Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Monday, April 13
    Facebook X (Twitter) YouTube Instagram
    Trending
    • ବନ୍ଦନୀୟ ବରପୁତ୍ର କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲାସ୍ତରୀୟ ସାରସ୍ବତ ସମାବେଶ ଆୟୋଜିତ :
    • ସାନ ସାଇନ୍ ସ୍କୁଲର ଦ୍ବିତୀୟ ବାର୍ଷିକ ଉତ୍ସବ ପାଳନ ଯୋଗଦେଲେ ରାୟଗଡା ଏଡିଏମ :
    • ୭୮ ବର୍ଷର ସଂଘର୍ଷ ଆଜିର ଗର୍ବ ଭୁବନେଶ୍ୱର
    • ଭିଜିଲାନ୍ସ ଜାଲରେ ଗୁଡାରୀ ବନାଞ୍ଚଳ ଅଧିକାରୀ, ୨ଲକ୍ଷ ୩୩ ଜବତ ::
    • କଙ୍କା ବୁଢ଼ୀ ବନ୍ଧରେ ନିଆରା ମାଛଧରା ପର୍ବ ::
    • ବଂଶଧାରl ନଦୀ ଅବବାହିକରେ ଜଳସଂକଳ୍ପ ଯାତ୍ରା ::
    • ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାର ଉଦଘାଟନ ::
    • ବାରବାଟୀ ଫୂଡ଼ କୋର୍ଟ କାର୍ଯ୍ୟ ର ସମୀକ୍ଷା କଲେ ମେୟର ଏବଂ କମିସନର ::
    • ଓଡ଼ିଆ ପକ୍ଷ ଅବସରରେ ଅମୃତପିଢି ସାରସ୍ଵତ ସମାରୋହ ଓ ବନ୍ଦନୀୟ ବରପୁତ୍ର ଦିବସ ପାଳିତ :
    • ଜାଣନ୍ତୁ ଆଜିର ରାଶିଫଳ ::
    • ଇରାନ ଓ ଭାରତ ମଧ୍ୟରେ ବଢ଼ିଲା ବନ୍ଧୁତାର ସମ୍ପର୍କ
    • ହୃଦଘାତ ନେଲା ଆଶାଙ୍କ ଜୀବନ
    • ଭୂଦାନ ସ୍ମୃତି ବିଚାର ଓ ସଦ ଭାବନା ଯାତ୍ରା ନେଇ ପ୍ରସ୍ତୁତି ବୈଠକ ::
    • ଗୁଣପୁର ମାଟି ପାଇଁ ଜିବନ ଦେବୁ :;
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ରାଜ୍ୟ»ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାର ଉଦଘାଟନ ::

    ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାର ଉଦଘାଟନ ::

    By Charcha NewsApril 13, 2026
    Share
    Facebook Twitter Email WhatsApp

    ଗ୍ରାମୀଣ ଶିଳ୍ପୀ, କୃଷକ ଓ ସମୁଦାୟ ଆଧାରିତ ସଂଗଠନ (CBOs) ମାନଙ୍କ ଉତ୍ପାଦକୁ ସହରୀୟ ବଜାର ସହିତ ସିଧାସଳଖ ଯୋଗାଯୋଗ କରାଇବା ଉଦ୍ଦେଶ୍ୟରେ ନେତାଜୀ ବସଷ୍ଟାଣ୍ଡ ଠାରେ ଓରମାସ ପକ୍ଷରୁ ନବ ନିର୍ମିତ ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାର ଆଜି ଉଦଘାଟିତ ହୋଇଛି।

    ଏହି ବଜାର ଗ୍ରାମୀଣ ଅର୍ଥନୀତିକୁ ଶକ୍ତିଶାଳୀ କରିବା ସହ ଶିଳ୍ପୀମାନଙ୍କୁ ନ୍ୟାୟସଙ୍ଗତ ମୂଲ୍ୟ ଓ ନିଶ୍ଚିତ ବଜାର ଯୋଗାଇବାରେ ଏକ ମାଇଲସ୍ଟୋନ୍ ସାବିତ ହେବ। ଏଠାରେ ରାଜ୍ୟର ୨୨ଟି ଜିଲ୍ଲାରୁ ଆସିଥିବା ୭୨ ପ୍ରକାରର ହସ୍ତଶିଳ୍ପ, ହସ୍ତତନ୍ତ୍ର, ଖାଦ୍ୟ ପ୍ରସ୍ତୁତି ଓ ପାରମ୍ପରିକ ଉତ୍ପାଦ ସିଧାସଳଖ ଉପଲବ୍ଧ ହେଉଛି, ଯାହା “ଗ୍ରାମରୁ ସହର” ଧାରଣାକୁ ସାର୍ଥକ କରିଛି।

    ଉଦଘାଟନ ଅବସରରେ ମାନ୍ୟବର କଟକ ସାଂସଦ ଡଃ ଭର୍ତ୍ତୃହରି ମହତାବ, ଚୌଦ୍ଵାର-କଟକ ବିଧାୟକ, ଶ୍ରୀ ସୌଭିକ ବିଶ୍ୱାଳ, ଜ଼ିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ୍ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ କଟକ ମହାନଗର ନିଗର ନିଗମ ଆୟୁକ୍ତ , ସୁଶ୍ରୀ କିରଣଦୀପ ସହୋତା ଙ୍କ ସମେତ ଓରମାସର ଯୁଗ୍ମ କାର୍ଯ୍ୟନିର୍ବାହୀ ଶ୍ରୀ ବିପିନ ରାଉତ ପ୍ରମୁଖ ଉପସ୍ଥିତ ଥିଲେ। ଏହି ପଦକ୍ଷେପକୁ ଗ୍ରାମୀଣ ଉଦ୍ୟମିତାର ଏକ ଶକ୍ତିଶାଳୀ ମଞ୍ଚ ବୋଲି ଅତିଥି ମାନେ ମତ ପ୍ରକାଶ କରିଥିଲେ।

    ସମୁଦାୟ ଆଧାରିତ ସଂଗଠନ (CBOs) ପାଇଁ ଲାଭ:

    ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାର CBOs, ମହିଳା ସ୍ୱୟଂସାହାୟ୍ୟ ଗୋଷ୍ଠୀ (SHGs), ଏବଂ FPOs ମାନଙ୍କ ପାଇଁ ଏକ ସ୍ଥାୟୀ ବିକ୍ରୟ ମଞ୍ଚ ଭାବେ କାମ କରିବ। ଏହା ମାଧ୍ୟମରେ ମଧ୍ୟସ୍ଥ ବିନା ସିଧା ବଜାର ଯୋଗାଯୋଗ ସୁନିଶ୍ଚିତ ହେବ

    ଉତ୍ପାଦକମାନେ ଉଚିତ ମୂଲ୍ୟ ପାଇବେ

    ବ୍ରାଣ୍ଡିଂ, ପ୍ୟାକେଜିଂ ଓ ମାର୍କେଟିଂରେ ସହଯୋଗ ମିଳିବ

    ଗ୍ରାମୀଣ ମହିଳା ଓ ଯୁବ ଉଦ୍ୟମୀମାନେ ଆର୍ଥିକ ଭାବେ ସ୍ୱାବଲମ୍ବୀ ହେବେ

    ପାରମ୍ପରିକ କୌଶଳ ଓ ହସ୍ତଶିଳ୍ପର ସୁରକ୍ଷା ସହ ନୂତନ ବଜାର ସୃଷ୍ଟି ହେବ

    ଏହି ପଦକ୍ଷେପ ଗ୍ରାମୀଣ ଉତ୍ପାଦକଙ୍କ ପାଇଁ କେବଳ ଏକ ବଜାର ନୁହେଁ, ବରଂ ଏକ ଆର୍ଥିକ ସଶକ୍ତିକରଣ ମଞ୍ଚ ଭାବେ ପରିଣତ ହେବା ସହ ଓଡ଼ିଶାର ପାରମ୍ପରିକ ଶିଳ୍ପକୁ ରାଷ୍ଟ୍ରୀୟ ଓ ଆନ୍ତର୍ଜାତୀୟ ପରିଚୟ ଦେବାରେ ସହାୟକ ହେବ ।

    ଚର୍ଚ୍ଚା news

    Share. Facebook Twitter WhatsApp

    Related Posts

    ସାନ ସାଇନ୍ ସ୍କୁଲର ଦ୍ବିତୀୟ ବାର୍ଷିକ ଉତ୍ସବ ପାଳନ ଯୋଗଦେଲେ ରାୟଗଡା ଏଡିଏମ :

    April 13, 2026 ରାଜ୍ୟ

    ୭୮ ବର୍ଷର ସଂଘର୍ଷ ଆଜିର ଗର୍ବ ଭୁବନେଶ୍ୱର

    April 13, 2026 ଆଜିର ଖବର

    କଙ୍କା ବୁଢ଼ୀ ବନ୍ଧରେ ନିଆରା ମାଛଧରା ପର୍ବ ::

    April 13, 2026 ରାଜ୍ୟ

    ବଂଶଧାରl ନଦୀ ଅବବାହିକରେ ଜଳସଂକଳ୍ପ ଯାତ୍ରା ::

    April 13, 2026 ରାଜ୍ୟ

    ଓଡ଼ିଆ ପକ୍ଷ ଅବସରରେ ଅମୃତପିଢି ସାରସ୍ଵତ ସମାରୋହ ଓ ବନ୍ଦନୀୟ ବରପୁତ୍ର ଦିବସ ପାଳିତ :

    April 13, 2026 ରାଜ୍ୟ

    ଗୁଣପୁର ମାଟି ପାଇଁ ଜିବନ ଦେବୁ :;

    April 11, 2026 ରାଜ୍ୟ

    କୋଟସମଲାଇ ରଘୁନାଥ ନାଟ୍ୟକଲା ପରିଷଦ ଶ୍ରୀରାମଲୀଳା ଉତ୍ସବ :;

    April 11, 2026 ରାଜ୍ୟ

    ଲୀଳା ନାଟକ ମାଧ୍ୟମରେ ଭାଇଚାରା ସୃଷ୍ଟି ହୁଏ :;

    April 11, 2026 ରାଜ୍ୟ

    ସାଲିଆସାହି ଅଶାନ୍ତ : ଭାଇ ବନିଲା ଭାଇର ଶତ୍ରୁ

    April 11, 2026 ଅପରାଧ

    ଛେନା ପୋଡ…

    April 11, 2026 ଆଜିର ଖବର

    ହୋମିଓପଥିକ ପ୍ରାକ୍ଟିସନରସ ଆସୋସିଏସନର ୧୧ତମ ବାର୍ଷିକ ଉତ୍ସବ :;

    April 11, 2026 ରାଜ୍ୟ

    ସିଜିମାଳି ଖଣିଖନନ ପାଇଁ ରାସ୍ତା ନିର୍ମାଣକୁ ନେଇ ରାୟଗଡା ପ୍ରଶାସନ ଓ ଖଣି ପ୍ରଭାବିତ ଙ୍କ ମଧ୍ୟରେ ଉତ୍ତେଜନା :

    April 11, 2026 ଆଜିର ଖବର
    Watch YouTube

    You May Like

    ବନ୍ଦନୀୟ ବରପୁତ୍ର କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲାସ୍ତରୀୟ ସାରସ୍ବତ ସମାବେଶ ଆୟୋଜିତ :

    April 13, 2026

    ସାନ ସାଇନ୍ ସ୍କୁଲର ଦ୍ବିତୀୟ ବାର୍ଷିକ ଉତ୍ସବ ପାଳନ ଯୋଗଦେଲେ ରାୟଗଡା ଏଡିଏମ :

    April 13, 2026

    ୭୮ ବର୍ଷର ସଂଘର୍ଷ ଆଜିର ଗର୍ବ ଭୁବନେଶ୍ୱର

    April 13, 2026

    ଭିଜିଲାନ୍ସ ଜାଲରେ ଗୁଡାରୀ ବନାଞ୍ଚଳ ଅଧିକାରୀ, ୨ଲକ୍ଷ ୩୩ ଜବତ ::

    April 13, 2026

    କଙ୍କା ବୁଢ଼ୀ ବନ୍ଧରେ ନିଆରା ମାଛଧରା ପର୍ବ ::

    April 13, 2026

    ବଂଶଧାରl ନଦୀ ଅବବାହିକରେ ଜଳସଂକଳ୍ପ ଯାତ୍ରା ::

    April 13, 2026

    ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାର ଉଦଘାଟନ ::

    April 13, 2026

    ବାରବାଟୀ ଫୂଡ଼ କୋର୍ଟ କାର୍ଯ୍ୟ ର ସମୀକ୍ଷା କଲେ ମେୟର ଏବଂ କମିସନର ::

    April 13, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.