Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Saturday, May 2
    Facebook X (Twitter) YouTube Instagram
    Trending
    • ଆଜି ପ୍ରକାଶ ପାଇବ ଦଶମ ଶ୍ରେଣୀ ପରୀକ୍ଷା ଫଳ , ପିଲାମାନେ ଚାପମୁକ୍ତ ହେବା ପାଇଁ ସ୍ପେଶାଲ ଟିପ୍ସ
    • ଜାଣନ୍ତୁ ଆଜିର ରାଶିଫଳ ::
    • ରାୟଗଡ଼ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ
    • ବାଇକକୁ ସାଇଡ ଦେବାକୁ ଯାଇ ଘରେ ପଶିଲା କାର, ଦୁଇ ବୃଦ୍ଧ ଅଳ୍ପକେ ବର୍ତ୍ତିଲେ
    • ଓଡ଼ିଶାର କ୍ରିକେଟ୍ ମଣ୍ଡଳୀରେ ଶୋକର ଛାୟା
    • ବଜ୍ରପାତ ନେଲା ୧୨ଟି ଗୋରୁଙ୍କ ଜୀବନ
    • ବନ୍ୟଜନ୍ତୁ ଅପରାଧ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି
    • ପ୍ରଭୁ ତ୍ରିନାଥ ଦେବଙ୍କ ବାର୍ଷିକ ଯାତ୍ରା ମହୋତ୍ସଭ୍ ଉଦଯାପିତ
    • ନୃସିଂହଚତୁର୍ଦଶ ମେଳା ଅନୁଷ୍ଠିତ
    • ପଞ୍ଚାୟତ ନିର୍ବାଚନରେ ମେଣ୍ଟ ହେବନି , ଏକାକୀ ଲଢ଼ିବ କଂଗ୍ରେସ : ଭକ୍ତ ଦାସ
    • ଆସନ୍ତା କିଛି ଦିନରେ ପାଗରେ ଦେଖାଯିବ ବଡ଼ ପରିବର୍ତ୍ତନ: ବର୍ଷା ସହିତ ଝଡ଼ ଓ ତୀବ୍ର ପବନର ସମ୍ଭାବନା
    • ଖୁବଶୀଘ୍ର ହେବ ନିଗମ ବୋର୍ଡ଼ ଘୋଷଣା, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସୂଚନା
    • ପଶ୍ଚିମବଙ୍ଗରେ ଶେଷ ପର୍ଯ୍ୟାୟ ଭୋଟ୍ କାଲି: ୧୪୨ ଆସନରେ ମତଦାନ,
    • ବ୍ୟାଙ୍କ କହିଲା ଲୋକ ଆସିଲେ ଟଙ୍କା ମିଳିବ
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ରାଜ୍ୟ»ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ୨୨ଯୋଡ଼ାଙ୍କ ବିବାହ ସମ୍ପନ୍ନ :

    ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ୨୨ଯୋଡ଼ାଙ୍କ ବିବାହ ସମ୍ପନ୍ନ :

    By Charcha NewsApril 22, 2026
    Share
    Facebook Twitter Email WhatsApp

    BY-ରବିନ୍ଦ୍ର ନାଥ ମହାପାତ୍ର

    ରାୟଗଡ଼ା :ସାମାଜିକ ସଂସ୍କାର ଓ ମହିଳା ସଶକ୍ତିକରଣ ଦିଗରେ ଏକ ଐତିହାସିକ ପଦକ୍ଷେପ ସ୍ୱରୂପ ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଆଜି ରାୟଗଡ଼ାଠାରେ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ (MKBY) ର ଜିଲ୍ଲାସ୍ତରୀୟ ଶୁଭାରମ୍ଭ କରାଯାଇଛି। ସ୍ଥାନୀୟ ଜେ.କେ. ପେପର ମିଲ୍ସ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ଭବ୍ୟ କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ ହେଲା ସମାଜରୁ ବାଲ୍ୟବିବାହ ପ୍ରଥାକୁ ସମୂଳେ ଦୂର କରିବା ସହ ନବଦମ୍ପତିଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା। ଜେ.କେ. ପେପର ମିଲ୍ସର ସିଏସଆର୍ ଶାଖା ‘ସ୍ପର୍ଶ ସୋସିଆଲ ଫାଉଣ୍ଡେସନ୍’ ଏହି ଜିଲ୍ଲାର କାର୍ଯ୍ୟକାରୀ ସଂସ୍ଥା ଭାବେ ସମାରୋହଟିକୁ ସଫଳ ଭାବେ ଆୟୋଜନ କରିଥିଲା।

    ଏହି ଅବସରରେ ଏସ୍.ଡି.ସି. ଅଧ୍ୟକ୍ଷ ଶ୍ରୀ ବିଦ୍ୟାଧର ସବର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ଏସ୍.ଡି.ସି. ଉପାଧ୍ୟକ୍ଷା ଶ୍ରୀମତୀ ମଞ୍ଜୁଳା ମିନିଆକା, ଓ ବିଶିଷ୍ଟ ଅତିଥି ବିଷମକଟକ ବିଧାୟକ ଶ୍ରୀ ନୀଳମାଧବ ହିକକା, ସମ୍ମାନିତ ଅତିଥି ଏ.ଡି.ଏମ୍. (ସାଧାରଣ) ଶ୍ରୀ ନବୀନ ଚନ୍ଦ୍ର ନାୟକ,ଏ.ଡି.ଏମ୍. (ରାଜସ୍ୱ) ଶ୍ରୀ ନିହାର ରଞ୍ଜନ କହଁର, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ବିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ,ଏବଂ ଉପ-ଜିଲ୍ଲାପାଳ ଶ୍ରୀ ରମେଶ ଜେନା ପ୍ରମୁଖ ଉପସ୍ଥିତ ଥିଲେ। ଏଥିରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଶ୍ରୀ ଗନ୍ସର ବାର୍ଲା, ପି.ଏ.-ଆଇ.ଟି.ଡି.ଏ. ଶ୍ରୀ ଚନ୍ଦ୍ରକାନ୍ତ ମାଝୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ବସନ୍ତ ପ୍ରଧାନ, ଜିଲ୍ଲା ସାମାଜିକ କଲ୍ୟାଣ ଅଧିକାରୀ ଶ୍ରୀମତୀ ମିନତୀ ଦେଓ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀମତୀ ଏଲିଜାବେଥ ଗୋରଡ଼ା, ରାୟଗଡ଼ା ବିଡିଓ ଶ୍ରୀ ସୁଜିତ କୁମାର ମିଶ୍ର, ତହସିଲଦାର ଶ୍ରୀମତୀ ପ୍ରିୟଦର୍ଶିନୀ ସ୍ୱାଇଁ, ଅବକାରୀ ଅଧିକ୍ଷକ ଶ୍ରୀ ସନ୍ତୋଷ କୁମାର ଧଳସlମନ୍ତ,

    ଏସ୍.ଏସ୍.ଏସ୍.ଓ. ଶ୍ରୀ ଶ୍ରୀକାନ୍ତ ପାଣିଗ୍ରାହୀ, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ଦେବରାଜ ଟାକ୍ରୀ,ଥାନା ଅଧିକାରୀ ଶ୍ରୀ ଉତ୍ତମ କୁମାର ସାହୁ, ସି.ଡବ୍ଲ୍ୟୁ.ସି. ଅଧ୍ୟକ୍ଷ ଶ୍ରୀ ପ୍ରମୋଦ ନାଏକ ଏବଂ ଡି.ସି. ଶ୍ରୀ ଦିବାକର ପରିଚ୍ଛା ସହ ବହୁ ପ୍ରଶାସନିକ ଅଧିକାରୀ ଯୋଗଦେଇଥିଲେ।

    କାର୍ଯ୍ୟକ୍ରମର ମୁଖ୍ୟ ଆକର୍ଷଣ ଥିଲା ୨୨ଟି ଯୋଡ଼ିଙ୍କୁ ବିବାହ ପଞ୍ଜୀକରଣ ପ୍ରମାଣପତ୍ର ପ୍ରଦାନ। ଏହି ଯୋଜନା ଅଧୀନରେ ପ୍ରତ୍ୟେକ ଯୋଗ୍ୟ ହିତାଧିକାରୀଙ୍କୁ ସରକାରଙ୍କ ପକ୍ଷରୁ ସିଧାସଳଖ ବ୍ୟାଙ୍କ ଖାତାକୁ ୪୫,୦୦୦ ଟଙ୍କା ଆର୍ଥିକ ସହାୟତା (DBT) ମାଧ୍ୟମରେ ପ୍ରଦାନ କରାଯିବ।

    ଜେ.କେ. ପେପର ମିଲ୍ସର ଜି.ଏମ୍. (ଏଚ୍.ଆର୍. ଓ ଆଇ.ଆର୍.) ଶ୍ରୀ ସନ୍ଦୀପ ପାଣ୍ଡେ, ଜି.ଏମ୍. (କ୍ୱାଲିଟି କଣ୍ଟ୍ରୋଲ) ଶ୍ରୀ ଗୌରୀଶଙ୍କର ପଟ୍ଟନାୟକ ଏବଂ ପି.ଆର୍.ଓ. ଶ୍ରୀମତୀ ସ୍ମୃତିରେଖା କର ମଧ୍ୟ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ଜିଲ୍ଲା ସାମାଜିକ କଲ୍ୟାଣ ବିଭାଗର ତତ୍ତ୍ୱାବଧାନରେ ସ୍ପର୍ଶ ସୋସିଆଲ ଫାଉଣ୍ଡେସନ୍‌ର ମ୍ୟାନେଜର ଶ୍ରୀ ଆଦିତ୍ୟ ପଟ୍ଟନାୟକ ଓ ତାଙ୍କ ଟିମ୍ ସମଗ୍ର କାର୍ଯ୍ୟକ୍ରମକୁ ସୁଚାରୁ ଭାବେ ପରିଚାଳନା କରିଥିଲେ।

    ଉପସ୍ଥିତ ବକ୍ତାମାନେ ମତପ୍ରକାଶ କରିଥିଲେ ଯେ, ଏହି ଯୋଜନା ବାଲ୍ୟବିବାହମୁକ୍ତ ସମାଜ ଗଠନ, ମହିଳାଙ୍କ ସମ୍ମାନ ବୃଦ୍ଧି, ଶିକ୍ଷାର ପ୍ରୋତ୍ସାହନ ଏବଂ ସ୍ୱାସ୍ଥ୍ୟ ସୁରକ୍ଷା ଦିଗରେ ଓଡ଼ିଶା ସରକାରଙ୍କ ଏକ ବଳିଷ୍ଠ ଓ ଦୂରଦର୍ଶୀ ପଦକ୍ଷେପ ।

    ଚର୍ଚ୍ଚା news

    Share. Facebook Twitter WhatsApp

    Related Posts

    ଆଜି ପ୍ରକାଶ ପାଇବ ଦଶମ ଶ୍ରେଣୀ ପରୀକ୍ଷା ଫଳ , ପିଲାମାନେ ଚାପମୁକ୍ତ ହେବା ପାଇଁ ସ୍ପେଶାଲ ଟିପ୍ସ

    May 2, 2026 ଆଜିର ଖବର

    ପଞ୍ଚାୟତ ନିର୍ବାଚନରେ ମେଣ୍ଟ ହେବନି , ଏକାକୀ ଲଢ଼ିବ କଂଗ୍ରେସ : ଭକ୍ତ ଦାସ

    April 28, 2026 ଆଜିର ଖବର

    ଆସନ୍ତା କିଛି ଦିନରେ ପାଗରେ ଦେଖାଯିବ ବଡ଼ ପରିବର୍ତ୍ତନ: ବର୍ଷା ସହିତ ଝଡ଼ ଓ ତୀବ୍ର ପବନର ସମ୍ଭାବନା

    April 28, 2026 ଆଜିର ଖବର

    ଖୁବଶୀଘ୍ର ହେବ ନିଗମ ବୋର୍ଡ଼ ଘୋଷଣା, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସୂଚନା

    April 28, 2026 ଆଜିର ଖବର

    ବ୍ୟାଙ୍କ କହିଲା ଲୋକ ଆସିଲେ ଟଙ୍କା ମିଳିବ

    April 28, 2026 ବିଶେଷ

    April 28, 2026 ଆଜିର ଖବର

    ଆଜି ଓଡ଼ିଆ ଜାତି ପାଇଁ ଗୌରବର ଦିନଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୮ତମ ଜୟନ୍ତୀ। ଏହି ଅବସରରେ କଟକ ଜିଲ୍ଲାର ସତ୍ୟଭାମାପୁର, ମଧୁବାବୁଙ୍କ ପବିତ୍ର ଜନ୍ମଭୂମି, ଆଜି ଭକ୍ତି, ଗର୍ବ ଓ ସ୍ମୃତିରେ ଚଳଚଞ୍ଚଳ ହୋଇଉଠିଛି।

    April 28, 2026 ବିଶେଷ

    ଶ୍ରୀକ୍ଷେତ୍ରର ପବିତ୍ର ଧାମ ଶ୍ରୀଜଗନ୍ନାଥ ମନ୍ଦିରରେ ଏବେ ଭକ୍ତି ଓ ଆଧ୍ୟାତ୍ମିକତାର ଅଦ୍ଭୁତ ଦୃଶ୍ୟ ଚାଲିଛି ପବିତ୍ର ଚନ୍ଦନ ଯାତ୍ରା।

    April 28, 2026 ବିଶେଷ

    ରାଜ୍ୟରେ ଜାରି ହିଟ୍‌ୱେଭ୍‌, ପ୍ରବଳ ଖରା ପାଇଁ କେନ୍ଦ୍ରର ସତର୍କବାଣୀ ::

    April 28, 2026 ଆଜିର ଖବର

    ରୋଗୀଙ୍କ ଜୀବନ ସହ ଖେଳ! ଉଦଳା ଡାକ୍ତରଖାନା ବିରୋଧରେ ରାସ୍ତାରେ ଶ୍ରୀରାମ ସେବା ଟ୍ରଷ୍ଟ :

    April 28, 2026 ରାଜ୍ୟ

    ମୟୁରଭଞ୍ଜ ରେ ଉଦଳା ବନବିଭାଗ ଦ୍ୱାରା ବେଆଇନ ପଥର ଚାଲାଣ ବେଳେ ହାଇୱା ଜବଦ ଡ୍ରାଇଭର ଗିରଫ ::

    April 28, 2026 ଅପରାଧ

    ଉଦଳାରେ ବାଇକ ଲୁଟେରାଙ୍କ ଆତଙ୍କ! CCTV ରେ କଏଦ ଚୋରି ଦୃଶ୍ୟ :

    April 28, 2026 ରାଜ୍ୟ
    Watch YouTube

    You May Like

    ଆଜି ପ୍ରକାଶ ପାଇବ ଦଶମ ଶ୍ରେଣୀ ପରୀକ୍ଷା ଫଳ , ପିଲାମାନେ ଚାପମୁକ୍ତ ହେବା ପାଇଁ ସ୍ପେଶାଲ ଟିପ୍ସ

    May 2, 2026

    ଜାଣନ୍ତୁ ଆଜିର ରାଶିଫଳ ::

    May 2, 2026

    ରାୟଗଡ଼ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ

    May 1, 2026

    ବାଇକକୁ ସାଇଡ ଦେବାକୁ ଯାଇ ଘରେ ପଶିଲା କାର, ଦୁଇ ବୃଦ୍ଧ ଅଳ୍ପକେ ବର୍ତ୍ତିଲେ

    May 1, 2026

    ଓଡ଼ିଶାର କ୍ରିକେଟ୍ ମଣ୍ଡଳୀରେ ଶୋକର ଛାୟା

    May 1, 2026

    ବଜ୍ରପାତ ନେଲା ୧୨ଟି ଗୋରୁଙ୍କ ଜୀବନ

    May 1, 2026

    ବନ୍ୟଜନ୍ତୁ ଅପରାଧ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି

    May 1, 2026

    ପ୍ରଭୁ ତ୍ରିନାଥ ଦେବଙ୍କ ବାର୍ଷିକ ଯାତ୍ରା ମହୋତ୍ସଭ୍ ଉଦଯାପିତ

    April 30, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.