Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Saturday, May 2
    Facebook X (Twitter) YouTube Instagram
    Trending
    • ଆଜି ପ୍ରକାଶ ପାଇବ ଦଶମ ଶ୍ରେଣୀ ପରୀକ୍ଷା ଫଳ , ପିଲାମାନେ ଚାପମୁକ୍ତ ହେବା ପାଇଁ ସ୍ପେଶାଲ ଟିପ୍ସ
    • ଜାଣନ୍ତୁ ଆଜିର ରାଶିଫଳ ::
    • ରାୟଗଡ଼ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ
    • ବାଇକକୁ ସାଇଡ ଦେବାକୁ ଯାଇ ଘରେ ପଶିଲା କାର, ଦୁଇ ବୃଦ୍ଧ ଅଳ୍ପକେ ବର୍ତ୍ତିଲେ
    • ଓଡ଼ିଶାର କ୍ରିକେଟ୍ ମଣ୍ଡଳୀରେ ଶୋକର ଛାୟା
    • ବଜ୍ରପାତ ନେଲା ୧୨ଟି ଗୋରୁଙ୍କ ଜୀବନ
    • ବନ୍ୟଜନ୍ତୁ ଅପରାଧ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି
    • ପ୍ରଭୁ ତ୍ରିନାଥ ଦେବଙ୍କ ବାର୍ଷିକ ଯାତ୍ରା ମହୋତ୍ସଭ୍ ଉଦଯାପିତ
    • ନୃସିଂହଚତୁର୍ଦଶ ମେଳା ଅନୁଷ୍ଠିତ
    • ପଞ୍ଚାୟତ ନିର୍ବାଚନରେ ମେଣ୍ଟ ହେବନି , ଏକାକୀ ଲଢ଼ିବ କଂଗ୍ରେସ : ଭକ୍ତ ଦାସ
    • ଆସନ୍ତା କିଛି ଦିନରେ ପାଗରେ ଦେଖାଯିବ ବଡ଼ ପରିବର୍ତ୍ତନ: ବର୍ଷା ସହିତ ଝଡ଼ ଓ ତୀବ୍ର ପବନର ସମ୍ଭାବନା
    • ଖୁବଶୀଘ୍ର ହେବ ନିଗମ ବୋର୍ଡ଼ ଘୋଷଣା, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସୂଚନା
    • ପଶ୍ଚିମବଙ୍ଗରେ ଶେଷ ପର୍ଯ୍ୟାୟ ଭୋଟ୍ କାଲି: ୧୪୨ ଆସନରେ ମତଦାନ,
    • ବ୍ୟାଙ୍କ କହିଲା ଲୋକ ଆସିଲେ ଟଙ୍କା ମିଳିବ
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ରାଶିଫଳ»ଜାଣନ୍ତୁ ଆଜିର ରାଶିଫଳ…

    ଜାଣନ୍ତୁ ଆଜିର ରାଶିଫଳ…

    By Charcha NewsApril 25, 2026
    Share
    Facebook Twitter Email WhatsApp

    BY-SUBHASMITA-DT-25.4.2026

    ୨୫ ଏପ୍ରିଲ ୨୦୨୬, ‌ଶନିବାର। ତିଥି: ବୈଶାଖ ଶୁକ୍ଳ ନବମୀ। ନକ୍ଷତ୍ର: ଅଶ୍ଳେଷା। ଚନ୍ଦ୍ର: କର୍କଟ। ସୀତାନବମୀ। ସୂର୍ଯ୍ୟୋଦୟ: ୫ଟା୨୫, ସୂର୍ଯ୍ୟାସ୍ତ: ୬ଟା୪। ଘାତଚନ୍ଦ୍ର: ନାହିଁ। ଘାତବାର: ବୃଷ, ସିଂହ ଓ କନ୍ୟା। ଶୁଭବେଳା: ଦିବା ୧୦ଟା୯ରୁ ୧ଟା, ରାତ୍ରି ୮ଟା୨୦ରୁ ୧୦ଟା୩୬, ରାତ୍ରି ୧୨ଟା୭ରୁ ୧ଟା୩୭, ରାତ୍ରି ୨ଟା୨୩ରୁ ୩ଟା୫୪ ପର୍ଯ୍ୟନ୍ତ

    ମେଷ: ଆପଣଙ୍କ ସମ୍ମୁଖକୁ ଭଲ ଅବସର ଆସିବ। ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କୁ ଲାଭ ହେବ। କୌଣସି ପ୍ରୋଜେକ୍ଟ ଲାଗି ନୂଆ ଯୋଜନା କରିବେ। ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ। 

    ବୃଷ: କୌଣସି ଜରୁରୀ କାମ ସଂପୂର୍ଣ୍ଣ କରିବାରେ ସଫଳ ରହିବେ। ଜୀବନସାଥୀ ସହ ସମ୍ବନ୍ଧ ଭଲ ରହିବ। ନିଜ ମାନ ମର‌୍ୟ୍ୟାଦାର ଧ୍ୟାନ ରଖନ୍ତୁ। କାରବାରରେ ସ୍ଥିରତା ବଜାୟ ରହିବ। ‌‌

    ମିଥୁନ: ଧୈର୍ଯ୍ୟଧରି କାମ କରିବେ। ଅଚାନକ ଧନଲାଭ ହୋଇପାରେ। କୌଣସି ଭଲ ଖବର ଶୁଣିବେ। ବନ୍ଧୁ ସହ ବାହାରକୁ ବୁଲି ଯିବାର ଯୋଜନା କରିବେ। ଛାତ୍ର ଭବିଷ୍ୟତ ଲାଗି ଯୋଜନା ପ୍ରସ୍ତୁତ କରି ପଢ଼ନ୍ତୁ। 

    କର୍କଟ: ଜୀବନକୁ ସୁନ୍ଦର କରିବା ଲାଗି କିଛି ନୂଆ ଓ ରଚନାତ୍ମକ କରିବେ। ସକାରାତ୍ମକ ଭାବନା ଆପଣଙ୍କୁ ସଫଳତା ଆଣିଦେବାର ସହାୟକ ହେବ।  ଜୀବନସାଥୀ ସହ ସମ୍ବନ୍ଧରେ ମଧୁରତା ବଢ଼ିବ। ‌

    ସିଂହ: ଆପଣଙ୍କର ସବୁ କଷ୍ଟ ନିବାରଣ ହେବ। ବ୍ୟାଙ୍କରେ ଋଣ ସମ୍ବନ୍ଧୀୟ କୌଣସି କାମ ସଂପୂର୍ଣ୍ଣ ହୋଇଯିବ। ବିବାହିତ ନିଜର ସାଥୀ ସହ ଭଲ ସମୟ ଅତିବାହିତ କରିବେ। ‌ 

    କନ୍ୟା: ଘରେ କୌଣସି ମାମଲାକୁ ନେଇ ବିବାଦ ହୋଇପାରେ। ସମାଜରେ ମାନ ସମ୍ମାନ ବଜାୟ ରଖିବା ଲାଗି ଆପଣଙ୍କୁ ଚେଷ୍ଟା କରିବାକୁ ହେବ। ଲେଖକ ଓ ସାହିତ୍ୟିକଙ୍କ ଲାଗି ଭଲ ଦିନଟିଏ। ‌ 

    ତୁଳା: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ସମାଜରେ ପ୍ରସିଦ୍ଧି ବଢ଼ିବ। ବ୍ୟବସାୟୀ ଅନ୍ୟମାନଙ୍କୁ ନିଜ ମତରେ ସହମତ କରାଇନେବେ। ପାରିବାରିକ ଜୀବନ ସୁଖକର ହେବ |

    ବିଛା: ଜୀବନରେ କୌଣସି ନୂଆ ଖୁସିର ସଂକେତ ମିଳିପାରେ। ଇଂଜିନିୟରଙ୍କୁ ଜଲଦି ଲାଭ ମିଳିବ। ଅଧ୍ୟାପକଙ୍କ ଲାଗି ଦିନଟି ଭଲ। ଜୀବନସାଥୀ ସହ ନାଟକ ଦେଖିବାର ଯୋଜନା କରିବେ। 

    ଧନୁ: ଅଫିସରେ କୌଣସି କାମରେ ବାଧା ଆସିପାରେ। ଭାଗୀଦାରରେ କରୁଥିବା କାମର ଆପଣଙ୍କୁ ଲାଭ ମିଳିବ। ଆପଣଙ୍କର କୌଣସି ବିଶେଷତା ଲୋକମାନଙ୍କ ସମ୍ମୁଖକୁ ଆସିବ। ପ୍ରେମ ସମ୍ବନ୍ଧ ନିବିଡ଼ ହେବ। 

    ମକର: ଆପଣଙ୍କୁ ଚେଷ୍ଟାରେ ସକାରାତ୍ମକ ଫଳ ମିଳିବ। ବ୍ୟବସାୟ କାମରେ ଦୂରସ୍ଥାନକୁ ଯିବେ। ପ୍ରେମୀଯୁଗଳ ଜଣେ ଅନ୍ୟଜଣଙ୍କ ସହ ସମୟ ଅତିବାହିତ କରିବେ। ବିଜ୍ଞାନ ଛାତ୍ରଙ୍କ ଲାଗି ଦିନଟି ଭଲ। ‌ 

    କୁମ୍ଭ: ଆପଣଙ୍କର ବିଶେଷ କାମ ପ୍ରଥମେ ସଂପୁର୍ଣ୍ଣ କରିବାକୁ ଚେଷ୍ଟା କରିବେ। ବିରୋଧୀ ଆପଣଙ୍କ ଠାରୁ ଦୂରତ୍ବ ବନାଇ ରହିବେ। ଜୀବନସାଥୀ ଆପଣଙ୍କ ଭାବନାକୁ ବୁଝିବାକୁ ଚେଷ୍ଟା କରିବେ। 

    ମୀନ: ଆପଣ କୌଣସି ଜରୁରୀ କାମରେ ସଫଳତା ପାଇପାରିବେ। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। ଅନ୍ତରଙ୍ଗ ବନ୍ଧୁ ସହ ସିନେମା ଦେଖିବାର ଯୋଜନା କରିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ‌

    ଚର୍ଚ୍ଚା news

    Share. Facebook Twitter WhatsApp

    Related Posts

    ଜାଣନ୍ତୁ ଆଜିର ରାଶିଫଳ ::

    May 2, 2026 ରାଶିଫଳ

    ଆଜିର ରାଶିଫଳ :

    April 28, 2026 ରାଶିଫଳ

    ଆଜିର ରାଶିଫଳ

    April 27, 2026 ରାଶିଫଳ

    ଜାଣନ୍ତୁ ଏ ସପ୍ତାହର ରାଶିଫଳ :

    April 26, 2026 ରାଶିଫଳ

    ଆଜିର ରାଶିଫଳ

    April 23, 2026 ରାଶିଫଳ

    ଆଜିର ରାଶିଫଳ

    April 22, 2026 ରାଶିଫଳ

    ଆଜିର ରାଶିଫଳ ::

    April 19, 2026 ରାଶିଫଳ

    ଆଜିର ରାଶିଫଳ ::

    April 18, 2026 ରାଶିଫଳ

    ଆଜିର ରାଶିଫଳ ::

    April 17, 2026 ରାଶିଫଳ

    ଆଜିର ରାଶିଫଳ :

    April 16, 2026 ରାଶିଫଳ

    ଜାଣନ୍ତୁ ଆଜିର ରାଶିଫଳ :

    April 15, 2026 ରାଶିଫଳ

    ଆଜିର ରାଶିଫଳ

    April 14, 2026 ରାଶିଫଳ
    Watch YouTube

    You May Like

    ଆଜି ପ୍ରକାଶ ପାଇବ ଦଶମ ଶ୍ରେଣୀ ପରୀକ୍ଷା ଫଳ , ପିଲାମାନେ ଚାପମୁକ୍ତ ହେବା ପାଇଁ ସ୍ପେଶାଲ ଟିପ୍ସ

    May 2, 2026

    ଜାଣନ୍ତୁ ଆଜିର ରାଶିଫଳ ::

    May 2, 2026

    ରାୟଗଡ଼ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ

    May 1, 2026

    ବାଇକକୁ ସାଇଡ ଦେବାକୁ ଯାଇ ଘରେ ପଶିଲା କାର, ଦୁଇ ବୃଦ୍ଧ ଅଳ୍ପକେ ବର୍ତ୍ତିଲେ

    May 1, 2026

    ଓଡ଼ିଶାର କ୍ରିକେଟ୍ ମଣ୍ଡଳୀରେ ଶୋକର ଛାୟା

    May 1, 2026

    ବଜ୍ରପାତ ନେଲା ୧୨ଟି ଗୋରୁଙ୍କ ଜୀବନ

    May 1, 2026

    ବନ୍ୟଜନ୍ତୁ ଅପରାଧ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି

    May 1, 2026

    ପ୍ରଭୁ ତ୍ରିନାଥ ଦେବଙ୍କ ବାର୍ଷିକ ଯାତ୍ରା ମହୋତ୍ସଭ୍ ଉଦଯାପିତ

    April 30, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.