Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Wednesday, April 22
    Facebook X (Twitter) YouTube Instagram
    Trending
    • ସିପିଆଇ (ଏମଏଲ) ଲିବରେସନ ର ୫୮ ତମ ପାର୍ଟି ପ୍ରତିଷ୍ଠା ଦିବସ ପାଳନ
    • ସିପିଆଇ (ଏମଏଲ) ଲିବରେସନ ର ୫୮ ତମ ପାର୍ଟି ପ୍ରତିଷ୍ଠା ଦିବସ ପାଳନ
    • ଜଗତସିଂହପୁରରେ ଚଞ୍ଚଳକର ଘଟଣା: ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ ::
    • ପାଣି ପାଇଁ ରାସ୍ତା ରୋକ୍ :
    • କୋଣାର୍କ ସୂର୍ଯ୍ୟମନ୍ଦିରରୁ ଖୁବଶୀଘ୍ର କଢ଼ାଯିବ ବାଲି,ଆଇଆଇଟି ମାଡ୍ରାସ ଲ୍ୟାବର ରିପୋର୍ଟ ପରେ ଏଏସ୍‌ଆଇ ଆରମ୍ଭ କଲା ବାଲିକଢ଼ା ପ୍ରକ୍ରିୟା
    • ଜନଗଣନା କର୍ମଚାରୀଙ୍କ ସୁରକ୍ଷା ନେଇ ସରକାର ଚିନ୍ତିତ, ଜିଲ୍ଲାପାଳଙ୍କୁ ଜରୁରୀ ନିର୍ଦ୍ଦେଶ :
    • ପୁରୀ ସିଂହଦ୍ୱାର ଗୁମୁଟରୁ ଅପସାରଣ ହୋଇଥିବା ଦଶାବତାର ମୂର୍ତ୍ତି ପୁନଃ ସ୍ଥାପନ ପ୍ରସଙ୍ଗରେ ଏବେ ନୂଆ ଗତି ଆସିଛି। ଏହାକୁ ପୁନଃ ସ୍ଥାପନ କରାଯିବା ପ୍ରସ୍ତାବ ଉପରେ ମୁକ୍ତି ମଣ୍ଡପ ପଣ୍ଡିତ ସଭାର ସ୍ଥାୟୀ :
    • ଶ୍ରୀମନ୍ଦିର ସିଂହଦ୍ବାର ଗୁମୁଟରୁ ଅପସାରଣ କରାଯାଇଥିବା ଦଶାବତାର ମୂର୍ତ୍ତି ପୁନଃ ଅବସ୍ଥାପନ କରାଯିବା ପ୍ରସ୍ତାବ ଉପରେ ମୁକ୍ତି ମଣ୍ଡପ ସ୍ଥାୟୀ ସଭାପତି ଶ୍ରୀମଦ୍ ଜଗଦଗୁରୁଙ୍କ ମାର୍ଗଦର୍ଶନ ଲୋଡ଼ିଛନ୍ତି ମୁଖ୍ୟ ପ୍ରଶାସକ।
    • ପହଲଗାମ ଆକ୍ରମଣ ଘଟଣାକୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ ମୋଦୀ :
    • ପୂର୍ବତନ ମୁଖ୍ୟମନ୍ତ୍ରୀ ଡ ସଦାଶିବ ତ୍ରିପାଠୀଙ୍କ ଜୟନ୍ତୀ ପାଳିତ :
    • ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ୨୨ଯୋଡ଼ାଙ୍କ ବିବାହ ସମ୍ପନ୍ନ :
    • ଜୟ ଜଗନ୍ନାଥ ଧ୍ୱନିରେ ଗୁଞ୍ଜିଲା ଡିହିରାକୁଳ, ସମ୍ପନ୍ନ ହେଲା ରଥ ଅନୁକୂଳ
    • ଆଜିର ରାଶିଫଳ
    • ଉଦଳା ବନାଞ୍ଚଳରେ ଦନ୍ତା ହାତୀ ର ଭୟ :
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ଆଜିର ଖବର»ଓଡ଼ିଆ ଅସ୍ମିତା ପାଇଁ ଦୌଡ଼: ଏକାମ୍ର କ୍ଷେତ୍ରରେ ‘ଐତିହ୍ୟ ମାରାଥନ’ଅନୁଷ୍ଠିତ

    ଓଡ଼ିଆ ଅସ୍ମିତା ପାଇଁ ଦୌଡ଼: ଏକାମ୍ର କ୍ଷେତ୍ରରେ ‘ଐତିହ୍ୟ ମାରାଥନ’ଅନୁଷ୍ଠିତ

    By Charcha NewsApril 5, 2026
    Share
    Facebook Twitter Email WhatsApp

    ଭୁବନେଶ୍ବର, ୦୫ ଏପ୍ରିଲ ୨୬ : ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ‘ଓଡ଼ିଆ ପକ୍ଷ’ ଅବସରରେ ପଞ୍ଚମ ଦିବସରେ ଆଜି ରାଜଧାନୀର ଐତିହାସିକ ଏକାମ୍ର କ୍ଷେତ୍ରରେ ‘ଐତିହ୍ୟ ଗଣଦୌଡ଼’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।  ଆଜି ସକାଳ ୫:୩୦ ମିନିଟରେ ସ୍ଥାପତ୍ୟର ଅନନ୍ୟ ନିଦର୍ଶନ ମୁକ୍ତେଶ୍ୱର ମନ୍ଦିର ପ୍ରାଙ୍ଗଣରୁ ଏହି ଦୌଡ଼ର ଶୁଭାରମ୍ଭ ହୋଇଥିଲା।

    ଏହି ପବିତ୍ର ମୁକ୍ତେଶ୍ୱର ମନ୍ଦିର  ପୀଠରୁ ବାହାରି ଐତିହ୍ୟ ଗଣଦୌଡ଼ ରାମେଶ୍ୱର ମନ୍ଦିର, ବିବେକାନନ୍ଦ ମାର୍ଗ, ଉତ୍କଳ କନିକା ଗ୍ୟାଲେରିଆ ମଲ୍, ଲୁଇସ୍ ରୋଡ୍, ବିଜେବି କଲେଜ ଏବଂ ରବି ଟକିଜ ଛକ ଦେଇ ଐତିହାସିକ ରାଜାରାଣୀ ମନ୍ଦିରଠାରେ ପହଞ୍ଚିଥିଲା। ଏହି କାର୍ଯ୍ୟକ୍ରମରେ ହଜାର ହଜାର କ୍ରୀଡ଼ାବିତ୍, ଯୁବଗୋଷ୍ଠୀ, ଦିବ୍ୟାଙ୍ଗ ଏବଂ ସ୍ଥାନୀୟ ଜନସାଧାରଣଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଅତ୍ୟନ୍ତ ଉତ୍ସାହର ସହ ସାମିଲ ହୋଇ ଓଡ଼ିଶାର ସମୃଦ୍ଧ କୀର୍ତ୍ତିରାଜିର ସୁରକ୍ଷା ଓ ପ୍ରଚାର ପାଇଁ ସଂକଳ୍ପ ନେଇଥିଲେ।

    ଏହି ଐତିହ୍ୟ ଗଣଦୌଡ଼ରେ ଚନ୍ଦନ ସାମଲ ପ୍ରଥମ, ସିଦ୍ଧାର୍ଥ କୁମାର ମିଶ୍ର ଦ୍ବିତୀୟ ଏବଂ ବିଜୟ ଅଗ୍ରଓ୍ବାଲ ତୃତୀୟ ସ୍ଥାନ ଅଧିକାର କରିଥିଲେ। ଏଥିରେ ବିଜୟୀ ହୋଇଥିବା ଚନ୍ଦନ ସାମଲ, ସିଦ୍ଧାର୍ଥ କୁମାର ମିଶ୍ର ଏବଂ ବିଜୟ ଅଗ୍ରଓ୍ବାଲଙ୍କୁ ପଦକ ପ୍ରଦାନ କରାଯିବା ସହ ସମ୍ବର୍ଦ୍ଧିତ କରାଯାଇଥିଲା। ସେହିପରି ଐତିହ୍ୟ ଗଣଦୌଡ଼ରେ ସାମିଲ ହୋଇଥିବା ସମସ୍ତ ଅଂଶଗ୍ରହଣକାରୀମାନଙ୍କୁ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ପଦକ ପ୍ରଦାନ ସହ ସମ୍ବର୍ଦ୍ଧିତ କରାଯାଇଥିଲା।

    କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମାନ୍ୟବର ଏକାମ୍ର ବିଧାୟକ କହିଥିଲେ ଯେ, ଏହି ଗଣଦୌଡ଼ କେବଳ ଏକ କ୍ରୀଡ଼ା କାର୍ଯ୍ୟକ୍ରମ ନୁହେଁ, ବରଂ ନିଜ ଐତିହ୍ୟ ସହ ଯୁବପିଢ଼ିକୁ ଯୋଡ଼ିବାର ଏକ ସୁନ୍ଦର ପ୍ରୟାସ। ଆମ ରାଜ୍ୟର ପ୍ରାଚୀନ ମନ୍ଦିର ଓ କୀର୍ତ୍ତିରାଜି ହେଉଛି ଓଡ଼ିଆ ଅସ୍ମିତାର ପ୍ରତୀକ ଏବଂ ଏହାର ସଂରକ୍ଷଣ କରିବା ଆମ ସମସ୍ତଙ୍କର ନୈତିକ ଦାୟିତ୍ୱ। ଶେଷରେ ସେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଏବଂ କ୍ରୀଡ଼ା ଓ ଯୁବସେବା ବିଭାଗ ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ କ୍ରମେ ଆୟୋଜିତ ଏହି ଅଭିଯାନ ମାଧ୍ୟମରେ ଯୁବପିଢ଼ିକୁ ନିଜ ମାଟିର ଗୌରବମୟ ଇତିହାସ ସହ ଯୋଡ଼ିଥିବାରୁ ତାଙ୍କୁ ଧନ୍ୟବାଦ ଜଣାଇଥିଲେ ।

    ଅନ୍ୟମାନଙ୍କ ମଧ୍ୟରେ କ୍ରୀଡ଼ା ଓ ଯୁବସେବା ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀ ଭୁପେନ୍ଦ୍ର ସିଂ ପୁନିଆ, ଅତିରିକ୍ତ ଶାସନ ସଚିବ ଶ୍ରୀ ଅଶୋକ କୁମାର ପଣ୍ଡା ଓ ଶ୍ରୀ ବିଜୟ କୁମାର ସ୍ୱାଇଁଙ୍କ ସମେତ ଅଲମ୍ପିଆନ୍ ଅନୁରାଧା ବିଶ୍ବାଳ ଓ ଲୋକପ୍ରିୟ ଓଡ଼ିଆ ଚଳଚ୍ଚିତ୍ର ଅଭିନେତ୍ରୀ ସୁଶ୍ରୀ ସଙ୍ଗୀତା ଶିବାନୀ ପ୍ରମୁଖ ଉପସ୍ଥିତ ଥିଲେ ।

    ଚର୍ଚ୍ଚା news

    Share. Facebook Twitter WhatsApp

    Related Posts

    ସିପିଆଇ (ଏମଏଲ) ଲିବରେସନ ର ୫୮ ତମ ପାର୍ଟି ପ୍ରତିଷ୍ଠା ଦିବସ ପାଳନ

    April 22, 2026 ଆଜିର ଖବର

    ସିପିଆଇ (ଏମଏଲ) ଲିବରେସନ ର ୫୮ ତମ ପାର୍ଟି ପ୍ରତିଷ୍ଠା ଦିବସ ପାଳନ

    April 22, 2026 ଆଜିର ଖବର

    ଜଗତସିଂହପୁରରେ ଚଞ୍ଚଳକର ଘଟଣା: ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ ::

    April 22, 2026 ଅପରାଧ

    ପାଣି ପାଇଁ ରାସ୍ତା ରୋକ୍ :

    April 22, 2026 ଆଜିର ଖବର

    କୋଣାର୍କ ସୂର୍ଯ୍ୟମନ୍ଦିରରୁ ଖୁବଶୀଘ୍ର କଢ଼ାଯିବ ବାଲି,ଆଇଆଇଟି ମାଡ୍ରାସ ଲ୍ୟାବର ରିପୋର୍ଟ ପରେ ଏଏସ୍‌ଆଇ ଆରମ୍ଭ କଲା ବାଲିକଢ଼ା ପ୍ରକ୍ରିୟା

    April 22, 2026 ଆଜିର ଖବର

    ଜନଗଣନା କର୍ମଚାରୀଙ୍କ ସୁରକ୍ଷା ନେଇ ସରକାର ଚିନ୍ତିତ, ଜିଲ୍ଲାପାଳଙ୍କୁ ଜରୁରୀ ନିର୍ଦ୍ଦେଶ :

    April 22, 2026 ଆଜିର ଖବର

    ଶ୍ରୀମନ୍ଦିର ସିଂହଦ୍ବାର ଗୁମୁଟରୁ ଅପସାରଣ କରାଯାଇଥିବା ଦଶାବତାର ମୂର୍ତ୍ତି ପୁନଃ ଅବସ୍ଥାପନ କରାଯିବା ପ୍ରସ୍ତାବ ଉପରେ ମୁକ୍ତି ମଣ୍ଡପ ସ୍ଥାୟୀ ସଭାପତି ଶ୍ରୀମଦ୍ ଜଗଦଗୁରୁଙ୍କ ମାର୍ଗଦର୍ଶନ ଲୋଡ଼ିଛନ୍ତି ମୁଖ୍ୟ ପ୍ରଶାସକ।

    April 22, 2026 ଆଜିର ଖବର

    ପହଲଗାମ ଆକ୍ରମଣ ଘଟଣାକୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ ମୋଦୀ :

    April 22, 2026 ଆଜିର ଖବର

    ଉଦଳା ବନାଞ୍ଚଳରେ ଦନ୍ତା ହାତୀ ର ଭୟ :

    April 21, 2026 ଆଜିର ଖବର

    ରାଉରକେଲାରେ ରାଷ୍ଟ୍ରପତି: ୧୫୮ କୋଟିର ୪ଟି ବଡ଼ ପ୍ରକଳ୍ପ ଲୋକାର୍ପଣ :

    April 21, 2026 ଅର୍ଥନୀତି

    ରାଉରକେଲାରେ ଉଷ୍ମ ସ୍ୱାଗତ ମଧ୍ୟରେ ରାଷ୍ଟ୍ରପତିଙ୍କ ଅପୂର୍ବ ରୋଚକ ଦୃଶ୍ୟ :

    April 21, 2026 ଆଜିର ଖବର

    ଭଦ୍ରକରେ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ ଅଧୀନରେ ୨୨ ଯୋଡ଼ାଙ୍କ ସମୂହ ବିବାହ

    April 21, 2026 ଆଜିର ଖବର
    Watch YouTube

    You May Like

    ସିପିଆଇ (ଏମଏଲ) ଲିବରେସନ ର ୫୮ ତମ ପାର୍ଟି ପ୍ରତିଷ୍ଠା ଦିବସ ପାଳନ

    April 22, 2026

    ସିପିଆଇ (ଏମଏଲ) ଲିବରେସନ ର ୫୮ ତମ ପାର୍ଟି ପ୍ରତିଷ୍ଠା ଦିବସ ପାଳନ

    April 22, 2026

    ଜଗତସିଂହପୁରରେ ଚଞ୍ଚଳକର ଘଟଣା: ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ ::

    April 22, 2026

    ପାଣି ପାଇଁ ରାସ୍ତା ରୋକ୍ :

    April 22, 2026

    କୋଣାର୍କ ସୂର୍ଯ୍ୟମନ୍ଦିରରୁ ଖୁବଶୀଘ୍ର କଢ଼ାଯିବ ବାଲି,ଆଇଆଇଟି ମାଡ୍ରାସ ଲ୍ୟାବର ରିପୋର୍ଟ ପରେ ଏଏସ୍‌ଆଇ ଆରମ୍ଭ କଲା ବାଲିକଢ଼ା ପ୍ରକ୍ରିୟା

    April 22, 2026

    ଜନଗଣନା କର୍ମଚାରୀଙ୍କ ସୁରକ୍ଷା ନେଇ ସରକାର ଚିନ୍ତିତ, ଜିଲ୍ଲାପାଳଙ୍କୁ ଜରୁରୀ ନିର୍ଦ୍ଦେଶ :

    April 22, 2026

    ପୁରୀ ସିଂହଦ୍ୱାର ଗୁମୁଟରୁ ଅପସାରଣ ହୋଇଥିବା ଦଶାବତାର ମୂର୍ତ୍ତି ପୁନଃ ସ୍ଥାପନ ପ୍ରସଙ୍ଗରେ ଏବେ ନୂଆ ଗତି ଆସିଛି। ଏହାକୁ ପୁନଃ ସ୍ଥାପନ କରାଯିବା ପ୍ରସ୍ତାବ ଉପରେ ମୁକ୍ତି ମଣ୍ଡପ ପଣ୍ଡିତ ସଭାର ସ୍ଥାୟୀ :

    April 22, 2026

    ଶ୍ରୀମନ୍ଦିର ସିଂହଦ୍ବାର ଗୁମୁଟରୁ ଅପସାରଣ କରାଯାଇଥିବା ଦଶାବତାର ମୂର୍ତ୍ତି ପୁନଃ ଅବସ୍ଥାପନ କରାଯିବା ପ୍ରସ୍ତାବ ଉପରେ ମୁକ୍ତି ମଣ୍ଡପ ସ୍ଥାୟୀ ସଭାପତି ଶ୍ରୀମଦ୍ ଜଗଦଗୁରୁଙ୍କ ମାର୍ଗଦର୍ଶନ ଲୋଡ଼ିଛନ୍ତି ମୁଖ୍ୟ ପ୍ରଶାସକ।

    April 22, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.