Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Wednesday, April 15
    Facebook X (Twitter) YouTube Instagram
    Trending
    • ଓଡ଼ିଶାରେ ଆସନ ବୃଦ୍ଧି ଯୋଜନା: ୧୧ ଲୋକସଭା ଓ ୭୪ ବିଧାନସଭା ପର୍ଯ୍ୟନ୍ତ ସମ୍ଭାବନା :
    • ସମ୍ବିଧାନ ପ୍ରଣେତା ଡ଼ଃ ବି.ଆର.ଆମ୍ବେଦକରଙ୍କ ଜନ୍ମ ଜୟନ୍ତୀ ପାଳିତ ::
    • ଜାଣନ୍ତୁ ଆଜିର ରାଶିଫଳ :
    • ଜିଲ୍ଲା ଯୋଜନା କମିଟିରେ ଅଧ୍ୟକ୍ଷ ଭାବେ ଯୋଗଦେଲେ ମାନ୍ୟବର ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ::
    • ମାନ୍ୟବର ଗଣଶିକ୍ଷା ମନ୍ତ୍ରୀ ଙ୍କ ଉପସ୍ଥିତିରେ ରାୟଗଡ଼ ବ୍ଳକ ସ୍ତରୀୟ ଓଡ଼ିଆ ନବବର୍ଷ ପାଳିତ :
    • ଓଡ଼ିଆ ନବବର୍ଷ ଅସ୍ମିତା, ପରମ୍ପରା ଓ ନୂଆ ସମ୍ଭାବନାର ଉତ୍ସବ ::
    • କଟକ ରେଳ ଷ୍ଟେସନରେ ଯାତ୍ରୀମାନଙ୍କ ସାମଗ୍ରୀ ଚୋରି ଘଟଣାରେ ଜଡିତ ଅଭିଯୁକ୍ତଙ୍କୁ ଗିରଫ ::
    • କଲ୍ୟାଣସିଂପୁର ବ୍ଲକ ସଦର ମହକୁମା ଠାରେ ଜିଲ୍ଲାପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ  ::
    • ଆଜିର ରାଶିଫଳ
    • ବନ୍ଦନୀୟ ବରପୁତ୍ର କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲାସ୍ତରୀୟ ସାରସ୍ବତ ସମାବେଶ ଆୟୋଜିତ :
    • ସାନ ସାଇନ୍ ସ୍କୁଲର ଦ୍ବିତୀୟ ବାର୍ଷିକ ଉତ୍ସବ ପାଳନ ଯୋଗଦେଲେ ରାୟଗଡା ଏଡିଏମ :
    • ୭୮ ବର୍ଷର ସଂଘର୍ଷ ଆଜିର ଗର୍ବ ଭୁବନେଶ୍ୱର
    • ଭିଜିଲାନ୍ସ ଜାଲରେ ଗୁଡାରୀ ବନାଞ୍ଚଳ ଅଧିକାରୀ, ୨ଲକ୍ଷ ୩୩ ଜବତ ::
    • କଙ୍କା ବୁଢ଼ୀ ବନ୍ଧରେ ନିଆରା ମାଛଧରା ପର୍ବ ::
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ରାଶିଫଳ»ଜାଣନ୍ତୁ ଆଜିର ରାଶିଫଳ :

    ଜାଣନ୍ତୁ ଆଜିର ରାଶିଫଳ :

    By Charcha NewsApril 15, 2026
    Share
    Facebook Twitter Email WhatsApp

    କୌଣସି କାର୍ଯ୍ୟରେ ଅନ୍ୟମାନଙ୍କ କଥାକୁ ସର୍ବୋପରି ନରଖି ନିଜ ଉପରେ ବିଶ୍ବାସ ରଖନ୍ତୁ, ଲାଭ ପାଇବେ। ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରୁଥିବା ବ୍ୟକ୍ତି ସଫଳତା ପାଇବେ। ପ୍ରେମ ସମ୍ବନ୍ଧ ନିବିଡ଼ ହେବ। ‌ଶେଷ କାମରେ ଯିବାକୁ ଥିବାରୁ ମନୋବଳ ବଢ଼ିବ।ବ୍ୟାଙ୍କରେ କାମ କରୁଥିବା ଲୋକ ନିର୍ଦ୍ଧାରିତ ସମୟ ପୂର୍ବରୁ ନିଜର କାମ ପୂରା କରିଦେବେ। ରାଜନୀତିକ ଲୋକଙ୍କ ସହିତ ଲାଭଦାୟକ ସାକ୍ଷାତ ହେବ। ବନ୍ଧୁ ସହିତ ଫୋନରେ କଥା ହୋଇ ସମୟ ବିତାଇବେ।‌

    ମେଷ: ବ୍ୟାଙ୍କରେ କାମ କରୁଥିବା ଲୋକ ନିର୍ଦ୍ଧାରିତ ସମୟ ପୂର୍ବରୁ ନିଜର କାମ ପୂରା କରିଦେବେ। ରାଜନୀତିକ ଲୋକଙ୍କ ସହିତ ଲାଭଦାୟକ ସାକ୍ଷାତ ହେବ। ବନ୍ଧୁ ସହିତ ଫୋନରେ କଥା ହୋଇ ସମୟ ବିତାଇବେ।‌

    ବୃଷ: ପରିବାରରେ ଧାର୍ମିକ କାର୍ଯ୍ୟର ଯୋଜନା ପ୍ରସ୍ତୁତ କରି ପାରନ୍ତି। ଖେଳକୁଦ କ୍ଷେତ୍ରରେ ବିଦ୍ୟାର୍ଥୀ ଭଲ ମଉକା ପାଇବେ। ଦୀର୍ଘ ସମୟ ସୁସ୍ଥ ରହିବା ଲାଗି ଉଚିତ ଖାଦ୍ୟ ଭୋଜନ କରନ୍ତୁ। ‌

    ମିଥୁନ: ବଡ଼ ନିର୍ଣ୍ଣୟ ନେବା ପାଇଁ ଭଲ ଦିନଟିଏ। ପ୍ରତିଟି ଛୋଟ କଥା ଉପରେ ଅଧିକ ନ ଭାବିଲେ ଆପଣଙ୍କ ଜୀବନ ସହଜ ହେବ। ନୂଆ ବ୍ୟବସାୟ ସଉଦା ପାଇଁ ସୁଯୋଗ ପାଇବେ। ଡ଼ାକ୍ତରୀ ଛାତ୍ରୀଙ୍କ ଲାଗି ଦିନଟି ଭଲ। 

    କର୍କଟ: ଦୀର୍ଘ ଦିନରୁ ଲାଗି ରହିଥିବା ଅଶାନ୍ତି ସମାପ୍ତ ହେବ। ଧାରରୁ ମୁକ୍ତି ପାଇବେ, ଆପଣଙ୍କ ଚିନ୍ତା ଖତମ ହେବ। ସାମାଜିକ କାର୍ଯ୍ୟରେ ଯୋଡ଼ି ରହିଥିବା ଲୋକଙ୍କ ଲାଗି ଦିନଟି ଭଲ ରହିବ। 

    ସିଂହ: ଏକାଗ୍ର ମ‌ନରେ କରିଆସୁଥିବା କାମ ଲାଭଦାୟକ ସାବ୍ୟସ୍ତ ହେବ। କମ୍ ରୁ କମ୍ ସମୟ ଭିତରେ କାମ ସାରିବାକୁ ଚେଷ୍ଟା କରନ୍ତୁ। ନୂଆ ହାଉସିଙ୍ଗ ପ୍ରୋଜେକ୍ଟ ଲଞ୍ଚ କରିପାରନ୍ତି।‌

    କନ୍ୟା: ନୂଆ କୌଶଳ ଶିଖିବାକୁ ବିଚାର କରିପାରନ୍ତି। ବେପାରରେ  ଆଶାଠୁ ଅଧିକ ଲାଭ ପାଇବେ। ଘର ଲୋକଙ୍କ ସହିତ ସି‌ନେମା ଦେଖିବାକୁ ଯୋଜନା କରି ପାରନ୍ତି। ଜୀବନସାଥୀ ଠାରୁ ଉପହାର ପାଇବେ। ‌

    ତୁଳା: ଅଫିସରେ କାର୍ଯ୍ୟଭାର ବଢ଼ିପାରେ। ଟଙ୍କାପଇସା ମମଲାରେ ଅଣଦେଖା କରନ୍ତୁ ନାହିଁ। କୌଣସି ପାଖ ଲୋକଙ୍କ ଠାରୁ ଲାଭକାରୀ ପରାମର୍ଶ ପାଇବେ। ଶିକ୍ଷାର୍ଥୀଙ୍କ ଲାଗି ଦିନଟି ସାମାନ୍ୟ ରହିବ। ‌

    ବିଛା: ପ୍ରତିଟି ଅଶାନ୍ତିର ସମାଧାନ ଆଖି ପିଛୁଳାକେ ବାହାରି ଯିବ। ଆପଣଙ୍କ କାମ ସରଳ ଉପାୟରେ ହେବାକୁ ରହିବ। ସମାଜରେ ନାମ ଉଚ୍ଚା ହେବ। ପାଖ ଲୋକଙ୍କ ଠାରୁ ଉପହାର ପାଇବେ। 

    ଧନୁ: ଅଫିସରେ ସହକର୍ମୀଙ୍କ ସହଯୋଗ ପାଇବେ। ଘର ଲୋକଙ୍କ ସହିତ ଭଲ ସମୟ ଅତିବାହିତ କରିବେ। କାର୍ଯ୍ୟରେ ରାଜନୀତିକ ସମ୍ବନ୍ଧରୁ ଫାଇଦା ହେବ। ଡ଼ାକ୍ତରୀ ଛାତ୍ରଛାତ୍ରୀଙ୍କୁ କିଛି ନୂଆ ଶିଖିବାକୁ ମିଳିବ। ‌

    ମକର: କତୃପକ୍ଷ ଆପଣଙ୍କୁ ନୂଆ ପ୍ରୋଜେକ୍ଟରେ କାମ କରିବାକୁ କହିବେ। ବ୍ୟବସାୟ ଭଲ ଚାଲିବ। ଶତ୍ରୁଙ୍କୁ ପରାସ୍ତ କରିବେ। ଡ଼ିପ୍ଲମା ପାଇଁ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀ ଅଧିକ ପରିଶ୍ରମ କରନ୍ତୁ। 

    କୁମ୍ଭ: ବ୍ୟବସାୟରେ ଭଲ ଲାଭ ହେବ। କୌଣସି ଜରୁରୀ ଅଧିବେଶନରେ ସାମିଲ ହେବେ। ଅସହାୟଙ୍କୁ ସାହାଯ୍ୟ କରି ଖୁସି ଅନୁଭବ କରିବେ। ପାରିବାରିକ ଜୀବନ ସୁଖକର ହେବ। 

    ମୀନ: ଅଧିକତର ସମୟ ଧାର୍ମିକ ଓ ଆଧ୍ୟାତ୍ମିକ ଗତିବିଧିରେ ବ୍ୟସ୍ତ ରହିବେ। ବେପାରରେ ଆଗକୁ ବଢ଼ିବା ପାଇଁ କିଛି ଏଭଳି ଯୋଜନା ପ୍ରସ୍ତୁତ କରିବେ ଯାହାଦ୍ବାରା ଲାଭ ହି ଲାଭ ହେବ। ଛାତ୍ର କୌଣସି ବିଷୟ ଶାନ୍ତିରେ ବିଚାର କରିବେ । 

    ଚର୍ଚ୍ଚା news

    Share. Facebook Twitter WhatsApp

    Related Posts

    ଆଜିର ରାଶିଫଳ

    April 14, 2026 ରାଶିଫଳ

    ଜାଣନ୍ତୁ ଆଜିର ରାଶିଫଳ ::

    April 13, 2026 ରାଶିଫଳ

    ଜାଣନ୍ତୁ ଆଜିର ରାଶିଫଳ :;

    April 11, 2026 ରାଶିଫଳ

    ଜାଣନ୍ତୁ ଏ ସପ୍ତାହର ରାଶିଫଳ :;

    April 10, 2026 ରାଜ୍ୟ

    ଜାଣନ୍ତୁ ଆଜିର ରାଶିଫଳ :;

    April 9, 2026 ରାଶିଫଳ

    ଆଜିର ରାଶିଫଳ ::

    April 8, 2026 ଆଜିର ଖବର

    ଆଜିର ରାଶିଫଳ ::

    April 6, 2026 ଆଜିର ଖବର

    ଆଜିର ରାଶିଫଳ : ଆସନ୍ତୁ ଜାଣିବା କେମିତି କାଟିବ ଆଜି ଆପଣମାନଙ୍କ ଦିନ :

    April 5, 2026 ଆଜିର ଖବର
    Watch YouTube

    You May Like

    ଓଡ଼ିଶାରେ ଆସନ ବୃଦ୍ଧି ଯୋଜନା: ୧୧ ଲୋକସଭା ଓ ୭୪ ବିଧାନସଭା ପର୍ଯ୍ୟନ୍ତ ସମ୍ଭାବନା :

    April 15, 2026

    ସମ୍ବିଧାନ ପ୍ରଣେତା ଡ଼ଃ ବି.ଆର.ଆମ୍ବେଦକରଙ୍କ ଜନ୍ମ ଜୟନ୍ତୀ ପାଳିତ ::

    April 15, 2026

    ଜାଣନ୍ତୁ ଆଜିର ରାଶିଫଳ :

    April 15, 2026

    ଜିଲ୍ଲା ଯୋଜନା କମିଟିରେ ଅଧ୍ୟକ୍ଷ ଭାବେ ଯୋଗଦେଲେ ମାନ୍ୟବର ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ::

    April 15, 2026

    ମାନ୍ୟବର ଗଣଶିକ୍ଷା ମନ୍ତ୍ରୀ ଙ୍କ ଉପସ୍ଥିତିରେ ରାୟଗଡ଼ ବ୍ଳକ ସ୍ତରୀୟ ଓଡ଼ିଆ ନବବର୍ଷ ପାଳିତ :

    April 15, 2026

    ଓଡ଼ିଆ ନବବର୍ଷ ଅସ୍ମିତା, ପରମ୍ପରା ଓ ନୂଆ ସମ୍ଭାବନାର ଉତ୍ସବ ::

    April 14, 2026

    କଟକ ରେଳ ଷ୍ଟେସନରେ ଯାତ୍ରୀମାନଙ୍କ ସାମଗ୍ରୀ ଚୋରି ଘଟଣାରେ ଜଡିତ ଅଭିଯୁକ୍ତଙ୍କୁ ଗିରଫ ::

    April 14, 2026

    କଲ୍ୟାଣସିଂପୁର ବ୍ଲକ ସଦର ମହକୁମା ଠାରେ ଜିଲ୍ଲାପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ  ::

    April 14, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.