Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Saturday, May 2
    Facebook X (Twitter) YouTube Instagram
    Trending
    • ଆଜି ପ୍ରକାଶ ପାଇବ ଦଶମ ଶ୍ରେଣୀ ପରୀକ୍ଷା ଫଳ , ପିଲାମାନେ ଚାପମୁକ୍ତ ହେବା ପାଇଁ ସ୍ପେଶାଲ ଟିପ୍ସ
    • ଜାଣନ୍ତୁ ଆଜିର ରାଶିଫଳ ::
    • ରାୟଗଡ଼ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ
    • ବାଇକକୁ ସାଇଡ ଦେବାକୁ ଯାଇ ଘରେ ପଶିଲା କାର, ଦୁଇ ବୃଦ୍ଧ ଅଳ୍ପକେ ବର୍ତ୍ତିଲେ
    • ଓଡ଼ିଶାର କ୍ରିକେଟ୍ ମଣ୍ଡଳୀରେ ଶୋକର ଛାୟା
    • ବଜ୍ରପାତ ନେଲା ୧୨ଟି ଗୋରୁଙ୍କ ଜୀବନ
    • ବନ୍ୟଜନ୍ତୁ ଅପରାଧ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି
    • ପ୍ରଭୁ ତ୍ରିନାଥ ଦେବଙ୍କ ବାର୍ଷିକ ଯାତ୍ରା ମହୋତ୍ସଭ୍ ଉଦଯାପିତ
    • ନୃସିଂହଚତୁର୍ଦଶ ମେଳା ଅନୁଷ୍ଠିତ
    • ପଞ୍ଚାୟତ ନିର୍ବାଚନରେ ମେଣ୍ଟ ହେବନି , ଏକାକୀ ଲଢ଼ିବ କଂଗ୍ରେସ : ଭକ୍ତ ଦାସ
    • ଆସନ୍ତା କିଛି ଦିନରେ ପାଗରେ ଦେଖାଯିବ ବଡ଼ ପରିବର୍ତ୍ତନ: ବର୍ଷା ସହିତ ଝଡ଼ ଓ ତୀବ୍ର ପବନର ସମ୍ଭାବନା
    • ଖୁବଶୀଘ୍ର ହେବ ନିଗମ ବୋର୍ଡ଼ ଘୋଷଣା, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସୂଚନା
    • ପଶ୍ଚିମବଙ୍ଗରେ ଶେଷ ପର୍ଯ୍ୟାୟ ଭୋଟ୍ କାଲି: ୧୪୨ ଆସନରେ ମତଦାନ,
    • ବ୍ୟାଙ୍କ କହିଲା ଲୋକ ଆସିଲେ ଟଙ୍କା ମିଳିବ
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ରାଶିଫଳ»ଆଜିର ରାଶିଫଳ

    ଆଜିର ରାଶିଫଳ

    By Charcha NewsApril 27, 2026Updated:April 27, 2026
    Share
    Facebook Twitter Email WhatsApp

    କେମିତି କଟିବ ଆଜି ଆପଣମାନଙ୍କ ଦିନ :

    BY-SUBHASMITA-DT-27.4.2026

    ମେଷ: ବହୁଦିନ ର ଆଶା ଫଳବତୀ ହୋଇପାରେ। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ।

    ବୃଷ: କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍‌ସଙ୍ଗୀ ହେବେ। ଅର୍ଥ ମିଳିବ। ସଙ୍ଗଠକ ହେବେ।

    ମିଥୁନ: ରୋଜଗାର ବୃଦ୍ଧି ହୋଇପାରେ। ଧୈର୍ଯ୍ୟ ଧରି ପାରିଲେ ସୁଫଳ ମିଳିବ। ଅଧିକ ଦାୟିତ୍ବ ବହନ କରିପାରନ୍ତି। କାର୍ଯ୍ୟରେ ବାଧା ଉପୁଜି ପାରେ। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। କର୍ମକ୍ଷେତ୍ରରେ ପ୍ରତି ବନ୍ଧକ ଦେଖା ଦେଇପାରେ।

    କର୍କଟ: ଜମି-ଜମା ବାବଦ ବିବାଦ ବୃଦ୍ଧି ହୋଇପାରେ; ମାତ୍ର ଅବଶେଷରେ ବିଜୟୀ ହେବେ। ସୁଖ-ସମ୍ମାନ ଲାଭ କରିପାରନ୍ତି। କୌଶଳରେ କାର୍ଯ୍ୟ ହାସଲ କରିବେ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ପ୍ରୀତି ଲାଭ ହେବ।

    ସିଂହକାର୍ଯ୍ୟକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଧର୍ମ-କର୍ମ ସଂପାଦନ କରି ପାରନ୍ତି। କର୍ମ କୁଶଳତା ପ୍ରକାଶ ପାଇବ। କର୍ମକ୍ଷେତ୍ରରେ ବିଜୟୀ ହେବେ। ସାମାଜିକ କ୍ଷେତ୍ରରେ କିଛିଟା ଉନ୍ନତି ସାଧନ ହୋଇପାରେ। ଦେବଦର୍ଶନ ଯୋଗରହିଛି ।

    କନ୍ୟା: ଯୋଗାଯୋଗରେ ପ୍ରଗତି ଘଟିବ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଯାତ୍ରାସମୟରେ ସତର୍କରେ ଚଳିବାକୁ ପଡ଼ିବ। ବିଭାଗୀୟ ଅର୍ଥ ପ୍ରାପ୍ତିର ସୂଚନା ମିଳୁୁଛି। ବହୁବିଧ ଧନ ଓ ଉତ୍ତମ ଗୁଣର ଆଧାର ହେବେ।

    ତୁଳା: କାର୍ଯ୍ୟରେ ଅବହେଳା କଲେ ଧନକ୍ଷୟ ହେବାର ସମ୍ଭାବନା ଅଛି। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ମିଥ୍ୟା ଅଭିଯୋଗ ପାଇଁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ସ୍ୱାଭିମାନୀ ହେବେ।

    ବିଛା: ବନ୍ଧୁଙ୍କ ସାହାଯ୍ୟ ପାଇ ଉତ୍‍ଫୁଲ୍ଲିତ ହୋଇପାରନ୍ତି। ଯଶସ୍ୱୀ ହେବେ। ଭାଗ୍ୟବାନ ହେବେ। ବିନୀତ ସ୍ୱଭାବର ହୋଇପାରନ୍ତି। କର୍ମକ୍ଷେତ୍ରରେ ପ୍ରଭାବ ବିସ୍ତାର କରିବେ। ଶତ୍ରୁ ବିନାଶ କରିବାରେ ସକ୍ଷମ ହେବେ।

    ଧନୁ: ଦୃଢ଼ ମନୋବଳ ନେଇ କାର୍ଯ୍ୟ ସମ୍ପାଦନ କରିବେ। ଦୀର୍ଘଦିନର ଆଶା ପୂର୍ଣ୍ଣ ହେବ। ଠାକୁରଙ୍କୁ ଦର୍ଶନ କରିବାରେ ସୁଯୋଗ ଅଛି। ବସ୍ତ୍ର-ଭୂଷଣ ଲାଭ ହେବ। କର୍ମତତ୍ପରତା ପ୍ରକାଶ ପାଇବ। ବ୍ୟବସାୟ ଲାଭଜନକ ହେବ।

    ମକର: ସଫଳତାର ନିକଟବର୍ତ୍ତୀ ହେବେ। ପରଚର୍ଚ୍ଚା ଆପଣଙ୍କ ପାଇଁ ଶୁଭଙ୍କର ନୁହେଁ। ଭ୍ରମଣ ଯୋଗ ଅଛି। ମାନ୍ୟତାପ୍ରାପ୍ତ ହୋଇପାରନ୍ତି। ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ସର୍ବାଙ୍ଗୀନ ଉନ୍ନତି ନେଇ ବଦ୍ଧ ପରିକର ହୋଇପାରନ୍ତି।

    କୁମ୍ଭ: କେତେକ କ୍ଷେତ୍ରରେ ନିରବଦ୍ରଷ୍ଟା ସାଜିପାରନ୍ତି। ଭୟ ଓ ଆଶଙ୍କା ଲାଗି ରହି ଥିଲେ ବି ବହୁ ଶୁଭ ଫଳ ଆଶା କରାଯାଏ। ଖଳ ଲୋକଙ୍କୁ ଚିହ୍ନଟ କରି ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଉଦାର ଓ ଦାନଶୀଳ ହେବେ।

    ମୀନ: ଏପରି କାର୍ଯ୍ୟ ନ କରନ୍ତୁ; ଯୋଉଁ ଥିରେ କି ନିଜ ସୁନାମର ଆଞ୍ଚ ଆସିବ। ଭବିଷ୍ୟତ ପାଇଁ ନୂତନ ଯୋ

    ଜନା ପ୍ରସ୍ତୁତ କରିବେ। ସୁସ୍ଥ ଓ ନିରାମୟ ରହିବେ। ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ପଦୋନ୍ନତି ମିଳିପାରେ।

    ଚର୍ଚ୍ଚା news

    Share. Facebook Twitter WhatsApp

    Related Posts

    ଜାଣନ୍ତୁ ଆଜିର ରାଶିଫଳ ::

    May 2, 2026 ରାଶିଫଳ

    ଆଜିର ରାଶିଫଳ :

    April 28, 2026 ରାଶିଫଳ

    ଜାଣନ୍ତୁ ଏ ସପ୍ତାହର ରାଶିଫଳ :

    April 26, 2026 ରାଶିଫଳ

    ଜାଣନ୍ତୁ ଆଜିର ରାଶିଫଳ…

    April 25, 2026 ରାଶିଫଳ

    ଆଜିର ରାଶିଫଳ

    April 23, 2026 ରାଶିଫଳ

    ଆଜିର ରାଶିଫଳ

    April 22, 2026 ରାଶିଫଳ

    ଆଜିର ରାଶିଫଳ ::

    April 19, 2026 ରାଶିଫଳ

    ଆଜିର ରାଶିଫଳ ::

    April 18, 2026 ରାଶିଫଳ

    ଆଜିର ରାଶିଫଳ ::

    April 17, 2026 ରାଶିଫଳ

    ଆଜିର ରାଶିଫଳ :

    April 16, 2026 ରାଶିଫଳ

    ଜାଣନ୍ତୁ ଆଜିର ରାଶିଫଳ :

    April 15, 2026 ରାଶିଫଳ

    ଆଜିର ରାଶିଫଳ

    April 14, 2026 ରାଶିଫଳ
    Watch YouTube

    You May Like

    ଆଜି ପ୍ରକାଶ ପାଇବ ଦଶମ ଶ୍ରେଣୀ ପରୀକ୍ଷା ଫଳ , ପିଲାମାନେ ଚାପମୁକ୍ତ ହେବା ପାଇଁ ସ୍ପେଶାଲ ଟିପ୍ସ

    May 2, 2026

    ଜାଣନ୍ତୁ ଆଜିର ରାଶିଫଳ ::

    May 2, 2026

    ରାୟଗଡ଼ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ

    May 1, 2026

    ବାଇକକୁ ସାଇଡ ଦେବାକୁ ଯାଇ ଘରେ ପଶିଲା କାର, ଦୁଇ ବୃଦ୍ଧ ଅଳ୍ପକେ ବର୍ତ୍ତିଲେ

    May 1, 2026

    ଓଡ଼ିଶାର କ୍ରିକେଟ୍ ମଣ୍ଡଳୀରେ ଶୋକର ଛାୟା

    May 1, 2026

    ବଜ୍ରପାତ ନେଲା ୧୨ଟି ଗୋରୁଙ୍କ ଜୀବନ

    May 1, 2026

    ବନ୍ୟଜନ୍ତୁ ଅପରାଧ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି

    May 1, 2026

    ପ୍ରଭୁ ତ୍ରିନାଥ ଦେବଙ୍କ ବାର୍ଷିକ ଯାତ୍ରା ମହୋତ୍ସଭ୍ ଉଦଯାପିତ

    April 30, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.