Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Thursday, May 7
    Facebook X (Twitter) YouTube Instagram
    Trending
    • କଟକରେ ଫରେଷ୍ଟ ୱିଙ୍ଗର ବଡ଼ ଆକ୍ସନ : ୧୩୪ କ୍ୟୁବିକ୍ ଫୁଟ୍‌ କାଠ ଜବତ :
    • ଥାଲାପତି ମୁଖ୍ୟମନ୍ରୀ ହେବେ ବୋଲି ୨ ବର୍ଷ ତଳୁ ଥିଲା ଇସାରା ! ଭାଇରାଲ ହେଲା କାର୍ ନମ୍ବର ::
    • ଆସନ୍ତା କ୍ୟାବିନେଟରେ ଆସିପାରେ ପେସା ଆଇନ ପ୍ରସ୍ତାବ, ଆଦିବାସୀଙ୍କ ଅଧିକାରକୁ ମିଳିବ ସୁରକ୍ଷା
    • ବ୍ୟାଙ୍କ ଟଙ୍କାରେ ସୁନା, ଡ୍ରୋନ୍‌ ଓ ଲଗ୍ଜୁରୀ ସାମଗ୍ରୀ ! ଭିଜିଲାନ୍ସ ଜାଲରେ ଠକ ଯୁଗଳ :
    • ଆରମ୍ଭ ହେଲା ମହାନଦୀ ବଞ୍ଚାଅ ଆନ୍ଦୋଳନର ::
    • ଅପେରସନ୍‌ ସିନ୍ଦୁରକୁ ପୂରିଲା ବର୍ଷେ
    • କଟକ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପକୁ ନେଇ ଅନିଶ୍ଚିତତା
    • କେନ୍ଦ୍ରାପଡ଼ାରେ ଭୟଙ୍କର ଅଗ୍ନିକାଣ୍ଡ :
    • ରାମନାଗୁଡା ବ୍ଲକରେ ପଞ୍ଚାୟତିରାଜ ମନ୍ତ୍ରୀ: ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦଘାଟନ
    • ଆଜିର ରାଶିଫଳ
    • ବଜାରରୁ ସମ୍ପୂର୍ଣ୍ଣ ନିଷେଧ ହେବ ସିନ୍ଥେଟିକ୍ ପନିର,
    • ଇରାନରେ ଭୟଙ୍କର ଅଗ୍ନିକାଣ୍ଡସପିଂ ସେଣ୍ଟରରେ ୮ ଜୀବନ୍ତ ଦଗ୍ଧ, ୩୬ ଆହତ
    • ହିଞ୍ଜିଳି ହତ୍ୟାକାଣ୍ଡକୁ ନେଇ ସରଗରମ ରାଜନୀତି
    • ଆକାଶରେ ଜରୁରୀ ସ୍ଥିତିସୃଷ୍ଟି ::
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ଆଜିର ଖବର»ଉପଖଣ୍ଡସ୍ତରୀୟ କୄଷି ଯନ୍ତ୍ରପାତି ମେଳା – ୨୦୨୫ ଉଦ୍‌ଘାଟିତରବିନ୍ଦ୍ର ନାଥ ମହାପାତ୍ର

    ଉପଖଣ୍ଡସ୍ତରୀୟ କୄଷି ଯନ୍ତ୍ରପାତି ମେଳା – ୨୦୨୫ ଉଦ୍‌ଘାଟିତରବିନ୍ଦ୍ର ନାଥ ମହାପାତ୍ର

    By Charcha NewsDecember 10, 2025
    Share
    Facebook Twitter Email WhatsApp

    Date 10 12 25

    କୄଷି ଓ କୄଷକ ସଶକ୍ତିକରଣ ବିଭାଗ ଦ୍ୱାରା ଆୟୋଜିତ ତ୍ରିବସୀୟ ରାୟଗଡ଼ା ଜିଲ୍ଲା ଗୁଣପୁର ଠାରେ ଆଜି ଉପଖଣ୍ଡସ୍ତରୀୟ କୄଷି ଯନ୍ତ୍ରପାତି ମେଳା –୨୦୨୫ ସ୍ଥାନୀୟ ବାଳକ ଉଚ୍ଚ ବିଦ୍ୟାଳୟ ପଡ଼ିଆ,ଠାରେ ଆୟୋଜିତ କରାଯାଇଛି ।ଆୟୋଜିତ କାର୍ଯ୍ୟକ୍ରମରେ ଅତିଥି ଓ ଅଧିକାରୀଙ୍କ ଦ୍ୱାରା ପ୍ରଦୀପ ପ୍ରଜ୍ଜ୍ୱଳନ ଓ ବେଦ ମନ୍ତ୍ରପାଠ ପୂର୍ବକ ଉଦ୍‌ଘାଟିତ ହୋଇଯାଇଛି ।
    ଡ଼ିସେମ୍ବର ୧୦ ତାରିଖରୁ ୧୨ ତାରିଖ ପର୍ଯ୍ୟନ୍ତ ଆୟୋଜିତ ଏହି ମେଳାର ପ୍ରଥମ ଦିବସରେ ମୁଖ୍ୟ ଅତିଥି ରୂପେ ଶ୍ରୀମତୀ ମମତା ଗୌଡ଼ – ଅଧ୍ୟକ୍ଷା, ଗୁଣପୁର ପୌର ପରିଷଦ, ସମ୍ମାନିତ ଅତିଥି, ଶ୍ରୀମତୀ ଝିଲ୍ଲୀ ଶବର ଅଧ୍ୟକ୍ଷା, PS- ଗୁଣପୁର, ଶ୍ରୀମତୀ ମଣିମାଳା ଶବର ଅଧ୍ୟକ୍ଷା PS: ପଦ୍ମପୁର , ଶ୍ରୀ ରମେଶ ଚନ୍ଦ୍ର ସାହୁ, ଉପାଦକ୍ଷ PS- ପଦ୍ମପୁର ଯୋଗ ଦେଇଥିଲେ । ପ୍ରଥମେ ଶ୍ରୀ ଦିବ୍ୟ ସ୍ୱରୂପ, ପଣ୍ଡା କୃଷି ଜିଲ୍ଲା ଅଧିକାରୀ, ଗୁଣପୁର ଙ୍କ ସ୍ୱାଗତ ଅଭିଭାଷଣ ପରେ ଶଶ୍ରୀ ସନ୍ତୋଷ କୁମାର ମିଶ୍ର, ନିର୍ବାହୀ ଯନ୍ତ୍ରୀ, ରାୟଗଡ଼ା ମେଳାର ଉଦେଶ୍ୟ ଜ୍ଞାପନ କରିଥିଲେ l
    ନୂତନ ଜ୍ଞାନ କୌଶଳ ଓ କୃଷି ଯନ୍ତ୍ରପାତି ବ୍ୟବହାର କରି ଚାଷୀର କିପରି ସର୍ବାଙ୍ଗୀନ ଉନ୍ନତି ସାଧନ ହେବ ସେଥିପ୍ରତି ମୂଖ୍ୟ ଅତିଥି ଓ ସମ୍ମାନିତ ଅତିଥି ଆଲୋକପାତ କରିଥିଲେ । କୃଷକ ପାଠଶାଳା ଆଲୋଚନା ଚକ୍ରରେ ଡ଼.ପ୍ରଶାନ୍ତ କୁମାର ପଣ୍ଡା, ବରିଷ୍ଠ ବୈଜ୍ଞାନିକ NCRS ଓ ଡ. ସୁସ୍ମିତା ମହାନ୍ତି, ବରିଷ୍ଠ ବୈଜ୍ଞାନିକ ଏବଂ ମୁଖ୍ୟ, କୃଷି ବିଜ୍ଞାନ କେନ୍ଦ୍ର, ରାୟଗଡ଼ା ଭାଗ ନେଇ ଉପସ୍ଥିତ କୃଷକ ମାନଙ୍କୁ ମିଲେଟ ଓ ହରଡ ସ୍ମାର୍ଟ ଫାର୍ମିଙ୍ଗ୍ ମାଧ୍ୟମରେ କିପରି ଚାଷ କରିହେବ ବୁଝାଇଥିଲେ ।
    ଏହି ମେଳାରେ ମୋଟ ୩୨ଟି ପ୍ରଦର୍ଶନୀ ଷ୍ଟଲ୍‌ ମଧ୍ୟରୁ 21 ଗୋଟି ଷ୍ଟଲ୍ ମଧ୍ୟରେ ବିଭିନ୍ନ ପ୍ରକାର କୃଷି ଯନ୍ତ୍ରପାତି ଯଥା:- କମ୍ବାଇନ୍ ହାରଭେଷ୍ଟର୍‌, ଟ୍ରାକ୍ଟର୍, ପାୱାର୍ ଟିଲର୍, ଟ୍ରାନ୍ସ ପ୍ଲାଣ୍ଟର , ପାଵାର୍ ଥ୍ରେସର , ରିପର୍, ବିଭିନ୍ନ ପମ୍ପସେଟ୍ ପ୍ରଭୃତି ସ୍ୱୀକୃତି ପ୍ରାପ୍ତ ଡ଼ିଲର୍‌ ମାନଙ୍କ ଦ୍ୱାରା ପ୍ରଦର୍ଶିତ କରାଯାଇଥିଲା । ବିଭିନ୍ନ ଷ୍ଟଲ୍‌ ଗୁଡ଼ିକ ଆକର୍ଷଣର କେନ୍ଦ୍ରବିନ୍ଦୁ ହୋଇଥିଲା । ବିଭାଗୀୟ ଷ୍ଟଲ୍‌ ମାଧ୍ୟମରେ କୃଷି ଯନ୍ତ୍ରପାତି ପାଇଁ ସରକାରୀ ଆର୍ଥିକ ସହାୟତାର ସଚେତନତା, କାର୍ଯ୍ୟକାରୀ ହେଉଥିବା ଯୋଜନା ଗୁଡ଼ିକର ପ୍ରଚାର ପ୍ରସାର, ବ୍ୟାଙ୍କ୍ଋଣ ମାଧ୍ୟମରେ କୃଷି ଯନ୍ତ୍ରପାତି କ୍ରୟ, ତତ୍‌କାଳ ବୁକିଂ ବ୍ୟବସ୍ଥା, ଅଗ୍ରୀମ ରିହାତି ପାଇଁ e-RUPI ର ବ୍ୟବହାର ପ୍ରଭୃତି ମାଧ୍ୟମରେ ମୂଲ୍ୟବାନ ପରାମର୍ଶ ଦିଆଯାଇଥିଲା।
    ମେଳାର ପ୍ରଥମ ଦିନରେ ଗୁଣପୁର, ପଦ୍ମପୁର ଓ ମୁନିଗୁଡ଼ା ବ୍ଲକ୍‌ରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ଚାଷର ଉନ୍ନତି କରିଥିବା ୧୨ଜଣ ଚାଷୀଙ୍କୁ ସମ୍ମାନୀତ କରାଯାଇଥିଲା ।

     ଅପରାହ୍ନରେ ବିଭିନ୍ନ ସ୍ଥାନରୁ ଆସିଥିବା କଳାକାର ମାନଙ୍କ ଦ୍ୱାରା ପରିବେଷଣ କରିଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ମେଳାକୁ ଅଧିକ ଆକର୍ଷଣ କରିଥିଲା ଓ ସମସ୍ତ କଳାକାର ମାନଙ୍କୁ ମାନପତ୍ର ଓ ମୋମେଂଟୋ ପ୍ରଦାନ କରି  ସମ୍ମାନିତ କରାଯାଇଥିଲା । ସୁଶ୍ରୀ ଭାଗ୍ୟଶ୍ରୀ ମଲ୍ଲିକ, ସହକାରୀ କୃଷି ଯନ୍ତ୍ରୀ, ରାମନାଗୁଡ଼ା ଓ ଶ୍ରୀ ଉତ୍ତମ କୁମାର ଦାଶ, ସହକାରୀ ବୈଷୟିକ ପରିଚାଳକ,ମୁନିଗୁଡ଼ା ମଞ୍ଚ ପରିଚାଳନା କରିଥିଲେ । ଶେଷରେ ଶ୍ରୀ ପ୍ରକାଶ ଚନ୍ଦ୍ର ବେହେରା, କୃଷି ଜିଲ୍ଲା ଅଧିକାରୀ, ମୁନିଗୁଡ଼ା ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ରାୟଗଡା ଶ୍ରୀ S K Ahesan ଙ୍କ ତତ୍ତ୍ଵାବଧାନରେ କୃଷି ଜିଲ୍ଲା ଗୁଣୁପୁର ଏବଂ ମୁନିଗୁଡ଼ା ର ସମସ୍ତ ଅଧିକାରୀ ଓ କର୍ମକର୍ତ୍ତା ସହଯୋଗ କରିଥିଲେ l
    Share. Facebook Twitter WhatsApp

    Related Posts

    କଟକରେ ଫରେଷ୍ଟ ୱିଙ୍ଗର ବଡ଼ ଆକ୍ସନ : ୧୩୪ କ୍ୟୁବିକ୍ ଫୁଟ୍‌ କାଠ ଜବତ :

    May 7, 2026 ଆଜିର ଖବର

    ଥାଲାପତି ମୁଖ୍ୟମନ୍ରୀ ହେବେ ବୋଲି ୨ ବର୍ଷ ତଳୁ ଥିଲା ଇସାରା ! ଭାଇରାଲ ହେଲା କାର୍ ନମ୍ବର ::

    May 7, 2026 ଆଜିର ଖବର

    ଆସନ୍ତା କ୍ୟାବିନେଟରେ ଆସିପାରେ ପେସା ଆଇନ ପ୍ରସ୍ତାବ, ଆଦିବାସୀଙ୍କ ଅଧିକାରକୁ ମିଳିବ ସୁରକ୍ଷା

    May 7, 2026 ଆଜିର ଖବର

    ଆରମ୍ଭ ହେଲା ମହାନଦୀ ବଞ୍ଚାଅ ଆନ୍ଦୋଳନର ::

    May 7, 2026 ଆଜିର ଖବର

    ଅପେରସନ୍‌ ସିନ୍ଦୁରକୁ ପୂରିଲା ବର୍ଷେ

    May 7, 2026 ଆଜିର ଖବର

    କଟକ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପକୁ ନେଇ ଅନିଶ୍ଚିତତା

    May 7, 2026 ଆଜିର ଖବର

    କେନ୍ଦ୍ରାପଡ଼ାରେ ଭୟଙ୍କର ଅଗ୍ନିକାଣ୍ଡ :

    May 7, 2026 ଆଜିର ଖବର

    ରାମନାଗୁଡା ବ୍ଲକରେ ପଞ୍ଚାୟତିରାଜ ମନ୍ତ୍ରୀ: ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦଘାଟନ

    May 7, 2026 ଆଜିର ଖବର

    ଇରାନରେ ଭୟଙ୍କର ଅଗ୍ନିକାଣ୍ଡସପିଂ ସେଣ୍ଟରରେ ୮ ଜୀବନ୍ତ ଦଗ୍ଧ, ୩୬ ଆହତ

    May 6, 2026 ଅର୍ଥନୀତି

    ହିଞ୍ଜିଳି ହତ୍ୟାକାଣ୍ଡକୁ ନେଇ ସରଗରମ ରାଜନୀତି

    May 6, 2026 ଆଜିର ଖବର

    ଆକାଶରେ ଜରୁରୀ ସ୍ଥିତିସୃଷ୍ଟି ::

    May 6, 2026 ଆଜିର ଖବର

    ପାକିସ୍ତାନକୁ ଝଟ୍‌କା ଦେଲା ଟ୍ରମ୍ପପ୍ରଶାସନ :

    May 6, 2026 ଆଜିର ଖବର
    Watch YouTube

    You May Like

    କଟକରେ ଫରେଷ୍ଟ ୱିଙ୍ଗର ବଡ଼ ଆକ୍ସନ : ୧୩୪ କ୍ୟୁବିକ୍ ଫୁଟ୍‌ କାଠ ଜବତ :

    May 7, 2026

    ଥାଲାପତି ମୁଖ୍ୟମନ୍ରୀ ହେବେ ବୋଲି ୨ ବର୍ଷ ତଳୁ ଥିଲା ଇସାରା ! ଭାଇରାଲ ହେଲା କାର୍ ନମ୍ବର ::

    May 7, 2026

    ଆସନ୍ତା କ୍ୟାବିନେଟରେ ଆସିପାରେ ପେସା ଆଇନ ପ୍ରସ୍ତାବ, ଆଦିବାସୀଙ୍କ ଅଧିକାରକୁ ମିଳିବ ସୁରକ୍ଷା

    May 7, 2026

    ବ୍ୟାଙ୍କ ଟଙ୍କାରେ ସୁନା, ଡ୍ରୋନ୍‌ ଓ ଲଗ୍ଜୁରୀ ସାମଗ୍ରୀ ! ଭିଜିଲାନ୍ସ ଜାଲରେ ଠକ ଯୁଗଳ :

    May 7, 2026

    ଆରମ୍ଭ ହେଲା ମହାନଦୀ ବଞ୍ଚାଅ ଆନ୍ଦୋଳନର ::

    May 7, 2026

    ଅପେରସନ୍‌ ସିନ୍ଦୁରକୁ ପୂରିଲା ବର୍ଷେ

    May 7, 2026

    କଟକ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପକୁ ନେଇ ଅନିଶ୍ଚିତତା

    May 7, 2026

    କେନ୍ଦ୍ରାପଡ଼ାରେ ଭୟଙ୍କର ଅଗ୍ନିକାଣ୍ଡ :

    May 7, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.