Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Wednesday, May 6
    Facebook X (Twitter) YouTube Instagram
    Trending
    • ଭାରତୀୟ ଜାହାଜକୁ  ଆରବ ସାଗରରୁ ଉଦ୍ଧାର କଲା ପାକିସ୍ତାନ ନୌସେନା
    • ବ୍ୟାଙ୍କ ଋଣ ନ ଶୁଝିଲେ ଜବତ ହେବ ଘର ଜମି!
    • ଭୁବନେଶ୍ବର ଲକ୍ଷ୍ମୀସାଗର ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଦୁଇ ମୃତ
    • ସୁଧୀର ପାତ୍ର ହତ୍ୟା ମାମଲା : ମୁହଁ ଖୋଲିଲେ ସୁଧୀର ପାତ୍ରଙ୍କ ପତ୍ନୀ
    • ବାରିପଦାରେ ନିର୍ମମ ଦୁର୍ଘଟଣା: ବସ୍‌ଷ୍ଟାଣ୍ଡ ଭିତରେ ଦୌଡ଼ିଲା ବସ୍, ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ
    • ଉଦଳା ଡାକ୍ତରଖାନାରେ ଅନ୍ଧାର: ରୋଗୀ ସୁରକ୍ଷା ନେଇ ଗୁରୁତର ପ୍ରଶ୍ନ :
    • କୁକୁଡ଼ା ଦୋକାନରେ ୧୨ ଫୁଟିଆ ଅହିରାଜ, ବନବିଭାଗର ସଫଳ ଉଦ୍ଧାର :
    • Anuvadini AI Partners with MathZoro to Bring Gamified Mathematics Education for Every Indian School Student
    • ଆସାନସୋଲ ଶିଳ୍ପାଞ୍ଚଳ ସହର ରେ ବହୁ ତୃଣମୂଳ କଂଗ୍ରେସ ଦଳର କାର୍ଯ୍ୟାଳୟରେ ବିଜେପି ଦଳ କର୍ମୀ ଅଗ୍ନିକାଣ୍ଡ ଲଗାଇଲେ ଓ ଭଙ୍ଗାରୁଜା କରିଛନ୍ତି :
    • ଆଜିର ରାଶିଫଳ
    • ମାଟ୍ରିକ ପରୀକ୍ଷାରେ ଏ୧ରେ ଉତୀର୍ଣ୍ଣ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ରାୟଗଡ଼ା ଜିଲ୍ଳାପାଳ
    • କେନ୍ଦ୍ରୀୟ ସହ-ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଲା ବିଜେପି ସଂସଦୀୟ ବୋର୍ଡ
    • ପଶ୍ଚିମ ବଙ୍ଗ ଲୋକଙ୍କୁ ଧନ୍ୟବାଦ ଜଣାଇଲେ ମୁକେଶ ମହାଲିଙ୍ଗ
    • ମେ ୯ରେ ଶପଥଗ୍ରହଣ : ସୂଚନା ଦେଲେ ରାଜ୍ୟ ବିଜେପି ସଭାପତି
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ରାଜ୍ୟ»ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ  

    ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ  

    By Charcha NewsMay 4, 2026
    Share
    Facebook Twitter Email WhatsApp

    BY–ରବିନ୍ଦ୍ର ନାଥ ମହାପାତ୍ର

    ରାୟଗଡ ତା: ୦୪.୦୫.୨୦୨୬

    ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାସଦର ମହକୁମାସ୍ଥିତ ଜିଲ୍ଲା ପରିଷଦ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ରାୟଗଡ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣି ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ୱାତି ଏସ କୁମାର, ବିଭାଗୀୟ ବନ ଅଧିକାରୀ ଶ୍ରୀ ସଚିନ ଆନ୍ନାସାହେବ ଓହଲ, ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ , ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ପ୍ରଶାନ୍ତ ମିଶ୍ର, ଉପଜିଲ୍ଲାପାଳ ଶ୍ରୀ ରମେଶ କୁମାର ଜେନା, ପ୍ରକଳ୍ପ ପ୍ରଶାସକ ତଥା ସମନ୍ବିତ ଆଦିବାସୀ ଉନ୍ନୟନ ଅଧିକାରୀ ଶ୍ରୀ ଚନ୍ଦ୍ରକାନ୍ତ ମାଝୀ ଓ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ

    ଆଜି ମୋଟ ୪୧ଟି ଅଭିଯୋଗ ଜିଲ୍ଲାପାଳଙ୍କ ପାଖକୁ ଆସିଥିଲା । ସେଥି ମଧ୍ୟରୁ ୩୧ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୦୬ଗୋଟି ଗ୍ରାମବାସୀ ମାନଙ୍କର ସାମୂହିକ ଅଭିଯୋଗ ପଞ୍ଜିକରଣ ହୋଇଥିଲା। ଜିଲ୍ଲାପାଳ ଆଜି ମୋଟ ୪ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୪୦,୦୦୦ ଟଙ୍କାର ଆର୍ଥିକ ସାହାଯ୍ୟ ପ୍ରଦାନ କରିଥିଲେ ଏବଂ ୬ଗୋଟି ଅଭିଯୋଗକୁ ତୁରନ୍ତ ଶୁଣାଣିକରି ଶିବିରରେ ଫୋଇସିଲା କରାଯାଇଥିଲା। ଅନ୍ୟ ସମସ୍ତ ଅଭିଯୋଗ ଜିଲ୍ଲାପାଳ ଗ୍ରହଣ କରିବା ପରେ ଅଭିଯୋଗ ଗୁଡିକୁ ତଦନ୍ତକରି ତୁରନ୍ତ ପଦକ୍ଷେପ ନେବାପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।

    ଚର୍ଚ୍ଚା NEWS

    Share. Facebook Twitter WhatsApp

    Related Posts

    ଭୁବନେଶ୍ବର ଲକ୍ଷ୍ମୀସାଗର ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଦୁଇ ମୃତ

    May 6, 2026 ଆଜିର ଖବର

    PMAY ଫାଇଲ୍ ପାସ୍ ପାଇଁ ଲଞ୍ଚ, ହାତେନାତେ ଧରିଲା ଭିଜିଲାନ୍ସ ::

    May 5, 2026 ରାଜ୍ୟ

    ଓଡ଼ିଶା ଭିଜିଲାନ୍ସ ହାତରେ ରାଜକାନିକା ଥାନାର ଏଏସଆଇ :

    May 5, 2026 ଅପରାଧ

    ଗୁଜରାଟରେ ଓଡ଼ିଶାର ନିବେଶ ମିଶନ :;

    May 5, 2026 ଆଜିର ଖବର

    ରାଜ୍ୟରେ କାଳବୈଶାଖୀର ତାଣ୍ଡବ

    May 5, 2026 ଆଜିର ଖବର

    ରାଜ୍ୟରେ କାଳବୈଶାଖୀର ତାଣ୍ଡବ

    May 5, 2026 ଆଜିର ଖବର

    ବିଜେପିର ଐତିହାସିକ ସଫଳତା: ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କ ଜନ୍ମଭୂମିରେ ପ୍ରଥମ ସରକାର

    May 4, 2026 ଆଜିର ଖବର

    ସୁଭଦ୍ରା ହିତାଧିକାରୀଙ୍କୁ ମିଳିଲା ବଡ଼ ଆଶ୍ୱସନ ବକେୟା ଟଙ୍କା ହସ୍ତାନ୍ତର :

    May 4, 2026 ଆଜିର ଖବର

    ରାଜ୍ୟରେ ଖୁବଶୀଘ୍ର ନିଯୁକ୍ତି ପାଇବେ ୧୪ଶହରୁ ଅଧିକ ଆସିଷ୍ଟାଣ୍ଟ ପ୍ରଫେସର ଓ ଆସୋସିଏଟ ପ୍ରଫେସର

    May 2, 2026 ଆଜିର ଖବର

    ଚର୍ଚ୍ଚାରେ ମାଟ୍ରିକ୍ ରେଜଲ୍ଟ : ପ୍ରାୟ ସାଢ଼େ ପାଞ୍ଚ ଲକ୍ଷ ଛାତ୍ରଛାତ୍ରୀ ଦେଇଥିଲେ ପରୀକ୍ଷା

    May 2, 2026 ଆଜିର ଖବର

    ମହାନଦୀ ଜଳ ବିବାଦ ମାମଲା ; ଆସନ୍ତା ୩୦ରେ ପରବର୍ତ୍ତୀ ଶୁଣାଣି

    May 2, 2026 ଅନ୍ୟାନ୍ୟ

    ଓଡ଼ିଶା ଗ୍ରାମୀଣ ବିକାଶରେ ନୂଆ ଅଧ୍ୟାୟ: ପିଏମ୍‌ଜିଏସ୍‌ୱାଇ-୪ରେ ୧୭୦୦ କୋଟି ଟଙ୍କାର ପ୍ରକଳ୍ପ ଅନୁମୋଦିତ ::

    May 2, 2026 ଅର୍ଥନୀତି
    Watch YouTube

    You May Like

    ଭାରତୀୟ ଜାହାଜକୁ  ଆରବ ସାଗରରୁ ଉଦ୍ଧାର କଲା ପାକିସ୍ତାନ ନୌସେନା

    May 6, 2026

    ବ୍ୟାଙ୍କ ଋଣ ନ ଶୁଝିଲେ ଜବତ ହେବ ଘର ଜମି!

    May 6, 2026

    ଭୁବନେଶ୍ବର ଲକ୍ଷ୍ମୀସାଗର ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଦୁଇ ମୃତ

    May 6, 2026

    ସୁଧୀର ପାତ୍ର ହତ୍ୟା ମାମଲା : ମୁହଁ ଖୋଲିଲେ ସୁଧୀର ପାତ୍ରଙ୍କ ପତ୍ନୀ

    May 6, 2026

    ବାରିପଦାରେ ନିର୍ମମ ଦୁର୍ଘଟଣା: ବସ୍‌ଷ୍ଟାଣ୍ଡ ଭିତରେ ଦୌଡ଼ିଲା ବସ୍, ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ

    May 6, 2026

    ଉଦଳା ଡାକ୍ତରଖାନାରେ ଅନ୍ଧାର: ରୋଗୀ ସୁରକ୍ଷା ନେଇ ଗୁରୁତର ପ୍ରଶ୍ନ :

    May 6, 2026

    କୁକୁଡ଼ା ଦୋକାନରେ ୧୨ ଫୁଟିଆ ଅହିରାଜ, ବନବିଭାଗର ସଫଳ ଉଦ୍ଧାର :

    May 6, 2026

    Anuvadini AI Partners with MathZoro to Bring Gamified Mathematics Education for Every Indian School Student

    May 6, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.