ଼ା ଜିଲ୍ଳାପାଳ

    May 5, 2026 ଆଜିର ଖବର
    Watch YouTube

    You May Like

    ଇରାନରେ ଭୟଙ୍କର ଅଗ୍ନିକାଣ୍ଡସପିଂ ସେଣ୍ଟରରେ ୮ ଜୀବନ୍ତ ଦଗ୍ଧ, ୩୬ ଆହତ

    May 6, 2026

    ହିଞ୍ଜିଳି ହତ୍ୟାକାଣ୍ଡକୁ ନେଇ ସରଗରମ ରାଜନୀତି

    May 6, 2026

    ଆକାଶରେ ଜରୁରୀ ସ୍ଥିତିସୃଷ୍ଟି ::

    May 6, 2026

    ପାକିସ୍ତାନକୁ ଝଟ୍‌କା ଦେଲା ଟ୍ରମ୍ପପ୍ରଶାସନ :

    May 6, 2026

    ଜୁନପହିଲାରେ ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ

    May 6, 2026

    ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ

    May 6, 2026

    ମେ ୮ରେ ଶପଥ ନେଇପାରନ୍ତି ବିଜୟ : କଂଗ୍ରେସର ସମର୍ଥନ ପରେ ସରକାର ଗଠନ ନେଇ ବିଜୟଙ୍କ ପଥ ପରିଷ୍କାର

    May 6, 2026

    ଭାରତୀୟ ଜାହାଜକୁ  ଆରବ ସାଗରରୁ ଉଦ୍ଧାର କଲା ପାକିସ୍ତାନ ନୌସେନା

    May 6, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.