Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Saturday, April 11
    Facebook X (Twitter) YouTube Instagram
    Trending
    • ଭୂଦାନ ସ୍ମୃତି ବିଚାର ଓ ସଦ ଭାବନା ଯାତ୍ରା ନେଇ ପ୍ରସ୍ତୁତି ବୈଠକ ::
    • ଗୁଣପୁର ମାଟି ପାଇଁ ଜିବନ ଦେବୁ :;
    • ରାଜପଥ କଡ ରେ ବିକ୍ରି ବେଳେ 45 ଗ୍ରାମ ବ୍ରାଉନ ସୁଗାର ସହ ଜଣେ ଗିରଫ ।
    • ଯୋଗ ହିଁ ସୁସ୍ଥ ଜୀବନର ମୂଳମନ୍ତ୍ର ::
    • କୋଟସମଲାଇ ରଘୁନାଥ ନାଟ୍ୟକଲା ପରିଷଦ ଶ୍ରୀରାମଲୀଳା ଉତ୍ସବ :;
    • ଲୀଳା ନାଟକ ମାଧ୍ୟମରେ ଭାଇଚାରା ସୃଷ୍ଟି ହୁଏ :;
    • ୪ଟି ବାମପନ୍ଥୀ ଦଳର ରାଜ୍ୟ ନେତୃବୃନ୍ଦ ସିଜିମାଳି ଅଞ୍ଚଳର ପରିସ୍ଥିତି କଲେ ଅନୁଧ୍ୟାନ :;
    • ଲୋକକଳା ପାଇଁ ଦିନଟିଏ କଳାକାରମାନଙ୍କୁ ସମ୍ମାନ ପ୍ରଦାନ ::
    • ସାଲିଆସାହି ଅଶାନ୍ତ : ଭାଇ ବନିଲା ଭାଇର ଶତ୍ରୁ
    • ଛେନା ପୋଡ…
    • ଲୋକକଳା ପାଇଁ ଦିନଟିଏ: କଳାକାରମାନଙ୍କୁ ସମ୍ମାନ ପ୍ରଦାନ :;
    • ହୋମିଓପଥିକ ପ୍ରାକ୍ଟିସନରସ ଆସୋସିଏସନର ୧୧ତମ ବାର୍ଷିକ ଉତ୍ସବ :;
    • ସିଜିମାଳି ଖଣିଖନନ ପାଇଁ ରାସ୍ତା ନିର୍ମାଣକୁ ନେଇ ରାୟଗଡା ପ୍ରଶାସନ ଓ ଖଣି ପ୍ରଭାବିତ ଙ୍କ ମଧ୍ୟରେ ଉତ୍ତେଜନା :
    • ଜାଣନ୍ତୁ ଆଜିର ରାଶିଫଳ :;
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ରାଜ୍ୟ»ଗୁଣପୁର ମାଟି ପାଇଁ ଜିବନ ଦେବୁ :;

    ଗୁଣପୁର ମାଟି ପାଇଁ ଜିବନ ଦେବୁ :;

    By Charcha NewsApril 11, 2026
    Share
    Facebook Twitter Email WhatsApp

    BY-ରବିନ୍ଦ୍ର ନାଥ ମହାପାତ୍ର

    ରାୟଗଡ଼ା ::ନେରିଡି ପ୍ରକଳ୍ପ ଅଞ୍ଚଳ କୁ ବୁଲି ଦେଖିଲେ ରାଜ୍ୟ ସିପିଆଇଏମଏଲ ଲିବେରଶନ ର ଏକ ପ୍ରତିନିଧି ଦଳ ।ଆନ୍ଧ୍ର ପ୍ରଦେଶର ର କାଟ୍ରାଗାଡା ଫେଜ 2 ପ୍ରକଳ୍ପ କୁ ସୁପ୍ରିମକୋର୍ଟ କୋର୍ଟ ଟ୍ରିବୁନାଲ ଟିମ୍ ସବୁଜ ସଂକେତ ଦେବା ପରେ ରାୟଗଡ଼ା ଜିଲ୍ଲା ଗୁଡ଼ାରୀ ବଂଶାଧାରା ନଦୀ ର ଉପରମୁଣ୍ଡ ରେ ପାଣି ଡଙ୍ଗର ପ୍ରକଳ୍ପ ନିର୍ମାଣ ପାଇଁ ଦାବି ଜୋର୍ ଧରିଛି |

    ଆଜି ସିପିଆଇ ଏମଏଲ ଲିବରେସନ ର ଏକ ଆନ୍ଧ୍ର ର ଉଭୟ ନେରେଡି ଓ କାଟ୍ରାଗାଡା ପ୍ରକଳ୍ପ ଅଞ୍ଚଳ ବୁଲି ଅନୁଧ୍ୟାନ କରିଛନ୍ତି | ବଂଶଧାରା ନଦୀ ଓଡିଶା ରୁ ବାହାରି ଥିବା ବେଳେ ଅଧିକ ଓଡିଶା ଦେଇ ପ୍ରବାହିତ ହେଉଛି କିନ୍ତୁ ଆନ୍ଧ୍ର ଦେଇ କମ ପ୍ରବାହିତ ହେଉଛି | ହେଲେ ବଂଶଧାରା ପାଣି କୁ ଆନ୍ଧ୍ର ନେଇ ଉପଯୋଗ କରୁଥିବା ବେଳେ ଓଡିଶା ଫେଲ ମାରିଛି | ଅପର ପଟେ ୨୦୦୪ମସିହା ରୁ ଗୁଡାରୀ ଠାରେ ପାଣି ଡଙ୍ଗର ପ୍ରକଳ୍ପ ନିର୍ମାଣ କରିବା ପାଇଁ କାର୍ଯ୍ୟାଳୟ ଖୋଲା ଯାଇ ସର୍ଭେ କରାଯାଇ ଥିଲା | ତାପରେ ସେହି ପ୍ରକଳ୍ପ ଭାଗ୍ୟ ବନ୍ଦ ହୋଇ ପଡିଚି | ଆଗାମୀ ଦିନରେ ସରକାର ପାଣି ଡଙ୍ଗର ପ୍ରକଳ୍ପ ନିର୍ମାଣ ନ କରିଲେ ଆନ୍ଦୋଳନ କୁ ତୀବ୍ରତର କରାଯିବା ନେଇ ସଂଗଠନ ପକ୍ଷରୁ ଚେତାବନୀ ଦିଆଯାଇଛି।

    ଆଜି ସି ପି ଆଇ (ଏମଏଲ) ଲିବରେସନ ରାଜ୍ୟ ସମ୍ପାଦକ ଯୁଧିଷ୍ଟିର ମହାପାତ୍ର ଙ୍କ ନେତୃତ୍ଵରେ ଏକ ଟିମ ଆନ୍ଧ୍ର ର ପ୍ରକଳ୍ପ ଅଞ୍ଚଳ ବୁଲି ଅନୁଧ୍ୟାନ କରିଛନ୍ତି | ଏହି ଟିମ ରେ ଜିଲ୍ଲା ସମ୍ପାଦକ ତ୍ରିପତି ଗମାଙ୍ଗ, ଅଶୋକ ପ୍ରଧାନ, ମହେନ୍ଦ୍ର ପରିଡା, ଅନାସିମ ଶବର, ବୃନ୍ଦବନ ବିଡିକା ଓ ଅନ୍ୟାନ୍ୟ ସାଥୀ ମାନେ ଆନ୍ଧ୍ର ପ୍ରଦେଶ ର ନେରେଡି ବେରେଜ ଠାରେ ଗ୍ରସ୍ତ କରିଥିଲେ ।

    ନେରେଡି ବଂଶଧାରା ଅବବାହିକା ବାସିନ୍ଦା ତଥା ବଂଶଧାରା ନଦୀ ବିବାଦ ରେ କେନ୍ଦ୍ର ଭାଜପା ସରକାର କ୍ରମାଗତ ଭାବେ ଅନ୍ୟାୟ କରିଚାଲିଛନ୍ତି l ନିଜ ରାଜନୈତିକ ସ୍ୱାର୍ଥ ସାଧନ ଲାଗି ଭାଜପା ସରକାର ସବୁବେଳେ ଆନ୍ଧ୍ରପ୍ରଦେଶ ସରକାରଙ୍କ ପ୍ରତି ସମ୍ବେଦନଶୀଳ ରହି ଆସିଛନ୍ତି l ବର୍ତ୍ତମାନ ପରିପ୍ରେକ୍ଷୀରେ କେନ୍ଦ୍ର ଓ ରାଜ୍ୟ ରେ ଭାଜପା ସରକାର ଟାଳଟୁଳ ନୀତି ଅବଲମ୍ବନ କରିବା କାରଣରୁ ବଂଶଧାରା ଟ୍ରିବୁନାଲ ରେ ଓଡ଼ିଶାର ପକ୍ଷ ଦୁର୍ବଳ ହୋଇ ପଡିଛି l ରାଜ୍ୟରେ ବିଜେଡି ସରକାର ଶାସନ ଥିବା ବେଳେ ପ୍ରତ୍ୟେକ ଜଳସେଚନ ପ୍ରକଳ୍ପ ଓ ନଦୀ ଜଳ ସୁରକ୍ଷା ଦିଗରେ ଦୂରଦର୍ଶୀ ଲକ୍ଷ ଓ ଓଡ଼ିଶା ବାସୀଙ୍କ ସ୍ୱାର୍ଥ ର ହିତ ଚିନ୍ତା କରିଥିବା କାରଣ ରୁ ଅନେକ ପଦକ୍ଷେପ ନେଇଛନ୍ତି l ବିଶେଷ କରି ବଂଶଧାରା ଜଳ ବିବାଦ ର ସ୍ଥlୟୀ ସମାଧାନ ନିମନ୍ତେ କୌଣସି ବଡ଼ ନଦୀ ର ଉପରମୁଣ୍ଡରେ ବଡ଼ ପ୍ରକଳ୍ପ କରିବା ଦ୍ୱାରା କେନ୍ଦ୍ର ର ଅନୁମତି ଆବଶ୍ୟକ ପଡୁଥିବା କାରଣରୁ ଏହାକୁ ଏଡାଇ ବଂଶଧାରା ନଦୀ ଜଳ ରେ ଓଡ଼ିଶାର ୫୦ ପ୍ରତିଶତ ଜଳ ହକ କୁ କାର୍ଯ୍ୟ ରେ ଲଗାଇ ଛୋଟ ଛୋଟ ପ୍ରକଳ୍ପ ଦ୍ବାରା ବଂଶଧାରା ଅବବାହିକା ଚାଷୀ ,ଜନତା ଓ ପରିବେଶ ସୁରକ୍ଷା ନିମନ୍ତେ ଯୋଜନା କରି ପ୍ରୟ ୧୨୦୦କୋଟି ଟଙ୍କା ଅନୁମୋଦନ କରିଥିଲେ l କିନ୍ତୁ ବର୍ତ୍ତମାନ ଭାଜପା ସରକାର ନିଜ ସାଥି ଆନ୍ଧ୍ରପ୍ରଦେଶ ର ସ୍ୱାର୍ଥ ରକ୍ଷା ନିମନ୍ତେ ଉକ୍ତ ପ୍ରକଳ୍ପ କୁ ଶୀତଳ ଭଣ୍ଡାର ରେ ଫୋପାଡି ଦେବା ଦୁର୍ଭାଗ୍ୟ ଜନକ l

    ଏଣୁ ଆଜି ଏହି ପ୍ରେସ ବିବୃତି ମାଧ୍ୟମରେ ଆମ ଯେ ରାଜ୍ୟ ସରକlର ଟାଳ ଟୁଳ ନୀତି ଛାଡି ବଂଶଧାରା ଅବବାହିକା ର ଜନ ସାଧାରଣ, ଚାଷୀ ଙ୍କ ଓ ପରିବେଶ ସୁରକ୍ଷା ନିମନ୍ତେ ନଦୀ ର ଉପରମୁଣ୍ଡରେ ସ୍ଥାୟୀ ନଦୀବନ୍ଧ ଯୋଜନା କାରାଯାଉ l ନଚେତ ନଦୀ ଅବବାହିକା ରେ ବଢ଼ି ଓ ମୁରୁଡି ଭଳି ପରିସ୍ଥିତି ସୃଷ୍ଟି ହେବ l ସରକାର ନିଜ ଟାଳ ଟୁଳ ନୀତି ଛାଡି ଓଡ଼ିଶା ବାସୀଙ୍କ ସ୍ଵାର୍ଥ ରକ୍ଷା ରେ ତତ୍ପର ନହେଲେ ଆମ ପାର୍ଟୀ ସି ପି ଆଇ (ଏମଏଲ) ଲିବରେସନ ଗୁଣପୁର ମାଟି ପାଇଁ ଜିବନ ଦେଇ ଲଡେଇ କରିବା ପାଇଁ ଆହ୍ବାନ କରାଯାଇଛି |

    ଚର୍ଚ୍ଚା NEWS

    Share. Facebook Twitter WhatsApp

    Related Posts

    କୋଟସମଲାଇ ରଘୁନାଥ ନାଟ୍ୟକଲା ପରିଷଦ ଶ୍ରୀରାମଲୀଳା ଉତ୍ସବ :;

    April 11, 2026 ରାଜ୍ୟ

    ଲୀଳା ନାଟକ ମାଧ୍ୟମରେ ଭାଇଚାରା ସୃଷ୍ଟି ହୁଏ :;

    April 11, 2026 ରାଜ୍ୟ

    ସାଲିଆସାହି ଅଶାନ୍ତ : ଭାଇ ବନିଲା ଭାଇର ଶତ୍ରୁ

    April 11, 2026 ଅପରାଧ

    ଛେନା ପୋଡ…

    April 11, 2026 ଆଜିର ଖବର

    ହୋମିଓପଥିକ ପ୍ରାକ୍ଟିସନରସ ଆସୋସିଏସନର ୧୧ତମ ବାର୍ଷିକ ଉତ୍ସବ :;

    April 11, 2026 ରାଜ୍ୟ

    ସିଜିମାଳି ଖଣିଖନନ ପାଇଁ ରାସ୍ତା ନିର୍ମାଣକୁ ନେଇ ରାୟଗଡା ପ୍ରଶାସନ ଓ ଖଣି ପ୍ରଭାବିତ ଙ୍କ ମଧ୍ୟରେ ଉତ୍ତେଜନା :

    April 11, 2026 ଆଜିର ଖବର

    ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କଲେ ସାଂସଦ ଅପରାଜିତା ::

    April 10, 2026 ଆଜିର ଖବର

    ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ରାଜ୍ୟବ୍ୟାପୀ ପାଳନ ହେଉଛି ‘ଓଡ଼ିଆ ପକ୍ଷ’।

    April 10, 2026 ରାଜ୍ୟ

    ଦାୟିତ୍ୱରୁ ଅବସର ଗ୍ରହଣ କଲେ ବହୁ ପ୍ରଶଂସିତ ଶିକ୍ଷକ ସୋମନାଥ ସିଂ :;

    April 10, 2026 ରାଜ୍ୟ

    ରାୟଗଡ଼ା ଜିଲ୍ଲା କାଶୀପୁର ସିଯିମାଳି ଅଞ୍ଚଳରେ ଆଦିବାସୀ ଙ୍କ ଉପରେ ହୋଇଥିବା ଦମନ ଲୀଳା କୁ ବିରୋଧ ::

    April 10, 2026 ଆଜିର ଖବର

    ରାୟଗଡ଼ା ଜିଲ୍ଲା କାଶୀପୁର ସିଯିମାଳି ଅଞ୍ଚଳରେ ଆଦିବାସୀ ଙ୍କ ଉପରେ ହୋଇଥିବା ଦମନ ଲୀଳା କୁ ବିରୋଧ

    April 10, 2026 ଆଜିର ଖବର

    କଟକ ରେଲୱେ ଷ୍ଟେସନ୍‌ରେ ଆରପିଏଫ ଙ୍କ ସଚେତନତା ଓ ସମୟୋଚିତ ପଦକ୍ଷେପ ଫଳରେ ଦୁଇ ଜଣ ଅପ୍ରାପ୍ତବୟସ୍କ ପୁଅଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି।

    April 10, 2026 ରାଜ୍ୟ
    Watch YouTube

    You May Like

    ଭୂଦାନ ସ୍ମୃତି ବିଚାର ଓ ସଦ ଭାବନା ଯାତ୍ରା ନେଇ ପ୍ରସ୍ତୁତି ବୈଠକ ::

    April 11, 2026

    ଗୁଣପୁର ମାଟି ପାଇଁ ଜିବନ ଦେବୁ :;

    April 11, 2026

    ରାଜପଥ କଡ ରେ ବିକ୍ରି ବେଳେ 45 ଗ୍ରାମ ବ୍ରାଉନ ସୁଗାର ସହ ଜଣେ ଗିରଫ ।

    April 11, 2026

    ଯୋଗ ହିଁ ସୁସ୍ଥ ଜୀବନର ମୂଳମନ୍ତ୍ର ::

    April 11, 2026

    କୋଟସମଲାଇ ରଘୁନାଥ ନାଟ୍ୟକଲା ପରିଷଦ ଶ୍ରୀରାମଲୀଳା ଉତ୍ସବ :;

    April 11, 2026

    ଲୀଳା ନାଟକ ମାଧ୍ୟମରେ ଭାଇଚାରା ସୃଷ୍ଟି ହୁଏ :;

    April 11, 2026

    ୪ଟି ବାମପନ୍ଥୀ ଦଳର ରାଜ୍ୟ ନେତୃବୃନ୍ଦ ସିଜିମାଳି ଅଞ୍ଚଳର ପରିସ୍ଥିତି କଲେ ଅନୁଧ୍ୟାନ :;

    April 11, 2026

    ଲୋକକଳା ପାଇଁ ଦିନଟିଏ କଳାକାରମାନଙ୍କୁ ସମ୍ମାନ ପ୍ରଦାନ ::

    April 11, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.