Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Wednesday, April 15
    Facebook X (Twitter) YouTube Instagram
    Trending
    • ଓଡ଼ିଶାରେ ଆସନ ବୃଦ୍ଧି ଯୋଜନା: ୧୧ ଲୋକସଭା ଓ ୭୪ ବିଧାନସଭା ପର୍ଯ୍ୟନ୍ତ ସମ୍ଭାବନା :
    • ସମ୍ବିଧାନ ପ୍ରଣେତା ଡ଼ଃ ବି.ଆର.ଆମ୍ବେଦକରଙ୍କ ଜନ୍ମ ଜୟନ୍ତୀ ପାଳିତ ::
    • ଜାଣନ୍ତୁ ଆଜିର ରାଶିଫଳ :
    • ଜିଲ୍ଲା ଯୋଜନା କମିଟିରେ ଅଧ୍ୟକ୍ଷ ଭାବେ ଯୋଗଦେଲେ ମାନ୍ୟବର ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ::
    • ମାନ୍ୟବର ଗଣଶିକ୍ଷା ମନ୍ତ୍ରୀ ଙ୍କ ଉପସ୍ଥିତିରେ ରାୟଗଡ଼ ବ୍ଳକ ସ୍ତରୀୟ ଓଡ଼ିଆ ନବବର୍ଷ ପାଳିତ :
    • ଓଡ଼ିଆ ନବବର୍ଷ ଅସ୍ମିତା, ପରମ୍ପରା ଓ ନୂଆ ସମ୍ଭାବନାର ଉତ୍ସବ ::
    • କଟକ ରେଳ ଷ୍ଟେସନରେ ଯାତ୍ରୀମାନଙ୍କ ସାମଗ୍ରୀ ଚୋରି ଘଟଣାରେ ଜଡିତ ଅଭିଯୁକ୍ତଙ୍କୁ ଗିରଫ ::
    • କଲ୍ୟାଣସିଂପୁର ବ୍ଲକ ସଦର ମହକୁମା ଠାରେ ଜିଲ୍ଲାପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ  ::
    • ଆଜିର ରାଶିଫଳ
    • ବନ୍ଦନୀୟ ବରପୁତ୍ର କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲାସ୍ତରୀୟ ସାରସ୍ବତ ସମାବେଶ ଆୟୋଜିତ :
    • ସାନ ସାଇନ୍ ସ୍କୁଲର ଦ୍ବିତୀୟ ବାର୍ଷିକ ଉତ୍ସବ ପାଳନ ଯୋଗଦେଲେ ରାୟଗଡା ଏଡିଏମ :
    • ୭୮ ବର୍ଷର ସଂଘର୍ଷ ଆଜିର ଗର୍ବ ଭୁବନେଶ୍ୱର
    • ଭିଜିଲାନ୍ସ ଜାଲରେ ଗୁଡାରୀ ବନାଞ୍ଚଳ ଅଧିକାରୀ, ୨ଲକ୍ଷ ୩୩ ଜବତ ::
    • କଙ୍କା ବୁଢ଼ୀ ବନ୍ଧରେ ନିଆରା ମାଛଧରା ପର୍ବ ::
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ଆଜିର ଖବର»କଲ୍ୟାଣସିଂପୁର ବ୍ଲକ ସଦର ମହକୁମା ଠାରେ ଜିଲ୍ଲାପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ  ::

    କଲ୍ୟାଣସିଂପୁର ବ୍ଲକ ସଦର ମହକୁମା ଠାରେ ଜିଲ୍ଲାପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ  ::

    By Charcha NewsApril 14, 2026
    Share
    Facebook Twitter Email WhatsApp

    BY-ରବିନ୍ଦ୍ର ନାଥ ମହାପାତ୍ର

    ରାୟଗଡ:ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ କଲ୍ୟାଣସିଂପୁର ବ୍ଲକ ସଦର ମହକୁମାସ୍ଥିତ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ମୁଖ୍ୟ ବିକାଶ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ, ଉପ ଜିଲ୍ଲାପାଳ ରାୟଗଡ ଶ୍ରୀ ରମେଶ କୁମାର ଜେନା, ଅତିରିକ୍ତ ଆରକ୍ଷୀ ଆଧକ୍ଷ ଶ୍ରୀ ଗସେନ ବାର୍ଲା,  ଜିଲ୍ଲା ମୁଖ୍ୟ ଜନସ୍ୱାସ୍ଥ୍ୟ ଅଧିକାରୀ ଵି ସରୋଜିନୀ ଦେବୀ, ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l

    ଆଜି ମୋଟ ୩୪ଟି ଅଭିଯୋଗ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୧୫ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୮ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ଏହି ଶିବିରରେ ବିଭିନ୍ନ ସମସ୍ୟା ମାନ ଅଭିଯୋଗ ପଞ୍ଜିକୃତ ହୋଇଥିଲା । ସ୍ୱାସ୍ଥ୍ୟଗତ ସମସ୍ୟା ନିମନ୍ତେ ଜଣକୁ ୧୦ହଜାର ଟଙ୍କା ରେଡ କ୍ରସ ପାଣ୍ଠିରୁଜିଲ୍ଲାପାଳ ପ୍ରଦାନ କରିଥିଲେ l ଜିଲ୍ଲାପାଳ ଆଜିର ଅଭିଯୋଗ ପାଇବା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା କରିବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ । ଆଜିର ଏହି ଅଭିଯୋଗ ଶିବିରରେ ତହସିଲଦାର,କଲ୍ୟାଣ ସିଂପୁର, ସମେତ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

    ଅଭିଯୋଗ ଶୁଣାଣି ଶିବିରକୁ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ମନୀଷା ଦାସ, ସହକାରୀ ଜିଲ୍ଲାପାଳ (ଗ୍ରୀଭାନ୍ସ) ଶିବ ପ୍ରସାଦ ସାହୁ ପରିଚାଳନା କରିଥିଲେ |

    ଚର୍ଚ୍ଚା news

    Share. Facebook Twitter WhatsApp

    Related Posts

    ଓଡ଼ିଶାରେ ଆସନ ବୃଦ୍ଧି ଯୋଜନା: ୧୧ ଲୋକସଭା ଓ ୭୪ ବିଧାନସଭା ପର୍ଯ୍ୟନ୍ତ ସମ୍ଭାବନା :

    April 15, 2026 ଆଜିର ଖବର

    ଓଡ଼ିଆ ନବବର୍ଷ ଅସ୍ମିତା, ପରମ୍ପରା ଓ ନୂଆ ସମ୍ଭାବନାର ଉତ୍ସବ ::

    April 14, 2026 ଆଜିର ଖବର

    ୭୮ ବର୍ଷର ସଂଘର୍ଷ ଆଜିର ଗର୍ବ ଭୁବନେଶ୍ୱର

    April 13, 2026 ଆଜିର ଖବର

    ଭିଜିଲାନ୍ସ ଜାଲରେ ଗୁଡାରୀ ବନାଞ୍ଚଳ ଅଧିକାରୀ, ୨ଲକ୍ଷ ୩୩ ଜବତ ::

    April 13, 2026 ଆଜିର ଖବର

    ବାରବାଟୀ ଫୂଡ଼ କୋର୍ଟ କାର୍ଯ୍ୟ ର ସମୀକ୍ଷା କଲେ ମେୟର ଏବଂ କମିସନର ::

    April 13, 2026 ଆଜିର ଖବର

    ହୃଦଘାତ ନେଲା ଆଶାଙ୍କ ଜୀବନ

    April 12, 2026 ଆଜିର ଖବର

    ଭୂଦାନ ସ୍ମୃତି ବିଚାର ଓ ସଦ ଭାବନା ଯାତ୍ରା ନେଇ ପ୍ରସ୍ତୁତି ବୈଠକ ::

    April 11, 2026 ଆଜିର ଖବର

    ରାଜପଥ କଡ ରେ ବିକ୍ରି ବେଳେ 45 ଗ୍ରାମ ବ୍ରାଉନ ସୁଗାର ସହ ଜଣେ ଗିରଫ ।

    April 11, 2026 ଆଜିର ଖବର

    ଯୋଗ ହିଁ ସୁସ୍ଥ ଜୀବନର ମୂଳମନ୍ତ୍ର ::

    April 11, 2026 ଆଜିର ଖବର

    ୪ଟି ବାମପନ୍ଥୀ ଦଳର ରାଜ୍ୟ ନେତୃବୃନ୍ଦ ସିଜିମାଳି ଅଞ୍ଚଳର ପରିସ୍ଥିତି କଲେ ଅନୁଧ୍ୟାନ :;

    April 11, 2026 ଆଜିର ଖବର

    ଲୋକକଳା ପାଇଁ ଦିନଟିଏ କଳାକାରମାନଙ୍କୁ ସମ୍ମାନ ପ୍ରଦାନ ::

    April 11, 2026 ଆଜିର ଖବର

    ଛେନା ପୋଡ…

    April 11, 2026 ଆଜିର ଖବର
    Watch YouTube

    You May Like

    ଓଡ଼ିଶାରେ ଆସନ ବୃଦ୍ଧି ଯୋଜନା: ୧୧ ଲୋକସଭା ଓ ୭୪ ବିଧାନସଭା ପର୍ଯ୍ୟନ୍ତ ସମ୍ଭାବନା :

    April 15, 2026

    ସମ୍ବିଧାନ ପ୍ରଣେତା ଡ଼ଃ ବି.ଆର.ଆମ୍ବେଦକରଙ୍କ ଜନ୍ମ ଜୟନ୍ତୀ ପାଳିତ ::

    April 15, 2026

    ଜାଣନ୍ତୁ ଆଜିର ରାଶିଫଳ :

    April 15, 2026

    ଜିଲ୍ଲା ଯୋଜନା କମିଟିରେ ଅଧ୍ୟକ୍ଷ ଭାବେ ଯୋଗଦେଲେ ମାନ୍ୟବର ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ::

    April 15, 2026

    ମାନ୍ୟବର ଗଣଶିକ୍ଷା ମନ୍ତ୍ରୀ ଙ୍କ ଉପସ୍ଥିତିରେ ରାୟଗଡ଼ ବ୍ଳକ ସ୍ତରୀୟ ଓଡ଼ିଆ ନବବର୍ଷ ପାଳିତ :

    April 15, 2026

    ଓଡ଼ିଆ ନବବର୍ଷ ଅସ୍ମିତା, ପରମ୍ପରା ଓ ନୂଆ ସମ୍ଭାବନାର ଉତ୍ସବ ::

    April 14, 2026

    କଟକ ରେଳ ଷ୍ଟେସନରେ ଯାତ୍ରୀମାନଙ୍କ ସାମଗ୍ରୀ ଚୋରି ଘଟଣାରେ ଜଡିତ ଅଭିଯୁକ୍ତଙ୍କୁ ଗିରଫ ::

    April 14, 2026

    କଲ୍ୟାଣସିଂପୁର ବ୍ଲକ ସଦର ମହକୁମା ଠାରେ ଜିଲ୍ଲାପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ  ::

    April 14, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.