Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Thursday, April 9
    Facebook X (Twitter) YouTube Instagram
    Trending
    • PNG: ୨ ବର୍ଷରେ କେବଳ ୨୫ ଶହ ଘରକୁ ପିଏନ୍‌ଜି ସଂଯୋଗ ::
    • ବର୍ଜ୍ୟମୁକ୍ତ ଭୁବନେଶ୍ୱର ପାଇଁ ଆବାସିକ ସଂଗଠନର ସହଯୋଗ ଲୋଡିଲା ବିଏମ୍ ସି :;
    • ବିଏମ୍ ସିର ଗଳିକନ୍ଦିରୁ ବର୍ଜ୍ୟ ସଂଗ୍ରହ ପାଇଁ ଲୋକାର୍ପିତ ହେଲା ତିନି ଚକିଆ ସଫେଇ ଟ୍ରଲି :;
    • ଓଡ଼ିଆ ପକ୍ଷ : ରକ୍ତଦାନ ଅଭିଯାନରେ ୬,୪୪୧ ୟୁନିଟ ରକ୍ତ ସଂଗ୍ରହ ::
    • କଟକର ରାମଦାସପୁରରେ ପେଜ୍ ଇଣ୍ଡଷ୍ଟ୍ରିଜ୍‌ର ଆପାରେଲ୍ ୟୁନିଟ୍ ଉଦ୍‌ଘାଟିତ – ରାଜ୍ୟରେ ଶିଳ୍ପାୟନ ଓ ନିଯୁକ୍ତିରେ ନୂଆ ଅଧ୍ୟାୟ ::
    • ଉଦଳା ୧୨ ନମ୍ବର ୱାର୍ଡ ରେ ବର୍ଷାରେ ବୁଡିଗଲା ମଟନ-ଚିକେନ ମାର୍କେଟ :
    • ରାଜ୍ୟ ପୋଲିସ ମୁଖ୍ୟାଳୟ :;
    • ଆରଏସସିଏଲ୍ (RSCL) କାର୍ଯ୍ୟକାରୀ କମିଟିର ବୈଠକ:
    • ଜାଣନ୍ତୁ ଆଜିର ରାଶିଫଳ :;
    • ଭୁବନେଶ୍ୱର ମେଟ୍ରୋ ରେଳବାଇ ପ୍ରକଳ୍ପର ଅକାଳ ମୃତ୍ୟୁ
    • ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଗଞ୍ଜାମ ଜିଲ୍ଲାର କୋଦଳା ସ୍ଥିତ କମ୍ୟୁନିଟି ହେଲ୍ଥ ସେଣ୍ଟର (ସିଏଚସି) ରେ ଘଟିଥିବା ଏକ ବ୍ୟାପକ ଆର୍ଥିକ ଅନିୟମିତତାକୁ ପ୍ରକାଶ କରାଯାଇଛି ।
    • ଗ୍ୟାସ୍‌ କଳାବଜାରୀ ଉପରେ ଧରଣର ଚଢ଼ାଉ ;
    • ୭ ବର୍ଷ ପରେ ଭାରତ ଆସୁଛି ଇରାନରୁ ତେଲ ::
    • ବଂଶଧାରା ଟ୍ରିବୁନାଲ ନେଇ ରାଜ୍ୟ ସରକାରଙ୍କ ଟାଳଟୁଳ ନୀତି ବିରୋଧକରି ପ୍ରେସ ବିବୃତି ::
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ଆଜିର ଖବର»ମାଲଗୋଡାଉନ ଥାନା ଅଧୀନ ଅଞ୍ଚଳରେ ସିନିୟର ସିଟିଜେନ୍‌ ମିଟିଂ ଅନୁଷ୍ଠିତ

    ମାଲଗୋଡାଉନ ଥାନା ଅଧୀନ ଅଞ୍ଚଳରେ ସିନିୟର ସିଟିଜେନ୍‌ ମିଟିଂ ଅନୁଷ୍ଠିତ

    By Charcha NewsMarch 15, 2026
    Share
    Facebook Twitter Email WhatsApp

    ସାମ୍ବାଦିକ ସୌମ୍ୟରଞ୍ଜନ ଦାସ
    ତାରିଖ-୧୫ -୦୩-୨୦୨୬

    କଟକ : ମାଲଗୋଡାଉନ ଥାନା ଅଧୀନ ଅଞ୍ଚଳରେ ବସବାସ କରୁଥିବା ବୃଦ୍ଧ ନାଗରିକମାନଙ୍କର ସୁରକ୍ଷା, ସୁବିଧା ଓ କଲ୍ୟାଣକୁ ଦୃଢ କରିବା ଉଦ୍ଦେଶ୍ୟରେ ଏକ ସିନିୟର ସିଟିଜେନ୍‌ ମିଟିଂ ଆୟୋଜନ କରାଯାଇଥିଲା। ପୋଲିସ ଓ ବୃଦ୍ଧ ନାଗରିକମାନଙ୍କ ମଧ୍ୟରେ ସମ୍ପର୍କ ଓ ସମନ୍ୱୟ ବଢ଼ାଇବା ପାଇଁ କମ୍ୟୁନିଟି ପୋଲିସିଂ ଅଭିଯାନର ଅଂଶ ଭାବେ ଏହି କାର୍ଯ୍ୟକ୍ରମଟି ଆୟୋଜିତ ହୋଇଥିଲା। ଏହି ବୈଠକରେ ଜୋନ–୧ ଏସିପି, ୱାର୍ଡ ନଂ ୪୦ ଓ ୪୬ ର କର୍ପୋରେଟର, ଏକ ପୂର୍ବତନ କର୍ପୋରେଟର ସହ ଅଞ୍ଚଳର ଅନେକ ସମ୍ମାନନୀୟ ବୃଦ୍ଧ ନାଗରିକ ଉପସ୍ଥିତ ଥିଲେ। ବୈଠକରେ ବୃଦ୍ଧ ନାଗରିକମାନଙ୍କ ସୁରକ୍ଷା, ସ୍ୱାସ୍ଥ୍ୟ ସୁବିଧା, ସହାୟତା ଓ ଅନ୍ୟାନ୍ୟ ସମସ୍ୟା ବିଷୟରେ ବିସ୍ତୃତ ଆଲୋଚନା କରାଯାଇଥିଲା। ପୋଲିସ ପକ୍ଷରୁ ବୃଦ୍ଧ ନାଗରିକମାନଙ୍କୁ ସାଇବର ଠକେଇ, ଧୋଖାଧଡ଼ି ଓ ଅନ୍ୟାନ୍ୟ ଅପରାଧିକ କାର୍ଯ୍ୟକଳାପ ପ୍ରତି ସଚେତନ ରହିବାକୁ ପରାମର୍ଶ ଦିଆଯାଇଥିଲା। କୌଣସି ସନ୍ଦେହଜନକ କାର୍ଯ୍ୟକଳାପ ବା ଜରୁରୀ ପରିସ୍ଥିତି ଦେଖାଦେଲେ ସତ୍ବରେ ପୋଲିସକୁ ସୂଚନା ଦେବାକୁ ଅନୁରୋଧ କରାଯାଇଥିଲା। ସେମାନଙ୍କୁ ପୋଲିସ ହେଲ୍ପଲାଇନ୍ ସେବା ଓ ମାଲଗୋଡାଉନ ଥାନା ପକ୍ଷରୁ ମିଳୁଥିବା ସହାୟତା ବିଷୟରେ ମଧ୍ୟ ଜଣାଇଦିଆଯାଇଥିଲା। ପୋଲିସ ପକ୍ଷରୁ ଆଶ୍ୱାସନ ଦିଆଯାଇଥିଲା ଯେ ବିଟ୍‌ ଅଫିସରମାନଙ୍କ ଦ୍ୱାରା ବୃଦ୍ଧ ନାଗରିକମାନଙ୍କ ସହିତ ନିୟମିତ ଯୋଗାଯୋଗ ଓ ସକ୍ଷାତକାର ଜାରି ରହିବ ଏବଂ ସେମାନଙ୍କ ସୁରକ୍ଷା ଓ କଲ୍ୟାଣ ପାଇଁ ସମ୍ଭବ ସବୁ ପ୍ରକାର ସହାୟତା ଯୋଗାଇ ଦିଆଯିବ। ଉପସ୍ଥିତ ବୃଦ୍ଧ ନାଗରିକମାନେ ପୋଲିସର ଏହି ପଦକ୍ଷେପକୁ ସ୍ୱାଗତ କରି ଅଞ୍ଚଳରେ ଶାନ୍ତି ଓ ସୁରକ୍ଷା ବଜାୟ ରଖିବାରେ ସହଯୋଗ କରିବାକୁ ଆଶ୍ୱାସନ ଦେଇଥିଲେ। ମାଲଗୋଡାଉନ ଥାନା ବୃଦ୍ଧ ନାଗରିକମାନଙ୍କର ସୁରକ୍ଷା, ସମ୍ମାନ ଓ କଲ୍ୟାଣ ସୁନିଶ୍ଚିତ କରିବା ପାଇଁ ଏପରି ନିୟମିତ ସମ୍ପର୍କ ଓ କମ୍ୟୁନିଟି ଆଧାରିତ କାର୍ଯ୍ୟକ୍ରମ ଆଗାମୀ ଦିନରେ ମଧ୍ୟ ଜାରି ରଖିବାକୁ ପ୍ରତିବଦ୍ଧ ଅଛି।

    Share. Facebook Twitter WhatsApp

    Related Posts

    PNG: ୨ ବର୍ଷରେ କେବଳ ୨୫ ଶହ ଘରକୁ ପିଏନ୍‌ଜି ସଂଯୋଗ ::

    April 9, 2026 ଆଜିର ଖବର

    ବର୍ଜ୍ୟମୁକ୍ତ ଭୁବନେଶ୍ୱର ପାଇଁ ଆବାସିକ ସଂଗଠନର ସହଯୋଗ ଲୋଡିଲା ବିଏମ୍ ସି :;

    April 9, 2026 ଆଜିର ଖବର

    ବିଏମ୍ ସିର ଗଳିକନ୍ଦିରୁ ବର୍ଜ୍ୟ ସଂଗ୍ରହ ପାଇଁ ଲୋକାର୍ପିତ ହେଲା ତିନି ଚକିଆ ସଫେଇ ଟ୍ରଲି :;

    April 9, 2026 ଆଜିର ଖବର

    କଟକର ରାମଦାସପୁରରେ ପେଜ୍ ଇଣ୍ଡଷ୍ଟ୍ରିଜ୍‌ର ଆପାରେଲ୍ ୟୁନିଟ୍ ଉଦ୍‌ଘାଟିତ – ରାଜ୍ୟରେ ଶିଳ୍ପାୟନ ଓ ନିଯୁକ୍ତିରେ ନୂଆ ଅଧ୍ୟାୟ ::

    April 9, 2026 ଆଜିର ଖବର

    ରାଜ୍ୟ ପୋଲିସ ମୁଖ୍ୟାଳୟ :;

    April 9, 2026 ଆଜିର ଖବର

    ଭୁବନେଶ୍ୱର ମେଟ୍ରୋ ରେଳବାଇ ପ୍ରକଳ୍ପର ଅକାଳ ମୃତ୍ୟୁ

    April 8, 2026 ଆଜିର ଖବର

    ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଗଞ୍ଜାମ ଜିଲ୍ଲାର କୋଦଳା ସ୍ଥିତ କମ୍ୟୁନିଟି ହେଲ୍ଥ ସେଣ୍ଟର (ସିଏଚସି) ରେ ଘଟିଥିବା ଏକ ବ୍ୟାପକ ଆର୍ଥିକ ଅନିୟମିତତାକୁ ପ୍ରକାଶ କରାଯାଇଛି ।

    April 8, 2026 ଆଜିର ଖବର

    ଗ୍ୟାସ୍‌ କଳାବଜାରୀ ଉପରେ ଧରଣର ଚଢ଼ାଉ ;

    April 8, 2026 ଅପରାଧ

    ୭ ବର୍ଷ ପରେ ଭାରତ ଆସୁଛି ଇରାନରୁ ତେଲ ::

    April 8, 2026 ଆଜିର ଖବର

    ବଂଶଧାରା ଟ୍ରିବୁନାଲ ନେଇ ରାଜ୍ୟ ସରକାରଙ୍କ ଟାଳଟୁଳ ନୀତି ବିରୋଧକରି ପ୍ରେସ ବିବୃତି ::

    April 8, 2026 ଆଜିର ଖବର

    ଆଜିଠୁ ପୁଣି ଖୋଲିବ କାଳିଆ ସାଆନ୍ତଙ୍କ ରତ୍ନଭଣ୍ଡାର ::

    April 8, 2026 ଆଜିର ଖବର

    ଓଡ଼ିଆ ବର୍ଣ୍ଣବୋଧ ଓ ଶିଶୁ ଲେଖା ପୁସ୍ତକ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବଣ୍ଟନ ହୋଇଛି |

    April 8, 2026 ଆଜିର ଖବର
    Watch YouTube

    You May Like

    PNG: ୨ ବର୍ଷରେ କେବଳ ୨୫ ଶହ ଘରକୁ ପିଏନ୍‌ଜି ସଂଯୋଗ ::

    April 9, 2026

    ବର୍ଜ୍ୟମୁକ୍ତ ଭୁବନେଶ୍ୱର ପାଇଁ ଆବାସିକ ସଂଗଠନର ସହଯୋଗ ଲୋଡିଲା ବିଏମ୍ ସି :;

    April 9, 2026

    ବିଏମ୍ ସିର ଗଳିକନ୍ଦିରୁ ବର୍ଜ୍ୟ ସଂଗ୍ରହ ପାଇଁ ଲୋକାର୍ପିତ ହେଲା ତିନି ଚକିଆ ସଫେଇ ଟ୍ରଲି :;

    April 9, 2026

    ଓଡ଼ିଆ ପକ୍ଷ : ରକ୍ତଦାନ ଅଭିଯାନରେ ୬,୪୪୧ ୟୁନିଟ ରକ୍ତ ସଂଗ୍ରହ ::

    April 9, 2026

    କଟକର ରାମଦାସପୁରରେ ପେଜ୍ ଇଣ୍ଡଷ୍ଟ୍ରିଜ୍‌ର ଆପାରେଲ୍ ୟୁନିଟ୍ ଉଦ୍‌ଘାଟିତ – ରାଜ୍ୟରେ ଶିଳ୍ପାୟନ ଓ ନିଯୁକ୍ତିରେ ନୂଆ ଅଧ୍ୟାୟ ::

    April 9, 2026

    ଉଦଳା ୧୨ ନମ୍ବର ୱାର୍ଡ ରେ ବର୍ଷାରେ ବୁଡିଗଲା ମଟନ-ଚିକେନ ମାର୍କେଟ :

    April 9, 2026

    ରାଜ୍ୟ ପୋଲିସ ମୁଖ୍ୟାଳୟ :;

    April 9, 2026

    ଆରଏସସିଏଲ୍ (RSCL) କାର୍ଯ୍ୟକାରୀ କମିଟିର ବୈଠକ:

    April 9, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.