Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Monday, April 13
    Facebook X (Twitter) YouTube Instagram
    Trending
    • ସାନ ସାଇନ୍ ସ୍କୁଲର ଦ୍ବିତୀୟ ବାର୍ଷିକ ଉତ୍ସବ ପାଳନ ଯୋଗଦେଲେ ରାୟଗଡା ଏଡିଏମ :
    • ୭୮ ବର୍ଷର ସଂଘର୍ଷ ଆଜିର ଗର୍ବ ଭୁବନେଶ୍ୱର
    • ଭିଜିଲାନ୍ସ ଜାଲରେ ଗୁଡାରୀ ବନାଞ୍ଚଳ ଅଧିକାରୀ, ୨ଲକ୍ଷ ୩୩ ଜବତ ::
    • କଙ୍କା ବୁଢ଼ୀ ବନ୍ଧରେ ନିଆରା ମାଛଧରା ପର୍ବ ::
    • ବଂଶଧାରl ନଦୀ ଅବବାହିକରେ ଜଳସଂକଳ୍ପ ଯାତ୍ରା ::
    • ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାର ଉଦଘାଟନ ::
    • ବାରବାଟୀ ଫୂଡ଼ କୋର୍ଟ କାର୍ଯ୍ୟ ର ସମୀକ୍ଷା କଲେ ମେୟର ଏବଂ କମିସନର ::
    • ଓଡ଼ିଆ ପକ୍ଷ ଅବସରରେ ଅମୃତପିଢି ସାରସ୍ଵତ ସମାରୋହ ଓ ବନ୍ଦନୀୟ ବରପୁତ୍ର ଦିବସ ପାଳିତ :
    • ଜାଣନ୍ତୁ ଆଜିର ରାଶିଫଳ ::
    • ଇରାନ ଓ ଭାରତ ମଧ୍ୟରେ ବଢ଼ିଲା ବନ୍ଧୁତାର ସମ୍ପର୍କ
    • ହୃଦଘାତ ନେଲା ଆଶାଙ୍କ ଜୀବନ
    • ଭୂଦାନ ସ୍ମୃତି ବିଚାର ଓ ସଦ ଭାବନା ଯାତ୍ରା ନେଇ ପ୍ରସ୍ତୁତି ବୈଠକ ::
    • ଗୁଣପୁର ମାଟି ପାଇଁ ଜିବନ ଦେବୁ :;
    • ରାଜପଥ କଡ ରେ ବିକ୍ରି ବେଳେ 45 ଗ୍ରାମ ବ୍ରାଉନ ସୁଗାର ସହ ଜଣେ ଗିରଫ ।
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ରାଜ୍ୟ»କଙ୍କା ବୁଢ଼ୀ ବନ୍ଧରେ ନିଆରା ମାଛଧରା ପର୍ବ ::

    କଙ୍କା ବୁଢ଼ୀ ବନ୍ଧରେ ନିଆରା ମାଛଧରା ପର୍ବ ::

    By Charcha NewsApril 13, 2026
    Share
    Facebook Twitter Email WhatsApp

    BY-ରାଜୀବ କୁମାର ବେହେରା

    ଉଦଳା ମୟୂରଭଞ୍ଜ ଜିଲ୍ଲା ଉଦଳା ବ୍ଲକ ଅନ୍ତର୍ଗତ ଶ୍ରୀଦାମଚନ୍ଦ୍ରପୁର ଗ୍ରାମ ପଞ୍ଚାୟତର ଖୋଡିକାଶୋଳ ଗ୍ରାମରେ ଅବସ୍ଥିତ ‘କଙ୍କା ବୁଢ଼ୀ’ ବନ୍ଧରେ ଆଜି ପାରମ୍ପରିକ ମାଛଧରା ପର୍ବ ଉତ୍ସାହ ଓ ଆନନ୍ଦର ସହିତ ଅନୁଷ୍ଠିତ ହୋଇଛି।

    ପ୍ରତିବର୍ଷ ଭଳି ଏହି ବର୍ଷ ମଧ୍ୟ ବନ୍ଧକୁ ସାଧାରଣ ଲୋକଙ୍କ ପାଇଁ ମାତ୍ର ଏକ ଦିନ ପାଇଁ ଖୋଲାଯାଇଥିଲା। ସ୍ଥାନୀୟ ପ୍ରଥା ଅନୁଯାୟୀ, ମାତ୍ର ୫୦ ଟଙ୍କା ଦେୟ ଦେଇ ଯେକୌଣସି ବ୍ୟକ୍ତି ବନ୍ଧ ଭିତରକୁ ପ୍ରବେଶ କରି ମାଛ ଧରିବାର ସୁଯୋଗ ପାଇଥିଲେ।

    ସକାଳୁ ସକାଳୁ ପାଖା ପାଖୀ ଅଞ୍ଚଳର ଶହ ଶହ ପୁରୁଷ ଓ ମହିଳା ଜାଲ, ମୋଥାମାରି ଆଦି ସାମଗ୍ରୀ ନେଇ ବନ୍ଧ ଭିତରକୁ ଓହ୍ଲାଇ ମାଛ ଧରିବାରେ ବ୍ୟସ୍ତ ହୋଇପଡ଼ିଥିଲେ। ବନ୍ଧ କୂଳରେ ମଧ୍ୟ ବହୁ ସଂଖ୍ୟକ ଲୋକ ଭିଡ଼ ଜମାଇ ଏହି ନିଆରା ଦୃଶ୍ୟକୁ ଉପଭୋଗ କରୁଥିଲେ।

    ଏହି ପର୍ବ କେବଳ ମାଛ ଧରିବାକୁ ସୀମିତ ନ ଥାଇ ଗ୍ରାମୀଣ ସମ୍ପ୍ରୀତି ଓ ପରମ୍ପରାର ଏକ ସୁନ୍ଦର ପ୍ରତିକ ଭାବେ ପରିଚିତ। ପିଲାଠୁ ବୃଦ୍ଧ ପର୍ଯ୍ୟନ୍ତ ସମସ୍ତଙ୍କ ଭାଗ ନେଇଛନ୍ତି, ଏହାକୁ ଗଣପର୍ବର ରୂପ ଦେଇଥିଲା।

    ସ୍ଥାନୀୟ ଲୋକମାନେ ଏହି ନିଆରା ସୁଯୋଗକୁ ବେଶ୍ ଉତ୍ସାହର ସହିତ ଉପଭୋଗ କରୁଥିବା ବେଳେ, ଏହି ପାରମ୍ପରିକ ପର୍ବ ଅଞ୍ଚଳରେ ଆକର୍ଷଣର କେନ୍ଦ୍ରବିନ୍ଦୁ ହୋଇଛି l

    ଚର୍ଚ୍ଚା news

    Share. Facebook Twitter WhatsApp

    Related Posts

    ସାନ ସାଇନ୍ ସ୍କୁଲର ଦ୍ବିତୀୟ ବାର୍ଷିକ ଉତ୍ସବ ପାଳନ ଯୋଗଦେଲେ ରାୟଗଡା ଏଡିଏମ :

    April 13, 2026 ରାଜ୍ୟ

    ୭୮ ବର୍ଷର ସଂଘର୍ଷ ଆଜିର ଗର୍ବ ଭୁବନେଶ୍ୱର

    April 13, 2026 ଆଜିର ଖବର

    ବଂଶଧାରl ନଦୀ ଅବବାହିକରେ ଜଳସଂକଳ୍ପ ଯାତ୍ରା ::

    April 13, 2026 ରାଜ୍ୟ

    ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାର ଉଦଘାଟନ ::

    April 13, 2026 ରାଜ୍ୟ

    ଓଡ଼ିଆ ପକ୍ଷ ଅବସରରେ ଅମୃତପିଢି ସାରସ୍ଵତ ସମାରୋହ ଓ ବନ୍ଦନୀୟ ବରପୁତ୍ର ଦିବସ ପାଳିତ :

    April 13, 2026 ରାଜ୍ୟ

    ଗୁଣପୁର ମାଟି ପାଇଁ ଜିବନ ଦେବୁ :;

    April 11, 2026 ରାଜ୍ୟ

    କୋଟସମଲାଇ ରଘୁନାଥ ନାଟ୍ୟକଲା ପରିଷଦ ଶ୍ରୀରାମଲୀଳା ଉତ୍ସବ :;

    April 11, 2026 ରାଜ୍ୟ

    ଲୀଳା ନାଟକ ମାଧ୍ୟମରେ ଭାଇଚାରା ସୃଷ୍ଟି ହୁଏ :;

    April 11, 2026 ରାଜ୍ୟ

    ସାଲିଆସାହି ଅଶାନ୍ତ : ଭାଇ ବନିଲା ଭାଇର ଶତ୍ରୁ

    April 11, 2026 ଅପରାଧ

    ଛେନା ପୋଡ…

    April 11, 2026 ଆଜିର ଖବର

    ହୋମିଓପଥିକ ପ୍ରାକ୍ଟିସନରସ ଆସୋସିଏସନର ୧୧ତମ ବାର୍ଷିକ ଉତ୍ସବ :;

    April 11, 2026 ରାଜ୍ୟ

    ସିଜିମାଳି ଖଣିଖନନ ପାଇଁ ରାସ୍ତା ନିର୍ମାଣକୁ ନେଇ ରାୟଗଡା ପ୍ରଶାସନ ଓ ଖଣି ପ୍ରଭାବିତ ଙ୍କ ମଧ୍ୟରେ ଉତ୍ତେଜନା :

    April 11, 2026 ଆଜିର ଖବର
    Watch YouTube

    You May Like

    ସାନ ସାଇନ୍ ସ୍କୁଲର ଦ୍ବିତୀୟ ବାର୍ଷିକ ଉତ୍ସବ ପାଳନ ଯୋଗଦେଲେ ରାୟଗଡା ଏଡିଏମ :

    April 13, 2026

    ୭୮ ବର୍ଷର ସଂଘର୍ଷ ଆଜିର ଗର୍ବ ଭୁବନେଶ୍ୱର

    April 13, 2026

    ଭିଜିଲାନ୍ସ ଜାଲରେ ଗୁଡାରୀ ବନାଞ୍ଚଳ ଅଧିକାରୀ, ୨ଲକ୍ଷ ୩୩ ଜବତ ::

    April 13, 2026

    କଙ୍କା ବୁଢ଼ୀ ବନ୍ଧରେ ନିଆରା ମାଛଧରା ପର୍ବ ::

    April 13, 2026

    ବଂଶଧାରl ନଦୀ ଅବବାହିକରେ ଜଳସଂକଳ୍ପ ଯାତ୍ରା ::

    April 13, 2026

    ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାର ଉଦଘାଟନ ::

    April 13, 2026

    ବାରବାଟୀ ଫୂଡ଼ କୋର୍ଟ କାର୍ଯ୍ୟ ର ସମୀକ୍ଷା କଲେ ମେୟର ଏବଂ କମିସନର ::

    April 13, 2026

    ଓଡ଼ିଆ ପକ୍ଷ ଅବସରରେ ଅମୃତପିଢି ସାରସ୍ଵତ ସମାରୋହ ଓ ବନ୍ଦନୀୟ ବରପୁତ୍ର ଦିବସ ପାଳିତ :

    April 13, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.