ରବିନ୍ଦ୍ର ନାଥ ମହାପାତ୍ର
ରାୟଗଡ଼ା
ରାୟଗଡ଼ା ଜିଲ୍ଲା ରାମନାଗୁଡ଼ା ବ୍ଲକ ଭାମିନି ପଞ୍ଚାୟତ ର ଗୁମୁଡା ଠାରେ ଆଜି ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ଅଭିଯୋଗ ଶୁଣାଣି ଦିନ ଏଗାର ରୁ ଦିନ ଗୋଟିଏ ପର୍ଯ୍ୟନ୍ତ ଚାଲିଥିଲା ଏହି କାର୍ଯ୍ୟକ୍ରମରେ ବିଡ଼ିଓ ପ୍ରଦ୍ୟୁମ୍ନ ମଣ୍ଡଳ ତହସିଲଦାର ପ୍ରାଣକୃଷ୍ଣ ପାଣିଗ୍ରାହୀ ସ୍ଥାନୀୟ ସରପଞ୍ଚ ଯୋଗ ଦେଇ ମୋଟ ୧୩ଟି ଅଭିଯୋଗ ର ଶୁଣାଣି କରିଥିଲେ।ବ୍ଲକ ର ବିଭିନ୍ନ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ।ମହିଳା ସଂୟ ସାହାୟକ୍ ଗୋଷ୍ଠୀ ମହିଳା ମାନେ ଉପସ୍ଥିତ ରହିଥିଲେ
ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ
By Charcha News











