Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Wednesday, April 15
    Facebook X (Twitter) YouTube Instagram
    Trending
    • ୮୨ ତମ ଜିଲ୍ଲା ପରିଷଦ ବୈଠକ :
    • ଓ୍ବାଙ୍ଖଡ଼େରେ କ୍ରିକେଟ୍ ଫୁଟବଲ୍‌ର ସୁନ୍ଦର ସମ୍ମିଳନ :
    • ସିବିଏସ୍‌ଇ ୧୦ମ ପରୀକ୍ଷା ଫଳ ପ୍ରକାଶିତ :
    • ଗଂଜାମ ଜିଲ୍ଲା ଅ।ସିକା କୋଟିନଡା ଥାନା ଭେଟନଇ ଗାଁ ଦାଣ୍ଡରେ ଏକ ହତ୍ୟାକାଣ୍ଡ ::
    • ଓଡ଼ିଶାରେ ଆସନ ବୃଦ୍ଧି ଯୋଜନା: ୧୧ ଲୋକସଭା ଓ ୭୪ ବିଧାନସଭା ପର୍ଯ୍ୟନ୍ତ ସମ୍ଭାବନା :
    • ସମ୍ବିଧାନ ପ୍ରଣେତା ଡ଼ଃ ବି.ଆର.ଆମ୍ବେଦକରଙ୍କ ଜନ୍ମ ଜୟନ୍ତୀ ପାଳିତ ::
    • ଜାଣନ୍ତୁ ଆଜିର ରାଶିଫଳ :
    • ଜିଲ୍ଲା ଯୋଜନା କମିଟିରେ ଅଧ୍ୟକ୍ଷ ଭାବେ ଯୋଗଦେଲେ ମାନ୍ୟବର ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ::
    • ମାନ୍ୟବର ଗଣଶିକ୍ଷା ମନ୍ତ୍ରୀ ଙ୍କ ଉପସ୍ଥିତିରେ ରାୟଗଡ଼ ବ୍ଳକ ସ୍ତରୀୟ ଓଡ଼ିଆ ନବବର୍ଷ ପାଳିତ :
    • ଓଡ଼ିଆ ନବବର୍ଷ ଅସ୍ମିତା, ପରମ୍ପରା ଓ ନୂଆ ସମ୍ଭାବନାର ଉତ୍ସବ ::
    • କଟକ ରେଳ ଷ୍ଟେସନରେ ଯାତ୍ରୀମାନଙ୍କ ସାମଗ୍ରୀ ଚୋରି ଘଟଣାରେ ଜଡିତ ଅଭିଯୁକ୍ତଙ୍କୁ ଗିରଫ ::
    • କଲ୍ୟାଣସିଂପୁର ବ୍ଲକ ସଦର ମହକୁମା ଠାରେ ଜିଲ୍ଲାପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ  ::
    • ଆଜିର ରାଶିଫଳ
    • ବନ୍ଦନୀୟ ବରପୁତ୍ର କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲାସ୍ତରୀୟ ସାରସ୍ବତ ସମାବେଶ ଆୟୋଜିତ :
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ଦେଶ ବିଦେଶ»ନଦୀକୁ ଖସିପଡ଼ିଲା ଆଇଟିବିପି ଯବାନଙ୍କୁ ନେଇ ଯାଉଥିବା ଗାଡ଼ି

    ନଦୀକୁ ଖସିପଡ଼ିଲା ଆଇଟିବିପି ଯବାନଙ୍କୁ ନେଇ ଯାଉଥିବା ଗାଡ଼ି

    By charchanewsJuly 30, 2025
    Share
    Facebook Twitter Email WhatsApp

    ଜମ୍ମୁ ଓ କଶ୍ମୀରର ଗାଣ୍ଡେରବଲ ଜିଲାରେ ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ଏକ ବସ ନଦୀକୁ ଖସିପଡ଼ିଛି। ଅଧିକାରୀମାନେ ସୂଚନା ଦେଇଛନ୍ତି ଯେ, ପ୍ରବଳ ବର୍ଷା ମଧ୍ୟରେ ଗାଣ୍ଡେରବଲ ଜିଲାର କୁଲାନରେ ଇଣ୍ଡୋ-ତିବ୍ଦତୀୟ ସୀମା ପୋଲିସ (ଆଇଟିବିପି) କର୍ମଚାରୀଙ୍କୁ ନେଇ ଯାଉଥିବା ଏକ ବସ ସିନ୍ଧ ନଦୀକୁ ଖସିପଡ଼ିଛି। ଜଣେ ଅଧିକାରୀ କହିଛନ୍ତି ସମସ୍ତ ଯବାନଙ୍କୁ ଉଦ୍ଧାର କରାଯାଇଛି । ହେଲେ ସ୍ପଷ୍ଟ କରାଯାଇନାହିଁ କି, ବସରେ କେତେଜଣ ଯବାନ ଥିଲେ । ସେପଟେ ବସ୍ ଚାଳକ ଗୁରୁତର ହୋଇଛନ୍ତି ।

    ଦୁର୍ଘଟଣା ପରେ ଯେଉଁ ଭିଡ଼ିଓ ଆସିଛି ସେଥିରେ ଦେଖିବାକୁ ମିଳିଛି ନଦୀ ଭିତରେ ବସଟି ଭାସୁଛି ଓ ଉଦ୍ଧାରକାରୀ ଦଳ ଉଦ୍ଧାରକାର୍ଯ୍ୟ ଜାରି ରଖିଛନ୍ତି । କିଛି ଯବାନଙ୍କୁ ଉଦ୍ଧାର କରାଯାଇଥିବା ବେଳେ ସେମାନଙ୍କ ନିକଟରେ ଥିବା ଅସ୍ତ୍ରଶସ୍ତ୍ର ଉଦ୍ଧାର ହୋଇପାରିନାହିଁ ।

    Share. Facebook Twitter WhatsApp

    Related Posts

    ଛେନା ପୋଡ…

    April 11, 2026 ଆଜିର ଖବର

    ରାୟଗଡ଼ା ଜିଲ୍ଲା କାଶୀପୁର ସିଯିମାଳି ଅଞ୍ଚଳରେ ଆଦିବାସୀ ଙ୍କ ଉପରେ ହୋଇଥିବା ଦମନ ଲୀଳା କୁ ବିରୋଧ ::

    April 10, 2026 ଆଜିର ଖବର

    ୭ ବର୍ଷ ପରେ ଭାରତ ଆସୁଛି ଇରାନରୁ ତେଲ ::

    April 8, 2026 ଆଜିର ଖବର

    ଇରାନର ଧମକ ପରେ ହ୍ୱାଇଟ୍ ହାଉସ୍‌କୁ ଟାର୍ଗେଟ୍ :

    April 6, 2026 ଦେଶ ବିଦେଶ

    ଏୟାରପୋର୍ଟରେ ଧୋନୀଙ୍କ ଚେକିଂ, ସଚିନଙ୍କୁ କାହିଁକି ମିଳେ ଛାଡ଼? ଭାଇରାଲ୍ ଭିଡିଓର ସତ୍ୟ ::

    April 4, 2026 ଆଜିର ଖବର

    ହର୍ମୁଜ ପ୍ରଣାଳୀରେ ଭାରତୀୟ ଜାହାଜ ସୁରକ୍ଷିତ:

    April 2, 2026 ଦେଶ ବିଦେଶ

    ଟ୍ରମ୍ପଙ୍କ ଶେଷ ଚେତାବନୀ ପରେ ଇସ୍ରାଏଲ ଉପରେ କ୍ଷେପଣାସ୍ତ୍ର ମାଡ଼ କଲା ଇରାନ, ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି :

    April 2, 2026 ଦେଶ ବିଦେଶ

    ଆପ୍‌ ଏବଂ ଏହାର ପ୍ରମୁଖ ନେତାଙ୍କ ପ୍ରସଙ୍ଗରେ ରାଘବଙ୍କ ନିରବତା ଯୋଗୁଁ ଦଳ ପକ୍ଷରୁ ତାଙ୍କ ବିରୋଧ‌ରେ ଏହି କାର୍ୟ୍ୟାନୁଷ୍ଠାନ ନିଆଯାଇଥିବା କଥା କୁହାଯାଇଛି ।

    April 2, 2026 ଆଜିର ଖବର

    ରାଜ୍ୟସଭାର ଉପନେତା ପଦରୁ ହଟିଲେ ଆପ୍ ସାଂସଦ ରାଘବ ଚଢ଼ା ::

    April 2, 2026 ଆଜିର ଖବର

    ଏପ୍ରିଲ ୧୬-୧୮ ପର୍ଯ୍ୟନ୍ତ ସଂସଦର ସ୍ବତନ୍ତ୍ର ଅଧିବେଶନ!

    April 2, 2026 ଆଜିର ଖବର

    ଭାରତୀୟ ପଡ଼ୋଶୀ ଦେଶରେ ଏକଛତ୍ରବାଦୀ ଶାସନ!ମିଆଁମାରର ଜୁଣ୍ଟା ମୁଖ୍ୟ ରାଷ୍ଟ୍ରପତି ହେବା ପାଇଁ କରୁଛନ୍ତି ପ୍ରସ୍ତୁତି :

    March 30, 2026 ଆଜିର ଖବର

    ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭିତରେ ଆଉ ଜଣେ ଭାରତୀୟଙ୍କ ମୃତ୍ୟୁ ::

    March 30, 2026 ଆଜିର ଖବର
    Watch YouTube

    You May Like

    ୮୨ ତମ ଜିଲ୍ଲା ପରିଷଦ ବୈଠକ :

    April 15, 2026

    ଓ୍ବାଙ୍ଖଡ଼େରେ କ୍ରିକେଟ୍ ଫୁଟବଲ୍‌ର ସୁନ୍ଦର ସମ୍ମିଳନ :

    April 15, 2026

    ସିବିଏସ୍‌ଇ ୧୦ମ ପରୀକ୍ଷା ଫଳ ପ୍ରକାଶିତ :

    April 15, 2026

    ଗଂଜାମ ଜିଲ୍ଲା ଅ।ସିକା କୋଟିନଡା ଥାନା ଭେଟନଇ ଗାଁ ଦାଣ୍ଡରେ ଏକ ହତ୍ୟାକାଣ୍ଡ ::

    April 15, 2026

    ଓଡ଼ିଶାରେ ଆସନ ବୃଦ୍ଧି ଯୋଜନା: ୧୧ ଲୋକସଭା ଓ ୭୪ ବିଧାନସଭା ପର୍ଯ୍ୟନ୍ତ ସମ୍ଭାବନା :

    April 15, 2026

    ସମ୍ବିଧାନ ପ୍ରଣେତା ଡ଼ଃ ବି.ଆର.ଆମ୍ବେଦକରଙ୍କ ଜନ୍ମ ଜୟନ୍ତୀ ପାଳିତ ::

    April 15, 2026

    ଜାଣନ୍ତୁ ଆଜିର ରାଶିଫଳ :

    April 15, 2026

    ଜିଲ୍ଲା ଯୋଜନା କମିଟିରେ ଅଧ୍ୟକ୍ଷ ଭାବେ ଯୋଗଦେଲେ ମାନ୍ୟବର ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ::

    April 15, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.