Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Thursday, May 7
    Facebook X (Twitter) YouTube Instagram
    Trending
    • ବ୍ୟାଙ୍କ ଟଙ୍କାରେ ସୁନା, ଡ୍ରୋନ୍‌ ଓ ଲଗ୍ଜୁରୀ ସାମଗ୍ରୀ ! ଭିଜିଲାନ୍ସ ଜାଲରେ ଠକ ଯୁଗଳ :
    • ଆରମ୍ଭ ହେଲା ମହାନଦୀ ବଞ୍ଚାଅ ଆନ୍ଦୋଳନର ::
    • ଅପେରସନ୍‌ ସିନ୍ଦୁରକୁ ପୂରିଲା ବର୍ଷେ
    • କଟକ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପକୁ ନେଇ ଅନିଶ୍ଚିତତା
    • କେନ୍ଦ୍ରାପଡ଼ାରେ ଭୟଙ୍କର ଅଗ୍ନିକାଣ୍ଡ :
    • ରାମନାଗୁଡା ବ୍ଲକରେ ପଞ୍ଚାୟତିରାଜ ମନ୍ତ୍ରୀ: ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦଘାଟନ
    • ଆଜିର ରାଶିଫଳ
    • ବଜାରରୁ ସମ୍ପୂର୍ଣ୍ଣ ନିଷେଧ ହେବ ସିନ୍ଥେଟିକ୍ ପନିର,
    • ଇରାନରେ ଭୟଙ୍କର ଅଗ୍ନିକାଣ୍ଡସପିଂ ସେଣ୍ଟରରେ ୮ ଜୀବନ୍ତ ଦଗ୍ଧ, ୩୬ ଆହତ
    • ହିଞ୍ଜିଳି ହତ୍ୟାକାଣ୍ଡକୁ ନେଇ ସରଗରମ ରାଜନୀତି
    • ଆକାଶରେ ଜରୁରୀ ସ୍ଥିତିସୃଷ୍ଟି ::
    • ପାକିସ୍ତାନକୁ ଝଟ୍‌କା ଦେଲା ଟ୍ରମ୍ପପ୍ରଶାସନ :
    • ଜୁନପହିଲାରେ ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ
    • ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ଆଜିର ଖବର»ପି.ଏମ.ଶ୍ରୀ ବିଦ୍ୟାଳୟ ବାର୍ଷିକ ଉତ୍ସବ

    ପି.ଏମ.ଶ୍ରୀ ବିଦ୍ୟାଳୟ ବାର୍ଷିକ ଉତ୍ସବ

    By Charcha NewsJanuary 15, 2026
    Share
    Facebook Twitter Email WhatsApp

    ନବରଙ୍ଗପୁର /ଶ୍ରୀକାନ୍ତ ନନ୍ଦ: ନବରଙ୍ଗପୁର ବ୍ଲକ ଅନ୍ତର୍ଗତ ବଡକୁମୁଲି ପି.ଏମ.ଶ୍ରୀ ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ପ୍ରଥମ ପି.ଏମ.ଶ୍ରୀ ବାର୍ଷିକ ଉତ୍ସବ ଭବ୍ୟ ଭାବରେ ଅନୁଷ୍ଠିତ ହୋଇଯାଇଛି।
    ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବିଧାୟକ ଶ୍ରୀ ଗୌରିଶଙ୍କର ମାଝୀ ଯୋଗଦେଇ ଶିକ୍ଷାର ଗୁଣାତ୍ମକ ଉନ୍ନତି ଓ ପି.ଏମ.ଶ୍ରୀ ଯୋଜନାର ଗୁରୁତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ।
    ସାଂସଦ ପ୍ରତିନିଧି ଶ୍ରୀ ଜ୍ୟୋତି ରଞ୍ଜନ କଂସ, ବରିଷ୍ଠ କଳାକାର ଶ୍ରୀ ଦେବଦାସ ମହାଙ୍କୁଡ଼, ବାଘ ସିଉନି ସରପଞ୍ଚ ଓ ବଡ଼କୁମୁଲି ସରପଞ୍ଚ ମଧ୍ୟ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ପ୍ରେରଣା ଦେଇଥିଲେ।
    ଉତ୍ସବରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ, ନୃତ୍ୟ ଓ ସଙ୍ଗୀତ ପରିବେଷଣ କରାଯାଇ ସମସ୍ତଙ୍କ ମନୋରଞ୍ଜନ କରିଥିଲା। ଶିକ୍ଷକ, ଅଭିଭାବକ ଓ ସ୍ଥାନୀୟ ଲୋକମାନଙ୍କର ଉପସ୍ଥିତି ଉତ୍ସବକୁ ଆହୁରି ସଫଳ କରିଥିଲା।
    ନବରଙ୍ଗପର ଜିଲ୍ଲା ଉମରକୋଟ ରୁ ଶ୍ରୀକାନ୍ତ ନନ୍ଦ ଙ୍କ ରିପୋର୍ଟ

    Share. Facebook Twitter WhatsApp

    Related Posts

    ଆରମ୍ଭ ହେଲା ମହାନଦୀ ବଞ୍ଚାଅ ଆନ୍ଦୋଳନର ::

    May 7, 2026 ଆଜିର ଖବର

    ଅପେରସନ୍‌ ସିନ୍ଦୁରକୁ ପୂରିଲା ବର୍ଷେ

    May 7, 2026 ଆଜିର ଖବର

    କଟକ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପକୁ ନେଇ ଅନିଶ୍ଚିତତା

    May 7, 2026 ଆଜିର ଖବର

    କେନ୍ଦ୍ରାପଡ଼ାରେ ଭୟଙ୍କର ଅଗ୍ନିକାଣ୍ଡ :

    May 7, 2026 ଆଜିର ଖବର

    ରାମନାଗୁଡା ବ୍ଲକରେ ପଞ୍ଚାୟତିରାଜ ମନ୍ତ୍ରୀ: ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦଘାଟନ

    May 7, 2026 ଆଜିର ଖବର

    ଇରାନରେ ଭୟଙ୍କର ଅଗ୍ନିକାଣ୍ଡସପିଂ ସେଣ୍ଟରରେ ୮ ଜୀବନ୍ତ ଦଗ୍ଧ, ୩୬ ଆହତ

    May 6, 2026 ଅର୍ଥନୀତି

    ହିଞ୍ଜିଳି ହତ୍ୟାକାଣ୍ଡକୁ ନେଇ ସରଗରମ ରାଜନୀତି

    May 6, 2026 ଆଜିର ଖବର

    ଆକାଶରେ ଜରୁରୀ ସ୍ଥିତିସୃଷ୍ଟି ::

    May 6, 2026 ଆଜିର ଖବର

    ପାକିସ୍ତାନକୁ ଝଟ୍‌କା ଦେଲା ଟ୍ରମ୍ପପ୍ରଶାସନ :

    May 6, 2026 ଆଜିର ଖବର

    ଜୁନପହିଲାରେ ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ

    May 6, 2026 ଆଜିର ଖବର

    ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ

    May 6, 2026 ଆଜିର ଖବର

    ମେ ୮ରେ ଶପଥ ନେଇପାରନ୍ତି ବିଜୟ : କଂଗ୍ରେସର ସମର୍ଥନ ପରେ ସରକାର ଗଠନ ନେଇ ବିଜୟଙ୍କ ପଥ ପରିଷ୍କାର

    May 6, 2026 ଆଜିର ଖବର
    Watch YouTube

    You May Like

    ବ୍ୟାଙ୍କ ଟଙ୍କାରେ ସୁନା, ଡ୍ରୋନ୍‌ ଓ ଲଗ୍ଜୁରୀ ସାମଗ୍ରୀ ! ଭିଜିଲାନ୍ସ ଜାଲରେ ଠକ ଯୁଗଳ :

    May 7, 2026

    ଆରମ୍ଭ ହେଲା ମହାନଦୀ ବଞ୍ଚାଅ ଆନ୍ଦୋଳନର ::

    May 7, 2026

    ଅପେରସନ୍‌ ସିନ୍ଦୁରକୁ ପୂରିଲା ବର୍ଷେ

    May 7, 2026

    କଟକ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପକୁ ନେଇ ଅନିଶ୍ଚିତତା

    May 7, 2026

    କେନ୍ଦ୍ରାପଡ଼ାରେ ଭୟଙ୍କର ଅଗ୍ନିକାଣ୍ଡ :

    May 7, 2026

    ରାମନାଗୁଡା ବ୍ଲକରେ ପଞ୍ଚାୟତିରାଜ ମନ୍ତ୍ରୀ: ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦଘାଟନ

    May 7, 2026

    ଆଜିର ରାଶିଫଳ

    May 7, 2026

    ବଜାରରୁ ସମ୍ପୂର୍ଣ୍ଣ ନିଷେଧ ହେବ ସିନ୍ଥେଟିକ୍ ପନିର,

    May 6, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.