Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Wednesday, May 6
    Facebook X (Twitter) YouTube Instagram
    Trending
    • ବଜାରରୁ ସମ୍ପୂର୍ଣ୍ଣ ନିଷେଧ ହେବ ସିନ୍ଥେଟିକ୍ ପନିର,
    • ଇରାନରେ ଭୟଙ୍କର ଅଗ୍ନିକାଣ୍ଡସପିଂ ସେଣ୍ଟରରେ ୮ ଜୀବନ୍ତ ଦଗ୍ଧ, ୩୬ ଆହତ
    • ହିଞ୍ଜିଳି ହତ୍ୟାକାଣ୍ଡକୁ ନେଇ ସରଗରମ ରାଜନୀତି
    • ଆକାଶରେ ଜରୁରୀ ସ୍ଥିତିସୃଷ୍ଟି ::
    • ପାକିସ୍ତାନକୁ ଝଟ୍‌କା ଦେଲା ଟ୍ରମ୍ପପ୍ରଶାସନ :
    • ଜୁନପହିଲାରେ ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ
    • ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ
    • ମେ ୮ରେ ଶପଥ ନେଇପାରନ୍ତି ବିଜୟ : କଂଗ୍ରେସର ସମର୍ଥନ ପରେ ସରକାର ଗଠନ ନେଇ ବିଜୟଙ୍କ ପଥ ପରିଷ୍କାର
    • ଭାରତୀୟ ଜାହାଜକୁ  ଆରବ ସାଗରରୁ ଉଦ୍ଧାର କଲା ପାକିସ୍ତାନ ନୌସେନା
    • ବ୍ୟାଙ୍କ ଋଣ ନ ଶୁଝିଲେ ଜବତ ହେବ ଘର ଜମି!
    • ଭୁବନେଶ୍ବର ଲକ୍ଷ୍ମୀସାଗର ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଦୁଇ ମୃତ
    • ସୁଧୀର ପାତ୍ର ହତ୍ୟା ମାମଲା : ମୁହଁ ଖୋଲିଲେ ସୁଧୀର ପାତ୍ରଙ୍କ ପତ୍ନୀ
    • ବାରିପଦାରେ ନିର୍ମମ ଦୁର୍ଘଟଣା: ବସ୍‌ଷ୍ଟାଣ୍ଡ ଭିତରେ ଦୌଡ଼ିଲା ବସ୍, ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ
    • ଉଦଳା ଡାକ୍ତରଖାନାରେ ଅନ୍ଧାର: ରୋଗୀ ସୁରକ୍ଷା ନେଇ ଗୁରୁତର ପ୍ରଶ୍ନ :
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ରାଜନୀତି»୩୦ ମାର୍ଚ୍ଚ ମିଳିତ ବିରୋଧୀ ଦଳର ରାଜ୍ୟ ସ୍ତରୀୟ ଗଣ ଧାରଣା ପାଇଁ ବ୍ୟାପକ ପ୍ରସ୍ତୁତି :

    ୩୦ ମାର୍ଚ୍ଚ ମିଳିତ ବିରୋଧୀ ଦଳର ରାଜ୍ୟ ସ୍ତରୀୟ ଗଣ ଧାରଣା ପାଇଁ ବ୍ୟାପକ ପ୍ରସ୍ତୁତି :

    By Charcha NewsMarch 29, 2026
    Share
    Facebook Twitter Email WhatsApp

    ଭୁବନେଶ୍ୱର
    ତାରିଖ: ୨୮ ମାର୍ଚ୍ଚ ୨୦୨୬

    କଟକ ଏସ୍‌.ସି.ବି. ମେଡିକାଲ କଲେଜ ଏଣ୍ଡ ହସ୍ପିଟାଲ ର ଟ୍ରମା କେୟାର ଆଇସିୟୁରେ ଘଟିଥିବା ଭୟାବହ ଅଗ୍ନିକାଣ୍ଡ ଓ ୧୩ ଜଣ ନିରୀହ ରୋଗୀଙ୍କ ମିଳିତ ବିରୋଧୀ ଦଳମାନଙ୍କ ଏକ ଜରୁରୀ ବୈଠକ ସ୍ଥାନୀୟ ହୋଟେଲ କଳିଙ୍ଗ ଅଶୋକା ଠାରେ ଅନୁଷ୍ଠିତ ହୋଇଛି

    ଏହି ମିଳିତ ବୈଠକ ସର୍ବସମ୍ମତିକ୍ରମେ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ତୁରନ୍ତ ଇସ୍ତଫା ଦାବୀ କରିଛି ଏବଂ ନିମ୍ନଲିଖିତ ଦାବୀଗୁଡ଼ିକୁ ତୁରନ୍ତ ପୂରଣ କରିବାକୁ ସରକାରଙ୍କୁ ଚେତାବନୀ ଦେଇଛି
    ପ୍ରମୁଖ ଦାବୀ
    ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ତୁରନ୍ତ ଇସ୍ତଫା କିମ୍ବା ମନ୍ତ୍ରୀମଣ୍ଡଳରୁ ବହିଷ୍କାର,ପ୍ରତ୍ୟେକ ମୃତକଙ୍କ ପରିବାରକୁ ଅନ୍ୟୁନ ୧ କୋଟି ଟଙ୍କା କ୍ଷତିପୂରଣ ଓ ପରିବାରର ଜଣେ ସଦସ୍ୟଙ୍କୁ ସରକାରୀ ଚାକିରୀ,ଉଚ୍ଚ ନ୍ୟାୟାଳୟର ବିଚାରପତିଙ୍କ ଅଧ୍ୟକ୍ଷତାରେ ନ୍ୟାୟିକ ତଦନ୍ତ,
    ସମସ୍ତ ଆହତଙ୍କୁ ମାଗଣା ଉଚ୍ଚମାନର ଚିକିତ୍ସା ଓ ଅନ୍ୟୁନ ୫ ଲକ୍ଷ ଟଙ୍କା ସହାୟତା,ହସ୍ପିଟାଲ ସୁପରିଣ୍ଟେଣ୍ଡେଣ୍ଟ ସହ ଦାୟୀ ଅଧିକାରୀ, କର୍ମଚାରୀ ଓ ବିଦ୍ୟୁତ ଠିକାଦାରଙ୍କୁ ତୁରନ୍ତ ଗିରଫ ଓ ଆଇନଗତ କାର୍ଯ୍ୟାନୁଷ୍ଠାନ ଇତ୍ଯାଦି ଅନ୍ତର୍ଭୁକ୍ତ।
    ସମସ୍ତ ସରକାରୀ ଓ ବେସରକାରୀ ହସ୍ପିଟାଲର ଫାୟାର ସେଫ୍ଟି ଓ ସୁରକ୍ଷା ବ୍ୟବସ୍ଥାର ସାମଗ୍ରିକ ଅଡିଟ୍ ପାଇଁ ଦାବି କରାଯାଇଛି।

    ମିଳିତ ବିରୋଧୀ ଦଳ ଘୋଷଣା କରିଛି ଯେ, ଉପରୋକ୍ତ ଦାବୀଗୁଡ଼ିକ ପୂରଣ ପାଇଁ ୩୦ ମାର୍ଚ୍ଚ ୨୦୨୬ ରେ ରାଜ୍ୟ ବିଧାନସଭା ସମ୍ମୁଖରେ ବିଶାଳ ମିଳିତ ଗଣଧାରଣା ଆୟୋଜିତ ହେବ ଏବଂ ରାଜ୍ୟପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରାଯିବ।

    ସମସ୍ତ ବିରୋଧୀ ଦଳର କର୍ମୀ, ସମର୍ଥକ, ଛାତ୍ର-ଯୁବ, ଶ୍ରମିକ, କୃଷକ, ମହିଳା ଓ ସାଧାରଣ ଲୋକଙ୍କୁ ବିଶାଳ ସଂଖ୍ୟାରେ ଯୋଗଦେଇ ଏହି ଧାରଣାକୁ ସଫଳ କରିବାକୁ ଆହ୍ୱାନ କରାଯାଉଛି।
    ଦାବୀଗୁଡ଼ିକ ତୁରନ୍ତ ପୂରଣ ନହେଲେ ଆନ୍ଦୋଳନକୁ ରାଜ୍ୟବ୍ୟାପୀ ଭାବେ ତୀବ୍ର କରାଯିବ ବୋଲି ସରକାରକୁ ସ୍ପଷ୍ଟ ଚେତାବନୀ ଦିଆଯାଇଛି।

    ଏହି ବୈଠକରେ ଭାରତୀୟ ଜାତୀୟ କଂଗ୍ରେସ ତରଫ ରୁ ପୂର୍ବତନ ରାଜ୍ୟ ସଭାପତି ପ୍ରସାଦ ହରିଚନ୍ଦନ, ମିଡିଆ ସେଲ୍ ମୁଖ୍ୟ ଅରବିନ୍ଦ ଦାସ, ସଂଯୋଜକ ସିଦ୍ଧାର୍ଥ ସ୍ୱରୂପ ଦାସ,ବିଜୁ ଜନତା ଦଳର ବରିଷ୍ଠ ରାଜ୍ୟ ଉପସଭାପତି ତଥା ପୂର୍ବତନ ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର, ପୂର୍ବତନ ସ୍ଵାସ୍ଥ୍ୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ,ସି.ପି.ଆଇ. ରାଜ୍ୟ ସହ ସମ୍ପାଦକ ଜୟନ୍ତ ଦାସ, ସି.ପି.ଆଇ.(ଏମ୍) ରାଜ୍ୟ ସମ୍ପାଦକ ସୁରେଶ ପାଣିଗ୍ରାହୀ,ବରିଷ୍ଠ ନେତା ବଦ୍ରୀ ନାରାୟଣ ଦାଶ, ପ୍ରଦୀପ୍ତ ନାୟକ,ସି.ପି.ଆଇ.(ଏମ୍-ଏଲ୍)- ଲିବେରେସନ ରାଜ୍ୟ ସମ୍ପାଦକ ଯୁଧିଷ୍ଟିର ମାହାପାତ୍ର,ବରିଷ୍ଠ ନେତା ମହେନ୍ଦ୍ର ପରିଡା,ଫରୱାର୍ଡ ବ୍ଲକ୍ ରାଜ୍ୟ ସାଧାରଣ ସମ୍ପାଦକ ଜ୍ୟୋତି ରଞ୍ଜନ ମହାପାତ୍ର, ଆର୍ ଜେ ଡି ରାଜ୍ୟ ସାଧାରଣ ସମ୍ପାଦକ ହେମନ୍ତ କୁମାର ଏବଂ ସମତା କ୍ରାନ୍ତି ଦଳ ରାଜ୍ୟ ସାଧାରଣ ସମ୍ପାଦକ ପ୍ରଭାସ ସାମନ୍ତରା ପ୍ରମୁଖ ରାଜ୍ୟ ନେତୃବୃନ୍ଦ ଯୋଗ ଦେଇଥିଲେ।

    Share. Facebook Twitter WhatsApp

    Related Posts

    ହିଞ୍ଜିଳି ହତ୍ୟାକାଣ୍ଡକୁ ନେଇ ସରଗରମ ରାଜନୀତି

    May 6, 2026 ଆଜିର ଖବର

    ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ

    May 6, 2026 ଆଜିର ଖବର

    କେନ୍ଦ୍ରୀୟ ସହ-ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଲା ବିଜେପି ସଂସଦୀୟ ବୋର୍ଡ

    May 5, 2026 ରାଜନୀତି

    ମେ ୯ରେ ଶପଥଗ୍ରହଣ : ସୂଚନା ଦେଲେ ରାଜ୍ୟ ବିଜେପି ସଭାପତି

    May 5, 2026 ଆଜିର ଖବର

    ଆଜି ୪ଟାରେ ମମତାଙ୍କ ବଡ଼ ପ୍ରେସମିଟ୍

    May 5, 2026 ଆଜିର ଖବର

    ବିଜେପିର ଐତିହାସିକ ସଫଳତା: ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କ ଜନ୍ମଭୂମିରେ ପ୍ରଥମ ସରକାର

    May 4, 2026 ଆଜିର ଖବର

    କୋଲକାତାରେ ଆଜି ବିଜୟ ଶୋଭାଯାତ୍ରାକୁ ‘ନା’

    May 4, 2026 ଆଜିର ଖବର

    ସନ୍ଧ୍ୟାରେ ବିଜେପି ମୁଖ୍ୟାଳୟ ଯିବେ ପ୍ରଧାନମନ୍ତ୍ରୀ ମୋଦୀ

    May 4, 2026 ଆଜିର ଖବର

    ତାମିଲନାଡୁରେ ଟିଭିକେ ସୁନାମି : ୧୦୪ ଆସନରେ ଆଗୁଆ

    May 4, 2026 ଆଜିର ଖବର

    ପଶ୍ଚିମବଙ୍ଗରେ ବିଜେପିର ବଡ଼ ଲିଡ୍‌, କୁହୁକ ସଂଖ୍ୟା ଅତିକ୍ରମ

    May 4, 2026 ଆଜିର ଖବର

    ପଶ୍ଚିମବଙ୍ଗରେ ବିଜେପି ସରକାର ଗଢ଼ିବ : ଶୁଭେନ୍ଦୁ ଅଧିକାରୀ

    May 4, 2026 ରାଜନୀତି

    ସନ୍ଦୀପ ପାଠକଙ୍କ ବିରୋଧରେ ଦୁଇଟି ସଙ୍ଗୀନ ମାମଲା ରୁଜୁ ; ଆପ୍ ଛାଡ଼ି ବିଜେପିରେ ମିଶିବା ପରେ ବଢ଼ିଲା ଅଡୁଆ

    May 3, 2026 ରାଜନୀତି
    Watch YouTube

    You May Like

    ବଜାରରୁ ସମ୍ପୂର୍ଣ୍ଣ ନିଷେଧ ହେବ ସିନ୍ଥେଟିକ୍ ପନିର,

    May 6, 2026

    ଇରାନରେ ଭୟଙ୍କର ଅଗ୍ନିକାଣ୍ଡସପିଂ ସେଣ୍ଟରରେ ୮ ଜୀବନ୍ତ ଦଗ୍ଧ, ୩୬ ଆହତ

    May 6, 2026

    ହିଞ୍ଜିଳି ହତ୍ୟାକାଣ୍ଡକୁ ନେଇ ସରଗରମ ରାଜନୀତି

    May 6, 2026

    ଆକାଶରେ ଜରୁରୀ ସ୍ଥିତିସୃଷ୍ଟି ::

    May 6, 2026

    ପାକିସ୍ତାନକୁ ଝଟ୍‌କା ଦେଲା ଟ୍ରମ୍ପପ୍ରଶାସନ :

    May 6, 2026

    ଜୁନପହିଲାରେ ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ

    May 6, 2026

    ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ

    May 6, 2026

    ମେ ୮ରେ ଶପଥ ନେଇପାରନ୍ତି ବିଜୟ : କଂଗ୍ରେସର ସମର୍ଥନ ପରେ ସରକାର ଗଠନ ନେଇ ବିଜୟଙ୍କ ପଥ ପରିଷ୍କାର

    May 6, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.