BY-SUBHASMITa-DT-4.4.2024 :: ରାଜ୍ୟରେ ଆରମ୍ବ ହେଲା ରାଜ୍ୟସ୍ତରୀୟ ଖଡ଼ି ଛୁଆଁ ଓ ପ୍ରବେଶ ଉତ୍ସବ । ଭୁବନେଶ୍ବର ରାଜଭବନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ । ସେପଟେ ମଧ୍ୟ ଆଜିଠାରୁ ଆରମ୍ଭ ହେଲା ସକାଳୁଆ ସ୍କୁଲ
ଆଜି ପାଳନ ହେଉଛି ଖଡି ଛୁଆଁ ଓ ପ୍ରବେଶ ଉତ୍ସବ । ଶିଶୁ ବାଟିକା ପିଲାଙ୍କ ଖଡି ଛୁଆଁ । ଭୁବନେଶ୍ବର ରାଜଭବନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆୟୋଜିତ ହୋଇଛି କାର୍ଯ୍ୟକ୍ରମ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ମଧ୍ୟ ଯୋଗ ଦେଇଛନ୍ତି । ବିଭାଗୀୟ ମନ୍ତ୍ରୀ ସାମିଲ ରହିଛନ୍ତି ।
କୋମଳମତି ଶିଶୁଙ୍କ ଶିକ୍ଷା କ୍ଷେତ୍ରରେ ନୂଆ ପରିକଳ୍ପନା ଆଣିବା ପାଇଁ ଏଭଲି ଏକ ନିଷ୍ପତ୍ତି ନିଆଯାଇଥିଲା । ପୂର୍ବ ବର୍ଷ ମଧ୍ୟ ଏଭଲି ଏକ ଭବ୍ୟ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା । ଚଳିତ ବର୍ଷ ପିଲାମାନଙ୍କ ସହ ଅଭିଭାବକ ମାନେ ମଧ୍ୟ ସାମିଲ ହେବେ । ଏହା ସହ ଶିକ୍ଷା ସଚେତନତା ରଥ ମଧ୍ୟ ଜିଲ୍ଲା ରୁ ଜିଲ୍ଲା ଗଡିବ। ୬ ତାରିଖ ରୁ ୧୦ ତାରିଖ ଯାଏ ଗଡିବ ଶିକ୍ଷା ରଥ ।
ଚର୍ଚ୍ଚା news












