Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Wednesday, May 6
    Facebook X (Twitter) YouTube Instagram
    Trending
    • ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ
    • ମେ ୮ରେ ଶପଥ ନେଇପାରନ୍ତି ବିଜୟ : କଂଗ୍ରେସର ସମର୍ଥନ ପରେ ସରକାର ଗଠନ ନେଇ ବିଜୟଙ୍କ ପଥ ପରିଷ୍କାର
    • ଭାରତୀୟ ଜାହାଜକୁ  ଆରବ ସାଗରରୁ ଉଦ୍ଧାର କଲା ପାକିସ୍ତାନ ନୌସେନା
    • ବ୍ୟାଙ୍କ ଋଣ ନ ଶୁଝିଲେ ଜବତ ହେବ ଘର ଜମି!
    • ଭୁବନେଶ୍ବର ଲକ୍ଷ୍ମୀସାଗର ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଦୁଇ ମୃତ
    • ସୁଧୀର ପାତ୍ର ହତ୍ୟା ମାମଲା : ମୁହଁ ଖୋଲିଲେ ସୁଧୀର ପାତ୍ରଙ୍କ ପତ୍ନୀ
    • ବାରିପଦାରେ ନିର୍ମମ ଦୁର୍ଘଟଣା: ବସ୍‌ଷ୍ଟାଣ୍ଡ ଭିତରେ ଦୌଡ଼ିଲା ବସ୍, ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ
    • ଉଦଳା ଡାକ୍ତରଖାନାରେ ଅନ୍ଧାର: ରୋଗୀ ସୁରକ୍ଷା ନେଇ ଗୁରୁତର ପ୍ରଶ୍ନ :
    • କୁକୁଡ଼ା ଦୋକାନରେ ୧୨ ଫୁଟିଆ ଅହିରାଜ, ବନବିଭାଗର ସଫଳ ଉଦ୍ଧାର :
    • Anuvadini AI Partners with MathZoro to Bring Gamified Mathematics Education for Every Indian School Student
    • ଆସାନସୋଲ ଶିଳ୍ପାଞ୍ଚଳ ସହର ରେ ବହୁ ତୃଣମୂଳ କଂଗ୍ରେସ ଦଳର କାର୍ଯ୍ୟାଳୟରେ ବିଜେପି ଦଳ କର୍ମୀ ଅଗ୍ନିକାଣ୍ଡ ଲଗାଇଲେ ଓ ଭଙ୍ଗାରୁଜା କରିଛନ୍ତି :
    • ଆଜିର ରାଶିଫଳ
    • ମାଟ୍ରିକ ପରୀକ୍ଷାରେ ଏ୧ରେ ଉତୀର୍ଣ୍ଣ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ରାୟଗଡ଼ା ଜିଲ୍ଳାପାଳ
    • କେନ୍ଦ୍ରୀୟ ସହ-ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଲା ବିଜେପି ସଂସଦୀୟ ବୋର୍ଡ
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ରାଶିଫଳ»ଆଜିର ରାଶିଫଳ

    ଆଜିର ରାଶିଫଳ

    By Charcha NewsMay 5, 2026
    Share
    Facebook Twitter Email WhatsApp

    ମେଷ-: ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ନିଜର ମୁଲ୍ୟବାନ ଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ ହେବ ।

    ବୃଷ-ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ କଥାବାର୍ତ୍ତା କରନ୍ତୁ ଏବଂ ଖୁବ ମଜା କରନ୍ତୁ ।ଏହି ଛୋଟ ଦୁଇଟି କଥା ଆପଣଙ୍କ ସମ୍ପର୍କକୁ ଆହୁରୀ ଦୃଢ କରିବ ।

    ମିଥୁନ- ଆଜି ଆପଣ କୌଣସି ପ୍ରକାର ମନୋରଞ୍ଜନ କରିବାକୁ ଇଛାକରିବେ , କିନ୍ତୁ କାର୍ଯ୍ୟଭାର ଆପଣଙ୍କର ରାସ୍ତାରେ ବାଧା ହୋଇପାରେ । ଆପଣ ଏ ଦୁଇଟି ମଧ୍ୟରେ ସନ୍ତୁଳନ ରକ୍ଷା କରିବାକୁ ଆଜି ସଫଳ ହେବେ।

    କର୍କଟ-ଆଜି ଆପଣ କୌଣସି ଉତ୍ସବ ପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ । ବନ୍ଧୁ ଏବଂ ସମ୍ପର୍କୀୟ ମାନେ ମିଶି ବହୁତ ମଜା କରିବେ ,ଯାହା ଆପଣଙ୍କ ସ୍ମୃତିରେ ସବୁଦିନ ପାଇଁ ଅଭୂଲା ହୋଇଯିବ ।ଆଜିର ଦିନଟି ପରସ୍ପର ସହିତ ବହୁତ ଖୁସି କରିବାର ଦିନ

    ସିଂହ-: ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିପାରେ।ପୂର୍ବରୁ ସଂଚିତ ଧନନାଷ ଓ ଅଯଥା ବିବାଦ ହେବାକାରଣରୁ ମନଭଲରହିବ ନାହିଁ।

    କନ୍ୟା-ଆଜି ଆପଣଙ୍କ ମଜ୍ଜା ଓ ଆରାମର ଦିନ । ସାମାଜିକ ରୀତିନୀତି ଆଜି ଆପଣଙ୍କ ପାଇଁ ବହୁତ ଆନନ୍ଦ ନେଇକି ଆସିବ । ଆପଣଙ୍କ ଜୀବନରେ ବର୍ତ୍ତମାନ ସମୟରେ ଯେଉଁ ପରିବର୍ତ୍ତନ ସବୁ ଆସିଛି, ସେଥିରୁ ମଧ୍ୟ ଆପଣଙ୍କୁ ବହୁତ ଖୁସି ମିଳିବ ।

    ତୁଳା-: ଆଜି ଆପଣଙ୍କୁ ନିଜର ଚ଼େଷ୍ଟାର ଫଳ ମିଳିବ, ଯେଉଁଥିରେ କି ଆପଣଙ୍କର ଜୀବନ ହିଁ ବଦଳିଯିବ ଏବେ ଆପଣ ଏବଂ ଆପଣଙ୍କ ପରିବାର ଲୋକେ ପରସ୍ପରକୁ ସହଜରେ ବୁଝିପାରୁଛନ୍ତି । ନିଜର ଚ଼େଷ୍ଟାକୁ ବଜାୟ ରଖନ୍ତୁ ଏବଂ ଖୁସି ଜୀବନର ମଜା ନିଅନ୍ତୁ ।

    ବିଛା- ବ୍ୟସ୍ତ ହୋଇ କୌଣସି ମହତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ । ଏହି ସମୟଟା ବୋଧହୁଏ ଆପଣ ଚ଼ିନ୍ତା ଗ୍ରସ୍ତହୋଇ କଟାଉଛନ୍ତି । ବ୍ୟସ୍ତ ହୁଅନ୍ତୁ ନାହିଁ ପରିସ୍ଥିତି ଏଭଳି ହେବ ଆପଣ ଆପେ ଆପେ ଏହି ଚ଼ିନ୍ତାରୁ ମୁକ୍ତ ହୋଇଯିବେ ।

    ଧନୁ-: ଆଜି ଆପଣଙ୍କ ଘରେ କୌଣସି ବ୍ୟକ୍ତିଙ୍କ ସହ କଳହ ହୋଇପାରେ ।ଏଥି ପାଇଁ ଆପଣ ନିଜ କଥା ଓ କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ ।ଯଦି ଆପଣ ଶାନ୍ତ ରହିବେ ତେବେ ଭବିଷ୍ୟତର ବହୁ ଘରୋଇ ସମସ୍ୟାକୁ ସମାଧାନ କରିପାରିବେ ।

    ମକର- ନିଜର କୌଶଳ ଏବଂ ସାହସକୁ ପାଥେୟ କରି ଆପଣଙ୍କ ରାସ୍ତାରେ ଆସୁଥିବା ସବୁ ବାଧାବିଘ୍ନକୁ ଆପଣ ସମାଧାନ କରିବେ । ଆପଣଙ୍କର ଏହି ଆସାଧାରଣ ନକ୍ଷତା ଯୋଗୁଁ ବାଧାବିଘ୍ନ ସବୁ ଆପେ ଦୂରେଇଯିବ ।

    କୁମ୍ଭ- : ସାମାନ୍ୟ ବିବ୍ରତ ରହିବେ । ଦାଇତ୍ତ୍ୱର ସହ ଅନ୍ୟାନ୍ୟ କାର୍ଯ୍ୟକରିବାରେ ଅସୁବିଧା ହୋଇପାରେ । ବଂଧୁ ମାନଙ୍କସହ ଫୋନ ମାଧ୍ୟମରେ ବାର୍ତ୍ତାଳାପ କିଛି ସମୟ କଟିପରେ । ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟକୁ ସ୍ଥଗିତ ରଖନ୍ତୁ ନାହିଁ ।

    ମୀନ- ଆଜି ହଠାତ୍ ଆପଣଙ୍କ ଘରକୁ ଅତିଥି ଆସିପାରନ୍ତି । ସେମାନଙ୍କୁ ସ୍ୱାଗତ ପାଇଁ ଆପଣ ପ୍ରସ୍ତୁତ ହୋଇ ରୁହନ୍ତୁ । ଆଜି ଆପଣ ଯେତେ ବ୍ୟସ୍ତ ରହିଲେ ମଧ୍ୟ ସାମାଜିକ ଉତ୍ସବରେ ନିଶ୍ଚୟ ଭାଗ ନିଅନ୍ତୁ ,କାରଣ ଏମିତି ସୁଯୋଗ ବାରମ୍ବାର ଆସେ ନାହିଁ ।

    ଚର୍ଚ୍ଚା news

    Share. Facebook Twitter WhatsApp

    Related Posts

    ଆଜିର ରାଶିଫଳ

    May 6, 2026 ରାଶିଫଳ

    ଆଜିର ରାଶିଫଳ :

    May 4, 2026 ଆଜିର ଖବର

    ଜାଣନ୍ତୁ ଆଜିର ରାଶିଫଳ ::

    May 2, 2026 ରାଶିଫଳ

    ଆଜିର ରାଶିଫଳ :

    April 28, 2026 ରାଶିଫଳ

    ଆଜିର ରାଶିଫଳ

    April 27, 2026 ରାଶିଫଳ

    ଜାଣନ୍ତୁ ଏ ସପ୍ତାହର ରାଶିଫଳ :

    April 26, 2026 ରାଶିଫଳ

    ଜାଣନ୍ତୁ ଆଜିର ରାଶିଫଳ…

    April 25, 2026 ରାଶିଫଳ

    ଆଜିର ରାଶିଫଳ

    April 23, 2026 ରାଶିଫଳ

    ଆଜିର ରାଶିଫଳ

    April 22, 2026 ରାଶିଫଳ

    ଆଜିର ରାଶିଫଳ ::

    April 19, 2026 ରାଶିଫଳ

    ଆଜିର ରାଶିଫଳ ::

    April 18, 2026 ରାଶିଫଳ

    ଆଜିର ରାଶିଫଳ ::

    April 17, 2026 ରାଶିଫଳ
    Watch YouTube

    You May Like

    ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ

    May 6, 2026

    ମେ ୮ରେ ଶପଥ ନେଇପାରନ୍ତି ବିଜୟ : କଂଗ୍ରେସର ସମର୍ଥନ ପରେ ସରକାର ଗଠନ ନେଇ ବିଜୟଙ୍କ ପଥ ପରିଷ୍କାର

    May 6, 2026

    ଭାରତୀୟ ଜାହାଜକୁ  ଆରବ ସାଗରରୁ ଉଦ୍ଧାର କଲା ପାକିସ୍ତାନ ନୌସେନା

    May 6, 2026

    ବ୍ୟାଙ୍କ ଋଣ ନ ଶୁଝିଲେ ଜବତ ହେବ ଘର ଜମି!

    May 6, 2026

    ଭୁବନେଶ୍ବର ଲକ୍ଷ୍ମୀସାଗର ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଦୁଇ ମୃତ

    May 6, 2026

    ସୁଧୀର ପାତ୍ର ହତ୍ୟା ମାମଲା : ମୁହଁ ଖୋଲିଲେ ସୁଧୀର ପାତ୍ରଙ୍କ ପତ୍ନୀ

    May 6, 2026

    ବାରିପଦାରେ ନିର୍ମମ ଦୁର୍ଘଟଣା: ବସ୍‌ଷ୍ଟାଣ୍ଡ ଭିତରେ ଦୌଡ଼ିଲା ବସ୍, ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ

    May 6, 2026

    ଉଦଳା ଡାକ୍ତରଖାନାରେ ଅନ୍ଧାର: ରୋଗୀ ସୁରକ୍ଷା ନେଇ ଗୁରୁତର ପ୍ରଶ୍ନ :

    May 6, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.