Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Saturday, April 11
    Facebook X (Twitter) YouTube Instagram
    Trending
    • ଭୂଦାନ ସ୍ମୃତି ବିଚାର ଓ ସଦ ଭାବନା ଯାତ୍ରା ନେଇ ପ୍ରସ୍ତୁତି ବୈଠକ ::
    • ଗୁଣପୁର ମାଟି ପାଇଁ ଜିବନ ଦେବୁ :;
    • ରାଜପଥ କଡ ରେ ବିକ୍ରି ବେଳେ 45 ଗ୍ରାମ ବ୍ରାଉନ ସୁଗାର ସହ ଜଣେ ଗିରଫ ।
    • ଯୋଗ ହିଁ ସୁସ୍ଥ ଜୀବନର ମୂଳମନ୍ତ୍ର ::
    • କୋଟସମଲାଇ ରଘୁନାଥ ନାଟ୍ୟକଲା ପରିଷଦ ଶ୍ରୀରାମଲୀଳା ଉତ୍ସବ :;
    • ଲୀଳା ନାଟକ ମାଧ୍ୟମରେ ଭାଇଚାରା ସୃଷ୍ଟି ହୁଏ :;
    • ୪ଟି ବାମପନ୍ଥୀ ଦଳର ରାଜ୍ୟ ନେତୃବୃନ୍ଦ ସିଜିମାଳି ଅଞ୍ଚଳର ପରିସ୍ଥିତି କଲେ ଅନୁଧ୍ୟାନ :;
    • ଲୋକକଳା ପାଇଁ ଦିନଟିଏ କଳାକାରମାନଙ୍କୁ ସମ୍ମାନ ପ୍ରଦାନ ::
    • ସାଲିଆସାହି ଅଶାନ୍ତ : ଭାଇ ବନିଲା ଭାଇର ଶତ୍ରୁ
    • ଛେନା ପୋଡ…
    • ଲୋକକଳା ପାଇଁ ଦିନଟିଏ: କଳାକାରମାନଙ୍କୁ ସମ୍ମାନ ପ୍ରଦାନ :;
    • ହୋମିଓପଥିକ ପ୍ରାକ୍ଟିସନରସ ଆସୋସିଏସନର ୧୧ତମ ବାର୍ଷିକ ଉତ୍ସବ :;
    • ସିଜିମାଳି ଖଣିଖନନ ପାଇଁ ରାସ୍ତା ନିର୍ମାଣକୁ ନେଇ ରାୟଗଡା ପ୍ରଶାସନ ଓ ଖଣି ପ୍ରଭାବିତ ଙ୍କ ମଧ୍ୟରେ ଉତ୍ତେଜନା :
    • ଜାଣନ୍ତୁ ଆଜିର ରାଶିଫଳ :;
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ରାଜ୍ୟ»ଦାୟିତ୍ୱରୁ ଅବସର ଗ୍ରହଣ କଲେ ବହୁ ପ୍ରଶଂସିତ ଶିକ୍ଷକ ସୋମନାଥ ସିଂ :;

    ଦାୟିତ୍ୱରୁ ଅବସର ଗ୍ରହଣ କଲେ ବହୁ ପ୍ରଶଂସିତ ଶିକ୍ଷକ ସୋମନାଥ ସିଂ :;

    By Charcha NewsApril 10, 2026
    Share
    Facebook Twitter Email WhatsApp

    ଦାୟିତ୍ୱରୁ ଅବସର ଗ୍ରହଣ କଲେ ବହୁ ପ୍ରଶଂସିତ ଶିକ୍ଷକ ସୋମନାଥ ସିଂ l ତେଵେ ପିଲାମାନଙ୍କ ପ୍ରତି ଭଲ ପାଇବା, ତାୟିତ୍ୱ ଏବଂ କର୍ତ୍ତବ୍ୟ ସଚେତନତା, ବିଦ୍ୟାଳୟର ଉନ୍ନତି ପ୍ରତି ଆଗ୍ରହ ସବୁବେଳେ ପିଲାଙ୍କ ଭିତରେ ତାଙ୍କର ଅଭାବକୁ ମନେ ପକାଇ ଦେଉଥିବ l ଯାହା ଜଣେ ଆଦର୍ଶ ଶିକ୍ଷକ ଭାବେ ଛାତ୍ରଛାତ୍ରୀ, ଅଭିଭାବକ ଏବଂ ସହକର୍ମୀ ମହଲରେ ନିଜର ପରିଚୟ ସୃଷ୍ଟି କରିବାରେ ସଫଳ ହୋଇଥିଲେ ସୋମନାଥ ସିଂ ସାର l ସେ ଆଉ କେହି ନୁହନ୍ତି ବାରିପଦା ମ୍ୟୁନିସିପାଲିଟି ଅନ୍ତର୍ଗତ ୧୫ନଂ ୱାର୍ଡ ସ୍ଥିତ ପୂର୍ଣ୍ଣଚନ୍ଦ୍ରପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ସୋମନାଥ ସିଂହ ସାର l ତାଙ୍କର କାର୍ଯ୍ୟକାଳ ସଫଳତାର ସହ ପୂରଣ କରିବା ପରେ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଆଜି ଅନୁଷ୍ଠିତ ହୋଇଯାଇଛି I ବିଦ୍ୟାଳୟର ପ୍ରଧାନଶିକ୍ଷକ ସୌମ୍ୟ ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ ନଗରପାଳ କୃଷ୍ଣIନନ୍ଦ ମହାନ୍ତି, ସମ୍ମାନିତ ଅତିଥି ଭାବେ ସ୍ଥାନୀୟ କାଉନସିଲର ନିରୁପମା ମହାନ୍ତି, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ମମତାମୟୀ ବିଶ୍ୱାଳ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶଶୀଧର ସିଂ, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ଭାଗିରଥି ମଲ୍ଲିକ, ମୟୂରଭଞ୍ଜ ସମଗ୍ର ଶିକ୍ଷାର ଆଦିବାସୀ ଶିକ୍ଷା ସଂଯୋଜକ ସପନ କୁମାର ପୃଷ୍ଟି, ସମନ୍ୱିତ ଶିକ୍ଷା ସଂଯୋଜକ ନିରଞ୍ଜନ ନାୟକ, ବାଳିକା ଶିକ୍ଷା ସଂଯୋଜକ ପ୍ରଫୁଲ୍ଲ କୁମାର ବାରିକ, ଏଫସି ଅଶୋକ କୁମାର ସାମଲ, ଶିକ୍ଷକ ନେତା ବିମଳ କୁମାର ଆଚାର୍ଯ୍ୟ, ପୂର୍ଣ୍ଣାନନ୍ଦ ଆଚାର୍ଯ୍ୟ, ହରେକୃଷ୍ଣ ବାରିକ, ପ୍ରଦୀପ କୁମାର ନାଥ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ତପସ୍ୱିନୀ ଦାଶ ଓ ବ୍ରଜମୋହନ ମୁର୍ମୁ, ସାଇ କୋଚ ବିନୋଦ ରାମ, ତ୍ରିରଙ୍ଗା କ୍ଲବର ସଭାପତି ଆଲୋକ କୁମାର ମହାନ୍ତି, ଉପସଭାପତି ରବୀନ୍ଦ୍ର କୁମାର ମହାନ୍ତି, ସମାଜସେବୀ ଅମର କୁମାର ସେଠୀ , ସରୋଜ ମହାପାତ୍ର ( ଲିଟନ ), ଡଃ ନିରୋଜ କୁମାର ପୋଥାଳ, ଚିତ୍ତରଞ୍ଜନ ସ୍ୱାଇଁ, ଅବସରପ୍ରାପ୍ତ ଶିକ୍ଷକ ସନ୍ତୋଷ ମହାନ୍ତି, ନବକିଶୋର ପାଲବାବୁ, ବଳରାମ ନାଥ, ଡଃ ଅସୀମ କୁମାର ଚକ୍ରବର୍ତ୍ତୀ, କମଲ ମହାକୁଡ଼, ରାମଚନ୍ଦ୍ର ବେହେରା ପ୍ରମୁଖ ଉପସ୍ଥିତ ରହି ବିଦ୍ୟାଳୟ ତଥା ସମାଜ ପାଇଁ ଶ୍ରୀ ସିଂହଙ୍କ ଉଲ୍ଲେଖନୀୟ ଅବଦାନ ଉପରେ ଆଲୋକପାତ କରିବା ସହ ପରବର୍ତ୍ତୀ ସୁଖମୟ ଜୀବନ କାମନା କରିଥିଲେ I ଏହି ଅବସରରେ ସ୍ୱତନ୍ତ୍ର ରିଲିଫ କମିଶନର ତଥା ପୂର୍ବତନ ଜିଲ୍ଲାପାଳ ରାଜେଶ ପ୍ରଭାକର ପାଟିଲ ଏବଂ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟ ପ୍ରଦାନ କରିଥିବା ଅଭିନନ୍ଦନ ପତ୍ରକୁ ଡିସିପିଓ ଶ୍ରୀମତୀ ବିଶ୍ୱାଳ ପାଠ କରିଥିଲେ I ତ୍ରିରଙ୍ଗା କ୍ଲବ, ବିଦ୍ୟାଳୟର ଛାତ୍ରଛାତ୍ରୀ ତଥା ଶିକ୍ଷକ /ଶିକ୍ଷୟିତ୍ରୀ ଓ ହଷ୍ଟେଲର କର୍ମକର୍ତ୍ତା ଶ୍ରୀ ସିଂହଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରିବା ସହ ଦୀର୍ଘ ନିରାମୟ ଜୀବନ କାମନା କରିଥିଲେ I ଶେଷରେ ଶ୍ରୀ ସିଂହ ଏହି ସମ୍ବର୍ଦ୍ଧନା ପାଇଁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିବା ସହ ବିଦ୍ୟାଳୟ ତଥା ଛାତ୍ରଛାତ୍ରୀଙ୍କ ଉଜ୍ଜଳ ଭବିଷ୍ୟତ କାମନା କରିଥିଲେ I ଶିକ୍ଷକ ଗଣେଶ ବେହେରା ମଞ୍ଚ ପରିଚାଳନା କରିଥିଲେ I

    ଚର୍ଚ୍ଚା news

    Share. Facebook Twitter WhatsApp

    Related Posts

    ଗୁଣପୁର ମାଟି ପାଇଁ ଜିବନ ଦେବୁ :;

    April 11, 2026 ରାଜ୍ୟ

    କୋଟସମଲାଇ ରଘୁନାଥ ନାଟ୍ୟକଲା ପରିଷଦ ଶ୍ରୀରାମଲୀଳା ଉତ୍ସବ :;

    April 11, 2026 ରାଜ୍ୟ

    ଲୀଳା ନାଟକ ମାଧ୍ୟମରେ ଭାଇଚାରା ସୃଷ୍ଟି ହୁଏ :;

    April 11, 2026 ରାଜ୍ୟ

    ସାଲିଆସାହି ଅଶାନ୍ତ : ଭାଇ ବନିଲା ଭାଇର ଶତ୍ରୁ

    April 11, 2026 ଅପରାଧ

    ଛେନା ପୋଡ…

    April 11, 2026 ଆଜିର ଖବର

    ହୋମିଓପଥିକ ପ୍ରାକ୍ଟିସନରସ ଆସୋସିଏସନର ୧୧ତମ ବାର୍ଷିକ ଉତ୍ସବ :;

    April 11, 2026 ରାଜ୍ୟ

    ସିଜିମାଳି ଖଣିଖନନ ପାଇଁ ରାସ୍ତା ନିର୍ମାଣକୁ ନେଇ ରାୟଗଡା ପ୍ରଶାସନ ଓ ଖଣି ପ୍ରଭାବିତ ଙ୍କ ମଧ୍ୟରେ ଉତ୍ତେଜନା :

    April 11, 2026 ଆଜିର ଖବର

    ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କଲେ ସାଂସଦ ଅପରାଜିତା ::

    April 10, 2026 ଆଜିର ଖବର

    ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ରାଜ୍ୟବ୍ୟାପୀ ପାଳନ ହେଉଛି ‘ଓଡ଼ିଆ ପକ୍ଷ’।

    April 10, 2026 ରାଜ୍ୟ

    ରାୟଗଡ଼ା ଜିଲ୍ଲା କାଶୀପୁର ସିଯିମାଳି ଅଞ୍ଚଳରେ ଆଦିବାସୀ ଙ୍କ ଉପରେ ହୋଇଥିବା ଦମନ ଲୀଳା କୁ ବିରୋଧ ::

    April 10, 2026 ଆଜିର ଖବର

    ରାୟଗଡ଼ା ଜିଲ୍ଲା କାଶୀପୁର ସିଯିମାଳି ଅଞ୍ଚଳରେ ଆଦିବାସୀ ଙ୍କ ଉପରେ ହୋଇଥିବା ଦମନ ଲୀଳା କୁ ବିରୋଧ

    April 10, 2026 ଆଜିର ଖବର

    କଟକ ରେଲୱେ ଷ୍ଟେସନ୍‌ରେ ଆରପିଏଫ ଙ୍କ ସଚେତନତା ଓ ସମୟୋଚିତ ପଦକ୍ଷେପ ଫଳରେ ଦୁଇ ଜଣ ଅପ୍ରାପ୍ତବୟସ୍କ ପୁଅଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି।

    April 10, 2026 ରାଜ୍ୟ
    Watch YouTube

    You May Like

    ଭୂଦାନ ସ୍ମୃତି ବିଚାର ଓ ସଦ ଭାବନା ଯାତ୍ରା ନେଇ ପ୍ରସ୍ତୁତି ବୈଠକ ::

    April 11, 2026

    ଗୁଣପୁର ମାଟି ପାଇଁ ଜିବନ ଦେବୁ :;

    April 11, 2026

    ରାଜପଥ କଡ ରେ ବିକ୍ରି ବେଳେ 45 ଗ୍ରାମ ବ୍ରାଉନ ସୁଗାର ସହ ଜଣେ ଗିରଫ ।

    April 11, 2026

    ଯୋଗ ହିଁ ସୁସ୍ଥ ଜୀବନର ମୂଳମନ୍ତ୍ର ::

    April 11, 2026

    କୋଟସମଲାଇ ରଘୁନାଥ ନାଟ୍ୟକଲା ପରିଷଦ ଶ୍ରୀରାମଲୀଳା ଉତ୍ସବ :;

    April 11, 2026

    ଲୀଳା ନାଟକ ମାଧ୍ୟମରେ ଭାଇଚାରା ସୃଷ୍ଟି ହୁଏ :;

    April 11, 2026

    ୪ଟି ବାମପନ୍ଥୀ ଦଳର ରାଜ୍ୟ ନେତୃବୃନ୍ଦ ସିଜିମାଳି ଅଞ୍ଚଳର ପରିସ୍ଥିତି କଲେ ଅନୁଧ୍ୟାନ :;

    April 11, 2026

    ଲୋକକଳା ପାଇଁ ଦିନଟିଏ କଳାକାରମାନଙ୍କୁ ସମ୍ମାନ ପ୍ରଦାନ ::

    April 11, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.