Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Thursday, April 9
    Facebook X (Twitter) YouTube Instagram
    Trending
    • ବିମାନ ଦୁର୍ଘଟଣାର ଆସିଲା ତଦନ୍ତ ରିପୋର୍ଟ ଇନ୍ଧନ କମିଯିବାରୁ କାମକରି ନଥିଲା ଇଞ୍ଜିନ ::
    • PNG: ୨ ବର୍ଷରେ କେବଳ ୨୫ ଶହ ଘରକୁ ପିଏନ୍‌ଜି ସଂଯୋଗ ::
    • ବର୍ଜ୍ୟମୁକ୍ତ ଭୁବନେଶ୍ୱର ପାଇଁ ଆବାସିକ ସଂଗଠନର ସହଯୋଗ ଲୋଡିଲା ବିଏମ୍ ସି :;
    • ବିଏମ୍ ସିର ଗଳିକନ୍ଦିରୁ ବର୍ଜ୍ୟ ସଂଗ୍ରହ ପାଇଁ ଲୋକାର୍ପିତ ହେଲା ତିନି ଚକିଆ ସଫେଇ ଟ୍ରଲି :;
    • ଓଡ଼ିଆ ପକ୍ଷ : ରକ୍ତଦାନ ଅଭିଯାନରେ ୬,୪୪୧ ୟୁନିଟ ରକ୍ତ ସଂଗ୍ରହ ::
    • କଟକର ରାମଦାସପୁରରେ ପେଜ୍ ଇଣ୍ଡଷ୍ଟ୍ରିଜ୍‌ର ଆପାରେଲ୍ ୟୁନିଟ୍ ଉଦ୍‌ଘାଟିତ – ରାଜ୍ୟରେ ଶିଳ୍ପାୟନ ଓ ନିଯୁକ୍ତିରେ ନୂଆ ଅଧ୍ୟାୟ ::
    • ଉଦଳା ୧୨ ନମ୍ବର ୱାର୍ଡ ରେ ବର୍ଷାରେ ବୁଡିଗଲା ମଟନ-ଚିକେନ ମାର୍କେଟ :
    • ରାଜ୍ୟ ପୋଲିସ ମୁଖ୍ୟାଳୟ :;
    • ଆରଏସସିଏଲ୍ (RSCL) କାର୍ଯ୍ୟକାରୀ କମିଟିର ବୈଠକ:
    • ଜାଣନ୍ତୁ ଆଜିର ରାଶିଫଳ :;
    • ଭୁବନେଶ୍ୱର ମେଟ୍ରୋ ରେଳବାଇ ପ୍ରକଳ୍ପର ଅକାଳ ମୃତ୍ୟୁ
    • ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଗଞ୍ଜାମ ଜିଲ୍ଲାର କୋଦଳା ସ୍ଥିତ କମ୍ୟୁନିଟି ହେଲ୍ଥ ସେଣ୍ଟର (ସିଏଚସି) ରେ ଘଟିଥିବା ଏକ ବ୍ୟାପକ ଆର୍ଥିକ ଅନିୟମିତତାକୁ ପ୍ରକାଶ କରାଯାଇଛି ।
    • ଗ୍ୟାସ୍‌ କଳାବଜାରୀ ଉପରେ ଧରଣର ଚଢ଼ାଉ ;
    • ୭ ବର୍ଷ ପରେ ଭାରତ ଆସୁଛି ଇରାନରୁ ତେଲ ::
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ରାଜ୍ୟ»ଆରଏସସିଏଲ୍ (RSCL) କାର୍ଯ୍ୟକାରୀ କମିଟିର ବୈଠକ:

    ଆରଏସସିଏଲ୍ (RSCL) କାର୍ଯ୍ୟକାରୀ କମିଟିର ବୈଠକ:

    By Charcha NewsApril 9, 2026
    Share
    Facebook Twitter Email WhatsApp

    ସ୍ଥାୟୀତ୍ୱ, ରାଜସ୍ୱ ବୃଦ୍ଧି ଏବଂ ପ୍ରକଳ୍ପ ସମାପ୍ତି ଉପରେ ଗୁରୁତ୍ୱ

    ରାଉରକେଲା ସ୍ମାର୍ଟ ସିଟି ଲିମିଟେଡ୍ (RSCL) ର କାର୍ଯ୍ୟକାରୀ କମିଟି ବୈଠକ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଖାରବେଳ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ସହରର ପ୍ରକଳ୍ପ ରୂପାୟନଠାରୁ ଆରମ୍ଭ କରି ଦୀର୍ଘକାଳୀନ ସ୍ଥାୟୀତ୍ୱ ଏବଂ ସମ୍ପତ୍ତି ପରିଚାଳନା ଭଳି ପ୍ରମୁଖ ରଣନୈତିକ ବିଷୟ ଉପରେ ଆଲୋଚନା କରାଯାଇଥିଲା। ଆରଏସସିଏଲ୍‌ର ସିଇଓ ଦୀନା ଦସ୍ତଗୀର ଆଲୋଚନା ଏବଂ ଅନୁମୋଦନ ପାଇଁ କାର୍ଯ୍ୟସୂଚୀ ଉପସ୍ଥାପନ କରିଥିଲେ।

    ବୈଠକରେ ₹୧୦୬ କୋଟି ନିବେଶରେ ନିର୍ମିତ ଆଇସିସିସି ପ୍ରକଳ୍ପ ଆଲୋଚନା ହୋଇଥିଲା। ବର୍ତ୍ତମାନ ସୁଦ୍ଧା ସହରର ୧୦୯ଟି ସ୍ଥାନରେ ୫୯୪ଟି ସର୍ଭେଲାନ୍ସ କ୍ୟାମେରା କାର୍ଯ୍ୟକ୍ଷମ ହୋଇସାରିଛି। ଟ୍ରାଫିକ ପ୍ରବର୍ତ୍ତନ ଏବଂ ସହରର ଶାସନ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ନ୍ୟାସନାଲ ଇନଫର୍ମାଟିକ୍ସ ସେଣ୍ଟର ସହାୟତାରେ ସ୍ୱୟଂଚାଳିତ ଇ-ଚାଲାଣ ବ୍ୟବସ୍ଥା କାର୍ଯ୍ୟକାରୀ କରିବା ଦିଗରେ ପଦକ୍ଷେପ ନିଆଯାଉଛି।

    ଆର୍ଥିକ ସ୍ଥାୟୀତ୍ୱ ଉପରେ ଗୁରୁତ୍ୱ ଦେଇ ଶ୍ରୀମତୀ ପାଢ଼ୀ ଏହା ଅଧିନରେ ଥିବା ସମ୍ପତ୍ତି, ଜମିଜମା ସଠିକ୍ ଉପଯୋଗ ଏବଂ ଅଭିନବ ଉପାୟରେ ରାଜସ୍ୱ ଆଦାୟ କରିବାକୁ ପରାମର୍ଶ ଦେଇଛନ୍ତି। ସମ୍ପୂର୍ଣ୍ଣ ହୋଇଥିବା ସ୍ମାର୍ଟ ସିଟି ସମ୍ପତ୍ତିଗୁଡ଼ିକରୁ ବର୍ତ୍ତମାନ ବାର୍ଷିକ ୪.୧୩ କୋଟି ରାଜସ୍ୱ ମିଳୁଛି, ଯାହାକି ସଂସ୍ଥାର ପରିଚାଳନା ଏବଂ ପ୍ରତିଷ୍ଠା ଖର୍ଚ୍ଚରେ ସହାୟକ ହେଉଛି।

    ବିଳମ୍ବରେ ଚାଲିଥିବା ପ୍ରକଳ୍ପଗୁଡ଼ିକ ଉପରେ କଠୋର ଆଭିମୁଖ୍ୟ ଗ୍ରହଣ କରି କମିଟି ଅଡିଟୋରିୟମ୍ ଏବଂ କନଭେନସନ ହଲ୍ ପ୍ରକଳ୍ପର ବାକି ଥିବା କାର୍ଯ୍ୟକୁ ‘ଡିସ୍କୋପ୍’ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ପ୍ରକଳ୍ପର ବର୍ତ୍ତମାନ ସୁଦ୍ଧା ୪୫% କାର୍ଯ୍ୟ ଶେଷ ହୋଇଥିବା ବେଳେ, ଅବଶିଷ୍ଟ କାର୍ଯ୍ୟ ସମ୍ପୃକ୍ତ ଏଜେନ୍ସିର ରିସ୍କରେ ଶେଷ କରାଯିବ।

    ଉଦିତ ନଗର ମାର୍କେଟ କମ୍ପ୍ଲେକ୍ସ ଏବଂ ମଲ୍ଟି-ଲେଭଲ୍ କାର୍ ପାର୍କିଂ ଭଳି ଚାଲୁ ରହିଥିବା ପ୍ରକଳ୍ପଗୁଡ଼ିକୁ ସୁଚାରୁରୂପେ ସମ୍ପୂର୍ଣ୍ଣ କରିବା ପାଇଁ ସ୍ପେଶାଲ ପର୍ପସ ଭେହିକିଲର କାର୍ଯ୍ୟକାଳ ବୃଦ୍ଧି କରିବା ସହ ପ୍ରମୁଖ ଅଧିକାରୀ ଓ ପରାମର୍ଶଦାତାମାନଙ୍କ ନିୟୋଜନ ଅବଧି ବଢ଼ାଇବାକୁ ପ୍ରସ୍ତାବ ଦିଆଯାଇଛି।

    ରାଉରକେଲାକୁ ଏକ ସ୍ଥାୟୀ, ଦକ୍ଷ ଏବଂ ନାଗରିକ-କୈନ୍ଦ୍ରିକ ସହର ଭାବରେ ଗଢ଼ିତୋଳିବା ପାଇଁ ଆରଏସସିଏଲ୍‌ ପ୍ରତିବଦ୍ଧତାକୁ ଏହି ବୈଠକରେ ଦୋହରାଯାଇଛି ।

    ଚର୍ଚ୍ଚା news

    Share. Facebook Twitter WhatsApp

    Related Posts

    ବିମାନ ଦୁର୍ଘଟଣାର ଆସିଲା ତଦନ୍ତ ରିପୋର୍ଟ ଇନ୍ଧନ କମିଯିବାରୁ କାମକରି ନଥିଲା ଇଞ୍ଜିନ ::

    April 9, 2026 ରାଜ୍ୟ

    PNG: ୨ ବର୍ଷରେ କେବଳ ୨୫ ଶହ ଘରକୁ ପିଏନ୍‌ଜି ସଂଯୋଗ ::

    April 9, 2026 ଆଜିର ଖବର

    ବର୍ଜ୍ୟମୁକ୍ତ ଭୁବନେଶ୍ୱର ପାଇଁ ଆବାସିକ ସଂଗଠନର ସହଯୋଗ ଲୋଡିଲା ବିଏମ୍ ସି :;

    April 9, 2026 ଆଜିର ଖବର

    ବିଏମ୍ ସିର ଗଳିକନ୍ଦିରୁ ବର୍ଜ୍ୟ ସଂଗ୍ରହ ପାଇଁ ଲୋକାର୍ପିତ ହେଲା ତିନି ଚକିଆ ସଫେଇ ଟ୍ରଲି :;

    April 9, 2026 ଆଜିର ଖବର

    ଓଡ଼ିଆ ପକ୍ଷ : ରକ୍ତଦାନ ଅଭିଯାନରେ ୬,୪୪୧ ୟୁନିଟ ରକ୍ତ ସଂଗ୍ରହ ::

    April 9, 2026 ରାଜ୍ୟ

    କଟକର ରାମଦାସପୁରରେ ପେଜ୍ ଇଣ୍ଡଷ୍ଟ୍ରିଜ୍‌ର ଆପାରେଲ୍ ୟୁନିଟ୍ ଉଦ୍‌ଘାଟିତ – ରାଜ୍ୟରେ ଶିଳ୍ପାୟନ ଓ ନିଯୁକ୍ତିରେ ନୂଆ ଅଧ୍ୟାୟ ::

    April 9, 2026 ଆଜିର ଖବର

    ଉଦଳା ୧୨ ନମ୍ବର ୱାର୍ଡ ରେ ବର୍ଷାରେ ବୁଡିଗଲା ମଟନ-ଚିକେନ ମାର୍କେଟ :

    April 9, 2026 ରାଜ୍ୟ

    ଭୁବନେଶ୍ୱର ମେଟ୍ରୋ ରେଳବାଇ ପ୍ରକଳ୍ପର ଅକାଳ ମୃତ୍ୟୁ

    April 8, 2026 ଆଜିର ଖବର

    ଗ୍ୟାସ୍‌ କଳାବଜାରୀ ଉପରେ ଧରଣର ଚଢ଼ାଉ ;

    April 8, 2026 ଅପରାଧ

    ଆଜିଠୁ ପୁଣି ଖୋଲିବ କାଳିଆ ସାଆନ୍ତଙ୍କ ରତ୍ନଭଣ୍ଡାର ::

    April 8, 2026 ଆଜିର ଖବର

    ଓଡ଼ିଆ ବର୍ଣ୍ଣବୋଧ ଓ ଶିଶୁ ଲେଖା ପୁସ୍ତକ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବଣ୍ଟନ ହୋଇଛି |

    April 8, 2026 ଆଜିର ଖବର

    ରାଜ୍ୟସ୍ତରୀୟ ବଜେଟ ସଚେତନତା କର୍ମଶାଳା ::

    April 8, 2026 ଆଜିର ଖବର
    Watch YouTube

    You May Like

    ବିମାନ ଦୁର୍ଘଟଣାର ଆସିଲା ତଦନ୍ତ ରିପୋର୍ଟ ଇନ୍ଧନ କମିଯିବାରୁ କାମକରି ନଥିଲା ଇଞ୍ଜିନ ::

    April 9, 2026

    PNG: ୨ ବର୍ଷରେ କେବଳ ୨୫ ଶହ ଘରକୁ ପିଏନ୍‌ଜି ସଂଯୋଗ ::

    April 9, 2026

    ବର୍ଜ୍ୟମୁକ୍ତ ଭୁବନେଶ୍ୱର ପାଇଁ ଆବାସିକ ସଂଗଠନର ସହଯୋଗ ଲୋଡିଲା ବିଏମ୍ ସି :;

    April 9, 2026

    ବିଏମ୍ ସିର ଗଳିକନ୍ଦିରୁ ବର୍ଜ୍ୟ ସଂଗ୍ରହ ପାଇଁ ଲୋକାର୍ପିତ ହେଲା ତିନି ଚକିଆ ସଫେଇ ଟ୍ରଲି :;

    April 9, 2026

    ଓଡ଼ିଆ ପକ୍ଷ : ରକ୍ତଦାନ ଅଭିଯାନରେ ୬,୪୪୧ ୟୁନିଟ ରକ୍ତ ସଂଗ୍ରହ ::

    April 9, 2026

    କଟକର ରାମଦାସପୁରରେ ପେଜ୍ ଇଣ୍ଡଷ୍ଟ୍ରିଜ୍‌ର ଆପାରେଲ୍ ୟୁନିଟ୍ ଉଦ୍‌ଘାଟିତ – ରାଜ୍ୟରେ ଶିଳ୍ପାୟନ ଓ ନିଯୁକ୍ତିରେ ନୂଆ ଅଧ୍ୟାୟ ::

    April 9, 2026

    ଉଦଳା ୧୨ ନମ୍ବର ୱାର୍ଡ ରେ ବର୍ଷାରେ ବୁଡିଗଲା ମଟନ-ଚିକେନ ମାର୍କେଟ :

    April 9, 2026

    ରାଜ୍ୟ ପୋଲିସ ମୁଖ୍ୟାଳୟ :;

    April 9, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.