Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Saturday, April 11
    Facebook X (Twitter) YouTube Instagram
    Trending
    • ସାଲିଆସାହି ଅଶାନ୍ତ : ଭାଇ ବନିଲା ଭାଇର ଶତ୍ରୁ
    • ଛେନା ପୋଡ…
    • ଲୋକକଳା ପାଇଁ ଦିନଟିଏ: କଳାକାରମାନଙ୍କୁ ସମ୍ମାନ ପ୍ରଦାନ :;
    • ହୋମିଓପଥିକ ପ୍ରାକ୍ଟିସନରସ ଆସୋସିଏସନର ୧୧ତମ ବାର୍ଷିକ ଉତ୍ସବ :;
    • ସିଜିମାଳି ଖଣିଖନନ ପାଇଁ ରାସ୍ତା ନିର୍ମାଣକୁ ନେଇ ରାୟଗଡା ପ୍ରଶାସନ ଓ ଖଣି ପ୍ରଭାବିତ ଙ୍କ ମଧ୍ୟରେ ଉତ୍ତେଜନା :
    • ଜାଣନ୍ତୁ ଆଜିର ରାଶିଫଳ :;
    • ତେଲେଙ୍ଗାନାର ହାଇଦ୍ରାବାଦଠାରେ ଅନୁଷ୍ଠିତ :;
    • ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କଲେ ସାଂସଦ ଅପରାଜିତା ::
    • ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ରାଜ୍ୟବ୍ୟାପୀ ପାଳନ ହେଉଛି ‘ଓଡ଼ିଆ ପକ୍ଷ’।
    • ଦାୟିତ୍ୱରୁ ଅବସର ଗ୍ରହଣ କଲେ ବହୁ ପ୍ରଶଂସିତ ଶିକ୍ଷକ ସୋମନାଥ ସିଂ :;
    • ରାୟଗଡ଼ା ଜିଲ୍ଲା କାଶୀପୁର ସିଯିମାଳି ଅଞ୍ଚଳରେ ଆଦିବାସୀ ଙ୍କ ଉପରେ ହୋଇଥିବା ଦମନ ଲୀଳା କୁ ବିରୋଧ ::
    • ରାୟଗଡ଼ା ଜିଲ୍ଲା କାଶୀପୁର ସିଯିମାଳି ଅଞ୍ଚଳରେ ଆଦିବାସୀ ଙ୍କ ଉପରେ ହୋଇଥିବା ଦମନ ଲୀଳା କୁ ବିରୋଧ
    • କଟକ ରେଲୱେ ଷ୍ଟେସନ୍‌ରେ ଆରପିଏଫ ଙ୍କ ସଚେତନତା ଓ ସମୟୋଚିତ ପଦକ୍ଷେପ ଫଳରେ ଦୁଇ ଜଣ ଅପ୍ରାପ୍ତବୟସ୍କ ପୁଅଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି।
    • କଳିଙ୍ଗ ହସ୍ପିଟାଲ୍‌କୁ କିଣିବ ମ୍ୟାକ୍ସ ହେଲ୍‌ଥକେୟାର ଓଡିଶା ହେଲ୍ଥ ସେକ୍ଟରରେ ବଡ ପରିବର୍ତ୍ତନ !
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ରାଜ୍ୟ»ନିର୍ମାଣ ବିଭାଗ ଅଧିନସ୍ଥ ବିଭିନ୍ନ ଉନ୍ନୟନ ପ୍ରକଳ୍ପ କାର୍ଯ୍ୟାନ୍ୱୟନର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ :

    ନିର୍ମାଣ ବିଭାଗ ଅଧିନସ୍ଥ ବିଭିନ୍ନ ଉନ୍ନୟନ ପ୍ରକଳ୍ପ କାର୍ଯ୍ୟାନ୍ୱୟନର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ :

    By Charcha NewsApril 7, 2026
    Share
    Facebook Twitter Email WhatsApp

    ଭିତ୍ତିଭୂମି ନିର୍ମାଣ କ୍ଷେତ୍ରରେ ଓଡ଼ିଶା ଅନ୍ୟ ରାଜ୍ୟ ତୁଳନାରେ ଉନ୍ନତ ସ୍ଥିତିରେ ରହିଛି । ବର୍ତ୍ତମାନ ରାଜ୍ୟରେ ଅନେକଗୁଡ଼ିଏ ବୃହତ ପ୍ରକଳ୍ପ ଚାଲୁ ରହିଥିବାବେଳେ ଆଗାମୀ ଦିନରେ ଆହୁରି ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହେବ । ରାଜ୍ୟର ଜନସାଧାରଣଙ୍କୁ ସର୍ବଶ୍ରେଷ୍ଠ ଓ ଗୁଣାତ୍ମକ ସୁବିଧା ଯୋଗାଇବା ନିମନ୍ତେ ରାଜ୍ୟ ସରକାର ଯେଉଁ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି, ସେହି ଅନୁସାରେ କାର୍ଯ୍ୟ କରିବାକୁ ପଡ଼ିବ ବୋଲି ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଉଲ୍ଲେଖ କରିଛନ୍ତି ।

    ଆଜି ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ମନ୍ତ୍ରୀ ଶ୍ରୀ ହରିଚନ୍ଦନ ରାଜ୍ୟରେ ଚାଲୁ ରହିଥିବା ରାଜ୍ୟ ରାଜପଥ ପ୍ରକଳ୍ପ, ଓବିସିସି ଅଧିନରେ ଥିବା ବିଭିନ୍ନ ପ୍ରକଳ୍ପ, ଭୁବନେଶ୍ୱର, ସମ୍ବଲପୁର, କଟକ, ରାଉରକେଲା, ପୁରୀ, ବାଲେଶ୍ୱର, କେଉଁଝର ଏବଂ ବ୍ରହ୍ମପୁର ଆଦି ସହରରେ ଗମନାଗମନ କ୍ଷେତ୍ରରେ ଭିଡ଼ ହ୍ରାସ ପାଇଁ ଜାରି ପ୍ରକଳ୍ପଗୁଡ଼ିକର ଅଗ୍ରଗତି ନେଇ ଆଲୋଚନା କରିଥିଲେ । ବୈଠକରେ ଆଗାମୀ ତିନି ବର୍ଷ ପାଇଁ ଯୋଜନା ପ୍ରସ୍ତୁତ କରି ଏହାର ରୂପାୟନ, ପ୍ରମୁଖ ମନ୍ଦିରଗୁଡ଼ିକର ଉନ୍ନତିକରଣ, ରାସ୍ତାଗୁଡ଼ିକର ପ୍ରଶସ୍ତିକରଣ, ନିୟମିତ ମରାମତି ସହ ରାସ୍ତା ପାଶ୍ୱର୍ରେ ସର୍ବନିମ୍ନ ସୁବିଧା ପାଇଁ “Way Side Amenity center” ନିର୍ମାଣ ନେଇ ଆଲୋଚନା ହୋଇଥିଲା । ଏଥି ସହିତ ଗ୍ରାମ୍ୟ ଉନ୍ନୟନ ବିଭାଗରୁ ପୂର୍ତ୍ତ ବିଭାଗକୁ ହସ୍ତାନ୍ତର ହୋଇଥିବା ପ୍ରାୟ ୩୩୦୦ କିମି ରାସ୍ତାର ଉନ୍ନୟନ କାର୍ଯ୍ୟକୁ ତ୍ୱରିତ ଗତିରେ ଆଗେଇ ନେବାକୁ ମନ୍ତ୍ରୀ ବିଭାଗୀୟ ଅଧିକାରୀ ଏବଂ ଇଂଜିନିୟରମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

    ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ବିଭାଗ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପ୍ରକଳ୍ପ ସମ୍ପର୍କରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନଙ୍କୁ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସ୍ୱତନ୍ତ୍ର ଶାସନ ସଚିବ ଇଂ ଲକ୍ଷ୍ମୀକାନ୍ତ ପାଢ଼ୀ, ଅତିରିକ୍ତ ଶାସନ ସଚିବ ଶ୍ରୀ ଦୀପକ ରଞ୍ଜନ ଦାସ, ଇଆଇସି ସିଭିଲ୍‌ ଇଂ ସତ୍ୟବ୍ରତ ବେହେରା, ଇଆଇସି ଡିଜାଇନ୍‌, ପ୍ଲାନିଂ ଓ କୋର୍ଡିନେସନ୍‌ ଇଂ ସମୀର ହୋତା, ଉପଦେଷ୍ଟା ଜେ.କେ. ଦାସ, ଇଆଇସି, ରୋଡସ୍‌ ଇଂ ଧ୍ୟାନଚାନ୍ଦ ନାୟକ, ଯୁଗ୍ମ ଶାସନ ସଚିବ ଶ୍ରୀ ଦୀପ୍ତିରଞ୍ଜନ ବେହେରା, ଅର୍ଥ ପରାମର୍ଶଦାତା ରତିକାନ୍ତ ମହାପାତ୍ର, ଜାତୀୟ ରାଜପଥ ମୁଖ୍ୟଯନ୍ତ୍ରୀ ଇଂ ନାରାୟଣ ପଟେଲ, ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଇଂ ମନୋଜ ମହାନନ୍ଦ, ମୁଖ୍ୟଯନ୍ତ୍ରୀ ଇଂ ଶିବବ୍ରତ ତରିଆ ପ୍ରମୁଖ ଉପସ୍ଥିତ ଥିଲେ ।

    ଚର୍ଚ୍ଚା news

    Share. Facebook Twitter WhatsApp

    Related Posts

    ସାଲିଆସାହି ଅଶାନ୍ତ : ଭାଇ ବନିଲା ଭାଇର ଶତ୍ରୁ

    April 11, 2026 ଅପରାଧ

    ଛେନା ପୋଡ…

    April 11, 2026 ଆଜିର ଖବର

    ହୋମିଓପଥିକ ପ୍ରାକ୍ଟିସନରସ ଆସୋସିଏସନର ୧୧ତମ ବାର୍ଷିକ ଉତ୍ସବ :;

    April 11, 2026 ରାଜ୍ୟ

    ସିଜିମାଳି ଖଣିଖନନ ପାଇଁ ରାସ୍ତା ନିର୍ମାଣକୁ ନେଇ ରାୟଗଡା ପ୍ରଶାସନ ଓ ଖଣି ପ୍ରଭାବିତ ଙ୍କ ମଧ୍ୟରେ ଉତ୍ତେଜନା :

    April 11, 2026 ଆଜିର ଖବର

    ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କଲେ ସାଂସଦ ଅପରାଜିତା ::

    April 10, 2026 ଆଜିର ଖବର

    ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ରାଜ୍ୟବ୍ୟାପୀ ପାଳନ ହେଉଛି ‘ଓଡ଼ିଆ ପକ୍ଷ’।

    April 10, 2026 ରାଜ୍ୟ

    ଦାୟିତ୍ୱରୁ ଅବସର ଗ୍ରହଣ କଲେ ବହୁ ପ୍ରଶଂସିତ ଶିକ୍ଷକ ସୋମନାଥ ସିଂ :;

    April 10, 2026 ରାଜ୍ୟ

    ରାୟଗଡ଼ା ଜିଲ୍ଲା କାଶୀପୁର ସିଯିମାଳି ଅଞ୍ଚଳରେ ଆଦିବାସୀ ଙ୍କ ଉପରେ ହୋଇଥିବା ଦମନ ଲୀଳା କୁ ବିରୋଧ ::

    April 10, 2026 ଆଜିର ଖବର

    ରାୟଗଡ଼ା ଜିଲ୍ଲା କାଶୀପୁର ସିଯିମାଳି ଅଞ୍ଚଳରେ ଆଦିବାସୀ ଙ୍କ ଉପରେ ହୋଇଥିବା ଦମନ ଲୀଳା କୁ ବିରୋଧ

    April 10, 2026 ଆଜିର ଖବର

    କଟକ ରେଲୱେ ଷ୍ଟେସନ୍‌ରେ ଆରପିଏଫ ଙ୍କ ସଚେତନତା ଓ ସମୟୋଚିତ ପଦକ୍ଷେପ ଫଳରେ ଦୁଇ ଜଣ ଅପ୍ରାପ୍ତବୟସ୍କ ପୁଅଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି।

    April 10, 2026 ରାଜ୍ୟ

    କଳିଙ୍ଗ ହସ୍ପିଟାଲ୍‌କୁ କିଣିବ ମ୍ୟାକ୍ସ ହେଲ୍‌ଥକେୟାର ଓଡିଶା ହେଲ୍ଥ ସେକ୍ଟରରେ ବଡ ପରିବର୍ତ୍ତନ !

    April 10, 2026 ଅର୍ଥନୀତି

    ରାୟଗଡ଼ ସଂସ୍କୃତି ଭବନ ପରିସରରେ “ଆସ ବହିଟିଏ କିଣିବା ଅଭିଯାନ” ଦିବସ ପାଳନ  :;

    April 10, 2026 ଆଜିର ଖବର
    Watch YouTube

    You May Like

    ସାଲିଆସାହି ଅଶାନ୍ତ : ଭାଇ ବନିଲା ଭାଇର ଶତ୍ରୁ

    April 11, 2026

    ଛେନା ପୋଡ…

    April 11, 2026

    ଲୋକକଳା ପାଇଁ ଦିନଟିଏ: କଳାକାରମାନଙ୍କୁ ସମ୍ମାନ ପ୍ରଦାନ :;

    April 11, 2026

    ହୋମିଓପଥିକ ପ୍ରାକ୍ଟିସନରସ ଆସୋସିଏସନର ୧୧ତମ ବାର୍ଷିକ ଉତ୍ସବ :;

    April 11, 2026

    ସିଜିମାଳି ଖଣିଖନନ ପାଇଁ ରାସ୍ତା ନିର୍ମାଣକୁ ନେଇ ରାୟଗଡା ପ୍ରଶାସନ ଓ ଖଣି ପ୍ରଭାବିତ ଙ୍କ ମଧ୍ୟରେ ଉତ୍ତେଜନା :

    April 11, 2026

    ଜାଣନ୍ତୁ ଆଜିର ରାଶିଫଳ :;

    April 11, 2026

    ତେଲେଙ୍ଗାନାର ହାଇଦ୍ରାବାଦଠାରେ ଅନୁଷ୍ଠିତ :;

    April 10, 2026

    ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କଲେ ସାଂସଦ ଅପରାଜିତା ::

    April 10, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.