୨୨ରୁ ମୌସୁମୀ ଅଧିବେଶନ
ଅକ୍ଟୋବର ୩ ତାରିଖ ଯାଏଁ ଚାଲିବ ଏହି ଅଧିବେଶନ । ଚଳିତ ମୌସୁମୀ ଅଧିବେଶନରେ ମୋଟ ୯ଟି କାର୍ଯ୍ୟଦିବସ ରହିଛି । ଏହି ସମୟ ମଧ୍ୟରେ ବିଭିନ୍ନ ବିଲ୍ ଓ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବ ।
ଆସନ୍ତା ସେପ୍ଟେମ୍ବର ୨୨ରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ । ଅକ୍ଟୋବର ୩ ତାରିଖ ଯାଏଁ ଚାଲିବ ଏହି ଅଧିବେଶନ । ଚଳିତ ମୌସୁମୀ ଅଧିବେଶନରେ ମୋଟ ୯ଟି କାର୍ଯ୍ୟଦିବସ ରହିଛି । ଏହି ସମୟ ମଧ୍ୟରେ ବିଭିନ୍ନ ବିଲ୍ ଓ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବ ।
ଚର୍ଚ୍ଚା tv












