Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Thursday, May 7
    Facebook X (Twitter) YouTube Instagram
    Trending
    • ଅପେରସନ୍‌ ସିନ୍ଦୁରକୁ ପୂରିଲା ବର୍ଷେ
    • କଟକ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପକୁ ନେଇ ଅନିଶ୍ଚିତତା
    • କେନ୍ଦ୍ରାପଡ଼ାରେ ଭୟଙ୍କର ଅଗ୍ନିକାଣ୍ଡ :
    • ରାମନାଗୁଡା ବ୍ଲକରେ ପଞ୍ଚାୟତିରାଜ ମନ୍ତ୍ରୀ: ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦଘାଟନ
    • ଆଜିର ରାଶିଫଳ
    • ବଜାରରୁ ସମ୍ପୂର୍ଣ୍ଣ ନିଷେଧ ହେବ ସିନ୍ଥେଟିକ୍ ପନିର,
    • ଇରାନରେ ଭୟଙ୍କର ଅଗ୍ନିକାଣ୍ଡସପିଂ ସେଣ୍ଟରରେ ୮ ଜୀବନ୍ତ ଦଗ୍ଧ, ୩୬ ଆହତ
    • ହିଞ୍ଜିଳି ହତ୍ୟାକାଣ୍ଡକୁ ନେଇ ସରଗରମ ରାଜନୀତି
    • ଆକାଶରେ ଜରୁରୀ ସ୍ଥିତିସୃଷ୍ଟି ::
    • ପାକିସ୍ତାନକୁ ଝଟ୍‌କା ଦେଲା ଟ୍ରମ୍ପପ୍ରଶାସନ :
    • ଜୁନପହିଲାରେ ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ
    • ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ
    • ମେ ୮ରେ ଶପଥ ନେଇପାରନ୍ତି ବିଜୟ : କଂଗ୍ରେସର ସମର୍ଥନ ପରେ ସରକାର ଗଠନ ନେଇ ବିଜୟଙ୍କ ପଥ ପରିଷ୍କାର
    • ଭାରତୀୟ ଜାହାଜକୁ  ଆରବ ସାଗରରୁ ଉଦ୍ଧାର କଲା ପାକିସ୍ତାନ ନୌସେନା
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ରାଶିଫଳ»ଆଜିର ରାଶିଫଳ

    ଆଜିର ରାଶିଫଳ

    By Charcha NewsMay 7, 2026
    Share
    Facebook Twitter Email WhatsApp

    BY-SUBHASMITA-7.4.2026

    ମେଷ:ଆଜି ଆପଣଙ୍କୁ ଦେବାଦେବୀ ଦର୍ଶନ ର ସୁଯୋଗମିଳିବ ,ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ।

    ବୃଷଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ହେବ।

    ମିଥୁନ: ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ।

    କର୍କଟ: ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।

    ସି˚ହ ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇଦେବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତରହିବେ।

    କନ୍ୟା: ଆଜି ଆପଣଙ୍କ ମନ ଅଶାନ୍ତି ରହିବା ସହ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ମିଳିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ।

    ତୁଳା: ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।

    ବିଛା ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।

    ଧନୁ: ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।

    ମକର ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମପ୍ରସଙ୍ଗ ଓ ବ୍ୟବସାୟରେ ରେ ସଫଳତା ମିଳିବ।

    କୁମ୍ଭ: ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।

    ମୀନ ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ। ପ୍ରେମ ସମ୍ପର୍କରେ ମଧୂରତା ସହ ସିକୃତି ମିଳିପାରେ।

    ଚର୍ଚ୍ଚା news

    Share. Facebook Twitter WhatsApp

    Related Posts

    ଆଜିର ରାଶିଫଳ

    May 6, 2026 ରାଶିଫଳ

    ଆଜିର ରାଶିଫଳ

    May 5, 2026 ରାଶିଫଳ

    ଆଜିର ରାଶିଫଳ :

    May 4, 2026 ଆଜିର ଖବର

    ଜାଣନ୍ତୁ ଆଜିର ରାଶିଫଳ ::

    May 2, 2026 ରାଶିଫଳ

    ଆଜିର ରାଶିଫଳ :

    April 28, 2026 ରାଶିଫଳ

    ଆଜିର ରାଶିଫଳ

    April 27, 2026 ରାଶିଫଳ

    ଜାଣନ୍ତୁ ଏ ସପ୍ତାହର ରାଶିଫଳ :

    April 26, 2026 ରାଶିଫଳ

    ଜାଣନ୍ତୁ ଆଜିର ରାଶିଫଳ…

    April 25, 2026 ରାଶିଫଳ

    ଆଜିର ରାଶିଫଳ

    April 23, 2026 ରାଶିଫଳ

    ଆଜିର ରାଶିଫଳ

    April 22, 2026 ରାଶିଫଳ

    ଆଜିର ରାଶିଫଳ ::

    April 19, 2026 ରାଶିଫଳ

    ଆଜିର ରାଶିଫଳ ::

    April 18, 2026 ରାଶିଫଳ
    Watch YouTube

    You May Like

    ଅପେରସନ୍‌ ସିନ୍ଦୁରକୁ ପୂରିଲା ବର୍ଷେ

    May 7, 2026

    କଟକ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପକୁ ନେଇ ଅନିଶ୍ଚିତତା

    May 7, 2026

    କେନ୍ଦ୍ରାପଡ଼ାରେ ଭୟଙ୍କର ଅଗ୍ନିକାଣ୍ଡ :

    May 7, 2026

    ରାମନାଗୁଡା ବ୍ଲକରେ ପଞ୍ଚାୟତିରାଜ ମନ୍ତ୍ରୀ: ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦଘାଟନ

    May 7, 2026

    ଆଜିର ରାଶିଫଳ

    May 7, 2026

    ବଜାରରୁ ସମ୍ପୂର୍ଣ୍ଣ ନିଷେଧ ହେବ ସିନ୍ଥେଟିକ୍ ପନିର,

    May 6, 2026

    ଇରାନରେ ଭୟଙ୍କର ଅଗ୍ନିକାଣ୍ଡସପିଂ ସେଣ୍ଟରରେ ୮ ଜୀବନ୍ତ ଦଗ୍ଧ, ୩୬ ଆହତ

    May 6, 2026

    ହିଞ୍ଜିଳି ହତ୍ୟାକାଣ୍ଡକୁ ନେଇ ସରଗରମ ରାଜନୀତି

    May 6, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.