Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Wednesday, May 6
    Facebook X (Twitter) YouTube Instagram
    Trending
    • ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ
    • ମେ ୮ରେ ଶପଥ ନେଇପାରନ୍ତି ବିଜୟ : କଂଗ୍ରେସର ସମର୍ଥନ ପରେ ସରକାର ଗଠନ ନେଇ ବିଜୟଙ୍କ ପଥ ପରିଷ୍କାର
    • ଭାରତୀୟ ଜାହାଜକୁ  ଆରବ ସାଗରରୁ ଉଦ୍ଧାର କଲା ପାକିସ୍ତାନ ନୌସେନା
    • ବ୍ୟାଙ୍କ ଋଣ ନ ଶୁଝିଲେ ଜବତ ହେବ ଘର ଜମି!
    • ଭୁବନେଶ୍ବର ଲକ୍ଷ୍ମୀସାଗର ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଦୁଇ ମୃତ
    • ସୁଧୀର ପାତ୍ର ହତ୍ୟା ମାମଲା : ମୁହଁ ଖୋଲିଲେ ସୁଧୀର ପାତ୍ରଙ୍କ ପତ୍ନୀ
    • ବାରିପଦାରେ ନିର୍ମମ ଦୁର୍ଘଟଣା: ବସ୍‌ଷ୍ଟାଣ୍ଡ ଭିତରେ ଦୌଡ଼ିଲା ବସ୍, ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ
    • ଉଦଳା ଡାକ୍ତରଖାନାରେ ଅନ୍ଧାର: ରୋଗୀ ସୁରକ୍ଷା ନେଇ ଗୁରୁତର ପ୍ରଶ୍ନ :
    • କୁକୁଡ଼ା ଦୋକାନରେ ୧୨ ଫୁଟିଆ ଅହିରାଜ, ବନବିଭାଗର ସଫଳ ଉଦ୍ଧାର :
    • Anuvadini AI Partners with MathZoro to Bring Gamified Mathematics Education for Every Indian School Student
    • ଆସାନସୋଲ ଶିଳ୍ପାଞ୍ଚଳ ସହର ରେ ବହୁ ତୃଣମୂଳ କଂଗ୍ରେସ ଦଳର କାର୍ଯ୍ୟାଳୟରେ ବିଜେପି ଦଳ କର୍ମୀ ଅଗ୍ନିକାଣ୍ଡ ଲଗାଇଲେ ଓ ଭଙ୍ଗାରୁଜା କରିଛନ୍ତି :
    • ଆଜିର ରାଶିଫଳ
    • ମାଟ୍ରିକ ପରୀକ୍ଷାରେ ଏ୧ରେ ଉତୀର୍ଣ୍ଣ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ରାୟଗଡ଼ା ଜିଲ୍ଳାପାଳ
    • କେନ୍ଦ୍ରୀୟ ସହ-ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଲା ବିଜେପି ସଂସଦୀୟ ବୋର୍ଡ
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ରାଶିଫଳ»ଆଜିର ରାଶିଫଳ

    ଆଜିର ରାଶିଫଳ

    By Charcha NewsMay 6, 2026
    Share
    Facebook Twitter Email WhatsApp

    ମେଷ: ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ।

    ବୃଷ: ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ। ଅଫିସ୍‌ର କୌଣସି କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

    ମିଥୁନ: ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। ପ୍ରତ୍ୟେକ କାମ ବିବେକର ସହ କରନ୍ତୁ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ପ୍ରେମ ସମ୍ବନ୍ଧୀୟ କୌଣସି ମନୋକାମନା ପୂରଣ ହେବ।

    କର୍କଟ: ଆଜି ଆପଣ କିଛି ଖାସ୍‌ କରିବା ଲାଗି ଦିନଟି ଭଲ ରହିବ। ଅଚାନକ ଧନଲାଭ ହେବ। ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ପରୀକ୍ଷାରେ ସଫଳତା ମିଳିବାର ସମ୍ଭାବନା ରହିଛି।

    ସି˚ହ: ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟରେ ମନପ୍ରାଣ ଢାଳି କାମ କରିବେ ଏବ˚ ଯଥେଷ୍ଟ ଲାଭ ପାଇବେ। ଅଫିସରେ କୌଣସି ଖୁସି ଖବର ମିଳିବ।

    କନ୍ୟା: ଆଜି ଆପଣ କଷ୍ଟ ମନେ ହେଉଥିବା କାର୍ଯ୍ୟ ସହଜରେ କରିପାରିବେ। ବିଭିନ୍ନ ପ୍ରକାର ଲୋକଙ୍କ ସହିତ ମିଶିବେ। କୌଣସି ବଡ଼ ନେଣଦେଣ କରିପାରନ୍ତି। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ।

    ତୁଳା : ଊର୍ଜାର ସ୍ତର ଉଚ୍ଚା ରହିବ। କୌଣସି ଅଜଣା ବ୍ୟକ୍ତିଙ୍କ ସହିତ ସ˚ପର୍କ ଗଢ଼ିବେ ଯେଉଁଥିରୁ ଭବିଷ୍ୟତରେ ଲାଭ ମିଳିବ। ଅଫିସରେ ବାତାବରଣ ଅନୁକୂଳ ରହିବ। ଆଇନକାନୁନ ମାମଲା ସହଜରେ ସମାଧାନ ହୋଇଯିବ।

    ବିଛା: ସଫଳତା ମିଳିବା ହେତୁ ମହତ୍ତ୍ବାକା˚କ୍ଷାକୁ ବଳ ମିଳିବ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ପାଇବେ।

    ଧନୁ ଆପଣ ନିଜକୁ ଖୁବ୍‌ ଆତ୍ମନିର୍ଭରଶୀଳ ଅନୁଭବ କରିବେ। ବ୍ୟବସାୟ ପାଇଁ ନୂଆ ପ୍ରସ୍ତାବ ଓ ଅନୁବନ୍ଧ ପାଇବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସମ୍ମାନ ମିଳିବ। ଅଚାନକ ଧନପ୍ରାପ୍ତି ହେବ।

    ମକର: ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ; ଆପଣଙ୍କୁ ସଫଳତା ମିଳିବ। ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ। ମିତ୍ରଙ୍କ ସହିତ ସମ୍ବନ୍ଧ ପୂର୍ବ ଅପେକ୍ଷା ବଢ଼ିଆ ହେବ। ଛାତ୍ରମାନେ ନୂଆ ଗତିବିଧିରେ ସାମିଲ ହୋଇପାରନ୍ତି।

    କୁମ୍ଭ: ସାମାଜିକ କାର୍ଯ୍ୟକ୍ରମରେ ଭାଗ ନେବାର ସୁଯୋଗ ପାଇବେ। ପ୍ରତିଷ୍ଠିତ ଲୋକଙ୍କ ସହିତ ସ˚ପର୍କ ସ୍ଥାପନ ହେବ। ଅଫିସରେ ଉଚ୍ଚ ଅଧିକାରୀଙ୍କ ରାୟ ନେଇ କାମ କରନ୍ତୁ; ଭଲ ଫଳାଫଳ ମିଳିବ। ପିଲା ଓ ପରିବାର ସହିତ ହସଖୁସି‌େର ସମୟ କଟିବ।

    ମୀନ: ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ ରହିବ। କର୍ମକ୍ଷେତ୍ରରେ ବୀରଙ୍କ ଭଳି ରହିବେ। ଆପଣଙ୍କ କାମକୁ ପ୍ରବନ୍ଧକର୍ତ୍ତା ପ୍ରଶ˚ସା କରିବେ। ଯିବାକୁ ଥିବା ଯାତ୍ରା କଲ୍ୟାଣକାରୀ ହେବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ ।

    ଚର୍ଚ୍ଚା news

    Share. Facebook Twitter WhatsApp

    Related Posts

    ଆଜିର ରାଶିଫଳ

    May 5, 2026 ରାଶିଫଳ

    ଆଜିର ରାଶିଫଳ :

    May 4, 2026 ଆଜିର ଖବର

    ଜାଣନ୍ତୁ ଆଜିର ରାଶିଫଳ ::

    May 2, 2026 ରାଶିଫଳ

    ଆଜିର ରାଶିଫଳ :

    April 28, 2026 ରାଶିଫଳ

    ଆଜିର ରାଶିଫଳ

    April 27, 2026 ରାଶିଫଳ

    ଜାଣନ୍ତୁ ଏ ସପ୍ତାହର ରାଶିଫଳ :

    April 26, 2026 ରାଶିଫଳ

    ଜାଣନ୍ତୁ ଆଜିର ରାଶିଫଳ…

    April 25, 2026 ରାଶିଫଳ

    ଆଜିର ରାଶିଫଳ

    April 23, 2026 ରାଶିଫଳ

    ଆଜିର ରାଶିଫଳ

    April 22, 2026 ରାଶିଫଳ

    ଆଜିର ରାଶିଫଳ ::

    April 19, 2026 ରାଶିଫଳ

    ଆଜିର ରାଶିଫଳ ::

    April 18, 2026 ରାଶିଫଳ

    ଆଜିର ରାଶିଫଳ ::

    April 17, 2026 ରାଶିଫଳ
    Watch YouTube

    You May Like

    ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ

    May 6, 2026

    ମେ ୮ରେ ଶପଥ ନେଇପାରନ୍ତି ବିଜୟ : କଂଗ୍ରେସର ସମର୍ଥନ ପରେ ସରକାର ଗଠନ ନେଇ ବିଜୟଙ୍କ ପଥ ପରିଷ୍କାର

    May 6, 2026

    ଭାରତୀୟ ଜାହାଜକୁ  ଆରବ ସାଗରରୁ ଉଦ୍ଧାର କଲା ପାକିସ୍ତାନ ନୌସେନା

    May 6, 2026

    ବ୍ୟାଙ୍କ ଋଣ ନ ଶୁଝିଲେ ଜବତ ହେବ ଘର ଜମି!

    May 6, 2026

    ଭୁବନେଶ୍ବର ଲକ୍ଷ୍ମୀସାଗର ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଦୁଇ ମୃତ

    May 6, 2026

    ସୁଧୀର ପାତ୍ର ହତ୍ୟା ମାମଲା : ମୁହଁ ଖୋଲିଲେ ସୁଧୀର ପାତ୍ରଙ୍କ ପତ୍ନୀ

    May 6, 2026

    ବାରିପଦାରେ ନିର୍ମମ ଦୁର୍ଘଟଣା: ବସ୍‌ଷ୍ଟାଣ୍ଡ ଭିତରେ ଦୌଡ଼ିଲା ବସ୍, ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ

    May 6, 2026

    ଉଦଳା ଡାକ୍ତରଖାନାରେ ଅନ୍ଧାର: ରୋଗୀ ସୁରକ୍ଷା ନେଇ ଗୁରୁତର ପ୍ରଶ୍ନ :

    May 6, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.