Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Thursday, May 7
    Facebook X (Twitter) YouTube Instagram
    Trending
    • ବଜାରରୁ ସମ୍ପୂର୍ଣ୍ଣ ନିଷେଧ ହେବ ସିନ୍ଥେଟିକ୍ ପନିର,
    • ଇରାନରେ ଭୟଙ୍କର ଅଗ୍ନିକାଣ୍ଡସପିଂ ସେଣ୍ଟରରେ ୮ ଜୀବନ୍ତ ଦଗ୍ଧ, ୩୬ ଆହତ
    • ହିଞ୍ଜିଳି ହତ୍ୟାକାଣ୍ଡକୁ ନେଇ ସରଗରମ ରାଜନୀତି
    • ଆକାଶରେ ଜରୁରୀ ସ୍ଥିତିସୃଷ୍ଟି ::
    • ପାକିସ୍ତାନକୁ ଝଟ୍‌କା ଦେଲା ଟ୍ରମ୍ପପ୍ରଶାସନ :
    • ଜୁନପହିଲାରେ ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ
    • ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ
    • ମେ ୮ରେ ଶପଥ ନେଇପାରନ୍ତି ବିଜୟ : କଂଗ୍ରେସର ସମର୍ଥନ ପରେ ସରକାର ଗଠନ ନେଇ ବିଜୟଙ୍କ ପଥ ପରିଷ୍କାର
    • ଭାରତୀୟ ଜାହାଜକୁ  ଆରବ ସାଗରରୁ ଉଦ୍ଧାର କଲା ପାକିସ୍ତାନ ନୌସେନା
    • ବ୍ୟାଙ୍କ ଋଣ ନ ଶୁଝିଲେ ଜବତ ହେବ ଘର ଜମି!
    • ଭୁବନେଶ୍ବର ଲକ୍ଷ୍ମୀସାଗର ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଦୁଇ ମୃତ
    • ସୁଧୀର ପାତ୍ର ହତ୍ୟା ମାମଲା : ମୁହଁ ଖୋଲିଲେ ସୁଧୀର ପାତ୍ରଙ୍କ ପତ୍ନୀ
    • ବାରିପଦାରେ ନିର୍ମମ ଦୁର୍ଘଟଣା: ବସ୍‌ଷ୍ଟାଣ୍ଡ ଭିତରେ ଦୌଡ଼ିଲା ବସ୍, ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ
    • ଉଦଳା ଡାକ୍ତରଖାନାରେ ଅନ୍ଧାର: ରୋଗୀ ସୁରକ୍ଷା ନେଇ ଗୁରୁତର ପ୍ରଶ୍ନ :
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ଆଜିର ଖବର»ନଛିପୁର ଗ୍ରାମରେ ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ଦୁଇ ନାବାଳିକାଙ୍କ ମୃତ୍ୟୁ, ଗ୍ରାମରେ ଶୋକର ଛାୟା

    ନଛିପୁର ଗ୍ରାମରେ ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ଦୁଇ ନାବାଳିକାଙ୍କ ମୃତ୍ୟୁ, ଗ୍ରାମରେ ଶୋକର ଛାୟା

    By Charcha NewsMarch 8, 2026
    Share
    Facebook Twitter Email WhatsApp


    ଉଦଳା -( ରାଜୀବ କୁମାର ବେହେରା) -କପ୍ତିପଦା ବଡ଼ଖଲାଡୀ ନଛିପୁର ଗ୍ରାମରେ ହୃଦୟ ବିଦାରକ ଘଟଣା ଘଟି ଯାଇଛି l ମୟୁରଭଞ୍ଜ ଜିଲ୍ଲା କପ୍ତିପଦା ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଅଘଟଣ। କପ୍ତିପଦା ବଡ଼ଖଲାଡି ପଞ୍ଚାୟତ ଅନ୍ତର୍ଗତ ନଛିପୁର ଗ୍ରାମରେ ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ଦୁଇ ନାବାଳିକାଙ୍କ ମୃତ୍ୟୁ ଘଟିଛି।
    ଘଟଣା ପରେ ପରିବାର ଲୋକେ ତୁରନ୍ତ ଦୁଇଜଣଙ୍କୁ କପ୍ତିପଦା ଡାକ୍ତରଖାନାକୁ ନେଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
    ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ୧୪/୨୬,୧୫/୨୬ ରେ ଦୁଇଟି ମାମଲା ରୁଜୁ କରାଯାଇଛି। ପରେ ଶବ ବ୍ୟବଛେଦ ପାଇଁ ଉଦଳା ଡାକ୍ତରଖାନା ଶବଗୃହକୁ ପଠାଯାଇଥିଲା।
    ପୋଲିସ, ମାଜିଷ୍ଟ୍ରେଟ, ଶିକ୍ଷା ଅଧିକାରୀ ଓ ପରିବାର ବର୍ଗଙ୍କ ଉପସ୍ଥିତିରେ ଶୋକାକୁଳ ପରିବେଶ ମଧ୍ୟରେ ଶବ ବ୍ୟବଛେଦ କରାଯାଇଥିଲା। ଘଟଣା ପରେ ଗ୍ରାମରେ କନ୍ଦବୋବାଳିରେ ପରିବେଶ ଫାଟିପଡ଼ିଥିବା ଦେଖିବାକୁ ମିଳିଛି।

    Share. Facebook Twitter WhatsApp

    Related Posts

    ଇରାନରେ ଭୟଙ୍କର ଅଗ୍ନିକାଣ୍ଡସପିଂ ସେଣ୍ଟରରେ ୮ ଜୀବନ୍ତ ଦଗ୍ଧ, ୩୬ ଆହତ

    May 6, 2026 ଅର୍ଥନୀତି

    ହିଞ୍ଜିଳି ହତ୍ୟାକାଣ୍ଡକୁ ନେଇ ସରଗରମ ରାଜନୀତି

    May 6, 2026 ଆଜିର ଖବର

    ଆକାଶରେ ଜରୁରୀ ସ୍ଥିତିସୃଷ୍ଟି ::

    May 6, 2026 ଆଜିର ଖବର

    ପାକିସ୍ତାନକୁ ଝଟ୍‌କା ଦେଲା ଟ୍ରମ୍ପପ୍ରଶାସନ :

    May 6, 2026 ଆଜିର ଖବର

    ଜୁନପହିଲାରେ ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ

    May 6, 2026 ଆଜିର ଖବର

    ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ

    May 6, 2026 ଆଜିର ଖବର

    ମେ ୮ରେ ଶପଥ ନେଇପାରନ୍ତି ବିଜୟ : କଂଗ୍ରେସର ସମର୍ଥନ ପରେ ସରକାର ଗଠନ ନେଇ ବିଜୟଙ୍କ ପଥ ପରିଷ୍କାର

    May 6, 2026 ଆଜିର ଖବର

    ବ୍ୟାଙ୍କ ଋଣ ନ ଶୁଝିଲେ ଜବତ ହେବ ଘର ଜମି!

    May 6, 2026 ଅର୍ଥନୀତି

    ଭୁବନେଶ୍ବର ଲକ୍ଷ୍ମୀସାଗର ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଦୁଇ ମୃତ

    May 6, 2026 ଆଜିର ଖବର

    ବାରିପଦାରେ ନିର୍ମମ ଦୁର୍ଘଟଣା: ବସ୍‌ଷ୍ଟାଣ୍ଡ ଭିତରେ ଦୌଡ଼ିଲା ବସ୍, ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ

    May 6, 2026 ଆଜିର ଖବର

    କୁକୁଡ଼ା ଦୋକାନରେ ୧୨ ଫୁଟିଆ ଅହିରାଜ, ବନବିଭାଗର ସଫଳ ଉଦ୍ଧାର :

    May 6, 2026 ଆଜିର ଖବର

    Anuvadini AI Partners with MathZoro to Bring Gamified Mathematics Education for Every Indian School Student

    May 6, 2026 ଆଜିର ଖବର
    Watch YouTube

    You May Like

    ବଜାରରୁ ସମ୍ପୂର୍ଣ୍ଣ ନିଷେଧ ହେବ ସିନ୍ଥେଟିକ୍ ପନିର,

    May 6, 2026

    ଇରାନରେ ଭୟଙ୍କର ଅଗ୍ନିକାଣ୍ଡସପିଂ ସେଣ୍ଟରରେ ୮ ଜୀବନ୍ତ ଦଗ୍ଧ, ୩୬ ଆହତ

    May 6, 2026

    ହିଞ୍ଜିଳି ହତ୍ୟାକାଣ୍ଡକୁ ନେଇ ସରଗରମ ରାଜନୀତି

    May 6, 2026

    ଆକାଶରେ ଜରୁରୀ ସ୍ଥିତିସୃଷ୍ଟି ::

    May 6, 2026

    ପାକିସ୍ତାନକୁ ଝଟ୍‌କା ଦେଲା ଟ୍ରମ୍ପପ୍ରଶାସନ :

    May 6, 2026

    ଜୁନପହିଲାରେ ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ

    May 6, 2026

    ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ

    May 6, 2026

    ମେ ୮ରେ ଶପଥ ନେଇପାରନ୍ତି ବିଜୟ : କଂଗ୍ରେସର ସମର୍ଥନ ପରେ ସରକାର ଗଠନ ନେଇ ବିଜୟଙ୍କ ପଥ ପରିଷ୍କାର

    May 6, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.