କଲବଲ କରୁଛି ତାତି। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି ହେଉଛି। ଏଭଳି ସ୍ଥିତି ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତଜାରି ରହିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର
ଭୁବନେଶ୍ଵର : DT-16.4.2026 :: କଲବଲ କରୁଛି ତାତି। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି ହେଉଛି। ଆସନ୍ତା ୨୧ ଏଭଳି ସ୍ଥିତି ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ଜାରି ରହିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ହିଟ୍ୱେଭ୍ ନେଇ ଆଜି ପାଇଁ ୧୧ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ଉପକୂଳ ଓଡ଼ିଶାରେ ଖରାର ପ୍ରଭାବ ରହିବ। ତେବେ କିଛି ସ୍ଥାନରେ କାଳବୈଶାଖୀ ବର୍ଷା ଆଶ୍ବସ୍ତି ଆଣିପାରେ। କାଳବୈଶାଖୀ ନେଇ ୭ଟି ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି ।
ଚର୍ଚ୍ଚା news










