Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Monday, May 4
    Facebook X (Twitter) YouTube Instagram
    Trending
    • କୋଲକାତାରେ ଆଜି ବିଜୟ ଶୋଭାଯାତ୍ରାକୁ ‘ନା’
    • ସନ୍ଧ୍ୟାରେ ବିଜେପି ମୁଖ୍ୟାଳୟ ଯିବେ ପ୍ରଧାନମନ୍ତ୍ରୀ ମୋଦୀ
    • ତାମିଲନାଡୁରେ ଟିଭିକେ ସୁନାମି : ୧୦୪ ଆସନରେ ଆଗୁଆ
    • ପଶ୍ଚିମବଙ୍ଗରେ ବିଜେପିର ବଡ଼ ଲିଡ୍‌, କୁହୁକ ସଂଖ୍ୟା ଅତିକ୍ରମ
    • ପଶ୍ଚିମବଙ୍ଗରେ ବିଜେପି ସରକାର ଗଢ଼ିବ : ଶୁଭେନ୍ଦୁ ଅଧିକାରୀ
    • ଆଜିର ରାଶିଫଳ :
    • ସନ୍ଦୀପ ପାଠକଙ୍କ ବିରୋଧରେ ଦୁଇଟି ସଙ୍ଗୀନ ମାମଲା ରୁଜୁ ; ଆପ୍ ଛାଡ଼ି ବିଜେପିରେ ମିଶିବା ପରେ ବଢ଼ିଲା ଅଡୁଆ
    • ବଢ଼ିଲା ଓମ୍‌ଫେଡ୍ କ୍ଷୀର ଦାମ୍ , ଲିଟର ପିଛା ୪ ଟଙ୍କା ବୃଦ୍ଧି
    • ରାୟଗଡା ରେ ମାଟ୍ରିକ ରିଯେଲଟ ୯୬.୫ ପ୍ରତିଶତ,ମନସ୍ଵିନୀ ଦାସ ହେଲେ ଟପ୍ପର :
    • ନବ ବିବାହିତ ମହିଳାଙ୍କ ସନ୍ଧେହଜନକ ମୃତ୍ୟୁ :
    • ରାଜ୍ୟରେ ଖୁବଶୀଘ୍ର ନିଯୁକ୍ତି ପାଇବେ ୧୪ଶହରୁ ଅଧିକ ଆସିଷ୍ଟାଣ୍ଟ ପ୍ରଫେସର ଓ ଆସୋସିଏଟ ପ୍ରଫେସର
    • ଚର୍ଚ୍ଚାରେ ମାଟ୍ରିକ୍ ରେଜଲ୍ଟ : ପ୍ରାୟ ସାଢ଼େ ପାଞ୍ଚ ଲକ୍ଷ ଛାତ୍ରଛାତ୍ରୀ ଦେଇଥିଲେ ପରୀକ୍ଷା
    • ମହାନଦୀ ଜଳ ବିବାଦ ମାମଲା ; ଆସନ୍ତା ୩୦ରେ ପରବର୍ତ୍ତୀ ଶୁଣାଣି
    • ଓଡ଼ିଶା ଗ୍ରାମୀଣ ବିକାଶରେ ନୂଆ ଅଧ୍ୟାୟ: ପିଏମ୍‌ଜିଏସ୍‌ୱାଇ-୪ରେ ୧୭୦୦ କୋଟି ଟଙ୍କାର ପ୍ରକଳ୍ପ ଅନୁମୋଦିତ ::
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ଆଜିର ଖବର»ଆଜିର ରାଶିଫଳ :

    ଆଜିର ରାଶିଫଳ :

    By Charcha NewsMay 4, 2026
    Share
    Facebook Twitter Email WhatsApp

    BY-SUBHASMITA-DT-4.4.2026

    ମେଷ-ବାଣିଜ୍ୟ, ବ୍ୟବସାୟ ରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି କରିବେ ଓ କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ । ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରିବାର ସୁଯୋଗ ଆସିବ । ହୃତଧନ ଫେରିପାଇବେ । ଆୟ ଅପେକ୍ଷା ବ୍ୟୟ କମ୍‌ ରହିବ । ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।

    ବୃଷ – ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ଦରମାରେ କିଛି ବୃଦ୍ଧି ଘଟିପାରେ । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ମନୋନିବେଶ କରିବେ । ମହିଳାମାନେ ସଞ୍ଚୟ କରିବେ ।

    ମିଥୁନ-କର୍ମରେ ଉନ୍ନତି କରିବା ପାଇଁ ଯୋଜନା କରିବେ ଓ ସେଥିରେ ସଫଳ ହେବାର ସମସ୍ତ ଦିଗକୁୁ ଅନୁଧ୍ୟାନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । କର୍ମରେ ଆଗ୍ରହ ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ସାହ୍ୟା ଓ ସହୋଗ ପାଇବେ ।

    କର୍କଟ -ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ଅସ୍ଥିରତା ଓ ବାଧାବିଘ୍ନ ଏବଂ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତାଗ୍ରସ୍ତ ହେବେ ଓ ସ୍ୱଜନ ପ୍ରିୟଜନଙ୍କ ସହ ମତାନ୍ତର କିମ୍ବା ତାଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହୋଇପାରେ ।

    ସିଂହ- ଆଜି କଷ୍ଟ ହେଲେ ମଧ୍ୟ ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ ଅନାଗ୍ରହ ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ । ପରିସ୍ଥିତି ଖରାପ ନ ଥିଲେ ମଧ୍ୟ ମନ ଅଶାନ୍ତ ରହିବ । ବିନା କାରଣରେ ଆଜି ବହୁତ ବ୍ୟସ୍ତ ରହିବେ ଓ ପରିବାରର କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।

    -କନ୍ୟା-ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସଫଳତା ପାଇବେ । ମହିଳା ସହକର୍ମୀ ସହୋଗ କରିବେ । ପରିବାରର ସମସ୍ତ ସଦସ୍ୟ ଓ ସହଧର୍ମିଣୀଙ୍କ ସାହ୍ୟା ଏବଂ ସହାନୁଭୂତି ପାଇବେ । ଘରକରଣା, ଇଲେକ୍ଟ୍ରିକ ସରଞ୍ଜାମ ଓ ବସନଭୂଷଣ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀ ଅନୁରକ୍ତା ହେବେ ।

    ତୁଳା -କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ ଓ ସହକର୍ମୀଙ୍କ ସହୋଗରେ ସମସ୍ତ କର୍ମରେ ସଫଳତା ଏବଂ ପ୍ରଶଂସା ପାଇବେ । ବାଣିଜ୍ୟ, ବ୍ୟବସାୟ ଠିକ୍‌ରେ ଚାଲିବ ଓ ଆୟ ହେବ । ପୁରାତନ ରୋଗରୁ ଆରୋଗ୍ୟଲାଭ କରିବେ, ଶତ୍ରୁମାନେ ମିତ୍ର ହେବେ ଓ ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ପ୍ରଶଂସିତ ହେବେ । ମହିଳାମାନେ ଧାର୍ମିକ ର୍କ୍ୟାରେ ଆଗ୍ରହୀ ହେବେ ।

    ବିଛା -ମାନସମ୍ମାନ ହାନି ଓ ଇତର ଜନଠାରୁ ଅପମାନ ପାଇପାରନ୍ତି । ମାନସିକ, ପାରିବାରିକ ଅଶାନ୍ତି ଓ କର୍ମସ୍ଥାନରେ ଅପଯଶ ଏବଂ ଅପମାନିତ ହୋଇପାରନ୍ତି । ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ତାଙ୍କ କର୍ମକୁ ନେଇ ଚିନ୍ତାଗ୍ରସ୍ତ ହେବେ । ବାପାମା’ଙ୍କ ସହ ମତଭେଦ କିମ୍ବା ତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।

    ଧନୁ- ଆଜି ବାଦବିବାଦ ଓ ଯାନବାହନ ଆରୋହଣ କାଳରେ ସତର୍କ ରହିବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ପହଞ୍ଚିବ । କର୍ମସ୍ଥାନରେ ବାଧାବିଘ୍ନ ଓ ବିବାଦ ସୃଷ୍ଟି ହେବ । ଯାନବାହନରେ କ୍ଷତି ଓ ମୂଲ୍ୟବାନ ପଦାର୍ଥ ନଷ୍ଟ ବା ହଜିପାରେ । ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା କିମ୍ବା ମାଲିମକଦ୍ଦମାରେ ପଡ଼ିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନେ ଉଦର ଯନ୍ତ୍ରଣା ପାଇବେ ।

    ମକର -ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଭଲ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିୁକ୍ତିର ସମ୍ଭାବନା ରହିଛି । ପରିବାରର ସମସ୍ତ ସଦସ୍ୟ, ସହକର୍ମୀ ଓ ଭ୍ରାତୃଭଗ୍ନିଙ୍କର ସାହ୍ୟା ଏବଂ ସହଯୋଗ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ଆତ୍ମସନ୍ତୋଷ ଲାଭ କରିବେ ।

    କୁମ୍ଭ – ଆର୍ଥିକ କ୍ଷତି ଓ ବ୍ୟବସାୟରେ କ୍ଷତିର ସମ୍ଭାବନା ରହିଛି । କର୍ମ ପ୍ରତି ଅନାଗ୍ରହ ହେତୁ ସମସ୍ତ କର୍ମରେ ବାଧାବିଘ୍ନ ଓ କର୍ମରେ ଅସଫଳ ରହିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ ଓ ଚୋରି ଯିବ । ଧନକୁ ନେଇ ବିବାଦ କିମ୍ବା ମାଲିମକଦ୍ଦମା ହୋଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା ପ୍ରକାଶ କରିବେ । ମହିଳାମାନେ ବଦଖର୍ଚ୍ଚି ହେବେ ।

    ମୀନ – ଆଜି ଆପଣଙ୍କୁ ସୁ ଖାଦ୍ୟ ,ସୁବସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ । ବାଣିଜ୍ୟ, ବ୍ୟବସାୟରେ ଉତ୍ତମ ଆୟ ଏବଂ କର୍ମରେ ଉନ୍ନତି ଓ କର୍ମସ୍ଥାନରେ ପ୍ରଶଂସିତ ହେବେ । ଲକ୍ଷ୍ମୀଙ୍କର କୃପା ରହିବ । ମାନସିକ, ପାରିବାରିକ ଶାନ୍ତି ଓ ଶାରୀରିକ ସୁସ୍ଥତା ଲାଭ କରିବେ ।

    ଚର୍ଚ୍ଚା news

    Share. Facebook Twitter WhatsApp

    Related Posts

    କୋଲକାତାରେ ଆଜି ବିଜୟ ଶୋଭାଯାତ୍ରାକୁ ‘ନା’

    May 4, 2026 ଆଜିର ଖବର

    ସନ୍ଧ୍ୟାରେ ବିଜେପି ମୁଖ୍ୟାଳୟ ଯିବେ ପ୍ରଧାନମନ୍ତ୍ରୀ ମୋଦୀ

    May 4, 2026 ଆଜିର ଖବର

    ତାମିଲନାଡୁରେ ଟିଭିକେ ସୁନାମି : ୧୦୪ ଆସନରେ ଆଗୁଆ

    May 4, 2026 ଆଜିର ଖବର

    ପଶ୍ଚିମବଙ୍ଗରେ ବିଜେପିର ବଡ଼ ଲିଡ୍‌, କୁହୁକ ସଂଖ୍ୟା ଅତିକ୍ରମ

    May 4, 2026 ଆଜିର ଖବର

    ବଢ଼ିଲା ଓମ୍‌ଫେଡ୍ କ୍ଷୀର ଦାମ୍ , ଲିଟର ପିଛା ୪ ଟଙ୍କା ବୃଦ୍ଧି

    May 3, 2026 ଆଜିର ଖବର

    ରାୟଗଡା ରେ ମାଟ୍ରିକ ରିଯେଲଟ ୯୬.୫ ପ୍ରତିଶତ,ମନସ୍ଵିନୀ ଦାସ ହେଲେ ଟପ୍ପର :

    May 3, 2026 ଆଜିର ଖବର

    ନବ ବିବାହିତ ମହିଳାଙ୍କ ସନ୍ଧେହଜନକ ମୃତ୍ୟୁ :

    May 3, 2026 ଆଜିର ଖବର

    ରାଜ୍ୟରେ ଖୁବଶୀଘ୍ର ନିଯୁକ୍ତି ପାଇବେ ୧୪ଶହରୁ ଅଧିକ ଆସିଷ୍ଟାଣ୍ଟ ପ୍ରଫେସର ଓ ଆସୋସିଏଟ ପ୍ରଫେସର

    May 2, 2026 ଆଜିର ଖବର

    ଚର୍ଚ୍ଚାରେ ମାଟ୍ରିକ୍ ରେଜଲ୍ଟ : ପ୍ରାୟ ସାଢ଼େ ପାଞ୍ଚ ଲକ୍ଷ ଛାତ୍ରଛାତ୍ରୀ ଦେଇଥିଲେ ପରୀକ୍ଷା

    May 2, 2026 ଆଜିର ଖବର

    ମହାନଦୀ ଜଳ ବିବାଦ ମାମଲା ; ଆସନ୍ତା ୩୦ରେ ପରବର୍ତ୍ତୀ ଶୁଣାଣି

    May 2, 2026 ଅନ୍ୟାନ୍ୟ

    ଆଜି ପ୍ରକାଶ ପାଇବ ଦଶମ ଶ୍ରେଣୀ ପରୀକ୍ଷା ଫଳ , ପିଲାମାନେ ଚାପମୁକ୍ତ ହେବା ପାଇଁ ସ୍ପେଶାଲ ଟିପ୍ସ

    May 2, 2026 ଆଜିର ଖବର

    ଜାଣନ୍ତୁ ଆଜିର ରାଶିଫଳ ::

    May 2, 2026 ରାଶିଫଳ
    Watch YouTube

    You May Like

    କୋଲକାତାରେ ଆଜି ବିଜୟ ଶୋଭାଯାତ୍ରାକୁ ‘ନା’

    May 4, 2026

    ସନ୍ଧ୍ୟାରେ ବିଜେପି ମୁଖ୍ୟାଳୟ ଯିବେ ପ୍ରଧାନମନ୍ତ୍ରୀ ମୋଦୀ

    May 4, 2026

    ତାମିଲନାଡୁରେ ଟିଭିକେ ସୁନାମି : ୧୦୪ ଆସନରେ ଆଗୁଆ

    May 4, 2026

    ପଶ୍ଚିମବଙ୍ଗରେ ବିଜେପିର ବଡ଼ ଲିଡ୍‌, କୁହୁକ ସଂଖ୍ୟା ଅତିକ୍ରମ

    May 4, 2026

    ପଶ୍ଚିମବଙ୍ଗରେ ବିଜେପି ସରକାର ଗଢ଼ିବ : ଶୁଭେନ୍ଦୁ ଅଧିକାରୀ

    May 4, 2026

    ଆଜିର ରାଶିଫଳ :

    May 4, 2026

    ସନ୍ଦୀପ ପାଠକଙ୍କ ବିରୋଧରେ ଦୁଇଟି ସଙ୍ଗୀନ ମାମଲା ରୁଜୁ ; ଆପ୍ ଛାଡ଼ି ବିଜେପିରେ ମିଶିବା ପରେ ବଢ଼ିଲା ଅଡୁଆ

    May 3, 2026

    ବଢ଼ିଲା ଓମ୍‌ଫେଡ୍ କ୍ଷୀର ଦାମ୍ , ଲିଟର ପିଛା ୪ ଟଙ୍କା ବୃଦ୍ଧି

    May 3, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.