Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Wednesday, May 6
    Facebook X (Twitter) YouTube Instagram
    Trending
    • ଇରାନରେ ଭୟଙ୍କର ଅଗ୍ନିକାଣ୍ଡସପିଂ ସେଣ୍ଟରରେ ୮ ଜୀବନ୍ତ ଦଗ୍ଧ, ୩୬ ଆହତ
    • ହିଞ୍ଜିଳି ହତ୍ୟାକାଣ୍ଡକୁ ନେଇ ସରଗରମ ରାଜନୀତି
    • ଆକାଶରେ ଜରୁରୀ ସ୍ଥିତିସୃଷ୍ଟି ::
    • ପାକିସ୍ତାନକୁ ଝଟ୍‌କା ଦେଲା ଟ୍ରମ୍ପପ୍ରଶାସନ :
    • ଜୁନପହିଲାରେ ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ
    • ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ
    • ମେ ୮ରେ ଶପଥ ନେଇପାରନ୍ତି ବିଜୟ : କଂଗ୍ରେସର ସମର୍ଥନ ପରେ ସରକାର ଗଠନ ନେଇ ବିଜୟଙ୍କ ପଥ ପରିଷ୍କାର
    • ଭାରତୀୟ ଜାହାଜକୁ  ଆରବ ସାଗରରୁ ଉଦ୍ଧାର କଲା ପାକିସ୍ତାନ ନୌସେନା
    • ବ୍ୟାଙ୍କ ଋଣ ନ ଶୁଝିଲେ ଜବତ ହେବ ଘର ଜମି!
    • ଭୁବନେଶ୍ବର ଲକ୍ଷ୍ମୀସାଗର ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଦୁଇ ମୃତ
    • ସୁଧୀର ପାତ୍ର ହତ୍ୟା ମାମଲା : ମୁହଁ ଖୋଲିଲେ ସୁଧୀର ପାତ୍ରଙ୍କ ପତ୍ନୀ
    • ବାରିପଦାରେ ନିର୍ମମ ଦୁର୍ଘଟଣା: ବସ୍‌ଷ୍ଟାଣ୍ଡ ଭିତରେ ଦୌଡ଼ିଲା ବସ୍, ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ
    • ଉଦଳା ଡାକ୍ତରଖାନାରେ ଅନ୍ଧାର: ରୋଗୀ ସୁରକ୍ଷା ନେଇ ଗୁରୁତର ପ୍ରଶ୍ନ :
    • କୁକୁଡ଼ା ଦୋକାନରେ ୧୨ ଫୁଟିଆ ଅହିରାଜ, ବନବିଭାଗର ସଫଳ ଉଦ୍ଧାର :
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ଆଜିର ଖବର»ମାଲକାନଗିରି ଠାରେ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ

    ମାଲକାନଗିରି ଠାରେ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ

    By Charcha NewsAugust 14, 2025
    Share
    Facebook Twitter Email WhatsApp

    ୧୪/୦୮/୨୫ ସାମ୍ୱାଦିକ ମାନସ୍ ନେତାମ୍

    ମାଲକାନଗିରି : ମାଲକାନଗିରି ଜିଲ୍ଲାରେ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ସଂସ୍କୃତ ପରିଷଦ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏନେଇ ଆଜି ସଦରମହକୁମା ବସଷ୍ଟାଣ୍ଡ ଠାରୁ ସଂସ୍କୃତି ପରିଷଦ ଭବନ ପର୍ଯ୍ୟନ୍ତ ବିରାଟ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଶୋଭାଯାତ୍ରାରେ ଜିଲ୍ଲାପାଳ ଉମେଶ କୁମାର ଉପାଧ୍ୟାୟ, ମାଲକାନଗିରି ବିଧାୟକ ନରସିଂହ ମାଡ଼କାମୀ, ଉପଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ ନରେଶ ଶାବର, ଜିଲ୍ଲା ପରିଷଦ ଅଧ୍ୟକ୍ଷ ସମାରି ତାଙ୍ଗୁଲ ସମେତ ଜିଲ୍ଲା ପ୍ରଶାସନ ର ଅନେକ ଅଧିକାରୀ ଓ କର୍ମଚାରୀ, ବିଏସଏଫ ର ଯବାନ, ଅଙ୍ଗନୱାଡ଼ି କର୍ମୀ ସହିତ ବହୁ ମହିଳା ଛାତ୍ରଛାତ୍ରୀ ଶୋଭାଯାତ୍ରାରେ ଭାଗ ନେଇଥିଲେ। ସମସ୍ତେ ହାତରେ ତ୍ରିରଙ୍ଗା ଧରି ଜାତୀୟ ଏକତା ସହିତ ସ୍ବାଧୀନତାର ନାରା ଦେଇ ଥିଲେ। ଏହି ଅବସରରେ ବିଧାୟକ ନରସିଂହ ମାଡ଼କାମୀ କହିଛନ୍ତି ଏହା ସରକାରଙ୍କ “ହରଘର” ତ୍ରିରଙ୍ଗା କାର୍ଯ୍ୟକ୍ରମ ସଫଳ କରିବାର ଏକ ପ୍ରୟାସ। ଏହି ଅବସରରେ ନବରଙ୍ଗପୁର ସାଂସଦଙ୍କ ମାଲକାନଗିରି ଜିଲ୍ଲା ପ୍ରତିନିଧି ସଞ୍ଜୟ ସରକାର,ମାଲକାନଗିରି ନିର୍ବାଚନ ମଣ୍ଡଳୀ ବିଧାୟକଙ୍କ ପ୍ରତିନିଧି ନିହାର ରାୟ, ବିଜୟ ମହାରଣା, ରାହୁଲ୍ ତାୱରି ସହିତ ବିଭିନ୍ନ ଦଳୀୟ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହିଥିଲେ

    Share. Facebook Twitter WhatsApp

    Related Posts

    ଇରାନରେ ଭୟଙ୍କର ଅଗ୍ନିକାଣ୍ଡସପିଂ ସେଣ୍ଟରରେ ୮ ଜୀବନ୍ତ ଦଗ୍ଧ, ୩୬ ଆହତ

    May 6, 2026 ଅର୍ଥନୀତି

    ହିଞ୍ଜିଳି ହତ୍ୟାକାଣ୍ଡକୁ ନେଇ ସରଗରମ ରାଜନୀତି

    May 6, 2026 ଆଜିର ଖବର

    ଆକାଶରେ ଜରୁରୀ ସ୍ଥିତିସୃଷ୍ଟି ::

    May 6, 2026 ଆଜିର ଖବର

    ପାକିସ୍ତାନକୁ ଝଟ୍‌କା ଦେଲା ଟ୍ରମ୍ପପ୍ରଶାସନ :

    May 6, 2026 ଆଜିର ଖବର

    ଜୁନପହିଲାରେ ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ

    May 6, 2026 ଆଜିର ଖବର

    ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ

    May 6, 2026 ଆଜିର ଖବର

    ମେ ୮ରେ ଶପଥ ନେଇପାରନ୍ତି ବିଜୟ : କଂଗ୍ରେସର ସମର୍ଥନ ପରେ ସରକାର ଗଠନ ନେଇ ବିଜୟଙ୍କ ପଥ ପରିଷ୍କାର

    May 6, 2026 ଆଜିର ଖବର

    ବ୍ୟାଙ୍କ ଋଣ ନ ଶୁଝିଲେ ଜବତ ହେବ ଘର ଜମି!

    May 6, 2026 ଅର୍ଥନୀତି

    ଭୁବନେଶ୍ବର ଲକ୍ଷ୍ମୀସାଗର ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଦୁଇ ମୃତ

    May 6, 2026 ଆଜିର ଖବର

    ବାରିପଦାରେ ନିର୍ମମ ଦୁର୍ଘଟଣା: ବସ୍‌ଷ୍ଟାଣ୍ଡ ଭିତରେ ଦୌଡ଼ିଲା ବସ୍, ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ

    May 6, 2026 ଆଜିର ଖବର

    କୁକୁଡ଼ା ଦୋକାନରେ ୧୨ ଫୁଟିଆ ଅହିରାଜ, ବନବିଭାଗର ସଫଳ ଉଦ୍ଧାର :

    May 6, 2026 ଆଜିର ଖବର

    Anuvadini AI Partners with MathZoro to Bring Gamified Mathematics Education for Every Indian School Student

    May 6, 2026 ଆଜିର ଖବର
    Watch YouTube

    You May Like

    ଇରାନରେ ଭୟଙ୍କର ଅଗ୍ନିକାଣ୍ଡସପିଂ ସେଣ୍ଟରରେ ୮ ଜୀବନ୍ତ ଦଗ୍ଧ, ୩୬ ଆହତ

    May 6, 2026

    ହିଞ୍ଜିଳି ହତ୍ୟାକାଣ୍ଡକୁ ନେଇ ସରଗରମ ରାଜନୀତି

    May 6, 2026

    ଆକାଶରେ ଜରୁରୀ ସ୍ଥିତିସୃଷ୍ଟି ::

    May 6, 2026

    ପାକିସ୍ତାନକୁ ଝଟ୍‌କା ଦେଲା ଟ୍ରମ୍ପପ୍ରଶାସନ :

    May 6, 2026

    ଜୁନପହିଲାରେ ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ

    May 6, 2026

    ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ

    May 6, 2026

    ମେ ୮ରେ ଶପଥ ନେଇପାରନ୍ତି ବିଜୟ : କଂଗ୍ରେସର ସମର୍ଥନ ପରେ ସରକାର ଗଠନ ନେଇ ବିଜୟଙ୍କ ପଥ ପରିଷ୍କାର

    May 6, 2026

    ଭାରତୀୟ ଜାହାଜକୁ  ଆରବ ସାଗରରୁ ଉଦ୍ଧାର କଲା ପାକିସ୍ତାନ ନୌସେନା

    May 6, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.