Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Thursday, May 7
    Facebook X (Twitter) YouTube Instagram
    Trending
    • ବ୍ୟାଙ୍କ ଟଙ୍କାରେ ସୁନା, ଡ୍ରୋନ୍‌ ଓ ଲଗ୍ଜୁରୀ ସାମଗ୍ରୀ ! ଭିଜିଲାନ୍ସ ଜାଲରେ ଠକ ଯୁଗଳ :
    • ଆରମ୍ଭ ହେଲା ମହାନଦୀ ବଞ୍ଚାଅ ଆନ୍ଦୋଳନର ::
    • ଅପେରସନ୍‌ ସିନ୍ଦୁରକୁ ପୂରିଲା ବର୍ଷେ
    • କଟକ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପକୁ ନେଇ ଅନିଶ୍ଚିତତା
    • କେନ୍ଦ୍ରାପଡ଼ାରେ ଭୟଙ୍କର ଅଗ୍ନିକାଣ୍ଡ :
    • ରାମନାଗୁଡା ବ୍ଲକରେ ପଞ୍ଚାୟତିରାଜ ମନ୍ତ୍ରୀ: ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦଘାଟନ
    • ଆଜିର ରାଶିଫଳ
    • ବଜାରରୁ ସମ୍ପୂର୍ଣ୍ଣ ନିଷେଧ ହେବ ସିନ୍ଥେଟିକ୍ ପନିର,
    • ଇରାନରେ ଭୟଙ୍କର ଅଗ୍ନିକାଣ୍ଡସପିଂ ସେଣ୍ଟରରେ ୮ ଜୀବନ୍ତ ଦଗ୍ଧ, ୩୬ ଆହତ
    • ହିଞ୍ଜିଳି ହତ୍ୟାକାଣ୍ଡକୁ ନେଇ ସରଗରମ ରାଜନୀତି
    • ଆକାଶରେ ଜରୁରୀ ସ୍ଥିତିସୃଷ୍ଟି ::
    • ପାକିସ୍ତାନକୁ ଝଟ୍‌କା ଦେଲା ଟ୍ରମ୍ପପ୍ରଶାସନ :
    • ଜୁନପହିଲାରେ ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ
    • ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ଆଜିର ଖବର»ଜିଲ୍ଲାସ୍ତରୀୟ ସଂସଦ କ୍ଷେତ୍ର ସଡକ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ

    ଜିଲ୍ଲାସ୍ତରୀୟ ସଂସଦ କ୍ଷେତ୍ର ସଡକ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ

    By Charcha NewsJanuary 24, 2026
    Share
    Facebook Twitter Email WhatsApp

    ରାୟଗଡ଼/ ରବିନ୍ଦ୍ର ନାଥ ମହାପାତ୍ର :ରାୟଗଡ଼ା ଜିଲ୍ଲାରେ ରାସ୍ତା ଦୁର୍ଘଟଣା ହ୍ରାସ କରିବା ପାଇଁ ଜିଲ୍ଲାସ୍ତରୀୟ ସଂସଦ କ୍ଷେତ୍ର ସଡକ ସୁରକ୍ଷା କମିଟି ବୈଠକ ଆଜି ଶ୍ରୀ ସପ୍ତଗିରି ଉଲ୍ଲକା, ମାନ୍ୟବର ସାଂସଦଙ୍କ ଅଧ୍ୟକ୍ଷତରେ ସ୍ଥାନୀୟ ଜିଲ୍ଳା ପରିଷଦ ସମ୍ମିଳନୀ କକ୍ଷରେ ଆୟୋଜିତ ହୋଇଥିଲା।

    ଏହି ବୈଠକରେ ରାୟଗଡ଼ ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ଆପଲସ୍ୱାମୀ କାଡ୍ରାକl
    ମାନ୍ୟବର , ଗୁଣୁପୁର ବିଧାୟକ ଶ୍ରୀଯୁକ୍ତ ସତ୍ୟଜିତ ଗମାଙ୍ଗ, ବିଷମକଟକ ବିଧାୟକ ଶ୍ରୀଯୁକ୍ତ ନୀଳମାଧବ ହିକକା, ଜିଲ୍ଲାପରିଷଦ ଅଧ୍ୟକ୍ଷା ସୁଶ୍ରୀ ସରସ୍ୱତୀ ମାଝି,ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକାର୍ଣ୍ଣି,ଆରକ୍ଷୀ ଅଧିକ୍ଷକl ରାୟଗଡ଼ ସୁଶ୍ରୀ ସ୍ୱାତୀ ଏସ୍ କୁମାର, ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ନବୀନ ଚନ୍ଦ୍ର ନାୟକ, ଜିଲ୍ଳା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଅକ୍ଷୟ କୁମାର ଖେମୁଣ୍ଡୁ,  ସିଡିଏମଓ ରାୟଗଡ଼ ଡ଼. ସରୋଜିନୀ ଦେବୀ ସମେତ ଜିଲ୍ଳାର ବ୍ଲକ୍ ଅଧ୍ୟକ୍ଷ-ଅଧ୍ୟକ୍ଷା ଏବଂ ଅନ୍ୟାନ୍ୟ ଜିଲ୍ଳାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

    ପୂର୍ବବର୍ଷ ଅପେକ୍ଷା ୨୦୨୫ରେ ସଡକ ଦୁର୍ଘଟଣା ଠାରୁ ଅଧିକ ରହିଥିବା ଜଣା ପଡିଛି l ବ୍ୟlପକ ସଚେତନତା କଲେ ମଧ୍ୟ ଦୁର୍ଘଟଣା ଜନିତ ମୃତ୍ୟ ହ୍ରାସ ପାଉ ନଥିବାରୁ ମାନ୍ୟବର ସାଂସଦ ଏହି ବୈଠକରେ ଉଦବେଗ ପ୍ରକାଶ କରିଥିଲେ l ସେହିପରି ମାନ୍ୟବର ବିଧାୟକ ରlୟଗଡ଼ ଓ ଗୁଣୁପୁର ଜିଲ୍ଲାର ବିଭିନ୍ନ କ୍ଷେତ୍ରରେ ବ୍ୟାପକ ଜଣସଚେତନତା ସୃଷ୍ଟି କରିବାକୁ କହିଥିଲେ l

    ଏହି ବୈଠକରେ ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ବିନୟ କୁମାର ପାଲ ବିସ୍ତୃତ୍ୱ ଭାବରେ ସଡ଼କ ସୁରକ୍ଷା କମିଟିର ଭୂମିକା ଓ ପଦକ୍ଷେପ ସମ୍ପର୍କରେ ଉପସ୍ଥାପନା କରିଥିଲେ l ଆଞ୍ଚଳିକ ପରିବହନ ଅଧିକାରୀ, ରାୟଗଡ଼ ଶ୍ରୀ ଜିଲ୍ଲାରେ ବର୍ତମାନ ସୁଦ୍ଧା ୧,୯୯,୪୦୬ଟି ଗାଡି ପଞ୍ଜିକୃତ ହୋଇଥିବା ବେଳେ ୧,୫୬, ୯୯୧ଟି ଗାଡ଼ି ଚଳାଚଳ କରୁଛନ୍ତି।
    ପୂର୍ବବର୍ଷ ମାର୍ଚ୍ଚ, ଆକ୍ଟବର ଏବଂ ଡ଼ିସେମ୍ବର ମାସରେ ଦୁର୍ଘଟଣାର ସଂଖ୍ୟା ସର୍ବାଧିକ ରହିଥିଲା ଏବଂ ରାୟଗଡ଼ା, ଚାନ୍ଦିଲି , ମୁନିଗୁଡ଼ା , କାଶୀପୁର ଓ ଗୁଣପୁର ରେ ଅଧିକ ସଡକ ଦୁର୍ଘଟଣା ରିପୋର୍ଟ ହୋଇଥିଲା।  ଗୁମ୍ମା ଘାଟି ରାସ୍ତା, ପଳୁପାଇ ରାମନାଗୁଡ଼ା ରାସ୍ତା, ମୁନିଗୁଡ଼ା ଆମ୍ବଡୋଳା ରାସ୍ତା ଅତ୍ୟଧିକ ଦୁର୍ଘଟଣା ପ୍ରବଣ ସ୍ଥାନ ପାଲଟିଥିବା ପ୍ରକାଶ କରିଥିଲେ । ଷ୍ଟେଟ୍ ହାଇୱେ ୪୪ ଓ ୫ରେ ଅଧିକ ଦୁର୍ଘଟଣା ହେଉଥିବାବେଳେ ଦୁଇଚକିଆ ଓ ପଦଯାତ୍ରୀ ଦୁର୍ଘଟଣାରେ ସର୍ବାଧିକ ପ୍ରଭାବିତ ହେଉଥିବା ଜଣାପଡୁଛ l
    ଏହାସହ ଟ୍ରକ୍ ଡ୍ରାଇଭରଙ୍କ ରାତ୍ରି ଚା ଷ୍ଟଲ ଉପରେ ଚର୍ଚ୍ଚା ହେଉଥିବା ବେଳେ, ସାଂସଦ ଓ ଜିଲ୍ଲାପାଳ ଜାତୀୟ ରାଜପଥରେ ଅତିବେଗ ପର୍ଯ୍ୟବେକ୍ଷଣ କ୍ୟାମେରା, ବିଭିନ୍ନ ସ୍ଥାନରେ ବାରିକେଡ୍, କମ୍ପନ ସ୍ପିଡ୍ ବ୍ରେକର ସ୍ଥାପନ, ଅବୈଧ ପାର୍କିଂ ସ୍ଥାନ ଯାଞ୍ଚପାଇଁ ନିର୍ଦ୍ଦେଶ ଦେଇଛନ୍ତି।  ଏହାସହ ସଡ଼କ ଦୁର୍ଘଟଣା ରେ ପୀଡିତ ମାନଙ୍କୁ ଉଦ୍ଧାର ଓ ସହାୟତା ପାଇଁ ରାହ-ବୀର, ସୋଲାଟିୟମ୍ ଯୋଜନାରେ ଵ୍ୟକ୍ତି ବିଶେଷ ମାନଙ୍କୁ ଉତ୍ସାହିତ କରିବା ଉପରେ ଆଲୋଚନା ହୋଇଥୀଲା ।

    Share. Facebook Twitter WhatsApp

    Related Posts

    ଆରମ୍ଭ ହେଲା ମହାନଦୀ ବଞ୍ଚାଅ ଆନ୍ଦୋଳନର ::

    May 7, 2026 ଆଜିର ଖବର

    ଅପେରସନ୍‌ ସିନ୍ଦୁରକୁ ପୂରିଲା ବର୍ଷେ

    May 7, 2026 ଆଜିର ଖବର

    କଟକ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପକୁ ନେଇ ଅନିଶ୍ଚିତତା

    May 7, 2026 ଆଜିର ଖବର

    କେନ୍ଦ୍ରାପଡ଼ାରେ ଭୟଙ୍କର ଅଗ୍ନିକାଣ୍ଡ :

    May 7, 2026 ଆଜିର ଖବର

    ରାମନାଗୁଡା ବ୍ଲକରେ ପଞ୍ଚାୟତିରାଜ ମନ୍ତ୍ରୀ: ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦଘାଟନ

    May 7, 2026 ଆଜିର ଖବର

    ଇରାନରେ ଭୟଙ୍କର ଅଗ୍ନିକାଣ୍ଡସପିଂ ସେଣ୍ଟରରେ ୮ ଜୀବନ୍ତ ଦଗ୍ଧ, ୩୬ ଆହତ

    May 6, 2026 ଅର୍ଥନୀତି

    ହିଞ୍ଜିଳି ହତ୍ୟାକାଣ୍ଡକୁ ନେଇ ସରଗରମ ରାଜନୀତି

    May 6, 2026 ଆଜିର ଖବର

    ଆକାଶରେ ଜରୁରୀ ସ୍ଥିତିସୃଷ୍ଟି ::

    May 6, 2026 ଆଜିର ଖବର

    ପାକିସ୍ତାନକୁ ଝଟ୍‌କା ଦେଲା ଟ୍ରମ୍ପପ୍ରଶାସନ :

    May 6, 2026 ଆଜିର ଖବର

    ଜୁନପହିଲାରେ ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ

    May 6, 2026 ଆଜିର ଖବର

    ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ

    May 6, 2026 ଆଜିର ଖବର

    ମେ ୮ରେ ଶପଥ ନେଇପାରନ୍ତି ବିଜୟ : କଂଗ୍ରେସର ସମର୍ଥନ ପରେ ସରକାର ଗଠନ ନେଇ ବିଜୟଙ୍କ ପଥ ପରିଷ୍କାର

    May 6, 2026 ଆଜିର ଖବର
    Watch YouTube

    You May Like

    ବ୍ୟାଙ୍କ ଟଙ୍କାରେ ସୁନା, ଡ୍ରୋନ୍‌ ଓ ଲଗ୍ଜୁରୀ ସାମଗ୍ରୀ ! ଭିଜିଲାନ୍ସ ଜାଲରେ ଠକ ଯୁଗଳ :

    May 7, 2026

    ଆରମ୍ଭ ହେଲା ମହାନଦୀ ବଞ୍ଚାଅ ଆନ୍ଦୋଳନର ::

    May 7, 2026

    ଅପେରସନ୍‌ ସିନ୍ଦୁରକୁ ପୂରିଲା ବର୍ଷେ

    May 7, 2026

    କଟକ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପକୁ ନେଇ ଅନିଶ୍ଚିତତା

    May 7, 2026

    କେନ୍ଦ୍ରାପଡ଼ାରେ ଭୟଙ୍କର ଅଗ୍ନିକାଣ୍ଡ :

    May 7, 2026

    ରାମନାଗୁଡା ବ୍ଲକରେ ପଞ୍ଚାୟତିରାଜ ମନ୍ତ୍ରୀ: ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦଘାଟନ

    May 7, 2026

    ଆଜିର ରାଶିଫଳ

    May 7, 2026

    ବଜାରରୁ ସମ୍ପୂର୍ଣ୍ଣ ନିଷେଧ ହେବ ସିନ୍ଥେଟିକ୍ ପନିର,

    May 6, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.