Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Wednesday, May 6
    Facebook X (Twitter) YouTube Instagram
    Trending
    • ବଜାରରୁ ସମ୍ପୂର୍ଣ୍ଣ ନିଷେଧ ହେବ ସିନ୍ଥେଟିକ୍ ପନିର,
    • ଇରାନରେ ଭୟଙ୍କର ଅଗ୍ନିକାଣ୍ଡସପିଂ ସେଣ୍ଟରରେ ୮ ଜୀବନ୍ତ ଦଗ୍ଧ, ୩୬ ଆହତ
    • ହିଞ୍ଜିଳି ହତ୍ୟାକାଣ୍ଡକୁ ନେଇ ସରଗରମ ରାଜନୀତି
    • ଆକାଶରେ ଜରୁରୀ ସ୍ଥିତିସୃଷ୍ଟି ::
    • ପାକିସ୍ତାନକୁ ଝଟ୍‌କା ଦେଲା ଟ୍ରମ୍ପପ୍ରଶାସନ :
    • ଜୁନପହିଲାରେ ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ
    • ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ
    • ମେ ୮ରେ ଶପଥ ନେଇପାରନ୍ତି ବିଜୟ : କଂଗ୍ରେସର ସମର୍ଥନ ପରେ ସରକାର ଗଠନ ନେଇ ବିଜୟଙ୍କ ପଥ ପରିଷ୍କାର
    • ଭାରତୀୟ ଜାହାଜକୁ  ଆରବ ସାଗରରୁ ଉଦ୍ଧାର କଲା ପାକିସ୍ତାନ ନୌସେନା
    • ବ୍ୟାଙ୍କ ଋଣ ନ ଶୁଝିଲେ ଜବତ ହେବ ଘର ଜମି!
    • ଭୁବନେଶ୍ବର ଲକ୍ଷ୍ମୀସାଗର ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଦୁଇ ମୃତ
    • ସୁଧୀର ପାତ୍ର ହତ୍ୟା ମାମଲା : ମୁହଁ ଖୋଲିଲେ ସୁଧୀର ପାତ୍ରଙ୍କ ପତ୍ନୀ
    • ବାରିପଦାରେ ନିର୍ମମ ଦୁର୍ଘଟଣା: ବସ୍‌ଷ୍ଟାଣ୍ଡ ଭିତରେ ଦୌଡ଼ିଲା ବସ୍, ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ
    • ଉଦଳା ଡାକ୍ତରଖାନାରେ ଅନ୍ଧାର: ରୋଗୀ ସୁରକ୍ଷା ନେଇ ଗୁରୁତର ପ୍ରଶ୍ନ :
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ରାଜନୀତି»ମର୍ଯ୍ୟାଦା ପୁରୁଷ ରାମଙ୍କ ପ୍ରତି ବିଜେପିର ଅମର୍ଯ୍ୟାଦା ପ୍ରଦର୍ଶନ ନୁହେଁକି ::

    ମର୍ଯ୍ୟାଦା ପୁରୁଷ ରାମଙ୍କ ପ୍ରତି ବିଜେପିର ଅମର୍ଯ୍ୟାଦା ପ୍ରଦର୍ଶନ ନୁହେଁକି ::

    By Charcha NewsMarch 30, 2026
    Share
    Facebook Twitter Email WhatsApp

    ଭୁବନେଶ୍ୱର : ତା 30.3.26 ଓଡ଼ିଶାର କ୍ଷମାତାସିନ ଦଳ ବିଜେପି ଦଳର ବିଧାୟକ ସାଂସଦ କ୍ଷମତା ନିଶାରେ ଅନ୍ଧ ହୋଇ ଖୋଲାଖୋଲି ମାରଣାସ୍ତ୍ର ଧରି ଆଇନ ଭଙ୍ଗ କରିବା ନେଇ କଂଗ୍ରେସ ଭବନଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା l
    ଉକ୍ତ ସାମ୍ବାଦିକ ସମ୍ମିଳନୀରେ ପୂର୍ବତନ ବିଧାୟକ ଓ ପିସିସିର ଉପସଭାପତି ଦେବାଶିଷ ପଟ୍ଟନାୟକ ଓ ମୁଖପାତ୍ର ଜୟଶ୍ରୀ ପାତ୍ର ଯୋଗଦେଇ ବିଜେପି ବିଧାୟକ ଓ ସାଂସଦଙ୍କ କାର୍ଯ୍ୟକଳାପକୁ କଡା ଭର୍ଷନା କରି କହିଛନ୍ତି ଯେ,
    ନାଥୁରମ୍ ଗଡସେଙ୍କ ଦଳ ଓଡ଼ିଶା ପରି ଶାନ୍ତି ପ୍ରିୟ ରାଜ୍ୟ ରେ ହିଂସା ବଢ଼ାଉଛି । ଟିଟଲାଗଡ ବିଜେପିର ଲୋକ ପ୍ରତିନିଧି ରାମନବମୀ ପରି ପବିତ୍ର ଦିନରେ ସର୍ବସାଧାରଣରେ ସୁରକ୍ଷା କର୍ମୀଙ୍କ ବନ୍ଧୁକ ନେଇ ଫାଙ୍କା ଗୁଳିଚାଳନା ପରି ଅପରାଧିକ କାର୍ଯ୍ୟରେ ସରକାର ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନ’ ନେବା ଅତି ନିନ୍ଦନୀୟ। ଏହା କଣ ମର୍ଯ୍ୟାଦା ପୁରୁଷ ଶ୍ରୀରାମଙ୍କ ମର୍ଯ୍ୟାଦାହାନୀ ନୁହେଁ କି ବୋଲି ପ୍ରଶ୍ନ ପଚାରିବା ସହ ପୁଣି କହିଛନ୍ତି ଯେ, ଜଗନ୍ନାଥଙ୍କ ମାଟିରେ ପୁରୀ ସାଂସଦ ଖଣ୍ଡା ବୁଲାଇ ଶକ୍ତି ପ୍ରଦର୍ଶନ କରିବା ମଧ୍ୟ ଖୋଲାଖୋଲି ଭାବେ ଆଇନର ଉଲ୍ଲଂଘନ। ଟିଟଲାଗଡରେ ତଦନ୍ତ ନାଁ ରେ କେବଳ ସୁରକ୍ଷା କର୍ମୀଙ୍କୁ ନିଲମ୍ବନ କରିଦେଇ ବିଧାୟକଙ୍କୁ ସୁରକ୍ଷା ଦେଲେ ଚଳିବ ନାହିଁ। ଆଇନ ସମସ୍ତଙ୍କ ପାଇଁ ସମାନ ତେଣୁ କଂଗ୍ରେସ ଦାବି କରୁଛି ବିଧାୟକଙ୍କୁ ତୁରନ୍ତ ଗିରଫ କରାଯାଉ ନଚେତ କଂଗ୍ରେସ ଆନ୍ଦୋଳନତ୍ମକ ପଦକ୍ଷେପ ଗ୍ରହଣ କରିବ ବୋଲି ସରକାରଙ୍କୁ ସତର୍କ କରିଛନ୍ତି l

    Share. Facebook Twitter WhatsApp

    Related Posts

    ହିଞ୍ଜିଳି ହତ୍ୟାକାଣ୍ଡକୁ ନେଇ ସରଗରମ ରାଜନୀତି

    May 6, 2026 ଆଜିର ଖବର

    ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ

    May 6, 2026 ଆଜିର ଖବର

    କେନ୍ଦ୍ରୀୟ ସହ-ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଲା ବିଜେପି ସଂସଦୀୟ ବୋର୍ଡ

    May 5, 2026 ରାଜନୀତି

    ମେ ୯ରେ ଶପଥଗ୍ରହଣ : ସୂଚନା ଦେଲେ ରାଜ୍ୟ ବିଜେପି ସଭାପତି

    May 5, 2026 ଆଜିର ଖବର

    ଆଜି ୪ଟାରେ ମମତାଙ୍କ ବଡ଼ ପ୍ରେସମିଟ୍

    May 5, 2026 ଆଜିର ଖବର

    ବିଜେପିର ଐତିହାସିକ ସଫଳତା: ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କ ଜନ୍ମଭୂମିରେ ପ୍ରଥମ ସରକାର

    May 4, 2026 ଆଜିର ଖବର

    କୋଲକାତାରେ ଆଜି ବିଜୟ ଶୋଭାଯାତ୍ରାକୁ ‘ନା’

    May 4, 2026 ଆଜିର ଖବର

    ସନ୍ଧ୍ୟାରେ ବିଜେପି ମୁଖ୍ୟାଳୟ ଯିବେ ପ୍ରଧାନମନ୍ତ୍ରୀ ମୋଦୀ

    May 4, 2026 ଆଜିର ଖବର

    ତାମିଲନାଡୁରେ ଟିଭିକେ ସୁନାମି : ୧୦୪ ଆସନରେ ଆଗୁଆ

    May 4, 2026 ଆଜିର ଖବର

    ପଶ୍ଚିମବଙ୍ଗରେ ବିଜେପିର ବଡ଼ ଲିଡ୍‌, କୁହୁକ ସଂଖ୍ୟା ଅତିକ୍ରମ

    May 4, 2026 ଆଜିର ଖବର

    ପଶ୍ଚିମବଙ୍ଗରେ ବିଜେପି ସରକାର ଗଢ଼ିବ : ଶୁଭେନ୍ଦୁ ଅଧିକାରୀ

    May 4, 2026 ରାଜନୀତି

    ସନ୍ଦୀପ ପାଠକଙ୍କ ବିରୋଧରେ ଦୁଇଟି ସଙ୍ଗୀନ ମାମଲା ରୁଜୁ ; ଆପ୍ ଛାଡ଼ି ବିଜେପିରେ ମିଶିବା ପରେ ବଢ଼ିଲା ଅଡୁଆ

    May 3, 2026 ରାଜନୀତି
    Watch YouTube

    You May Like

    ବଜାରରୁ ସମ୍ପୂର୍ଣ୍ଣ ନିଷେଧ ହେବ ସିନ୍ଥେଟିକ୍ ପନିର,

    May 6, 2026

    ଇରାନରେ ଭୟଙ୍କର ଅଗ୍ନିକାଣ୍ଡସପିଂ ସେଣ୍ଟରରେ ୮ ଜୀବନ୍ତ ଦଗ୍ଧ, ୩୬ ଆହତ

    May 6, 2026

    ହିଞ୍ଜିଳି ହତ୍ୟାକାଣ୍ଡକୁ ନେଇ ସରଗରମ ରାଜନୀତି

    May 6, 2026

    ଆକାଶରେ ଜରୁରୀ ସ୍ଥିତିସୃଷ୍ଟି ::

    May 6, 2026

    ପାକିସ୍ତାନକୁ ଝଟ୍‌କା ଦେଲା ଟ୍ରମ୍ପପ୍ରଶାସନ :

    May 6, 2026

    ଜୁନପହିଲାରେ ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ

    May 6, 2026

    ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ

    May 6, 2026

    ମେ ୮ରେ ଶପଥ ନେଇପାରନ୍ତି ବିଜୟ : କଂଗ୍ରେସର ସମର୍ଥନ ପରେ ସରକାର ଗଠନ ନେଇ ବିଜୟଙ୍କ ପଥ ପରିଷ୍କାର

    May 6, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.