Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Friday, June 5
    Facebook X (Twitter) YouTube Instagram
    Trending
    • ବିଶ୍ୱ ପରିବେଶ ଦିବସ ଅବସରରେ ଗୁଣପୁର ବନ ବିଭାଗର ସଚେତନତା କାର୍ଯ୍ୟକ୍ରମ
    • କୋରାପୁଟ କେନ୍ଦ୍ର ସମବାୟ ବ୍ୟାଙ୍କ ର ଗୁଣପୁର,ପଦ୍ମପୁର ଓ ମୁନିଗୁଡ଼ା ଠାରେ ATM ଶୁଭ ଉଦଘାଟନ
    • ଦେବାଶିଷ ସାମନ୍ତରାୟଙ୍କୁ ବିଜେପି ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ନିଜର ପ୍ରାର୍ଥୀ ଭାବେ ଘୋଷଣା କରିଛି
    • ପୁଣିଥରେ ସାରା ବିଶ୍ୱ ସାମ୍ନାରେ ଉଦାହରଣ ସୃଷ୍ଟି କରିଛି ଓଡ଼ିଶା
    • ଆଜିର ରାଶିଫଳ
    • ଦିଲ୍ଲୀ ରେଷ୍ଟୁରାଣ୍ଟରେ ବଡ଼ଧରଣର ଅଗ୍ନିକାଣ୍ଡ : ୨୧ ଜୀବନ୍ତ ଦଗ୍ଧ :
    • ନିଟ୍ ବିବାଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
    • ହାତୀକୁଟରେ ବିଦ୍ୟୁତ ଆଘାତରେ ଜଣଙ୍କ ମୃତ୍ୟୁ ::
    • ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି :ରାୟଗଡ଼ରେ ନବନିଯୁକ୍ତ ୨୨ ଜଣ ଶିକ୍ଷକଙ୍କୁ ପଦସ୍ଥାପନ ପତ୍ର ପ୍ରଦାନ ::
    • ରାୟଗଡ଼ରେ ନବନିଯୁକ୍ତ ୨୨ ଜଣ ଶିକ୍ଷକଙ୍କୁ ପଦସ୍ଥାପନ ପତ୍ର ପ୍ରଦାନ ::
    • ମୌସୁମୀ ଆଗମନରେ ବିଳମ୍ବ : ଦେଶର ପାଗରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି ।
    • ଉପସାଗରରେ ବଡ଼ ବିସ୍ଫୋରଣ , ମାଲବାହୀ ଜାହାଜ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ
    • ଗର୍ଲଫ୍ରେଣ୍ଡ ପାଇଁ ମୋବାଇଲ ଲୁଟ୍‌ ! ୪ ନାବାଳକ ଅଟକ ::
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ରାଶିଫଳ»ଆଜିର ରାଶିଫଳ

    ଆଜିର ରାଶିଫଳ

    By Charcha NewsJune 4, 2026
    Share
    Facebook Twitter Email WhatsApp

    କେମିତି କାଟିବ ଆଜି ଆପଣମାନଙ୍କ ଦିନ

    ମେଷ : ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।

    ବୃଷ : ଆଜି ବାଣିଜ୍ୟ, ବ୍ୟବସାୟ ରେ ଆୟ ସ୍ୱଳ୍ପ ରହିବ । କର୍ମସ୍ଥାନରେ ସହକର୍ମୀଙ୍କ ସହ ମତାନ୍ତର ଓ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ କିମ୍ବା ତାଙ୍କ ସହ ମତଭେଦ ଘଟିପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।

    ମିଥୁନ : ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ପ୍ରକାଶ ପାଇବ । ମନ ଅସ୍ଥିର ରହିବ ଓ ପରିବାରରେ ବିବାଦ ଦେଖାଦେବ । ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଉପୁଜିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।

    କର୍କଟ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ରହିବ। କର୍ମସ୍ଥାନରେ ଉଚ୍ଚ ପ୍ରଶଂସିତ ହେବେ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ସହଧର୍ମିଣୀଙ୍କ ସହଯୋଗ ପାଇବେ ଓ ସ୍ତ୍ରୀ ହେତୁକ ଧନପ୍ରାପ୍ତିର ଯୋଗ ରହିଛି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀଙ୍କ ସେବା ଓ ପରିବାରର ସେବାରେ ଦିନଟି ବିତାଇବେ ।

    ସିଂହ : ଆଜି ସ୍ୱାସ୍ଥ୍ୟଗତ ସମସ୍ୟା ଓ ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ବାଦବିବାଦ ପ୍ରତି ସତର୍କ ରହିବେ ଓ ଗ୍ୟାସ ହିଟର ବ୍ୟବହାର କାଳରେ ସାବଧାନ ରହିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ ଓ କର୍ମରେ ଆଳସ୍ୟତା ଏବଂ ଅନାଗ୍ରହଭାବ ପ୍ରକାଶ ପାଇବ । ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇବେ ଓ ପରିବାରରେ ବିବାଦ ଦେଖାଦେଇପାରେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମ ପ୍ରତି ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।

    କନ୍ୟା: ଅପମାନ, ଅପଯଶ, ଅପବାଦ ପାଇପାରନ୍ତି। ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ସେମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଓ କର୍ମସ୍ଥାନରେ ବାଧାବିଘ୍ନ ଏବଂ ସହକର୍ମୀ, ଉପରିସ୍ଥ କର୍ମ•ରୀ ଅପମାନ ଦେଇପାରନ୍ତି । ବାପାମା’ଙ୍କ ସହ ମତାନ୍ତର କିମ୍ବା ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ । ମହିଳାମାନେ ପରିବାରରେ ଅସମ୍ମାନିତ ହେବେ ।

    ତୁଳା : ବନ୍ଧୁବାନ୍ଧବ, ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟଙ୍କ ସାହାଯ୍ୟ ଏବଂ ସହଯୋଗ ପାଇବେ। ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ ପ୍ରଶଂସିତ, ସଫଳତା ଓ ସୁବିଧା ସୁଯୋଗ ହାସଲ କରିବେ। ମୂଲ୍ୟବାନ ଧାତୁ, ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ସଫଳତା ପାଇବେ। ମହିଳାମାନେ ଅତିଥି ସତ୍କାର କରିବେ।

    ବିଛା : କର୍ମ ପ୍ରତି ଆଗ୍ରହ, ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବା ହେତୁ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ। ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି। ଭ୍ରାତୃ ଓ ଭଗ୍ନିଙ୍କର ସାହାଯ୍ୟ ଏବଂ ପରିବାରର ସାହାଯ୍ୟ ପାଇବେ।

    ଧନୁ : ଆର୍ଥିକ କ୍ଷତି, ବାଣିଜ୍ୟ ଓ ବ୍ୟବସାୟରେ କ୍ଷତି ପହଞ୍ଚିବ। କର୍ମର ଅନାଗ୍ରହ ଓ ବିଘ୍ନ ସୃଷ୍ଟି ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ ବା ଖରାପ ହୋଯାଇପାରେ । ଧନକୁ ନେଇ ବିବାଦ ଓ ପରିବାରରେ ଅଶାନ୍ତି ଦେଖାଦେବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ। ମହିଳାମାନେ ବଦଖର୍ଚ୍ଚି ହେବେ ।

    ମକର : ବ୍ୟୟ ହେଲେ ମଧ୍ୟ ଆଜି ଦିନରେ ସୁୁଖାଦ୍ୟ, ସୁବ୍ୟସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ। ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ କିଛି ବିଘ୍ନ ଘଟିପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ପରିବାରର ଆଦର ପାଇବେ ।

    କୁମ୍ଭ : ଅଟକିଥିବା କାମ ପୁଣି ଆରମ୍ଭ କରିବା ପାଇଁ ମନସ୍ଥ କରିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ଅଧିକ ହେବ । ବ୍ୟୟ ଭାର କମ୍‌ ରହିବ । ହୃତଧନ ଫେରିପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଗ୍ରହୀ ହେବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।

    ମୀନ : କର୍ମରେ ଉନ୍ନତି ଓ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ଆକସ୍ମିକ ଧନଲାଭ ଓ କୌଣସି ସୂତ୍ରରୁ ଧନପ୍ରାପ୍ତିର ଯୋଗ ରହିଛି । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିବା ପାଇଁ ଯୋଜନା କରିବେ । ବିଦ୍ୟାର୍ଥୀ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ ଆନନ୍ଦିତ ହେବେ ।

    ଚର୍ଚ୍ଚା news

    Share. Facebook Twitter WhatsApp

    Related Posts

    ଆଜିର ରାଶିଫଳ ::

    June 2, 2026 ରାଶିଫଳ

    ଆଜିର ରାଶିଫଳ :

    May 30, 2026 ରାଶିଫଳ

    ଆଜିର ରାଶିଫଳ

    May 27, 2026 ରାଶିଫଳ

    ଆଜିର ରାଶିଫଳ ::

    May 26, 2026 ରାଶିଫଳ

    +୨ ପରୀକ୍ଷାରେ ରାହାମା ଆଇ.ଟି.ସି. ଟି. ସାଇନ୍ସ ପଏଣ୍ଟରେ କୃତୀ ଛାତ୍ର ଛାତ୍ରୀଙ୍କୁ ସମ୍ବର୍ଦ୍ଧନା :

    May 25, 2026 ରାଶିଫଳ

    ଆଜିର ରାଶିଫଳ ::କେମିତି କାଟିବ ଆଜି ଆପଣମାନଙ୍କ ଦିନ :

    May 25, 2026 ରାଶିଫଳ

    ସେଲଫି ନେବାକୁ ଯାଇ ଜଳିଗଲେ ଡିପ୍ଲୋମା ଛାତ୍ର

    May 24, 2026 ରାଶିଫଳ

    ଆଜିର ରାଶିଫଳ

    May 24, 2026 ରାଶିଫଳ

    ଆଜିର ରାଶିଫଳ :

    May 17, 2026 ରାଶିଫଳ

    ଆଜିର ରାଶିଫଳ ::

    May 16, 2026 ରାଶିଫଳ

    ଆଜିର ରାଶିଫଳ :

    May 14, 2026 ରାଶିଫଳ

    ଆଜିର ରାଶିଫଳ ::

    May 13, 2026 ରାଶିଫଳ
    Watch YouTube

    You May Like

    ବିଶ୍ୱ ପରିବେଶ ଦିବସ ଅବସରରେ ଗୁଣପୁର ବନ ବିଭାଗର ସଚେତନତା କାର୍ଯ୍ୟକ୍ରମ

    June 5, 2026

    କୋରାପୁଟ କେନ୍ଦ୍ର ସମବାୟ ବ୍ୟାଙ୍କ ର ଗୁଣପୁର,ପଦ୍ମପୁର ଓ ମୁନିଗୁଡ଼ା ଠାରେ ATM ଶୁଭ ଉଦଘାଟନ

    June 5, 2026

    ଦେବାଶିଷ ସାମନ୍ତରାୟଙ୍କୁ ବିଜେପି ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ନିଜର ପ୍ରାର୍ଥୀ ଭାବେ ଘୋଷଣା କରିଛି

    June 5, 2026

    ପୁଣିଥରେ ସାରା ବିଶ୍ୱ ସାମ୍ନାରେ ଉଦାହରଣ ସୃଷ୍ଟି କରିଛି ଓଡ଼ିଶା

    June 5, 2026

    June 4, 2026

    ଆଜିର ରାଶିଫଳ

    June 4, 2026

    ଦିଲ୍ଲୀ ରେଷ୍ଟୁରାଣ୍ଟରେ ବଡ଼ଧରଣର ଅଗ୍ନିକାଣ୍ଡ : ୨୧ ଜୀବନ୍ତ ଦଗ୍ଧ :

    June 3, 2026

    ନିଟ୍ ବିବାଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

    June 3, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.