Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Wednesday, May 6
    Facebook X (Twitter) YouTube Instagram
    Trending
    • ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ
    • ମେ ୮ରେ ଶପଥ ନେଇପାରନ୍ତି ବିଜୟ : କଂଗ୍ରେସର ସମର୍ଥନ ପରେ ସରକାର ଗଠନ ନେଇ ବିଜୟଙ୍କ ପଥ ପରିଷ୍କାର
    • ଭାରତୀୟ ଜାହାଜକୁ  ଆରବ ସାଗରରୁ ଉଦ୍ଧାର କଲା ପାକିସ୍ତାନ ନୌସେନା
    • ବ୍ୟାଙ୍କ ଋଣ ନ ଶୁଝିଲେ ଜବତ ହେବ ଘର ଜମି!
    • ଭୁବନେଶ୍ବର ଲକ୍ଷ୍ମୀସାଗର ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଦୁଇ ମୃତ
    • ସୁଧୀର ପାତ୍ର ହତ୍ୟା ମାମଲା : ମୁହଁ ଖୋଲିଲେ ସୁଧୀର ପାତ୍ରଙ୍କ ପତ୍ନୀ
    • ବାରିପଦାରେ ନିର୍ମମ ଦୁର୍ଘଟଣା: ବସ୍‌ଷ୍ଟାଣ୍ଡ ଭିତରେ ଦୌଡ଼ିଲା ବସ୍, ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ
    • ଉଦଳା ଡାକ୍ତରଖାନାରେ ଅନ୍ଧାର: ରୋଗୀ ସୁରକ୍ଷା ନେଇ ଗୁରୁତର ପ୍ରଶ୍ନ :
    • କୁକୁଡ଼ା ଦୋକାନରେ ୧୨ ଫୁଟିଆ ଅହିରାଜ, ବନବିଭାଗର ସଫଳ ଉଦ୍ଧାର :
    • Anuvadini AI Partners with MathZoro to Bring Gamified Mathematics Education for Every Indian School Student
    • ଆସାନସୋଲ ଶିଳ୍ପାଞ୍ଚଳ ସହର ରେ ବହୁ ତୃଣମୂଳ କଂଗ୍ରେସ ଦଳର କାର୍ଯ୍ୟାଳୟରେ ବିଜେପି ଦଳ କର୍ମୀ ଅଗ୍ନିକାଣ୍ଡ ଲଗାଇଲେ ଓ ଭଙ୍ଗାରୁଜା କରିଛନ୍ତି :
    • ଆଜିର ରାଶିଫଳ
    • ମାଟ୍ରିକ ପରୀକ୍ଷାରେ ଏ୧ରେ ଉତୀର୍ଣ୍ଣ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ରାୟଗଡ଼ା ଜିଲ୍ଳାପାଳ
    • କେନ୍ଦ୍ରୀୟ ସହ-ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଲା ବିଜେପି ସଂସଦୀୟ ବୋର୍ଡ
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ଆଜିର ଖବର»ରାଜ୍ୟରେ କାଳବୈଶାଖୀର ତାଣ୍ଡବ

    ରାଜ୍ୟରେ କାଳବୈଶାଖୀର ତାଣ୍ଡବ

    By Charcha NewsMay 5, 2026
    Share
    Facebook Twitter Email WhatsApp

    ସକାଳୁ ସକାଳୁ ଝଡ଼, ପବନ ସହ ବର୍ଷାରେ ଭିଜିଲା ଓଡ଼ିଶା

    ରାଜ୍ୟରେ ଜାରି ରହିଛି କାଳବୈଶାଖୀ ପ୍ରଭାବ । ସକାଳୁ ସକାଳୁ ବିଭିନ୍ନ ସ୍ଥାନରେ ଝଡ଼ି, ପବନ ସହ ବର୍ଷା । ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ଜାରି ରହିବ ପ୍ରଭାବ ।ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

    BY-SUBHASMITA-DT-5,4,2026

    ରାଜ୍ୟରେ ପୁଣି କାଳବୈଶାଖୀର ପ୍ରଭାବ ଜୋରଦାର ହୋଇଛି। ସକାଳୁ ସକାଳୁ କଟକ, ଭୁବନେଶ୍ୱର, ପୁରୀ ସମେତ ଅନେକ ସ୍ଥାନରେ ଝଡ଼ି, ପବନ ଓ ବର୍ଷା ଲୋକଙ୍କୁ ଅଚମ୍ବିତ କରିଦେଇଛି। ଆକାଶରେ କଳା ମେଘ ଛାଇଯାଇଥିବାବେଳେ ବଜ୍ରପାତ ସହ ବର୍ଷା ଜାରି ରହିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ସକାଳ ସାଢେ ୮ଟା ପର୍ଯ୍ୟନ୍ତ ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ଏହି କାଳବୈଶାଖୀ ପ୍ରଭାବ ଜାରି ରହିବ ବୋଲି ସତର୍କ କରାଯାଇଛି।

    ପୁରୀର ଅସ୍ତରଙ୍ଗ ଅଞ୍ଚଳରେ ହଠାତ୍ କାଳବୈଶାଖୀ ମାଡ଼ି ଆସିଥିବାବେଳେ ପ୍ରବଳ ପବନ ଓ ବର୍ଷାରେ ଜନଜୀବନ ପ୍ରଭାବିତ ହୋଇଛି। ଦୁଇ ଦିନର ଅସହ୍ୟ ଗରମ ପରେ ବର୍ଷା ଲୋକଙ୍କୁ କିଛି ଆଶ୍ୱସ୍ତି ଦେଇଥିଲେ ମଧ୍ୟ ଚାଷୀଙ୍କ ଚିନ୍ତା ବଢ଼ାଇଛି। ବିରି, ମୁଗ ଓ ମାଣ୍ଡିଆ ଚାଷରେ କ୍ଷତି ହେବା ଆଶଙ୍କା ରହିଛି। ଛତିଶଗଡ଼ରୁ ମଣିପୁର ପର୍ଯ୍ୟନ୍ତ ଥିବା ଟ୍ରଫ୍‌ଲାଇନ ଓ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ କାଳବୈଶାଖୀ ସକ୍ରିୟ ରହିଛି। ପାଣିପାଗ ବିଭାଗ ପକ୍ଷରୁ ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ |

    ଚର୍ଚ୍ଚା news

    Share. Facebook Twitter WhatsApp

    Related Posts

    ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ

    May 6, 2026 ଆଜିର ଖବର

    ମେ ୮ରେ ଶପଥ ନେଇପାରନ୍ତି ବିଜୟ : କଂଗ୍ରେସର ସମର୍ଥନ ପରେ ସରକାର ଗଠନ ନେଇ ବିଜୟଙ୍କ ପଥ ପରିଷ୍କାର

    May 6, 2026 ଆଜିର ଖବର

    ବ୍ୟାଙ୍କ ଋଣ ନ ଶୁଝିଲେ ଜବତ ହେବ ଘର ଜମି!

    May 6, 2026 ଅର୍ଥନୀତି

    ଭୁବନେଶ୍ବର ଲକ୍ଷ୍ମୀସାଗର ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଦୁଇ ମୃତ

    May 6, 2026 ଆଜିର ଖବର

    ବାରିପଦାରେ ନିର୍ମମ ଦୁର୍ଘଟଣା: ବସ୍‌ଷ୍ଟାଣ୍ଡ ଭିତରେ ଦୌଡ଼ିଲା ବସ୍, ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ

    May 6, 2026 ଆଜିର ଖବର

    କୁକୁଡ଼ା ଦୋକାନରେ ୧୨ ଫୁଟିଆ ଅହିରାଜ, ବନବିଭାଗର ସଫଳ ଉଦ୍ଧାର :

    May 6, 2026 ଆଜିର ଖବର

    Anuvadini AI Partners with MathZoro to Bring Gamified Mathematics Education for Every Indian School Student

    May 6, 2026 ଆଜିର ଖବର

    ମାଟ୍ରିକ ପରୀକ୍ଷାରେ ଏ୧ରେ ଉତୀର୍ଣ୍ଣ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ରାୟଗଡ଼ା ଜିଲ୍ଳାପାଳ

    May 5, 2026 ଆଜିର ଖବର

    ପଶ୍ଚିମ ବଙ୍ଗ ଲୋକଙ୍କୁ ଧନ୍ୟବାଦ ଜଣାଇଲେ ମୁକେଶ ମହାଲିଙ୍ଗ

    May 5, 2026 ଆଜିର ଖବର

    ମେ ୯ରେ ଶପଥଗ୍ରହଣ : ସୂଚନା ଦେଲେ ରାଜ୍ୟ ବିଜେପି ସଭାପତି

    May 5, 2026 ଆଜିର ଖବର

    PMAY ଫାଇଲ୍ ପାସ୍ ପାଇଁ ଲଞ୍ଚ, ହାତେନାତେ ଧରିଲା ଭିଜିଲାନ୍ସ ::

    May 5, 2026 ରାଜ୍ୟ

    ଓଡ଼ିଶା ଭିଜିଲାନ୍ସ ହାତରେ ରାଜକାନିକା ଥାନାର ଏଏସଆଇ :

    May 5, 2026 ଅପରାଧ
    Watch YouTube

    You May Like

    ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ

    May 6, 2026

    ମେ ୮ରେ ଶପଥ ନେଇପାରନ୍ତି ବିଜୟ : କଂଗ୍ରେସର ସମର୍ଥନ ପରେ ସରକାର ଗଠନ ନେଇ ବିଜୟଙ୍କ ପଥ ପରିଷ୍କାର

    May 6, 2026

    ଭାରତୀୟ ଜାହାଜକୁ  ଆରବ ସାଗରରୁ ଉଦ୍ଧାର କଲା ପାକିସ୍ତାନ ନୌସେନା

    May 6, 2026

    ବ୍ୟାଙ୍କ ଋଣ ନ ଶୁଝିଲେ ଜବତ ହେବ ଘର ଜମି!

    May 6, 2026

    ଭୁବନେଶ୍ବର ଲକ୍ଷ୍ମୀସାଗର ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଦୁଇ ମୃତ

    May 6, 2026

    ସୁଧୀର ପାତ୍ର ହତ୍ୟା ମାମଲା : ମୁହଁ ଖୋଲିଲେ ସୁଧୀର ପାତ୍ରଙ୍କ ପତ୍ନୀ

    May 6, 2026

    ବାରିପଦାରେ ନିର୍ମମ ଦୁର୍ଘଟଣା: ବସ୍‌ଷ୍ଟାଣ୍ଡ ଭିତରେ ଦୌଡ଼ିଲା ବସ୍, ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ

    May 6, 2026

    ଉଦଳା ଡାକ୍ତରଖାନାରେ ଅନ୍ଧାର: ରୋଗୀ ସୁରକ୍ଷା ନେଇ ଗୁରୁତର ପ୍ରଶ୍ନ :

    May 6, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.