Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Monday, April 13
    Facebook X (Twitter) YouTube Instagram
    Trending
    • ସାନ ସାଇନ୍ ସ୍କୁଲର ଦ୍ବିତୀୟ ବାର୍ଷିକ ଉତ୍ସବ ପାଳନ ଯୋଗଦେଲେ ରାୟଗଡା ଏଡିଏମ :
    • ୭୮ ବର୍ଷର ସଂଘର୍ଷ ଆଜିର ଗର୍ବ ଭୁବନେଶ୍ୱର
    • ଭିଜିଲାନ୍ସ ଜାଲରେ ଗୁଡାରୀ ବନାଞ୍ଚଳ ଅଧିକାରୀ, ୨ଲକ୍ଷ ୩୩ ଜବତ ::
    • କଙ୍କା ବୁଢ଼ୀ ବନ୍ଧରେ ନିଆରା ମାଛଧରା ପର୍ବ ::
    • ବଂଶଧାରl ନଦୀ ଅବବାହିକରେ ଜଳସଂକଳ୍ପ ଯାତ୍ରା ::
    • ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାର ଉଦଘାଟନ ::
    • ବାରବାଟୀ ଫୂଡ଼ କୋର୍ଟ କାର୍ଯ୍ୟ ର ସମୀକ୍ଷା କଲେ ମେୟର ଏବଂ କମିସନର ::
    • ଓଡ଼ିଆ ପକ୍ଷ ଅବସରରେ ଅମୃତପିଢି ସାରସ୍ଵତ ସମାରୋହ ଓ ବନ୍ଦନୀୟ ବରପୁତ୍ର ଦିବସ ପାଳିତ :
    • ଜାଣନ୍ତୁ ଆଜିର ରାଶିଫଳ ::
    • ଇରାନ ଓ ଭାରତ ମଧ୍ୟରେ ବଢ଼ିଲା ବନ୍ଧୁତାର ସମ୍ପର୍କ
    • ହୃଦଘାତ ନେଲା ଆଶାଙ୍କ ଜୀବନ
    • ଭୂଦାନ ସ୍ମୃତି ବିଚାର ଓ ସଦ ଭାବନା ଯାତ୍ରା ନେଇ ପ୍ରସ୍ତୁତି ବୈଠକ ::
    • ଗୁଣପୁର ମାଟି ପାଇଁ ଜିବନ ଦେବୁ :;
    • ରାଜପଥ କଡ ରେ ବିକ୍ରି ବେଳେ 45 ଗ୍ରାମ ବ୍ରାଉନ ସୁଗାର ସହ ଜଣେ ଗିରଫ ।
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ଆଜିର ଖବର»ରାୟଗଡ଼ ସଂସ୍କୃତି ଭବନ ପରିସରରେ “ଆସ ବହିଟିଏ କିଣିବା ଅଭିଯାନ” ଦିବସ ପାଳନ  :;

    ରାୟଗଡ଼ ସଂସ୍କୃତି ଭବନ ପରିସରରେ “ଆସ ବହିଟିଏ କିଣିବା ଅଭିଯାନ” ଦିବସ ପାଳନ  :;

    By Charcha NewsApril 10, 2026
    Share
    Facebook Twitter Email WhatsApp

    BY-ରବିନ୍ଦ୍ର ନାଥ ମହାପାତ୍ର

    ରାୟଗଡ଼, :: ରାୟଗଡ଼ ଜିଲ୍ଲା ସଂସ୍କୃତି ଭବନ ପରିସରରେ ଆଜି “ଆସ ବହିଟିଏ କିଣିବା ଅଭିଯାନ” ଦିବସ ପାଳନ ହୋଇଯାଇଛି ଜିଲ୍ଲା ସଂସ୍କୃତି ବିଭାଗ ଓ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ସହଯୋଗରେ ଏହି ଅଭିଯାନ ଆୟୋଜିତ ହୋଇଥିଲା ।

    ଏହି ଅବସରରେ ଛାତ୍ରଛାତ୍ରୀମାନେ ଓ ସାଧାରଣ ଜନସାଧାରଣଙ୍କୁ ପୁସ୍ତକ କ୍ରୟ କରି ପାଠନ ଅଭ୍ୟାସ ଗଢ଼ି ତୋଳିବାକୁ ପ୍ରେରିତ କରାଯାଇଥିଲା। ଜିଲ୍ଲାର ବିଭିନ୍ନ ବିଦ୍ୟାଳୟ, କଲେଜ ଓ ସାର୍ବଜନୀନ ସ୍ଥାନରେ ପାଠପାଠନ ପ୍ରତି ଆଗ୍ରହ ବୃଦ୍ଧି ପାଇଁ ସଚେତନତା କାର୍ଯ୍ୟକ୍ରମ, ପୁସ୍ତକ ପ୍ରଦର୍ଶନୀ ଓ ପାଠନ ଶିବିର ଆୟୋଜନ କରାଯାଇଥିଲା।

    ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସଂସ୍କୃତି ଅଧିକାରୀ ସୁସ୍ମିତା ବାଉରୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ବସନ୍ତ କୁମାର ପ୍ରଧାନ, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଦେବରାଜ ଟାକ୍ରୀ, ଖେଳ ଶିକ୍ଷକ ପ୍ରଶାନ୍ତ ନାୟକ, ଗ୍ରନ୍ଥାଗାରିକ ମାରିଆନା କିରୋ ଓ ଡମ୍ୱରୁଧର ପଣ୍ଡା ଆଦି ଯୋଗ ଦେଇଥିଲେ।

    ଅତିଥି ମାନେ ଯୋଗ ଦେଇ ଛାତ୍ର ଛାତ୍ରୀ ଙ୍କୁ ପୁସ୍ତକ ଉପରେ ଟିପ୍ପଣୀ ଦେଇଥିଲେ।ପୁସ୍ତକ ହେଉଛି ଜ୍ଞାନର ଭଣ୍ଡାର ଓ ସମାଜର ସାର୍ବିକ ବିକାଶରେ ପାଠନ ଅଭ୍ୟାସ ଗୁରୁତ୍ୱପୂର୍ଣ୍ଣ। “ଆସ ବହିଟିଏ କିଣିବା ଅଭିଯାନ” ମାଧ୍ୟମରେ ଲୋକମାନଙ୍କ ମଧ୍ୟରେ ପୁସ୍ତକ ପ୍ରତି ଆକର୍ଷଣ ବୃଦ୍ଧି ପାଇବା ସହ ଜ୍ଞାନମୂଳକ ସମାଜ ଗଢ଼ିଉଠିବ ବୋଲି ଆଶା ପ୍ରକାଶ କରିଥିଲେ।

    ଏହି କାର୍ଯ୍ୟକ୍ରମରେ ପାଠକ ପାଠିକା , ଯୁବମଣ୍ଡଳ ଓ ସାହିତ୍ୟ ପ୍ରେମୀମାନେ ସକ୍ରିୟ ଭାଗ ନେବା ସହ ପୁସ୍ତକ କ୍ରୟ କରି ଏହି ଅଭିଯାନକୁ ସଫଳ କରିଥିବା ଦେଖିବାକୁ ମିଳିଥିଲା। ଏହି ଅଭିଯାନ ମାଧ୍ୟମରେ ଜିଲ୍ଲାରେ ପାଠନ ସଂସ୍କୃତିକୁ ଉତ୍ସାହିତ କରିବା ସହ ସଚେତନ ଓ ଜ୍ଞାନମୂଳକ ସମାଜ ଗଢ଼ିବା ଦିଗରେ ଏକ ସ୍ଥାୟୀ ପଦକ୍ଷେପ।

    ଚର୍ଚ୍ଚା news

    Share. Facebook Twitter WhatsApp

    Related Posts

    ସାନ ସାଇନ୍ ସ୍କୁଲର ଦ୍ବିତୀୟ ବାର୍ଷିକ ଉତ୍ସବ ପାଳନ ଯୋଗଦେଲେ ରାୟଗଡା ଏଡିଏମ :

    April 13, 2026 ରାଜ୍ୟ

    ୭୮ ବର୍ଷର ସଂଘର୍ଷ ଆଜିର ଗର୍ବ ଭୁବନେଶ୍ୱର

    April 13, 2026 ଆଜିର ଖବର

    ଭିଜିଲାନ୍ସ ଜାଲରେ ଗୁଡାରୀ ବନାଞ୍ଚଳ ଅଧିକାରୀ, ୨ଲକ୍ଷ ୩୩ ଜବତ ::

    April 13, 2026 ଆଜିର ଖବର

    କଙ୍କା ବୁଢ଼ୀ ବନ୍ଧରେ ନିଆରା ମାଛଧରା ପର୍ବ ::

    April 13, 2026 ରାଜ୍ୟ

    ବଂଶଧାରl ନଦୀ ଅବବାହିକରେ ଜଳସଂକଳ୍ପ ଯାତ୍ରା ::

    April 13, 2026 ରାଜ୍ୟ

    ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାର ଉଦଘାଟନ ::

    April 13, 2026 ରାଜ୍ୟ

    ବାରବାଟୀ ଫୂଡ଼ କୋର୍ଟ କାର୍ଯ୍ୟ ର ସମୀକ୍ଷା କଲେ ମେୟର ଏବଂ କମିସନର ::

    April 13, 2026 ଆଜିର ଖବର

    ଓଡ଼ିଆ ପକ୍ଷ ଅବସରରେ ଅମୃତପିଢି ସାରସ୍ଵତ ସମାରୋହ ଓ ବନ୍ଦନୀୟ ବରପୁତ୍ର ଦିବସ ପାଳିତ :

    April 13, 2026 ରାଜ୍ୟ

    ହୃଦଘାତ ନେଲା ଆଶାଙ୍କ ଜୀବନ

    April 12, 2026 ଆଜିର ଖବର

    ଭୂଦାନ ସ୍ମୃତି ବିଚାର ଓ ସଦ ଭାବନା ଯାତ୍ରା ନେଇ ପ୍ରସ୍ତୁତି ବୈଠକ ::

    April 11, 2026 ଆଜିର ଖବର

    ଗୁଣପୁର ମାଟି ପାଇଁ ଜିବନ ଦେବୁ :;

    April 11, 2026 ରାଜ୍ୟ

    ରାଜପଥ କଡ ରେ ବିକ୍ରି ବେଳେ 45 ଗ୍ରାମ ବ୍ରାଉନ ସୁଗାର ସହ ଜଣେ ଗିରଫ ।

    April 11, 2026 ଆଜିର ଖବର
    Watch YouTube

    You May Like

    ସାନ ସାଇନ୍ ସ୍କୁଲର ଦ୍ବିତୀୟ ବାର୍ଷିକ ଉତ୍ସବ ପାଳନ ଯୋଗଦେଲେ ରାୟଗଡା ଏଡିଏମ :

    April 13, 2026

    ୭୮ ବର୍ଷର ସଂଘର୍ଷ ଆଜିର ଗର୍ବ ଭୁବନେଶ୍ୱର

    April 13, 2026

    ଭିଜିଲାନ୍ସ ଜାଲରେ ଗୁଡାରୀ ବନାଞ୍ଚଳ ଅଧିକାରୀ, ୨ଲକ୍ଷ ୩୩ ଜବତ ::

    April 13, 2026

    କଙ୍କା ବୁଢ଼ୀ ବନ୍ଧରେ ନିଆରା ମାଛଧରା ପର୍ବ ::

    April 13, 2026

    ବଂଶଧାରl ନଦୀ ଅବବାହିକରେ ଜଳସଂକଳ୍ପ ଯାତ୍ରା ::

    April 13, 2026

    ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାର ଉଦଘାଟନ ::

    April 13, 2026

    ବାରବାଟୀ ଫୂଡ଼ କୋର୍ଟ କାର୍ଯ୍ୟ ର ସମୀକ୍ଷା କଲେ ମେୟର ଏବଂ କମିସନର ::

    April 13, 2026

    ଓଡ଼ିଆ ପକ୍ଷ ଅବସରରେ ଅମୃତପିଢି ସାରସ୍ଵତ ସମାରୋହ ଓ ବନ୍ଦନୀୟ ବରପୁତ୍ର ଦିବସ ପାଳିତ :

    April 13, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.