Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Wednesday, April 15
    Facebook X (Twitter) YouTube Instagram
    Trending
    • ଓଡ଼ିଶାରେ ଆସନ ବୃଦ୍ଧି ଯୋଜନା: ୧୧ ଲୋକସଭା ଓ ୭୪ ବିଧାନସଭା ପର୍ଯ୍ୟନ୍ତ ସମ୍ଭାବନା :
    • ସମ୍ବିଧାନ ପ୍ରଣେତା ଡ଼ଃ ବି.ଆର.ଆମ୍ବେଦକରଙ୍କ ଜନ୍ମ ଜୟନ୍ତୀ ପାଳିତ ::
    • ଜାଣନ୍ତୁ ଆଜିର ରାଶିଫଳ :
    • ଜିଲ୍ଲା ଯୋଜନା କମିଟିରେ ଅଧ୍ୟକ୍ଷ ଭାବେ ଯୋଗଦେଲେ ମାନ୍ୟବର ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ::
    • ମାନ୍ୟବର ଗଣଶିକ୍ଷା ମନ୍ତ୍ରୀ ଙ୍କ ଉପସ୍ଥିତିରେ ରାୟଗଡ଼ ବ୍ଳକ ସ୍ତରୀୟ ଓଡ଼ିଆ ନବବର୍ଷ ପାଳିତ :
    • ଓଡ଼ିଆ ନବବର୍ଷ ଅସ୍ମିତା, ପରମ୍ପରା ଓ ନୂଆ ସମ୍ଭାବନାର ଉତ୍ସବ ::
    • କଟକ ରେଳ ଷ୍ଟେସନରେ ଯାତ୍ରୀମାନଙ୍କ ସାମଗ୍ରୀ ଚୋରି ଘଟଣାରେ ଜଡିତ ଅଭିଯୁକ୍ତଙ୍କୁ ଗିରଫ ::
    • କଲ୍ୟାଣସିଂପୁର ବ୍ଲକ ସଦର ମହକୁମା ଠାରେ ଜିଲ୍ଲାପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ  ::
    • ଆଜିର ରାଶିଫଳ
    • ବନ୍ଦନୀୟ ବରପୁତ୍ର କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲାସ୍ତରୀୟ ସାରସ୍ବତ ସମାବେଶ ଆୟୋଜିତ :
    • ସାନ ସାଇନ୍ ସ୍କୁଲର ଦ୍ବିତୀୟ ବାର୍ଷିକ ଉତ୍ସବ ପାଳନ ଯୋଗଦେଲେ ରାୟଗଡା ଏଡିଏମ :
    • ୭୮ ବର୍ଷର ସଂଘର୍ଷ ଆଜିର ଗର୍ବ ଭୁବନେଶ୍ୱର
    • ଭିଜିଲାନ୍ସ ଜାଲରେ ଗୁଡାରୀ ବନାଞ୍ଚଳ ଅଧିକାରୀ, ୨ଲକ୍ଷ ୩୩ ଜବତ ::
    • କଙ୍କା ବୁଢ଼ୀ ବନ୍ଧରେ ନିଆରା ମାଛଧରା ପର୍ବ ::
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ରାଜ୍ୟ»ଜିଲ୍ଲା ଯୋଜନା କମିଟିରେ ଅଧ୍ୟକ୍ଷ ଭାବେ ଯୋଗଦେଲେ ମାନ୍ୟବର ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ::

    ଜିଲ୍ଲା ଯୋଜନା କମିଟିରେ ଅଧ୍ୟକ୍ଷ ଭାବେ ଯୋଗଦେଲେ ମାନ୍ୟବର ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ::

    By Charcha NewsApril 15, 2026
    Share
    Facebook Twitter Email WhatsApp

    BY-ରବିନ୍ଦ୍ର ନାଥ ମହାପାତ୍ର

    ରାୟଗଡ଼::ରାୟଗଡ଼ ଜିଲ୍ଲାର ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ ଆଜି ମାନ୍ୟବର ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଦାୟିତ୍ୱ ଗ୍ରହଣ କରିଛନ୍ତି l ସ୍ଥାନୀୟ ଜିଲ୍ଲାପାଳଙ୍କ ନୂତନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସଭାରେ ଅନୁଷ୍ଠାନିକ ଭାବେ ଅଧ୍ୟକ୍ଷ ଭାବେ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ ଦାୟିତ୍ୱ ଗ୍ରହଣ କରିଛନ୍ତି l ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତରେ ଜିଲ୍ଲା ପ୍ରଶାସନର ସମସ୍ତ ଅଧିକାରୀଙ୍କ ଉପସ୍ଥିତରେ ବିପୁଳ ସମ୍ବର୍ଦ୍ଧନା ଦିଆଯାଇଥିଲା l ମାନ୍ୟବର ମନ୍ତ୍ରୀ ଶ୍ରୀ ଗୋଣ୍ଡ ସଭାକୁ ସମ୍ବୋଧିତ କରି କହିଥିଲେ ଯେ, ଜିଲ୍ଲାର ସମସ୍ତ ମୁଖ୍ୟ ଉନ୍ନୟନ କାର୍ଯ୍ୟ ଗୁଣାତ୍ମକ ଭାବେ ସମ୍ପନ୍ନ କରିବାକୁ ସମସ୍ତ ବିଭାଗ ସମନ୍ୱୟ ରଖି କାମ କରିବା ଆବଶ୍ୟକ । ସେ କୃଷି, ପାଣିପାନିୟ, ସ୍ୱାସ୍ଥ୍ୟ, ଶିକ୍ଷା, ଗ୍ରାମୀଣ ସଡ଼କ ଓ ଜୀବିକା ମୂଳକ ପରିଯୋଜନା ଉପରେ ବିଶେଷ ଗୁରୁତ୍ୱ ଦେବାକୁ ଉପଦେଶ ଦେଇଥିଲେ । ସରକାରଙ୍କ ଯୋଜନାମାନଙ୍କ ଲାଭ ସଠିକ ଭାବେ ଜନସାଧାରଣଙ୍କୁ ପହଞ୍ଚିବା ପାଇଁ ତୃଣମୂଲ ସ୍ତରରେ କାର୍ଯ୍ୟକଳାପକୁ ସୁଦୃଢ କରିବା ଆବଶ୍ୟକ । ଅନୁଷ୍ଠିତ ପ୍ରକଳ୍ପମାନଙ୍କର ନିୟମିତ ସମୀକ୍ଷା କରି ସମସ୍ୟାମାନଙ୍କୁ ଶୀଘ୍ର ସମାଧାନ କରିବାକୁ ସେ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ । ନୂତନ ପ୍ରକଳ୍ପ କିମ୍ବା ଅସମ୍ପୂର୍ଣ କାର୍ଯ୍ୟ ସମ୍ପୂର୍ଣ କରିବା ଵିମନ୍ତେ ଡିପିଆର ପ୍ରସ୍ତୁତ କରିବାକୁ ଜିଲ୍ଲା ଅଧଜାରୀ ମାନଙ୍କୁ ପରାମର୍ଶ ଦେଇଥିଲେ l ଏହି ବୈଠକରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ବିଦ୍ୟlଧର ଶବର ଓ ଉପାଧ୍ୟକ୍ଷା ଶ୍ରୀମତୀ ମଞ୍ଜୁଳା ମିଣିଆକଙ୍କୁ ମଧ୍ୟ ଜିଲ୍ଲା ପ୍ରଶାସନ ତରଫରୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା l ସଭାରେ ଜିଲ୍ଲାପାଳ ଶ୍ରୀ ଅଶୁତୋଶ କୁଲକର୍ଣ୍ଣି, ଅତିରିକ୍ତ ଜିଲ୍ଲାପାଳ ସାଧାରଣ ଶ୍ରୀ ନବୀନ ଚନ୍ଦ୍ର ନାୟକ , ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ଶ୍ରୀ ନିହାର ରଞ୍ଜନ କହଁର,  ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ,ଉପଜିଲ୍ଲାପାଳ ଗୁଣପୁର ଦୁଧlଳ ଅଭିଷେକ ଦିଲ୍ଲୀପ,ଉପଜିଲ୍ଲାପାଳ ରାୟଗଡ ଶ୍ରୀ ରମେଶ କୁମାର ଜେନା , ବିଭିନ୍ନ ବ୍ଲକର ବିଡିଓ, ତହସିଲଦାର, ଜିଲ୍ଲାସ୍ତରୀୟ ଅଧିକାରୀ । ଜିଲ୍ଲାପାଳ ସମସ୍ତ ବିଭାଗକୁ ସମୟମଧ୍ୟରେ ଲକ୍ଷ୍ୟ ପୂରଣ କରିବାକୁ ଅନୁରୋଧ କରିଥିଲେ । ସଭାରେ ବିଭିନ୍ନ ବିଭାଗ ପକ୍ଷରୁ ଚାଲୁଥିବା ଉନ୍ନୟନ କାର୍ଯ୍ୟର ଅବସ୍ଥା  ଓ ଆଗାମୀ ପରିକଳ୍ପନା ସମ୍ପର୍କରେ ଆଲୋଚନା ହୋଇଥିଲା। ସଭା ଶେଷରେ ଜିଲ୍ଲାର ସମଗ୍ର ଉନ୍ନୟନ ପାଇଁ ସମନ୍ୱିତ ପ୍ରୟାସ ଜାରି ରଖିବାକୁ ସମସ୍ତଙ୍କୁ ଅନୁରୋଧ କରିଥିଲେ ।

    ଚର୍ଚ୍ଚା news

    Share. Facebook Twitter WhatsApp

    Related Posts

    ଓଡ଼ିଶାରେ ଆସନ ବୃଦ୍ଧି ଯୋଜନା: ୧୧ ଲୋକସଭା ଓ ୭୪ ବିଧାନସଭା ପର୍ଯ୍ୟନ୍ତ ସମ୍ଭାବନା :

    April 15, 2026 ଆଜିର ଖବର

    ସମ୍ବିଧାନ ପ୍ରଣେତା ଡ଼ଃ ବି.ଆର.ଆମ୍ବେଦକରଙ୍କ ଜନ୍ମ ଜୟନ୍ତୀ ପାଳିତ ::

    April 15, 2026 ରାଜ୍ୟ

    ମାନ୍ୟବର ଗଣଶିକ୍ଷା ମନ୍ତ୍ରୀ ଙ୍କ ଉପସ୍ଥିତିରେ ରାୟଗଡ଼ ବ୍ଳକ ସ୍ତରୀୟ ଓଡ଼ିଆ ନବବର୍ଷ ପାଳିତ :

    April 15, 2026 ରାଜ୍ୟ

    କଟକ ରେଳ ଷ୍ଟେସନରେ ଯାତ୍ରୀମାନଙ୍କ ସାମଗ୍ରୀ ଚୋରି ଘଟଣାରେ ଜଡିତ ଅଭିଯୁକ୍ତଙ୍କୁ ଗିରଫ ::

    April 14, 2026 ରାଜ୍ୟ

    ସାନ ସାଇନ୍ ସ୍କୁଲର ଦ୍ବିତୀୟ ବାର୍ଷିକ ଉତ୍ସବ ପାଳନ ଯୋଗଦେଲେ ରାୟଗଡା ଏଡିଏମ :

    April 13, 2026 ରାଜ୍ୟ

    ୭୮ ବର୍ଷର ସଂଘର୍ଷ ଆଜିର ଗର୍ବ ଭୁବନେଶ୍ୱର

    April 13, 2026 ଆଜିର ଖବର

    କଙ୍କା ବୁଢ଼ୀ ବନ୍ଧରେ ନିଆରା ମାଛଧରା ପର୍ବ ::

    April 13, 2026 ରାଜ୍ୟ

    ବଂଶଧାରl ନଦୀ ଅବବାହିକରେ ଜଳସଂକଳ୍ପ ଯାତ୍ରା ::

    April 13, 2026 ରାଜ୍ୟ

    ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାର ଉଦଘାଟନ ::

    April 13, 2026 ରାଜ୍ୟ

    ଓଡ଼ିଆ ପକ୍ଷ ଅବସରରେ ଅମୃତପିଢି ସାରସ୍ଵତ ସମାରୋହ ଓ ବନ୍ଦନୀୟ ବରପୁତ୍ର ଦିବସ ପାଳିତ :

    April 13, 2026 ରାଜ୍ୟ

    ଗୁଣପୁର ମାଟି ପାଇଁ ଜିବନ ଦେବୁ :;

    April 11, 2026 ରାଜ୍ୟ

    କୋଟସମଲାଇ ରଘୁନାଥ ନାଟ୍ୟକଲା ପରିଷଦ ଶ୍ରୀରାମଲୀଳା ଉତ୍ସବ :;

    April 11, 2026 ରାଜ୍ୟ
    Watch YouTube

    You May Like

    ଓଡ଼ିଶାରେ ଆସନ ବୃଦ୍ଧି ଯୋଜନା: ୧୧ ଲୋକସଭା ଓ ୭୪ ବିଧାନସଭା ପର୍ଯ୍ୟନ୍ତ ସମ୍ଭାବନା :

    April 15, 2026

    ସମ୍ବିଧାନ ପ୍ରଣେତା ଡ଼ଃ ବି.ଆର.ଆମ୍ବେଦକରଙ୍କ ଜନ୍ମ ଜୟନ୍ତୀ ପାଳିତ ::

    April 15, 2026

    ଜାଣନ୍ତୁ ଆଜିର ରାଶିଫଳ :

    April 15, 2026

    ଜିଲ୍ଲା ଯୋଜନା କମିଟିରେ ଅଧ୍ୟକ୍ଷ ଭାବେ ଯୋଗଦେଲେ ମାନ୍ୟବର ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ::

    April 15, 2026

    ମାନ୍ୟବର ଗଣଶିକ୍ଷା ମନ୍ତ୍ରୀ ଙ୍କ ଉପସ୍ଥିତିରେ ରାୟଗଡ଼ ବ୍ଳକ ସ୍ତରୀୟ ଓଡ଼ିଆ ନବବର୍ଷ ପାଳିତ :

    April 15, 2026

    ଓଡ଼ିଆ ନବବର୍ଷ ଅସ୍ମିତା, ପରମ୍ପରା ଓ ନୂଆ ସମ୍ଭାବନାର ଉତ୍ସବ ::

    April 14, 2026

    କଟକ ରେଳ ଷ୍ଟେସନରେ ଯାତ୍ରୀମାନଙ୍କ ସାମଗ୍ରୀ ଚୋରି ଘଟଣାରେ ଜଡିତ ଅଭିଯୁକ୍ତଙ୍କୁ ଗିରଫ ::

    April 14, 2026

    କଲ୍ୟାଣସିଂପୁର ବ୍ଲକ ସଦର ମହକୁମା ଠାରେ ଜିଲ୍ଲାପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ  ::

    April 14, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.