ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ଗୋଟିଏ ପରେ ଗୋଟିଏ ଜିଲ୍ଲାରେ ସ୍କୁଲ୍ ଛୁଟି ଘୋଷଣା କରୁଛନ୍ତି ଜିଲ୍ଲାପାଳ। ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସ୍କୁଲକୁ ୨୦ ତାରିଖରୁ ୨୩ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରିଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ।
ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ଗୋଟିଏ ପରେ ଗୋଟିଏ ଜିଲ୍ଲାରେ ସ୍କୁଲ୍ ଛୁଟି ଘୋଷଣା କରୁଛନ୍ତି ଜିଲ୍ଲାପାଳ। ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସ୍କୁଲକୁ ୨୦ ତାରିଖରୁ ୨୩ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରିଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ। ଶିଶୁବାଟିକା, ଅଙ୍ଗନବାଡି କେନ୍ଦ୍ର, ଯୁକ୍ତ ୨ ଜଲେଜକୁ ବି ଛୁଟି ଘୋଷଣ କରାଯାଇଛି। ଆଗାମୀ ଦିନରେ ପାଗକୁ ଦେଖି ଛୁଟିର ଅବଧି ଉପରେ ବିଚାର କରାଯିବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି ।
ଚର୍ଚ୍ଚା news












