Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Saturday, April 11
    Facebook X (Twitter) YouTube Instagram
    Trending
    • ଭୂଦାନ ସ୍ମୃତି ବିଚାର ଓ ସଦ ଭାବନା ଯାତ୍ରା ନେଇ ପ୍ରସ୍ତୁତି ବୈଠକ ::
    • ଗୁଣପୁର ମାଟି ପାଇଁ ଜିବନ ଦେବୁ :;
    • ରାଜପଥ କଡ ରେ ବିକ୍ରି ବେଳେ 45 ଗ୍ରାମ ବ୍ରାଉନ ସୁଗାର ସହ ଜଣେ ଗିରଫ ।
    • ଯୋଗ ହିଁ ସୁସ୍ଥ ଜୀବନର ମୂଳମନ୍ତ୍ର ::
    • କୋଟସମଲାଇ ରଘୁନାଥ ନାଟ୍ୟକଲା ପରିଷଦ ଶ୍ରୀରାମଲୀଳା ଉତ୍ସବ :;
    • ଲୀଳା ନାଟକ ମାଧ୍ୟମରେ ଭାଇଚାରା ସୃଷ୍ଟି ହୁଏ :;
    • ୪ଟି ବାମପନ୍ଥୀ ଦଳର ରାଜ୍ୟ ନେତୃବୃନ୍ଦ ସିଜିମାଳି ଅଞ୍ଚଳର ପରିସ୍ଥିତି କଲେ ଅନୁଧ୍ୟାନ :;
    • ଲୋକକଳା ପାଇଁ ଦିନଟିଏ କଳାକାରମାନଙ୍କୁ ସମ୍ମାନ ପ୍ରଦାନ ::
    • ସାଲିଆସାହି ଅଶାନ୍ତ : ଭାଇ ବନିଲା ଭାଇର ଶତ୍ରୁ
    • ଛେନା ପୋଡ…
    • ଲୋକକଳା ପାଇଁ ଦିନଟିଏ: କଳାକାରମାନଙ୍କୁ ସମ୍ମାନ ପ୍ରଦାନ :;
    • ହୋମିଓପଥିକ ପ୍ରାକ୍ଟିସନରସ ଆସୋସିଏସନର ୧୧ତମ ବାର୍ଷିକ ଉତ୍ସବ :;
    • ସିଜିମାଳି ଖଣିଖନନ ପାଇଁ ରାସ୍ତା ନିର୍ମାଣକୁ ନେଇ ରାୟଗଡା ପ୍ରଶାସନ ଓ ଖଣି ପ୍ରଭାବିତ ଙ୍କ ମଧ୍ୟରେ ଉତ୍ତେଜନା :
    • ଜାଣନ୍ତୁ ଆଜିର ରାଶିଫଳ :;
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ଆଜିର ଖବର»ଲୋକକଳା ପାଇଁ ଦିନଟିଏ: କଳାକାରମାନଙ୍କୁ ସମ୍ମାନ ପ୍ରଦାନ :;

    ଲୋକକଳା ପାଇଁ ଦିନଟିଏ: କଳାକାରମାନଙ୍କୁ ସମ୍ମାନ ପ୍ରଦାନ :;

    By Charcha NewsApril 11, 2026
    Share
    Facebook Twitter Email WhatsApp

    କଟକ ::ଓଡ଼ିଆ ପକ୍ଷ ପାଳନର ଦଶମ ଦିବସରେ ଆଜି କଟକ ଜିଲ୍ଳା ପ୍ରଶାସନ ପକ୍ଷରୁ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ କଟକ ଜିଲ୍ଳାପାଳଙ୍କ କାର୍ଯ୍ୟାଳୟଠାରେ ଜିଲ୍ଳାର ବିଭିନ୍ନ ସ୍ଥାନରୁ ଆସିଥିବା ଲୋକକଳା କଳାକାରମାନେ ନିଜ ନିଜ ପାରମ୍ପରିକ ଲୋକକଳା ପ୍ରଦର୍ଶନ କରିଥିଲେ । ଅତିରିକ୍ତ ଜିଲ୍ଲାପାଳ ଡଃ ଦିବ୍ୟଲୋଚନ ମହାନ୍ତ ଓ ଅତିରିକ୍ତ ଜିଲ୍ଳାପାଳ ଡଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର ଉପସ୍ଥିତ ରହି କଳାକାରମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଲୋକକଳା ହେଉଛି ଆମ ସଂସ୍କୃତି ଓ ପରମ୍ପରାର ଅବିଚ୍ଛେଦ୍ୟ ଅଙ୍ଗ, ଯାହା ଆମ ଐତିହ୍ୟକୁ ଜୀବନ୍ତ ରଖିଥାଏ । । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଜିଲ୍ଲାର ବିଭିନ୍ନ ଲୁପ୍ତପ୍ରାୟ ପାରମ୍ପରିକ ଲୋକକଳାର ପୁନରୁଦ୍ଧାର ସହିତ ନୂତନ ପିଢିଙ୍କ ମଧ୍ୟରେ ଏହାର ପ୍ରଚାର କରାଯାଇପାରୁଛି । ଏଭଳି ପଦକ୍ଷେପ କଳାକାରମାନଙ୍କୁ ମଧ୍ୟ ବେଶ ଉତ୍ସାହିତ କରିଛି । ଜିଲ୍ଳାର ବିଭିନ୍ନ ବ୍ଲକରେ ମଧ୍ୟ ଲୋକକଳା ପାଇଁ ଦିନଟିଏ ପାଳନ କରାଯାଇ କଳାକାରମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଛି ।

    ଚର୍ଚ୍ଚା news

    Share. Facebook Twitter WhatsApp

    Related Posts

    ଭୂଦାନ ସ୍ମୃତି ବିଚାର ଓ ସଦ ଭାବନା ଯାତ୍ରା ନେଇ ପ୍ରସ୍ତୁତି ବୈଠକ ::

    April 11, 2026 ଆଜିର ଖବର

    ରାଜପଥ କଡ ରେ ବିକ୍ରି ବେଳେ 45 ଗ୍ରାମ ବ୍ରାଉନ ସୁଗାର ସହ ଜଣେ ଗିରଫ ।

    April 11, 2026 ଆଜିର ଖବର

    ଯୋଗ ହିଁ ସୁସ୍ଥ ଜୀବନର ମୂଳମନ୍ତ୍ର ::

    April 11, 2026 ଆଜିର ଖବର

    ୪ଟି ବାମପନ୍ଥୀ ଦଳର ରାଜ୍ୟ ନେତୃବୃନ୍ଦ ସିଜିମାଳି ଅଞ୍ଚଳର ପରିସ୍ଥିତି କଲେ ଅନୁଧ୍ୟାନ :;

    April 11, 2026 ଆଜିର ଖବର

    ଲୋକକଳା ପାଇଁ ଦିନଟିଏ କଳାକାରମାନଙ୍କୁ ସମ୍ମାନ ପ୍ରଦାନ ::

    April 11, 2026 ଆଜିର ଖବର

    ଛେନା ପୋଡ…

    April 11, 2026 ଆଜିର ଖବର

    ସିଜିମାଳି ଖଣିଖନନ ପାଇଁ ରାସ୍ତା ନିର୍ମାଣକୁ ନେଇ ରାୟଗଡା ପ୍ରଶାସନ ଓ ଖଣି ପ୍ରଭାବିତ ଙ୍କ ମଧ୍ୟରେ ଉତ୍ତେଜନା :

    April 11, 2026 ଆଜିର ଖବର

    ତେଲେଙ୍ଗାନାର ହାଇଦ୍ରାବାଦଠାରେ ଅନୁଷ୍ଠିତ :;

    April 10, 2026 ଆଜିର ଖବର

    ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କଲେ ସାଂସଦ ଅପରାଜିତା ::

    April 10, 2026 ଆଜିର ଖବର

    ରାୟଗଡ଼ା ଜିଲ୍ଲା କାଶୀପୁର ସିଯିମାଳି ଅଞ୍ଚଳରେ ଆଦିବାସୀ ଙ୍କ ଉପରେ ହୋଇଥିବା ଦମନ ଲୀଳା କୁ ବିରୋଧ ::

    April 10, 2026 ଆଜିର ଖବର

    ରାୟଗଡ଼ା ଜିଲ୍ଲା କାଶୀପୁର ସିଯିମାଳି ଅଞ୍ଚଳରେ ଆଦିବାସୀ ଙ୍କ ଉପରେ ହୋଇଥିବା ଦମନ ଲୀଳା କୁ ବିରୋଧ

    April 10, 2026 ଆଜିର ଖବର

    କଳିଙ୍ଗ ହସ୍ପିଟାଲ୍‌କୁ କିଣିବ ମ୍ୟାକ୍ସ ହେଲ୍‌ଥକେୟାର ଓଡିଶା ହେଲ୍ଥ ସେକ୍ଟରରେ ବଡ ପରିବର୍ତ୍ତନ !

    April 10, 2026 ଅର୍ଥନୀତି
    Watch YouTube

    You May Like

    ଭୂଦାନ ସ୍ମୃତି ବିଚାର ଓ ସଦ ଭାବନା ଯାତ୍ରା ନେଇ ପ୍ରସ୍ତୁତି ବୈଠକ ::

    April 11, 2026

    ଗୁଣପୁର ମାଟି ପାଇଁ ଜିବନ ଦେବୁ :;

    April 11, 2026

    ରାଜପଥ କଡ ରେ ବିକ୍ରି ବେଳେ 45 ଗ୍ରାମ ବ୍ରାଉନ ସୁଗାର ସହ ଜଣେ ଗିରଫ ।

    April 11, 2026

    ଯୋଗ ହିଁ ସୁସ୍ଥ ଜୀବନର ମୂଳମନ୍ତ୍ର ::

    April 11, 2026

    କୋଟସମଲାଇ ରଘୁନାଥ ନାଟ୍ୟକଲା ପରିଷଦ ଶ୍ରୀରାମଲୀଳା ଉତ୍ସବ :;

    April 11, 2026

    ଲୀଳା ନାଟକ ମାଧ୍ୟମରେ ଭାଇଚାରା ସୃଷ୍ଟି ହୁଏ :;

    April 11, 2026

    ୪ଟି ବାମପନ୍ଥୀ ଦଳର ରାଜ୍ୟ ନେତୃବୃନ୍ଦ ସିଜିମାଳି ଅଞ୍ଚଳର ପରିସ୍ଥିତି କଲେ ଅନୁଧ୍ୟାନ :;

    April 11, 2026

    ଲୋକକଳା ପାଇଁ ଦିନଟିଏ କଳାକାରମାନଙ୍କୁ ସମ୍ମାନ ପ୍ରଦାନ ::

    April 11, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.