Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Wednesday, May 6
    Facebook X (Twitter) YouTube Instagram
    Trending
    • ଭାରତୀୟ ଜାହାଜକୁ  ଆରବ ସାଗରରୁ ଉଦ୍ଧାର କଲା ପାକିସ୍ତାନ ନୌସେନା
    • ବ୍ୟାଙ୍କ ଋଣ ନ ଶୁଝିଲେ ଜବତ ହେବ ଘର ଜମି!
    • ଭୁବନେଶ୍ବର ଲକ୍ଷ୍ମୀସାଗର ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଦୁଇ ମୃତ
    • ସୁଧୀର ପାତ୍ର ହତ୍ୟା ମାମଲା : ମୁହଁ ଖୋଲିଲେ ସୁଧୀର ପାତ୍ରଙ୍କ ପତ୍ନୀ
    • ବାରିପଦାରେ ନିର୍ମମ ଦୁର୍ଘଟଣା: ବସ୍‌ଷ୍ଟାଣ୍ଡ ଭିତରେ ଦୌଡ଼ିଲା ବସ୍, ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ
    • ଉଦଳା ଡାକ୍ତରଖାନାରେ ଅନ୍ଧାର: ରୋଗୀ ସୁରକ୍ଷା ନେଇ ଗୁରୁତର ପ୍ରଶ୍ନ :
    • କୁକୁଡ଼ା ଦୋକାନରେ ୧୨ ଫୁଟିଆ ଅହିରାଜ, ବନବିଭାଗର ସଫଳ ଉଦ୍ଧାର :
    • Anuvadini AI Partners with MathZoro to Bring Gamified Mathematics Education for Every Indian School Student
    • ଆସାନସୋଲ ଶିଳ୍ପାଞ୍ଚଳ ସହର ରେ ବହୁ ତୃଣମୂଳ କଂଗ୍ରେସ ଦଳର କାର୍ଯ୍ୟାଳୟରେ ବିଜେପି ଦଳ କର୍ମୀ ଅଗ୍ନିକାଣ୍ଡ ଲଗାଇଲେ ଓ ଭଙ୍ଗାରୁଜା କରିଛନ୍ତି :
    • ଆଜିର ରାଶିଫଳ
    • ମାଟ୍ରିକ ପରୀକ୍ଷାରେ ଏ୧ରେ ଉତୀର୍ଣ୍ଣ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ରାୟଗଡ଼ା ଜିଲ୍ଳାପାଳ
    • କେନ୍ଦ୍ରୀୟ ସହ-ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଲା ବିଜେପି ସଂସଦୀୟ ବୋର୍ଡ
    • ପଶ୍ଚିମ ବଙ୍ଗ ଲୋକଙ୍କୁ ଧନ୍ୟବାଦ ଜଣାଇଲେ ମୁକେଶ ମହାଲିଙ୍ଗ
    • ମେ ୯ରେ ଶପଥଗ୍ରହଣ : ସୂଚନା ଦେଲେ ରାଜ୍ୟ ବିଜେପି ସଭାପତି
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ଆଜିର ଖବର»ବିଜେପିର ଐତିହାସିକ ସଫଳତା: ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କ ଜନ୍ମଭୂମିରେ ପ୍ରଥମ ସରକାର

    ବିଜେପିର ଐତିହାସିକ ସଫଳତା: ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କ ଜନ୍ମଭୂମିରେ ପ୍ରଥମ ସରକାର

    By Charcha NewsMay 4, 2026
    Share
    Facebook Twitter Email WhatsApp

    ପ୍ରାରମ୍ଭିକ ଗଣନାରୁ ପଶ୍ଚିମବଙ୍ଗର ରାଜନୈତିକ ପାଣିପାଗରେ ପରିବର୍ତ୍ତନର ସଙ୍କେତ ମିଳିଛି। ବିଜେପି ନେତା ଏବଂ କର୍ମୀମାନେ ଦଶନ୍ଧି ଧରି ଏହି ଦିନକୁ ଅପେକ୍ଷା କରିଆସିଥିଲେ । ବିଜେପିର ପଶ୍ଚିମବଙ୍ଗରେ ବିଜୟ କେବଳ ଏକ ସାଧାରଣ ବିଜୟ ନୁହେଁ, ଏହା ପିତୃଋଣ ସୁଝାଇବାର ସମୟ ମଧ୍ୟ । ଭାରତୀୟ ଜନସଂଘର ପ୍ରତିଷ୍ଠାତା ଡ. ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ଜନ୍ମଭୂମିରେ ପ୍ରଥମ ଥର ବିଜେପି ସଂଖ୍ୟା ଗରିଷ୍ଠତା ହାସଲ କରିଛି ।

    ପଶ୍ଚିମବଙ୍ଗର ରାଜନୈତିକ ମାନଚିତ୍ରରେ ଆସିଛି ଏକ ବଡ଼ ପରିବର୍ତ୍ତନର ସଙ୍କେତ। ପ୍ରାରମ୍ଭିକ ଗଣନା ଅନୁସାରେ ବିଜେପି ଏଠାରେ ଐତିହାସିକ ସଫଳତା ହାସଲ କରିଛି। ଏହାକୁ କେବଳ ଏକ ନିର୍ବାଚନୀ ବିଜୟ ଭାବେ ନୁହେଁ, ବରଂ ବିଚାରଧାରାର ବିଜୟ ଭାବେ ମଧ୍ୟ ଦେଖାଯାଉଛି। ଭାରତୀୟ ଜନସଂଘର ପ୍ରତିଷ୍ଠାତା ଡ଼. ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଜନ୍ମଭୂମି ପଶ୍ଚିମବଙ୍ଗରେ ପ୍ରଥମ ଥର ପାଇଁ ବିଜେପି ସଂଖ୍ୟାଗରିଷ୍ଠତା ହାସଲ କରିଛି ବୋଲି ରାଜନୈତିକ ମହଳରେ ଆଲୋଚନା ହେଉଛି। ଏହାକୁ ବିଜେପି ପକ୍ଷରୁ “ପିତୃଋଣ ସୁଝାଇବାର ମୁହୂର୍ତ୍ତ” ଭାବେ ଦେଖାଯାଉଛି। ହୁଗଲି ନଦୀରୁ ଦାର୍ଜିଲିଂ ପର୍ଯ୍ୟନ୍ତ ‘ଜୟ ଶ୍ରୀ ରାମ’ ଧ୍ୱନିର ପ୍ରତିଧ୍ୱନି ସହିତ ରାଜ୍ୟର ରାଜନୈତିକ ପରିବେଶରେ ନୂଆ ଉତ୍ସାହ ଦେଖାଯାଇଛି। ପ୍ରାୟ ୭୫ ବର୍ଷ ପରେ ଏହି ଅଞ୍ଚଳରେ ବିଜେପିର ଶକ୍ତିଶାଳୀ ଉଭ୍ରାଣ ରାଜନୈତିକ ଇତିହାସରେ ଗୁରୁତ୍ୱପୂର୍ଣ୍ଣ ଘଟଣା ଭାବେ ଗଣାଯାଉଛି। ଡ଼. ଶ୍ୟାମା ପ୍ରସାଦ ମୁଖାର୍ଜୀ ୧୯୦୧ ମସିହାରେ କୋଲକାତାରେ ଜନ୍ମ ନେଇଥିଲେ। ଭାରତୀୟ ରାଜନୀତିରେ ତାଙ୍କର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ପରେ ସେ ଭାରତୀୟ ଜନସଂଘର ପ୍ରତିଷ୍ଠା କରିଥିଲେ, ଯାହା ପରେ ବିଜେପିର ଆଦର୍ଶ ଆଧାର ହୋଇଥିଲା। ରାଜନୈତିକ ବିଶ୍ଳେଷକମାନେ କହୁଛନ୍ତି ଯେ, ଏହି ବିଜୟ କେବଳ ଶକ୍ତି ପରିବର୍ତ୍ତନ ନୁହେଁ, ବରଂ ଏକ ଦୀର୍ଘ ରାଜନୈତିକ ଯାତ୍ରାର ପୂର୍ଣ୍ଣତା ମଧ୍ୟ ଅଟେ ।

    ଚର୍ଚ୍ଚା NEWS

    Share. Facebook Twitter WhatsApp

    Related Posts

    ବ୍ୟାଙ୍କ ଋଣ ନ ଶୁଝିଲେ ଜବତ ହେବ ଘର ଜମି!

    May 6, 2026 ଅର୍ଥନୀତି

    ଭୁବନେଶ୍ବର ଲକ୍ଷ୍ମୀସାଗର ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଦୁଇ ମୃତ

    May 6, 2026 ଆଜିର ଖବର

    ବାରିପଦାରେ ନିର୍ମମ ଦୁର୍ଘଟଣା: ବସ୍‌ଷ୍ଟାଣ୍ଡ ଭିତରେ ଦୌଡ଼ିଲା ବସ୍, ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ

    May 6, 2026 ଆଜିର ଖବର

    କୁକୁଡ଼ା ଦୋକାନରେ ୧୨ ଫୁଟିଆ ଅହିରାଜ, ବନବିଭାଗର ସଫଳ ଉଦ୍ଧାର :

    May 6, 2026 ଆଜିର ଖବର

    Anuvadini AI Partners with MathZoro to Bring Gamified Mathematics Education for Every Indian School Student

    May 6, 2026 ଆଜିର ଖବର

    ମାଟ୍ରିକ ପରୀକ୍ଷାରେ ଏ୧ରେ ଉତୀର୍ଣ୍ଣ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ରାୟଗଡ଼ା ଜିଲ୍ଳାପାଳ

    May 5, 2026 ଆଜିର ଖବର

    କେନ୍ଦ୍ରୀୟ ସହ-ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଲା ବିଜେପି ସଂସଦୀୟ ବୋର୍ଡ

    May 5, 2026 ରାଜନୀତି

    ପଶ୍ଚିମ ବଙ୍ଗ ଲୋକଙ୍କୁ ଧନ୍ୟବାଦ ଜଣାଇଲେ ମୁକେଶ ମହାଲିଙ୍ଗ

    May 5, 2026 ଆଜିର ଖବର

    ମେ ୯ରେ ଶପଥଗ୍ରହଣ : ସୂଚନା ଦେଲେ ରାଜ୍ୟ ବିଜେପି ସଭାପତି

    May 5, 2026 ଆଜିର ଖବର

    PMAY ଫାଇଲ୍ ପାସ୍ ପାଇଁ ଲଞ୍ଚ, ହାତେନାତେ ଧରିଲା ଭିଜିଲାନ୍ସ ::

    May 5, 2026 ରାଜ୍ୟ

    ଓଡ଼ିଶା ଭିଜିଲାନ୍ସ ହାତରେ ରାଜକାନିକା ଥାନାର ଏଏସଆଇ :

    May 5, 2026 ଅପରାଧ

    ଗୁଜରାଟରେ ଓଡ଼ିଶାର ନିବେଶ ମିଶନ :;

    May 5, 2026 ଆଜିର ଖବର
    Watch YouTube

    You May Like

    ଭାରତୀୟ ଜାହାଜକୁ  ଆରବ ସାଗରରୁ ଉଦ୍ଧାର କଲା ପାକିସ୍ତାନ ନୌସେନା

    May 6, 2026

    ବ୍ୟାଙ୍କ ଋଣ ନ ଶୁଝିଲେ ଜବତ ହେବ ଘର ଜମି!

    May 6, 2026

    ଭୁବନେଶ୍ବର ଲକ୍ଷ୍ମୀସାଗର ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଦୁଇ ମୃତ

    May 6, 2026

    ସୁଧୀର ପାତ୍ର ହତ୍ୟା ମାମଲା : ମୁହଁ ଖୋଲିଲେ ସୁଧୀର ପାତ୍ରଙ୍କ ପତ୍ନୀ

    May 6, 2026

    ବାରିପଦାରେ ନିର୍ମମ ଦୁର୍ଘଟଣା: ବସ୍‌ଷ୍ଟାଣ୍ଡ ଭିତରେ ଦୌଡ଼ିଲା ବସ୍, ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ

    May 6, 2026

    ଉଦଳା ଡାକ୍ତରଖାନାରେ ଅନ୍ଧାର: ରୋଗୀ ସୁରକ୍ଷା ନେଇ ଗୁରୁତର ପ୍ରଶ୍ନ :

    May 6, 2026

    କୁକୁଡ଼ା ଦୋକାନରେ ୧୨ ଫୁଟିଆ ଅହିରାଜ, ବନବିଭାଗର ସଫଳ ଉଦ୍ଧାର :

    May 6, 2026

    Anuvadini AI Partners with MathZoro to Bring Gamified Mathematics Education for Every Indian School Student

    May 6, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.