Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Thursday, May 7
    Facebook X (Twitter) YouTube Instagram
    Trending
    • ବ୍ୟାଙ୍କ ଟଙ୍କାରେ ସୁନା, ଡ୍ରୋନ୍‌ ଓ ଲଗ୍ଜୁରୀ ସାମଗ୍ରୀ ! ଭିଜିଲାନ୍ସ ଜାଲରେ ଠକ ଯୁଗଳ :
    • ଆରମ୍ଭ ହେଲା ମହାନଦୀ ବଞ୍ଚାଅ ଆନ୍ଦୋଳନର ::
    • ଅପେରସନ୍‌ ସିନ୍ଦୁରକୁ ପୂରିଲା ବର୍ଷେ
    • କଟକ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପକୁ ନେଇ ଅନିଶ୍ଚିତତା
    • କେନ୍ଦ୍ରାପଡ଼ାରେ ଭୟଙ୍କର ଅଗ୍ନିକାଣ୍ଡ :
    • ରାମନାଗୁଡା ବ୍ଲକରେ ପଞ୍ଚାୟତିରାଜ ମନ୍ତ୍ରୀ: ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦଘାଟନ
    • ଆଜିର ରାଶିଫଳ
    • ବଜାରରୁ ସମ୍ପୂର୍ଣ୍ଣ ନିଷେଧ ହେବ ସିନ୍ଥେଟିକ୍ ପନିର,
    • ଇରାନରେ ଭୟଙ୍କର ଅଗ୍ନିକାଣ୍ଡସପିଂ ସେଣ୍ଟରରେ ୮ ଜୀବନ୍ତ ଦଗ୍ଧ, ୩୬ ଆହତ
    • ହିଞ୍ଜିଳି ହତ୍ୟାକାଣ୍ଡକୁ ନେଇ ସରଗରମ ରାଜନୀତି
    • ଆକାଶରେ ଜରୁରୀ ସ୍ଥିତିସୃଷ୍ଟି ::
    • ପାକିସ୍ତାନକୁ ଝଟ୍‌କା ଦେଲା ଟ୍ରମ୍ପପ୍ରଶାସନ :
    • ଜୁନପହିଲାରେ ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ
    • ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ଆଜିର ଖବର»“ମା ପେଣ୍ଡ୍ରାଣୀ” ସବୁଜ ସେନା ସଙ୍ଘ ତରଫରୁ ସ୍ୱଛତା କାର୍ଯ୍ୟକ୍ରମ

    “ମା ପେଣ୍ଡ୍ରାଣୀ” ସବୁଜ ସେନା ସଙ୍ଘ ତରଫରୁ ସ୍ୱଛତା କାର୍ଯ୍ୟକ୍ରମ

    By Charcha NewsJanuary 17, 2026Updated:January 17, 2026
    Share
    Facebook Twitter Email WhatsApp

    ଉମରକୋଟ/ ଶ୍ରୀକାନ୍ତ ନନ୍ଦ :-ଏକ ନିଆରା କାର୍ଯ୍ୟକ୍ରମ କାରି ପ୍ରଶଂସା ସାଉଁଟିଛନ୍ତି ମା ପେଣ୍ଡ୍ରାଣୀ ସବୁଜ ସେନା ସଂଘ l ନବରଙ୍ଗପୁର ଜିଲ୍ଲା ଉମରକୋଟ ଅଞ୍ଚଳରେ ଥିବା ଭାସ୍କେଲ ଡ୍ୟାମ ଠାରେ ଥିବା ମିନୀ ପାର୍କ ଏବଂ ପିକ୍ ନିକ୍ ସ୍ପୋର୍ଟ ରେ ମା ପେଣ୍ଡ୍ରାଣୀ ସବୁଜ ସେନା ସଙ୍ଘ ତରଫରୁ ଆଜି ଏକ ସ୍ଵଛତା କାର୍ଯ୍ୟକ୍ରମ କରାଯାଇଥିଲା l
    ସ୍ଵଚ୍ଛ ପରିବେଶ ଓ ସୁସ୍ଥ ସମାଜ ଗଢ଼ିବା ଲକ୍ଷ୍ୟରେ ସଙ୍ଘର ସଦସ୍ୟମାନେ ରାସ୍ତା, ସାର୍ବଜନୀନ ସ୍ଥାନ ଓ ପିକ୍ ନିକ୍ ପାଇଁ କରାଯାଇଥିବା ସ୍ଥାନ ଓ ପର୍ଯ୍ୟଟକ ଙ୍କ ବ୍ଯବହାର କରୁଥିବା ସ୍ଥାନ କୁ ସଫା କରିଛନ୍ତି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ସାଧାରଣ ଲୋକଙ୍କୁ ସ୍ଵଛତା ପ୍ରତି ସଚେତନ କରାଯାଇଥିବା ସହ
    “ସ୍ଵଛତା ହେଉଛି ସେବା” ବୋଲି ବାର୍ତ୍ତା ଦିଆଯାଇଛି।
    ସବୁଜ ସେନା ସଙ୍ଘର ଏହି ପଦକ୍ଷେପକୁ ଅଞ୍ଚଳବାସୀ ସ୍ୱାଗତ କରିଥିବା ସହ ଦୂରଦୂରାନ୍ତରରୁ ଆସିଥିବା ପର୍ଯ୍ୟଟକ ମାନେ ମଧ୍ୟ ଏହିପରି ମହାନ କାର୍ଯ୍ୟକ୍ରମ ପାଇଁ ସଙ୍ଘର ସଦର୍ସ୍ୟ ମାନଙ୍କୁ ପ୍ରଶଂସା କରିଥିଲେ l
    ଆଗାମୀ ଦିନରେ ଏପରି କାର୍ଯ୍ୟକ୍ରମ ଜାରି ରଖିବାକୁ ସଙ୍ଘ ତରଫରୁ ନିଷ୍ପତି ନିଆଯାଇଛି l

    Share. Facebook Twitter WhatsApp

    Related Posts

    ଆରମ୍ଭ ହେଲା ମହାନଦୀ ବଞ୍ଚାଅ ଆନ୍ଦୋଳନର ::

    May 7, 2026 ଆଜିର ଖବର

    ଅପେରସନ୍‌ ସିନ୍ଦୁରକୁ ପୂରିଲା ବର୍ଷେ

    May 7, 2026 ଆଜିର ଖବର

    କଟକ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପକୁ ନେଇ ଅନିଶ୍ଚିତତା

    May 7, 2026 ଆଜିର ଖବର

    କେନ୍ଦ୍ରାପଡ଼ାରେ ଭୟଙ୍କର ଅଗ୍ନିକାଣ୍ଡ :

    May 7, 2026 ଆଜିର ଖବର

    ରାମନାଗୁଡା ବ୍ଲକରେ ପଞ୍ଚାୟତିରାଜ ମନ୍ତ୍ରୀ: ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦଘାଟନ

    May 7, 2026 ଆଜିର ଖବର

    ଇରାନରେ ଭୟଙ୍କର ଅଗ୍ନିକାଣ୍ଡସପିଂ ସେଣ୍ଟରରେ ୮ ଜୀବନ୍ତ ଦଗ୍ଧ, ୩୬ ଆହତ

    May 6, 2026 ଅର୍ଥନୀତି

    ହିଞ୍ଜିଳି ହତ୍ୟାକାଣ୍ଡକୁ ନେଇ ସରଗରମ ରାଜନୀତି

    May 6, 2026 ଆଜିର ଖବର

    ଆକାଶରେ ଜରୁରୀ ସ୍ଥିତିସୃଷ୍ଟି ::

    May 6, 2026 ଆଜିର ଖବର

    ପାକିସ୍ତାନକୁ ଝଟ୍‌କା ଦେଲା ଟ୍ରମ୍ପପ୍ରଶାସନ :

    May 6, 2026 ଆଜିର ଖବର

    ଜୁନପହିଲାରେ ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ

    May 6, 2026 ଆଜିର ଖବର

    ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ

    May 6, 2026 ଆଜିର ଖବର

    ମେ ୮ରେ ଶପଥ ନେଇପାରନ୍ତି ବିଜୟ : କଂଗ୍ରେସର ସମର୍ଥନ ପରେ ସରକାର ଗଠନ ନେଇ ବିଜୟଙ୍କ ପଥ ପରିଷ୍କାର

    May 6, 2026 ଆଜିର ଖବର
    Watch YouTube

    You May Like

    ବ୍ୟାଙ୍କ ଟଙ୍କାରେ ସୁନା, ଡ୍ରୋନ୍‌ ଓ ଲଗ୍ଜୁରୀ ସାମଗ୍ରୀ ! ଭିଜିଲାନ୍ସ ଜାଲରେ ଠକ ଯୁଗଳ :

    May 7, 2026

    ଆରମ୍ଭ ହେଲା ମହାନଦୀ ବଞ୍ଚାଅ ଆନ୍ଦୋଳନର ::

    May 7, 2026

    ଅପେରସନ୍‌ ସିନ୍ଦୁରକୁ ପୂରିଲା ବର୍ଷେ

    May 7, 2026

    କଟକ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପକୁ ନେଇ ଅନିଶ୍ଚିତତା

    May 7, 2026

    କେନ୍ଦ୍ରାପଡ଼ାରେ ଭୟଙ୍କର ଅଗ୍ନିକାଣ୍ଡ :

    May 7, 2026

    ରାମନାଗୁଡା ବ୍ଲକରେ ପଞ୍ଚାୟତିରାଜ ମନ୍ତ୍ରୀ: ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦଘାଟନ

    May 7, 2026

    ଆଜିର ରାଶିଫଳ

    May 7, 2026

    ବଜାରରୁ ସମ୍ପୂର୍ଣ୍ଣ ନିଷେଧ ହେବ ସିନ୍ଥେଟିକ୍ ପନିର,

    May 6, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.