Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Wednesday, May 6
    Facebook X (Twitter) YouTube Instagram
    Trending
    • ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ
    • ମେ ୮ରେ ଶପଥ ନେଇପାରନ୍ତି ବିଜୟ : କଂଗ୍ରେସର ସମର୍ଥନ ପରେ ସରକାର ଗଠନ ନେଇ ବିଜୟଙ୍କ ପଥ ପରିଷ୍କାର
    • ଭାରତୀୟ ଜାହାଜକୁ  ଆରବ ସାଗରରୁ ଉଦ୍ଧାର କଲା ପାକିସ୍ତାନ ନୌସେନା
    • ବ୍ୟାଙ୍କ ଋଣ ନ ଶୁଝିଲେ ଜବତ ହେବ ଘର ଜମି!
    • ଭୁବନେଶ୍ବର ଲକ୍ଷ୍ମୀସାଗର ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଦୁଇ ମୃତ
    • ସୁଧୀର ପାତ୍ର ହତ୍ୟା ମାମଲା : ମୁହଁ ଖୋଲିଲେ ସୁଧୀର ପାତ୍ରଙ୍କ ପତ୍ନୀ
    • ବାରିପଦାରେ ନିର୍ମମ ଦୁର୍ଘଟଣା: ବସ୍‌ଷ୍ଟାଣ୍ଡ ଭିତରେ ଦୌଡ଼ିଲା ବସ୍, ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ
    • ଉଦଳା ଡାକ୍ତରଖାନାରେ ଅନ୍ଧାର: ରୋଗୀ ସୁରକ୍ଷା ନେଇ ଗୁରୁତର ପ୍ରଶ୍ନ :
    • କୁକୁଡ଼ା ଦୋକାନରେ ୧୨ ଫୁଟିଆ ଅହିରାଜ, ବନବିଭାଗର ସଫଳ ଉଦ୍ଧାର :
    • Anuvadini AI Partners with MathZoro to Bring Gamified Mathematics Education for Every Indian School Student
    • ଆସାନସୋଲ ଶିଳ୍ପାଞ୍ଚଳ ସହର ରେ ବହୁ ତୃଣମୂଳ କଂଗ୍ରେସ ଦଳର କାର୍ଯ୍ୟାଳୟରେ ବିଜେପି ଦଳ କର୍ମୀ ଅଗ୍ନିକାଣ୍ଡ ଲଗାଇଲେ ଓ ଭଙ୍ଗାରୁଜା କରିଛନ୍ତି :
    • ଆଜିର ରାଶିଫଳ
    • ମାଟ୍ରିକ ପରୀକ୍ଷାରେ ଏ୧ରେ ଉତୀର୍ଣ୍ଣ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ରାୟଗଡ଼ା ଜିଲ୍ଳାପାଳ
    • କେନ୍ଦ୍ରୀୟ ସହ-ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଲା ବିଜେପି ସଂସଦୀୟ ବୋର୍ଡ
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ଆଜିର ଖବର»ମାଲକାନଗିରି ରାଜସ୍ୱ ଅମଲା ସଂଘ ତରଫରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧର୍ମଘଟ

    ମାଲକାନଗିରି ରାଜସ୍ୱ ଅମଲା ସଂଘ ତରଫରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧର୍ମଘଟ

    By Charcha NewsAugust 13, 2025
    Share
    Facebook Twitter Email WhatsApp

    ସାମ୍ବାଦିକ ମାନସ୍ ନେତାମ୍

    ମାଲକାନଗିରି : ଓଡ଼ିଶା ରାଜସ୍ୱ ଅମଲା ସଂଘ ନିଷ୍ପତ୍ତି କ୍ରମେ ଆଜି ମାଲକାନଗିରି ଶାଖା ତରଫରୁ ୧୦ ଦଫା ଦାବି ପୂରଣ ପାଇଁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସମସ୍ତ ଅମଲାମାନେ ଏକତ୍ରିତ ହୋଇ ଧର୍ମ ଘଟରେ ଯୋଗଦେଇଥିବା ଜଣା ପଡ଼ିଛି। ଆଜି ଠାରୁ ରାଜସ୍ବ ଅମଲା ମାନେ ଜିଲ୍ଲାପାଳଙ୍କୁ ସମୂହ ଛୁଟି ନେଇ ସେମାନଙ୍କ ଦାବି ପୂରଣ ହେଲା ପର୍ଯ୍ୟନ୍ତ ଅନିର୍ଦ୍ଦିଷ୍ଟ କାଳ ପାଇଁ କାର୍ଯ୍ୟାଳୟେ ଯୋଗ ଦେବେ ନାହିଁ ବୋଲି କୁହାଯାଇଛି। ଓଡ଼ିଶା ରାଜସ୍ୱ ଅମଲା ସଂଘ ୧୦ ଦଫା ଦାବି ଗୁଡ଼ିକ ହେଲା, ଜିଲ୍ଲା ସ୍ତରରେ କାର୍ଯ୍ୟରତ ଅମଲା ମାନଙ୍କ ମୂଳ ଦରମା ୨୦୧୭ ମସିହା ନିୟମ ଅନୁସାରେ ଲେବେଲ୍ ୯ କୁ ବୃଦ୍ଧି କରାଯାଉ । ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ପତ୍ର ସଂଖ୍ୟା ୬୯୮ ତା ୬.୧.୨୦୨୪ ପତ୍ର ସଂଖ୍ୟା ୭୦୮ ତା୬.୧.୨୦୨୪ ପତ୍ର ସଂଖ୍ୟା ୮୮୯୮ ତା ୧୩.୩.୨୦୨୪ ଅନୁସାରେ ଏବଂ ସମସ୍ତ ଜିଲ୍ଲାପାଳଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ତଥ୍ୟ କୁ ଆଧାର କରି ନୂତନ ପଦବୀ ସୃଷ୍ଟି କରିବା ସହିତ ପଦବୀ ପୁନର୍ଗଠନ କରାଯାଉ ।

    ରାଜସ୍ୱ ଅମଲା ମାନଙ୍କର ରେସିଡେନ୍ସି ପିରିୟଡ଼ ୬ ବର୍ଷ ବଦଳରେ ୪ ବର୍ଷ କରାଯାଉ । ବରିଷ୍ଠ ରାଜସ୍ବ ସହାୟକ ଏବଂ ଏବଂ ଏଏସଓ ପଦବୀକୁ ଏକତ୍ରିତ କରାଯାଇ କେବଳ ଏ ଏସ୍ ଓ ରଖା ଯାଉ ଏବଂ କନିଷ୍ଠ ରାଜସ୍ବ ସହାୟକ ରୁ ୪୫ ବର୍ଷ ରେସିଡେନ୍ସି ପିରିୟଡ଼ ରଖାଯାଇ ଏ ଏସ ଓ ପଦବୀ କୁ ପଦୋନ୍ନତି କରା ଯାଉ। ରାଜ୍ୟରେ କାର୍ଯ୍ୟ ରତ ସମସ୍ତ ସରକାରୀ କର୍ମଚାରୀ ଏବଂ ସେମାନଙ୍କ ପରିବାରବର୍ଗଙ୍କୁ ବାର୍ଷିକ ୨୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ବାସ୍ଥ୍ୟ ବୀମା ଲାଗୁ କରାଯାଉ । ୨୦୨୦ ମସିହାରେ ଲାଗୁ କରାଯାଇଥିବା ପୁନଃ ଥଇଥାନ ଯୋଜନାର ନିୟମାବଳୀ କୁ ସଂପୂର୍ଣ୍ଣ ଉଛେଦ କରାଯାଇ ୧୯୯୦ ମସିହାରେ କରାଯାଇଥିବା ନିୟମାବଳୀକୁ ପୁନଃ ପୁନଃ ପ୍ରଚଳନ କରାଯାଇ ମୃତ ସରକାରୀ କର୍ମଚାରୀ ପରିବାରଙ୍କୁ ଯୋଗ୍ୟତା ଭିତ୍ତିରେ ନିଯୁକ୍ତ ପ୍ରଦାନ କରାଯାଉ ।

    ଜିଲ୍ଲା ସ୍ତରୀୟ କାର୍ଯ୍ୟରତ ରାଜସ୍ବ କର୍ମଚାରୀମାନଙ୍କୁ ଓଡ଼ିଶା ରାଜସ୍ୱ ସେବା ପଦବୀ ରେ ଶତ ପ୍ରତିଶତ ପଦୋନ୍ନତି ଦିଆଯାଉ। ତହସିଲ କାର୍ଯ୍ୟାଳୟ ଗୁଡିକରେ ବିଭିନ୍ନ ରାଜସ୍ବ ସମ୍ବନ୍ଧୀୟ ମାମଲାକୁ ତ୍ବରାନ୍ବିତ କରିବା ପାଇଁ ସେଠାରେ କାର୍ଯ୍ୟ ରତ ରାଜସ୍ବ ସହାୟକ ମାନଙ୍କୁ ପରିଚୟ ପତ୍ର ପ୍ରଦାନ କରାଯାଉ। ରାଜସ୍ବ ବିଭାଗ ରେ ନିଯୁକ୍ତି ପାଉଥିବା ରାଜସ୍ୱ ସହାୟକ ମାନଙ୍କୁ ତାଲିମ ପ୍ରଦାନ କରାଯାଉ। ନୂତନ ପେନସନ ଯୋଜନାକୁ ରଦ୍ଦ କରାଯାଇ ପୁରାତନ ପେନସନ ଯୋଜନା ଲାଗୁ କରାଯାଉ । ଏହି ଧର୍ମଘଟରେ ମାଲକାନଗିରି ରାଜସ୍ବ ଅମଲା ସଂଘର ସଭାପତି ସିଏଚ.ପି. କ୍ରିଷ୍ଣା ରାଓ, କାର୍ଯ୍ୟକାରୀ ସଭାପତି ନୀଳକଣ୍ଠ ଭୂମିଆ, ସଂପାଦକ ଦିଲ୍ଲୀପ କୁମାର ନାୟକ ପ୍ରମୁଖ ନେତୃତ୍ବ ନେଇଥିଲେ।

    Share. Facebook Twitter WhatsApp

    Related Posts

    ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ

    May 6, 2026 ଆଜିର ଖବର

    ମେ ୮ରେ ଶପଥ ନେଇପାରନ୍ତି ବିଜୟ : କଂଗ୍ରେସର ସମର୍ଥନ ପରେ ସରକାର ଗଠନ ନେଇ ବିଜୟଙ୍କ ପଥ ପରିଷ୍କାର

    May 6, 2026 ଆଜିର ଖବର

    ବ୍ୟାଙ୍କ ଋଣ ନ ଶୁଝିଲେ ଜବତ ହେବ ଘର ଜମି!

    May 6, 2026 ଅର୍ଥନୀତି

    ଭୁବନେଶ୍ବର ଲକ୍ଷ୍ମୀସାଗର ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଦୁଇ ମୃତ

    May 6, 2026 ଆଜିର ଖବର

    ବାରିପଦାରେ ନିର୍ମମ ଦୁର୍ଘଟଣା: ବସ୍‌ଷ୍ଟାଣ୍ଡ ଭିତରେ ଦୌଡ଼ିଲା ବସ୍, ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ

    May 6, 2026 ଆଜିର ଖବର

    କୁକୁଡ଼ା ଦୋକାନରେ ୧୨ ଫୁଟିଆ ଅହିରାଜ, ବନବିଭାଗର ସଫଳ ଉଦ୍ଧାର :

    May 6, 2026 ଆଜିର ଖବର

    Anuvadini AI Partners with MathZoro to Bring Gamified Mathematics Education for Every Indian School Student

    May 6, 2026 ଆଜିର ଖବର

    ମାଟ୍ରିକ ପରୀକ୍ଷାରେ ଏ୧ରେ ଉତୀର୍ଣ୍ଣ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ରାୟଗଡ଼ା ଜିଲ୍ଳାପାଳ

    May 5, 2026 ଆଜିର ଖବର

    କେନ୍ଦ୍ରୀୟ ସହ-ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଲା ବିଜେପି ସଂସଦୀୟ ବୋର୍ଡ

    May 5, 2026 ରାଜନୀତି

    ପଶ୍ଚିମ ବଙ୍ଗ ଲୋକଙ୍କୁ ଧନ୍ୟବାଦ ଜଣାଇଲେ ମୁକେଶ ମହାଲିଙ୍ଗ

    May 5, 2026 ଆଜିର ଖବର

    ମେ ୯ରେ ଶପଥଗ୍ରହଣ : ସୂଚନା ଦେଲେ ରାଜ୍ୟ ବିଜେପି ସଭାପତି

    May 5, 2026 ଆଜିର ଖବର

    ଗୁଜରାଟରେ ଓଡ଼ିଶାର ନିବେଶ ମିଶନ :;

    May 5, 2026 ଆଜିର ଖବର
    Watch YouTube

    You May Like

    ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ

    May 6, 2026

    ମେ ୮ରେ ଶପଥ ନେଇପାରନ୍ତି ବିଜୟ : କଂଗ୍ରେସର ସମର୍ଥନ ପରେ ସରକାର ଗଠନ ନେଇ ବିଜୟଙ୍କ ପଥ ପରିଷ୍କାର

    May 6, 2026

    ଭାରତୀୟ ଜାହାଜକୁ  ଆରବ ସାଗରରୁ ଉଦ୍ଧାର କଲା ପାକିସ୍ତାନ ନୌସେନା

    May 6, 2026

    ବ୍ୟାଙ୍କ ଋଣ ନ ଶୁଝିଲେ ଜବତ ହେବ ଘର ଜମି!

    May 6, 2026

    ଭୁବନେଶ୍ବର ଲକ୍ଷ୍ମୀସାଗର ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଦୁଇ ମୃତ

    May 6, 2026

    ସୁଧୀର ପାତ୍ର ହତ୍ୟା ମାମଲା : ମୁହଁ ଖୋଲିଲେ ସୁଧୀର ପାତ୍ରଙ୍କ ପତ୍ନୀ

    May 6, 2026

    ବାରିପଦାରେ ନିର୍ମମ ଦୁର୍ଘଟଣା: ବସ୍‌ଷ୍ଟାଣ୍ଡ ଭିତରେ ଦୌଡ଼ିଲା ବସ୍, ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ

    May 6, 2026

    ଉଦଳା ଡାକ୍ତରଖାନାରେ ଅନ୍ଧାର: ରୋଗୀ ସୁରକ୍ଷା ନେଇ ଗୁରୁତର ପ୍ରଶ୍ନ :

    May 6, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.