Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Monday, April 13
    Facebook X (Twitter) YouTube Instagram
    Trending
    • ବନ୍ଦନୀୟ ବରପୁତ୍ର କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲାସ୍ତରୀୟ ସାରସ୍ବତ ସମାବେଶ ଆୟୋଜିତ :
    • ସାନ ସାଇନ୍ ସ୍କୁଲର ଦ୍ବିତୀୟ ବାର୍ଷିକ ଉତ୍ସବ ପାଳନ ଯୋଗଦେଲେ ରାୟଗଡା ଏଡିଏମ :
    • ୭୮ ବର୍ଷର ସଂଘର୍ଷ ଆଜିର ଗର୍ବ ଭୁବନେଶ୍ୱର
    • ଭିଜିଲାନ୍ସ ଜାଲରେ ଗୁଡାରୀ ବନାଞ୍ଚଳ ଅଧିକାରୀ, ୨ଲକ୍ଷ ୩୩ ଜବତ ::
    • କଙ୍କା ବୁଢ଼ୀ ବନ୍ଧରେ ନିଆରା ମାଛଧରା ପର୍ବ ::
    • ବଂଶଧାରl ନଦୀ ଅବବାହିକରେ ଜଳସଂକଳ୍ପ ଯାତ୍ରା ::
    • ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାର ଉଦଘାଟନ ::
    • ବାରବାଟୀ ଫୂଡ଼ କୋର୍ଟ କାର୍ଯ୍ୟ ର ସମୀକ୍ଷା କଲେ ମେୟର ଏବଂ କମିସନର ::
    • ଓଡ଼ିଆ ପକ୍ଷ ଅବସରରେ ଅମୃତପିଢି ସାରସ୍ଵତ ସମାରୋହ ଓ ବନ୍ଦନୀୟ ବରପୁତ୍ର ଦିବସ ପାଳିତ :
    • ଜାଣନ୍ତୁ ଆଜିର ରାଶିଫଳ ::
    • ଇରାନ ଓ ଭାରତ ମଧ୍ୟରେ ବଢ଼ିଲା ବନ୍ଧୁତାର ସମ୍ପର୍କ
    • ହୃଦଘାତ ନେଲା ଆଶାଙ୍କ ଜୀବନ
    • ଭୂଦାନ ସ୍ମୃତି ବିଚାର ଓ ସଦ ଭାବନା ଯାତ୍ରା ନେଇ ପ୍ରସ୍ତୁତି ବୈଠକ ::
    • ଗୁଣପୁର ମାଟି ପାଇଁ ଜିବନ ଦେବୁ :;
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ଆଜିର ଖବର»ହୃଦଘାତ ନେଲା ଆଶାଙ୍କ ଜୀବନ

    ହୃଦଘାତ ନେଲା ଆଶାଙ୍କ ଜୀବନ

    By Charcha NewsApril 12, 2026
    Share
    Facebook Twitter Email WhatsApp

    ୯୨ ବର୍ଷ ବୟସରେ ଆଖି ବୁଝିଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

    ତାରିଖ- ୧୨- ୦୪-୨୦୨୬

    ଚର୍ଚ୍ଚା ବ୍ୟୁରୋ : ବଲିଉଡର ସଂଗୀତ ଜଗତରୁ ଏକ ଦୁଖଦ ଖବର ସାମ୍ନାକୁ ଆସିଛି, କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ ସବୁଦିନ ପାଇଁ ଦୁନିଆ ଛାଡିଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ରହିଛି।  ୯୨ ବର୍ଷ ବୟସରେ ସେ ସବୁଦିନ ପାଇଁ ଦୁନିଆକୁ ଏଲବିଦ କହିଛନ୍ତି ଆଶା। ଆସନ୍ତାକାଲି ତାଙ୍କର ଅନ୍ତିମ ସଂସ୍କାର ଥିବା ନେଇ ଜାତୀୟ ଗଣମାଧ୍ୟମରେ ପ୍ରକାଶ ପାଇଛି । ସେ ବଲିଉଡରେ ଦୀର୍ଘ ବର୍ଷ ଧରି ସକ୍ରିୟ ଥିଲେ। ତାଙ୍କ ମୃତ୍ୟୁ ପରେ ସଙ୍ଗୀତ ଜଗତରେ ଏକ ଯୁଗର ଅବସାନ ଘଟିଛି। ଖବର ଅନୁଯାୟୀ, ଗତକାଲି ତାଙ୍କୁ ହୃଦଘାତ ଯୋଗୁଁ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା, ଏବଂ ସେ ହୃଦଘାତ ଏବଂ ଫୁସଫୁସ ଜନିତ ସମସ୍ୟା ପାଇଁ ଚିକିତ୍ସିତ ହେଉଥିଲେ। ୭୦ ବର୍ଷରୁ ଅଧିକ ସମୟ ଧରି ବିଭିନ୍ନ ଭାଷାରେ ହଜାର ହଜାର ଗୀତ ଗାଇ ସଂଗୀତ ଜଗତରେ ନିଜର ଏକ ସ୍ୱତନ୍ତ୍ର ଛାପ ଛାଡି ଯାଇଛନ୍ତି। ତାଙ୍କ ସୁରିଲା କଣ୍ଠ ପାଇଁ ସେ ଘରେ ଘରେ ପରିଚିତ ଥିଲେ, ତାଙ୍କ କଣ୍ଠ ସ୍ୱର ଯେତିକି ମଧୁର ତାଙ୍କ ସ୍ଵଭାବ ମଧ୍ୟ ସେତିକି ସୁନ୍ଦର, ତାଙ୍କ ଧିରସ୍ଥିର ସ୍ଵଭାବ ପାଇଁ ମଧ୍ୟ ସେ ବେଶ ଜଣାଶୁଣା

    ତେବେ ୧୯୩୩ ମସିହା ସେପ୍ଟେମ୍ବର ୮ ତାରିଖରେ ଜନ୍ମଗ୍ରହଣ କରିଥିଲେ ଗାୟିକା ଆଶା ଭୋସଲେ, ଭାରତୀୟ ସଙ୍ଗୀତର ବହୁମୁଖୀ ସ୍ୱରମାନଙ୍କ ମଧ୍ୟରୁ ଆଶା ଭୋସଲେ ଜଣେ। ଲତା ମଙ୍ଗେସକରଙ୍କ ସାନ ଭଉଣୀ ହେବା ସତ୍ତ୍ୱେ, ଆଶା ନିଜର ପରିଶ୍ରମ ଏବଂ ସୁରିଲା ସ୍ୱର ପାଇଁ ସଭିଙ୍କ ହୃଦୟରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପରିଥିଲେ। ଶାସ୍ତ୍ରୀୟ ସଙ୍ଗୀତ ବ୍ୟତୀତୀ ପପ୍, ଗଜଲ ଏବଂ ଲୋକଗୀତ ବି ଗାଇଛନ୍ତି ଆଶା। ସେ ୧୯୫୦ ମସିହାରେ ବଲିଉଡ ଫିଲ୍ମରେ ପ୍ଲେବ୍ୟାକ୍ ସିଙ୍ଗର୍ ଭାବେ କଣ୍ଠଦାନ କରିବା ଆରମ୍ଭ କରିଥିଲେ। ଏହା ପରେ ସେ ଆଉ କେବେ ସଂଗୀତ ଦୁନିଆରୁ ପଛ ଘୁଞ୍ଚା ଦେଇନାହାନ୍ତି। ଅନେକ ସିନେମାରେ ସେ ଗୀତ ଗାଇଛନ୍ତି। ତାଙ୍କୁ ଭାରତର ଦ୍ୱିତୀୟ ସର୍ବୋଚ୍ଚ ବେସାମରିକ ସମ୍ମାନ ‘ପଦ୍ମ ବିଭୂଷଣ’ରେ ସମ୍ମାନିତ କରାଯାଇଛି। ତେବେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କ ବିୟୋଗରେ ସଂଗୀତ ଜଗତ ବ୍ୟତୀତ ସାରା ଦେଶରେ ଶୋକରଛାୟା ଖେଳି ଯାଇଛି। ସଭିଏଁ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ସହିତ ତାଙ୍କ ଆତ୍ମାର ସତଗତି ପାଇଁ ଭଗବାନଙ୍କ ନିକଟରେ ପ୍ରାଥନା କରୁଛନ୍ତି

    Share. Facebook Twitter WhatsApp

    Related Posts

    ୭୮ ବର୍ଷର ସଂଘର୍ଷ ଆଜିର ଗର୍ବ ଭୁବନେଶ୍ୱର

    April 13, 2026 ଆଜିର ଖବର

    ଭିଜିଲାନ୍ସ ଜାଲରେ ଗୁଡାରୀ ବନାଞ୍ଚଳ ଅଧିକାରୀ, ୨ଲକ୍ଷ ୩୩ ଜବତ ::

    April 13, 2026 ଆଜିର ଖବର

    ବାରବାଟୀ ଫୂଡ଼ କୋର୍ଟ କାର୍ଯ୍ୟ ର ସମୀକ୍ଷା କଲେ ମେୟର ଏବଂ କମିସନର ::

    April 13, 2026 ଆଜିର ଖବର

    ଭୂଦାନ ସ୍ମୃତି ବିଚାର ଓ ସଦ ଭାବନା ଯାତ୍ରା ନେଇ ପ୍ରସ୍ତୁତି ବୈଠକ ::

    April 11, 2026 ଆଜିର ଖବର

    ରାଜପଥ କଡ ରେ ବିକ୍ରି ବେଳେ 45 ଗ୍ରାମ ବ୍ରାଉନ ସୁଗାର ସହ ଜଣେ ଗିରଫ ।

    April 11, 2026 ଆଜିର ଖବର

    ଯୋଗ ହିଁ ସୁସ୍ଥ ଜୀବନର ମୂଳମନ୍ତ୍ର ::

    April 11, 2026 ଆଜିର ଖବର

    ୪ଟି ବାମପନ୍ଥୀ ଦଳର ରାଜ୍ୟ ନେତୃବୃନ୍ଦ ସିଜିମାଳି ଅଞ୍ଚଳର ପରିସ୍ଥିତି କଲେ ଅନୁଧ୍ୟାନ :;

    April 11, 2026 ଆଜିର ଖବର

    ଲୋକକଳା ପାଇଁ ଦିନଟିଏ କଳାକାରମାନଙ୍କୁ ସମ୍ମାନ ପ୍ରଦାନ ::

    April 11, 2026 ଆଜିର ଖବର

    ଛେନା ପୋଡ…

    April 11, 2026 ଆଜିର ଖବର

    ଲୋକକଳା ପାଇଁ ଦିନଟିଏ: କଳାକାରମାନଙ୍କୁ ସମ୍ମାନ ପ୍ରଦାନ :;

    April 11, 2026 ଆଜିର ଖବର

    ସିଜିମାଳି ଖଣିଖନନ ପାଇଁ ରାସ୍ତା ନିର୍ମାଣକୁ ନେଇ ରାୟଗଡା ପ୍ରଶାସନ ଓ ଖଣି ପ୍ରଭାବିତ ଙ୍କ ମଧ୍ୟରେ ଉତ୍ତେଜନା :

    April 11, 2026 ଆଜିର ଖବର

    ତେଲେଙ୍ଗାନାର ହାଇଦ୍ରାବାଦଠାରେ ଅନୁଷ୍ଠିତ :;

    April 10, 2026 ଆଜିର ଖବର
    Watch YouTube

    You May Like

    ବନ୍ଦନୀୟ ବରପୁତ୍ର କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲାସ୍ତରୀୟ ସାରସ୍ବତ ସମାବେଶ ଆୟୋଜିତ :

    April 13, 2026

    ସାନ ସାଇନ୍ ସ୍କୁଲର ଦ୍ବିତୀୟ ବାର୍ଷିକ ଉତ୍ସବ ପାଳନ ଯୋଗଦେଲେ ରାୟଗଡା ଏଡିଏମ :

    April 13, 2026

    ୭୮ ବର୍ଷର ସଂଘର୍ଷ ଆଜିର ଗର୍ବ ଭୁବନେଶ୍ୱର

    April 13, 2026

    ଭିଜିଲାନ୍ସ ଜାଲରେ ଗୁଡାରୀ ବନାଞ୍ଚଳ ଅଧିକାରୀ, ୨ଲକ୍ଷ ୩୩ ଜବତ ::

    April 13, 2026

    କଙ୍କା ବୁଢ଼ୀ ବନ୍ଧରେ ନିଆରା ମାଛଧରା ପର୍ବ ::

    April 13, 2026

    ବଂଶଧାରl ନଦୀ ଅବବାହିକରେ ଜଳସଂକଳ୍ପ ଯାତ୍ରା ::

    April 13, 2026

    ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାର ଉଦଘାଟନ ::

    April 13, 2026

    ବାରବାଟୀ ଫୂଡ଼ କୋର୍ଟ କାର୍ଯ୍ୟ ର ସମୀକ୍ଷା କଲେ ମେୟର ଏବଂ କମିସନର ::

    April 13, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.