Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Wednesday, April 15
    Facebook X (Twitter) YouTube Instagram
    Trending
    • ଓଡ଼ିଶାରେ ଆସନ ବୃଦ୍ଧି ଯୋଜନା: ୧୧ ଲୋକସଭା ଓ ୭୪ ବିଧାନସଭା ପର୍ଯ୍ୟନ୍ତ ସମ୍ଭାବନା :
    • ସମ୍ବିଧାନ ପ୍ରଣେତା ଡ଼ଃ ବି.ଆର.ଆମ୍ବେଦକରଙ୍କ ଜନ୍ମ ଜୟନ୍ତୀ ପାଳିତ ::
    • ଜାଣନ୍ତୁ ଆଜିର ରାଶିଫଳ :
    • ଜିଲ୍ଲା ଯୋଜନା କମିଟିରେ ଅଧ୍ୟକ୍ଷ ଭାବେ ଯୋଗଦେଲେ ମାନ୍ୟବର ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ::
    • ମାନ୍ୟବର ଗଣଶିକ୍ଷା ମନ୍ତ୍ରୀ ଙ୍କ ଉପସ୍ଥିତିରେ ରାୟଗଡ଼ ବ୍ଳକ ସ୍ତରୀୟ ଓଡ଼ିଆ ନବବର୍ଷ ପାଳିତ :
    • ଓଡ଼ିଆ ନବବର୍ଷ ଅସ୍ମିତା, ପରମ୍ପରା ଓ ନୂଆ ସମ୍ଭାବନାର ଉତ୍ସବ ::
    • କଟକ ରେଳ ଷ୍ଟେସନରେ ଯାତ୍ରୀମାନଙ୍କ ସାମଗ୍ରୀ ଚୋରି ଘଟଣାରେ ଜଡିତ ଅଭିଯୁକ୍ତଙ୍କୁ ଗିରଫ ::
    • କଲ୍ୟାଣସିଂପୁର ବ୍ଲକ ସଦର ମହକୁମା ଠାରେ ଜିଲ୍ଲାପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ  ::
    • ଆଜିର ରାଶିଫଳ
    • ବନ୍ଦନୀୟ ବରପୁତ୍ର କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲାସ୍ତରୀୟ ସାରସ୍ବତ ସମାବେଶ ଆୟୋଜିତ :
    • ସାନ ସାଇନ୍ ସ୍କୁଲର ଦ୍ବିତୀୟ ବାର୍ଷିକ ଉତ୍ସବ ପାଳନ ଯୋଗଦେଲେ ରାୟଗଡା ଏଡିଏମ :
    • ୭୮ ବର୍ଷର ସଂଘର୍ଷ ଆଜିର ଗର୍ବ ଭୁବନେଶ୍ୱର
    • ଭିଜିଲାନ୍ସ ଜାଲରେ ଗୁଡାରୀ ବନାଞ୍ଚଳ ଅଧିକାରୀ, ୨ଲକ୍ଷ ୩୩ ଜବତ ::
    • କଙ୍କା ବୁଢ଼ୀ ବନ୍ଧରେ ନିଆରା ମାଛଧରା ପର୍ବ ::
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ରାଜ୍ୟ»ମାନ୍ୟବର ଗଣଶିକ୍ଷା ମନ୍ତ୍ରୀ ଙ୍କ ଉପସ୍ଥିତିରେ ରାୟଗଡ଼ ବ୍ଳକ ସ୍ତରୀୟ ଓଡ଼ିଆ ନବବର୍ଷ ପାଳିତ :

    ମାନ୍ୟବର ଗଣଶିକ୍ଷା ମନ୍ତ୍ରୀ ଙ୍କ ଉପସ୍ଥିତିରେ ରାୟଗଡ଼ ବ୍ଳକ ସ୍ତରୀୟ ଓଡ଼ିଆ ନବବର୍ଷ ପାଳିତ :

    By Charcha NewsApril 15, 2026
    Share
    Facebook Twitter Email WhatsApp

    BY-ରବିନ୍ଦ୍ର ନାଥ ମହାପାତ୍ର

    ରାୟଗଡ଼ :: ରାୟଗଡ଼ ସଦର ବ୍ଲକରେ ଓଡ଼ିଆ ନବବର୍ଷ ମଙ୍ଗଳବାର ଦିନ ଧୁମଧାମରେ ପାଳିତ ହୋଇଛି | ଏଥିରେ ମାନ୍ୟବର ଗଣଶିକ୍ଷାମନ୍ତ୍ରୀ ତଥା ଜିଲ୍ଲା ଯୋଜନା ବୋର୍ଡର ନବ ନିଯୁକ୍ତ ଅଧ୍ୟକ୍ଷ ଶ୍ରୀଯୁକ୍ତ ନିତ୍ଯାନନ୍ଦ ଗଣ୍ଡ ଯୋଗଦେଇଥିଲେ | ବିଶାଳ ଶୋଭାଯାତ୍ରାରେ ପହଞ୍ଚିବାପରେ ମାନ୍ୟବର ମନ୍ତ୍ରୀଙ୍କୁ ସ୍ଵାଗତ କରିବା ସହ ବିଡିଓ ସୁଜିତ କୁମାର ମିଶ୍ର ପୁଷ୍ପଗୁଚ୍ଛ ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ | ନବବର୍ଷ ଉପଲକ୍ଷେ ବ୍ଳକ ପରିସର ଆକର୍ଷଣୀୟ ଚିତା, ଝୋଟି, ରଙ୍ଗିନ ଆଲୋକମାଳାରେ ସଜ୍ଜିତ ହୋଇଥିଲା ଓଡ଼ିଆ ପକ୍ଷରେ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମର ବିଜେତାଙ୍କୁ ପୁରସ୍କାର ଓ ମାନପତ୍ର ବଣ୍ଟନ କରାଯାଇଥିଲା | ସ୍ଥାନୀୟ ଲୋକକଳାକୁ ଉଜ୍ଜିବିତ ରଖିବାରେ ଅତୁଳନୀୟ ଅବଦାନ ନିମନ୍ତେ ଗେଟିପଡା ସ୍ଥିତ ମା ସନ୍ତୋଷୀ କଳା ପ୍ରତିଷ୍ଠାନ ଓ ଜପାଖାଲସ୍ଥିତ ମା ମଙ୍ଗଳା କଳା ପ୍ରତିଷ୍ଠାନ, ରାୟଗଡ଼ ବ୍ଳକ କଳା ଓ ସଂସ୍କୃତି ସଂଘ ଉପସଭାପତି ସନ୍ତୋଷ ତାଣ୍ଡି ତଥା କଳାକାରଙ୍କୁ ସମ୍ମାନିତ କରାଯାଇଥିଲା | ସେହିପରି ଝୋଟି ଚିତା ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ଦଶଟି ସ୍ଵୟଂ ସହାୟକ ଗୋଷ୍ଠୀ କର୍ମକର୍ତ୍ତାଙ୍କୁ ପୁରସ୍କୃତ କରାଯାଇଥିଲା | ପଣା ସଂକ୍ରାନ୍ତି ଅବସରରେ ସଭିଙ୍କୁ ପଞ୍ଚାୟତ ସମିତି ତରଫରୁ ପଣା ବଣ୍ଟନ କରାଯାଇଥିଲା | ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ଗଣ୍ଡ ଆୟୋଜନର ଭୂୟସୀ ପ୍ରଶଂସା କରିବା ସହ ରାୟଗଡ଼ ବିକାଶର ଏକ ଉଦାହରଣ ବ୍ଳକ ହେଉ, ଲୋକଙ୍କ ବିକାଶରେ ହିଁ ଦେଶର ବିକାଶ ସମ୍ଭବ ବୋଲି କହିଥିଲେ | ଏହି ଅବସରରେ ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ଗଣ୍ଡ ରାୟଗଡ଼ବାସୀଙ୍କୁ ନବ ବର୍ଷର ଶୁଭେଚ୍ଛା ଜ୍ଞାପନ କରିବା ସହ ସଭିଙ୍କୁ ବିକାଶର ଅଂଶିଦାର ହେବାପାଇଁ ଆହ୍ଵାନ ଜଣାଇଛନ୍ତି | କାର୍ଯ୍ୟକ୍ରମରେ ଏବିଡିଓ କାଳୁଚରଣ ନାୟକ, ବିଭାଗୀୟ ଅଧିକାରୀ ରାଜ କିଶୋର ଦାଶ, ଜିପିଡିଓ ସ୍ମୃତିରେଖା ନାୟକ, ବରିଷ୍ଠ ଶିକ୍ଷକ ନୀଳାଞ୍ଚଳ ମିଶ୍ର ପ୍ରମୁଖ ସମସ୍ତ ବ୍ଳକ କର୍ମକର୍ତ୍ତା ସହଯୋଗ କରିଥିଲେ |

    ଚର୍ଚ୍ଚା news

    Share. Facebook Twitter WhatsApp

    Related Posts

    ଓଡ଼ିଶାରେ ଆସନ ବୃଦ୍ଧି ଯୋଜନା: ୧୧ ଲୋକସଭା ଓ ୭୪ ବିଧାନସଭା ପର୍ଯ୍ୟନ୍ତ ସମ୍ଭାବନା :

    April 15, 2026 ଆଜିର ଖବର

    ସମ୍ବିଧାନ ପ୍ରଣେତା ଡ଼ଃ ବି.ଆର.ଆମ୍ବେଦକରଙ୍କ ଜନ୍ମ ଜୟନ୍ତୀ ପାଳିତ ::

    April 15, 2026 ରାଜ୍ୟ

    ଜିଲ୍ଲା ଯୋଜନା କମିଟିରେ ଅଧ୍ୟକ୍ଷ ଭାବେ ଯୋଗଦେଲେ ମାନ୍ୟବର ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ::

    April 15, 2026 ରାଜ୍ୟ

    କଟକ ରେଳ ଷ୍ଟେସନରେ ଯାତ୍ରୀମାନଙ୍କ ସାମଗ୍ରୀ ଚୋରି ଘଟଣାରେ ଜଡିତ ଅଭିଯୁକ୍ତଙ୍କୁ ଗିରଫ ::

    April 14, 2026 ରାଜ୍ୟ

    ସାନ ସାଇନ୍ ସ୍କୁଲର ଦ୍ବିତୀୟ ବାର୍ଷିକ ଉତ୍ସବ ପାଳନ ଯୋଗଦେଲେ ରାୟଗଡା ଏଡିଏମ :

    April 13, 2026 ରାଜ୍ୟ

    ୭୮ ବର୍ଷର ସଂଘର୍ଷ ଆଜିର ଗର୍ବ ଭୁବନେଶ୍ୱର

    April 13, 2026 ଆଜିର ଖବର

    କଙ୍କା ବୁଢ଼ୀ ବନ୍ଧରେ ନିଆରା ମାଛଧରା ପର୍ବ ::

    April 13, 2026 ରାଜ୍ୟ

    ବଂଶଧାରl ନଦୀ ଅବବାହିକରେ ଜଳସଂକଳ୍ପ ଯାତ୍ରା ::

    April 13, 2026 ରାଜ୍ୟ

    ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାର ଉଦଘାଟନ ::

    April 13, 2026 ରାଜ୍ୟ

    ଓଡ଼ିଆ ପକ୍ଷ ଅବସରରେ ଅମୃତପିଢି ସାରସ୍ଵତ ସମାରୋହ ଓ ବନ୍ଦନୀୟ ବରପୁତ୍ର ଦିବସ ପାଳିତ :

    April 13, 2026 ରାଜ୍ୟ

    ଗୁଣପୁର ମାଟି ପାଇଁ ଜିବନ ଦେବୁ :;

    April 11, 2026 ରାଜ୍ୟ

    କୋଟସମଲାଇ ରଘୁନାଥ ନାଟ୍ୟକଲା ପରିଷଦ ଶ୍ରୀରାମଲୀଳା ଉତ୍ସବ :;

    April 11, 2026 ରାଜ୍ୟ
    Watch YouTube

    You May Like

    ଓଡ଼ିଶାରେ ଆସନ ବୃଦ୍ଧି ଯୋଜନା: ୧୧ ଲୋକସଭା ଓ ୭୪ ବିଧାନସଭା ପର୍ଯ୍ୟନ୍ତ ସମ୍ଭାବନା :

    April 15, 2026

    ସମ୍ବିଧାନ ପ୍ରଣେତା ଡ଼ଃ ବି.ଆର.ଆମ୍ବେଦକରଙ୍କ ଜନ୍ମ ଜୟନ୍ତୀ ପାଳିତ ::

    April 15, 2026

    ଜାଣନ୍ତୁ ଆଜିର ରାଶିଫଳ :

    April 15, 2026

    ଜିଲ୍ଲା ଯୋଜନା କମିଟିରେ ଅଧ୍ୟକ୍ଷ ଭାବେ ଯୋଗଦେଲେ ମାନ୍ୟବର ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ::

    April 15, 2026

    ମାନ୍ୟବର ଗଣଶିକ୍ଷା ମନ୍ତ୍ରୀ ଙ୍କ ଉପସ୍ଥିତିରେ ରାୟଗଡ଼ ବ୍ଳକ ସ୍ତରୀୟ ଓଡ଼ିଆ ନବବର୍ଷ ପାଳିତ :

    April 15, 2026

    ଓଡ଼ିଆ ନବବର୍ଷ ଅସ୍ମିତା, ପରମ୍ପରା ଓ ନୂଆ ସମ୍ଭାବନାର ଉତ୍ସବ ::

    April 14, 2026

    କଟକ ରେଳ ଷ୍ଟେସନରେ ଯାତ୍ରୀମାନଙ୍କ ସାମଗ୍ରୀ ଚୋରି ଘଟଣାରେ ଜଡିତ ଅଭିଯୁକ୍ତଙ୍କୁ ଗିରଫ ::

    April 14, 2026

    କଲ୍ୟାଣସିଂପୁର ବ୍ଲକ ସଦର ମହକୁମା ଠାରେ ଜିଲ୍ଲାପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ  ::

    April 14, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.