ଏଥିସହ ସେ ଆଜି ସନ୍ଧ୍ୟାରେ କଟକଠାରେ ଅବସ୍ଥିତ ଜଗଦ୍ଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟର ଆନୁଷ୍ଠାନିକ ଉଦ୍ଘାଟନ କରିବେ ।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ବରରେ ପହଂଚିଛନ୍ତି । ବାୟୁସେନାର ସ୍ବତନ୍ତ୍ର ବିମାନରେ ସେ ଆସି ପହଂଚିଛନ୍ତି , ଏଥିସହ ସେ ଆଜି ସନ୍ଧ୍ୟାରେ କଟକଠାରେ ଅବସ୍ଥିତ ଜଗଦ୍ଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟର ଆନୁଷ୍ଠାନିକ ଉଦ୍ଘାଟନ କରିବେ। ଏହି ଗୌରବମୟ କାର୍ଯ୍ୟକ୍ରମରେ ରାଜ୍ୟପାଳ ଡ. ହରିବାବୁ କମ୍ଭମ୍ପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ ସମେତ ଦେଶର ବିଭିନ୍ନ ସ୍ଥାନରୁ ଆସିଥିବା ବିଶିଷ୍ଟ ଅତିଥିମାନେ ଯୋଗଦେବେ ।
ଚର୍ଚ୍ଚା news












