Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Wednesday, May 6
    Facebook X (Twitter) YouTube Instagram
    Trending
    • ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ
    • ମେ ୮ରେ ଶପଥ ନେଇପାରନ୍ତି ବିଜୟ : କଂଗ୍ରେସର ସମର୍ଥନ ପରେ ସରକାର ଗଠନ ନେଇ ବିଜୟଙ୍କ ପଥ ପରିଷ୍କାର
    • ଭାରତୀୟ ଜାହାଜକୁ  ଆରବ ସାଗରରୁ ଉଦ୍ଧାର କଲା ପାକିସ୍ତାନ ନୌସେନା
    • ବ୍ୟାଙ୍କ ଋଣ ନ ଶୁଝିଲେ ଜବତ ହେବ ଘର ଜମି!
    • ଭୁବନେଶ୍ବର ଲକ୍ଷ୍ମୀସାଗର ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଦୁଇ ମୃତ
    • ସୁଧୀର ପାତ୍ର ହତ୍ୟା ମାମଲା : ମୁହଁ ଖୋଲିଲେ ସୁଧୀର ପାତ୍ରଙ୍କ ପତ୍ନୀ
    • ବାରିପଦାରେ ନିର୍ମମ ଦୁର୍ଘଟଣା: ବସ୍‌ଷ୍ଟାଣ୍ଡ ଭିତରେ ଦୌଡ଼ିଲା ବସ୍, ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ
    • ଉଦଳା ଡାକ୍ତରଖାନାରେ ଅନ୍ଧାର: ରୋଗୀ ସୁରକ୍ଷା ନେଇ ଗୁରୁତର ପ୍ରଶ୍ନ :
    • କୁକୁଡ଼ା ଦୋକାନରେ ୧୨ ଫୁଟିଆ ଅହିରାଜ, ବନବିଭାଗର ସଫଳ ଉଦ୍ଧାର :
    • Anuvadini AI Partners with MathZoro to Bring Gamified Mathematics Education for Every Indian School Student
    • ଆସାନସୋଲ ଶିଳ୍ପାଞ୍ଚଳ ସହର ରେ ବହୁ ତୃଣମୂଳ କଂଗ୍ରେସ ଦଳର କାର୍ଯ୍ୟାଳୟରେ ବିଜେପି ଦଳ କର୍ମୀ ଅଗ୍ନିକାଣ୍ଡ ଲଗାଇଲେ ଓ ଭଙ୍ଗାରୁଜା କରିଛନ୍ତି :
    • ଆଜିର ରାଶିଫଳ
    • ମାଟ୍ରିକ ପରୀକ୍ଷାରେ ଏ୧ରେ ଉତୀର୍ଣ୍ଣ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ରାୟଗଡ଼ା ଜିଲ୍ଳାପାଳ
    • କେନ୍ଦ୍ରୀୟ ସହ-ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଲା ବିଜେପି ସଂସଦୀୟ ବୋର୍ଡ
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ରାଜନୀତି»କେନ୍ଦ୍ରୀୟ ସହ-ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଲା ବିଜେପି ସଂସଦୀୟ ବୋର୍ଡ

    କେନ୍ଦ୍ରୀୟ ସହ-ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଲା ବିଜେପି ସଂସଦୀୟ ବୋର୍ଡ

    By Charcha NewsMay 5, 2026
    Share
    Facebook Twitter Email WhatsApp

    ମୋହନ କୁ ମିଳିଲା ଗୁରୁ ଦାଇତ୍ୱ କେନ୍ଦ୍ରୀୟ ସହ-ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଲା ବିଜେପି ସଂସଦୀୟ ବୋର୍ଡ

    ପଶ୍ଚିମବଙ୍ଗରେ ବିଜେପିର ଐତିହାସିକ ବିଜୟ ପରେ କିଏ ହେବ ମୁଖ୍ୟମନ୍ତ୍ରୀ ତାକୁ ନେଇ ଲାଗିରହିଛି କଳ୍ପନାଜଳ୍ପନା । ତେବେ ଏହା ଭିତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ମିଳିଛି ବଡ଼ ଦାୟିତ୍ୱ । ପଶ୍ଚିମବଙ୍ଗ ପାଇଁ ମୋହନ ମାଝୀଙ୍କୁ କେନ୍ଦ୍ରୀୟ ସହ-ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଇଛି ବିଜେପି ସଂସଦୀୟ ବୋର୍ଡ । ଅମିତ ଶାହଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଦାୟିତ୍ୱ ମିଳିଛି । 

    ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ବାଛିବେ ଅମିତ ଶାହ ଏବଂ ମୋହନ ମାଝୀ । ପଶ୍ଚିମବଙ୍ଗରେ ବିଜେପିର ଐତିହାସିକ ବିଜୟ ପରେ କିଏ ହେବ ମୁଖ୍ୟମନ୍ତ୍ରୀ ତାକୁ ନେଇ ଲାଗିରହିଛି କଳ୍ପନାଜଳ୍ପନା । ତେବେ ଏହା ଭିତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ମିଳିଛି ବଡ଼ ଦାୟିତ୍ୱ । ପଶ୍ଚିମବଙ୍ଗ ପାଇଁ ମୋହନ ମାଝୀଙ୍କୁ କେନ୍ଦ୍ରୀୟ ସହ-ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଇଛି ବିଜେପି ସଂସଦୀୟ ବୋର୍ଡ । ଅମିତ ଶାହଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଦାୟିତ୍ୱ ମିଳିଛି ।  ପଶ୍ଚିମବଙ୍ଗରେ ୯ ତାରିଖରେ ଶପଥ ଗ୍ରହଣ ସମାରୋହ ହେବ ବୋଲି ସୂଚନା ମିଳିଛି । ଏହା ପୂର୍ବରୁ ବିଜେପି ବିଧାୟକ ଦଳର ମତାମତ ନେଇ ସେମାନଙ୍କ ନେତା ତଥା ମୁଖ୍ୟମନ୍ତ୍ରୀ ବାଛିବେ ଅମିତ ଶାହ ଏବଂ ମୋହନ ମାଝୀ । ସେପଟେ ଆସାମ ପାଇଁ ଦଳର ପୂର୍ବତନ ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଏବଂ ହରିୟାଣା ମୁଖ୍ୟମନ୍ତ୍ରୀ ନାୟବ ସିଂ ସଇନିଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଓ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି ।

    ଚର୍ଚ୍ଚା news

    Share. Facebook Twitter WhatsApp

    Related Posts

    ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ

    May 6, 2026 ଆଜିର ଖବର

    ମେ ୯ରେ ଶପଥଗ୍ରହଣ : ସୂଚନା ଦେଲେ ରାଜ୍ୟ ବିଜେପି ସଭାପତି

    May 5, 2026 ଆଜିର ଖବର

    ଆଜି ୪ଟାରେ ମମତାଙ୍କ ବଡ଼ ପ୍ରେସମିଟ୍

    May 5, 2026 ଆଜିର ଖବର

    ବିଜେପିର ଐତିହାସିକ ସଫଳତା: ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କ ଜନ୍ମଭୂମିରେ ପ୍ରଥମ ସରକାର

    May 4, 2026 ଆଜିର ଖବର

    କୋଲକାତାରେ ଆଜି ବିଜୟ ଶୋଭାଯାତ୍ରାକୁ ‘ନା’

    May 4, 2026 ଆଜିର ଖବର

    ସନ୍ଧ୍ୟାରେ ବିଜେପି ମୁଖ୍ୟାଳୟ ଯିବେ ପ୍ରଧାନମନ୍ତ୍ରୀ ମୋଦୀ

    May 4, 2026 ଆଜିର ଖବର

    ତାମିଲନାଡୁରେ ଟିଭିକେ ସୁନାମି : ୧୦୪ ଆସନରେ ଆଗୁଆ

    May 4, 2026 ଆଜିର ଖବର

    ପଶ୍ଚିମବଙ୍ଗରେ ବିଜେପିର ବଡ଼ ଲିଡ୍‌, କୁହୁକ ସଂଖ୍ୟା ଅତିକ୍ରମ

    May 4, 2026 ଆଜିର ଖବର

    ପଶ୍ଚିମବଙ୍ଗରେ ବିଜେପି ସରକାର ଗଢ଼ିବ : ଶୁଭେନ୍ଦୁ ଅଧିକାରୀ

    May 4, 2026 ରାଜନୀତି

    ସନ୍ଦୀପ ପାଠକଙ୍କ ବିରୋଧରେ ଦୁଇଟି ସଙ୍ଗୀନ ମାମଲା ରୁଜୁ ; ଆପ୍ ଛାଡ଼ି ବିଜେପିରେ ମିଶିବା ପରେ ବଢ଼ିଲା ଅଡୁଆ

    May 3, 2026 ରାଜନୀତି

    ପଞ୍ଚାୟତ ନିର୍ବାଚନରେ ମେଣ୍ଟ ହେବନି , ଏକାକୀ ଲଢ଼ିବ କଂଗ୍ରେସ : ଭକ୍ତ ଦାସ

    April 28, 2026 ଆଜିର ଖବର

    ଖୁବଶୀଘ୍ର ହେବ ନିଗମ ବୋର୍ଡ଼ ଘୋଷଣା, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସୂଚନା

    April 28, 2026 ଆଜିର ଖବର
    Watch YouTube

    You May Like

    ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ

    May 6, 2026

    ମେ ୮ରେ ଶପଥ ନେଇପାରନ୍ତି ବିଜୟ : କଂଗ୍ରେସର ସମର୍ଥନ ପରେ ସରକାର ଗଠନ ନେଇ ବିଜୟଙ୍କ ପଥ ପରିଷ୍କାର

    May 6, 2026

    ଭାରତୀୟ ଜାହାଜକୁ  ଆରବ ସାଗରରୁ ଉଦ୍ଧାର କଲା ପାକିସ୍ତାନ ନୌସେନା

    May 6, 2026

    ବ୍ୟାଙ୍କ ଋଣ ନ ଶୁଝିଲେ ଜବତ ହେବ ଘର ଜମି!

    May 6, 2026

    ଭୁବନେଶ୍ବର ଲକ୍ଷ୍ମୀସାଗର ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଦୁଇ ମୃତ

    May 6, 2026

    ସୁଧୀର ପାତ୍ର ହତ୍ୟା ମାମଲା : ମୁହଁ ଖୋଲିଲେ ସୁଧୀର ପାତ୍ରଙ୍କ ପତ୍ନୀ

    May 6, 2026

    ବାରିପଦାରେ ନିର୍ମମ ଦୁର୍ଘଟଣା: ବସ୍‌ଷ୍ଟାଣ୍ଡ ଭିତରେ ଦୌଡ଼ିଲା ବସ୍, ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ

    May 6, 2026

    ଉଦଳା ଡାକ୍ତରଖାନାରେ ଅନ୍ଧାର: ରୋଗୀ ସୁରକ୍ଷା ନେଇ ଗୁରୁତର ପ୍ରଶ୍ନ :

    May 6, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.