Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Thursday, May 7
    Facebook X (Twitter) YouTube Instagram
    Trending
    • ବଜାରରୁ ସମ୍ପୂର୍ଣ୍ଣ ନିଷେଧ ହେବ ସିନ୍ଥେଟିକ୍ ପନିର,
    • ଇରାନରେ ଭୟଙ୍କର ଅଗ୍ନିକାଣ୍ଡସପିଂ ସେଣ୍ଟରରେ ୮ ଜୀବନ୍ତ ଦଗ୍ଧ, ୩୬ ଆହତ
    • ହିଞ୍ଜିଳି ହତ୍ୟାକାଣ୍ଡକୁ ନେଇ ସରଗରମ ରାଜନୀତି
    • ଆକାଶରେ ଜରୁରୀ ସ୍ଥିତିସୃଷ୍ଟି ::
    • ପାକିସ୍ତାନକୁ ଝଟ୍‌କା ଦେଲା ଟ୍ରମ୍ପପ୍ରଶାସନ :
    • ଜୁନପହିଲାରେ ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ
    • ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ
    • ମେ ୮ରେ ଶପଥ ନେଇପାରନ୍ତି ବିଜୟ : କଂଗ୍ରେସର ସମର୍ଥନ ପରେ ସରକାର ଗଠନ ନେଇ ବିଜୟଙ୍କ ପଥ ପରିଷ୍କାର
    • ଭାରତୀୟ ଜାହାଜକୁ  ଆରବ ସାଗରରୁ ଉଦ୍ଧାର କଲା ପାକିସ୍ତାନ ନୌସେନା
    • ବ୍ୟାଙ୍କ ଋଣ ନ ଶୁଝିଲେ ଜବତ ହେବ ଘର ଜମି!
    • ଭୁବନେଶ୍ବର ଲକ୍ଷ୍ମୀସାଗର ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଦୁଇ ମୃତ
    • ସୁଧୀର ପାତ୍ର ହତ୍ୟା ମାମଲା : ମୁହଁ ଖୋଲିଲେ ସୁଧୀର ପାତ୍ରଙ୍କ ପତ୍ନୀ
    • ବାରିପଦାରେ ନିର୍ମମ ଦୁର୍ଘଟଣା: ବସ୍‌ଷ୍ଟାଣ୍ଡ ଭିତରେ ଦୌଡ଼ିଲା ବସ୍, ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ
    • ଉଦଳା ଡାକ୍ତରଖାନାରେ ଅନ୍ଧାର: ରୋଗୀ ସୁରକ୍ଷା ନେଇ ଗୁରୁତର ପ୍ରଶ୍ନ :
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ଆଜିର ଖବର»“ଜିଲା ଆଇନ ସେବା ପ୍ରାଧିକରଣ ରାୟଗଡା ଆନ୍ତର୍ଜାତୀୟ ମହିଲା ଦିବସ ପାଳନ”

    “ଜିଲା ଆଇନ ସେବା ପ୍ରାଧିକରଣ ରାୟଗଡା ଆନ୍ତର୍ଜାତୀୟ ମହିଲା ଦିବସ ପାଳନ”

    By Charcha NewsMarch 8, 2026
    Share
    Facebook Twitter Email WhatsApp

    ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଳା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀ ଙ୍କ ପରାମର୍ଶ କ୍ରମେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ଶ୍ରୀମତି ଆଲ୍ପନା ସ୍ୱାଇଁ ଙ୍କ ଅଧ୍ୟକ୍ଷତାରେ ଅଦ୍ୟ ତା-୦୮-୦୩-୨୦୨୬ ରିଖ ରବିବାର ଦିନ ଅପରାହ୍ନ ଘ.୧୦.୩୦ମି ସମୟ ରେ ସ୍ଥାନୀୟ ମହିଳା ମହାବିଦ୍ୟାଳୟ, ରାୟଗଡା ପରିସର ରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ରାୟଗଡା ତରଫରୁ “ଆନ୍ତର୍ଜାତୀୟ ମହିଲା ଦିବସ” ପାଳିତ ହୋଇଯାଇଛି I ଅନ୍ୟ ପ୍ରମୁଖ ଅତିଥିମାନଙ୍କ ମଧ୍ୟରେ ମୂଖ୍ୟ ବିଚାର ବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତି ଅପର୍ନା ମହାପାତ୍ର, ମହିଳା କୋର୍ଟ ର ବିଚାରପତି ତଥା ଭାରପ୍ରାପ୍ତ ଦାୟିତ୍ୱରେ ଥିବା ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀମତି ସସ୍ମିତା ମିଶ୍ର, ରାୟଗଡା ବାର ଆସୋସିଏସନର ଆଇନଜୀବି ଶ୍ରୀ ଦେବରାଜ ନାଏକ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଫିସ ର ପ୍ରଣ୍ଟଅଫିସ ରିଟେନର ଶ୍ରୀମତି ଶୁଭ୍ରାକାନ୍ତି ବେହେରା ଓ ଭାରପ୍ରାପ୍ତ ଦାୟିତ୍ୱରେ ଥିବା ମହିଳା ମହାବିଦ୍ୟାଳୟ, ରାୟଗଡା ର ଅଧ୍ୟକ୍ଷ, ଛାତ୍ରୀ ପ୍ରମୁଖ ଯୋଗ ଦେଇଥିଲେ I ଉପସ୍ଥିତ ଅତିଥିମାନେ ନିଜ ନିଜର ବକ୍ତବ୍ୟରେ ମହିଳାମାନେ ଓ ଶିଶୁମାନେ କିପରି ଯୌନ ନିର୍ଯ୍ୟାତନା ର ସୀକାର ହେଉଛନ୍ତି ଏବଂ ତାର ପ୍ରତିକାର ପାଇଁ କିପରି ଆଇନର ବ୍ୟବସ୍ଥା ଅଛି ତାହା ପିଲାମାନଙ୍କୁ ବିସୃତରେ ବୁଝାଇଥିଲେ I ଏଥି ସହିତ ବାଲ୍ୟ ବିବାହ, ଯୌତୁକ ନିର୍ଯ୍ୟାତନା, ଘରୋଇ ହିଂସା ଆଇନ, ପୋକ୍ସ ଆକ୍ଟ, ପି.ସି. ପି.ଏନ୍.ଡି.ଟି ଆକ୍ଟରେ ଉଦ୍ଦିଷ୍ଟ ଥିବା ବିଭିନ୍ନ ଧାରା ଉପରେ ଆଲୋକପାତ କରିଥିଲେ I ସର୍ବୋପରି ଏହି କାର୍ଯ୍ୟକ୍ରମରେ ଛାତ୍ରୀ ଓ ମାନ୍ୟବର ଅତିଥି ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଦାୟିତ୍ୱରେ ଥିବା ଶ୍ରୀମତି ସସ୍ମିତା ମିଶ୍ର ଙ୍କ ର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମଟି ସଫଳତାର ସହିତ ଶେସ ହୋଇଛି I

    Share. Facebook Twitter WhatsApp

    Related Posts

    ଇରାନରେ ଭୟଙ୍କର ଅଗ୍ନିକାଣ୍ଡସପିଂ ସେଣ୍ଟରରେ ୮ ଜୀବନ୍ତ ଦଗ୍ଧ, ୩୬ ଆହତ

    May 6, 2026 ଅର୍ଥନୀତି

    ହିଞ୍ଜିଳି ହତ୍ୟାକାଣ୍ଡକୁ ନେଇ ସରଗରମ ରାଜନୀତି

    May 6, 2026 ଆଜିର ଖବର

    ଆକାଶରେ ଜରୁରୀ ସ୍ଥିତିସୃଷ୍ଟି ::

    May 6, 2026 ଆଜିର ଖବର

    ପାକିସ୍ତାନକୁ ଝଟ୍‌କା ଦେଲା ଟ୍ରମ୍ପପ୍ରଶାସନ :

    May 6, 2026 ଆଜିର ଖବର

    ଜୁନପହିଲାରେ ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ

    May 6, 2026 ଆଜିର ଖବର

    ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ

    May 6, 2026 ଆଜିର ଖବର

    ମେ ୮ରେ ଶପଥ ନେଇପାରନ୍ତି ବିଜୟ : କଂଗ୍ରେସର ସମର୍ଥନ ପରେ ସରକାର ଗଠନ ନେଇ ବିଜୟଙ୍କ ପଥ ପରିଷ୍କାର

    May 6, 2026 ଆଜିର ଖବର

    ବ୍ୟାଙ୍କ ଋଣ ନ ଶୁଝିଲେ ଜବତ ହେବ ଘର ଜମି!

    May 6, 2026 ଅର୍ଥନୀତି

    ଭୁବନେଶ୍ବର ଲକ୍ଷ୍ମୀସାଗର ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ, ଦୁଇ ମୃତ

    May 6, 2026 ଆଜିର ଖବର

    ବାରିପଦାରେ ନିର୍ମମ ଦୁର୍ଘଟଣା: ବସ୍‌ଷ୍ଟାଣ୍ଡ ଭିତରେ ଦୌଡ଼ିଲା ବସ୍, ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ

    May 6, 2026 ଆଜିର ଖବର

    କୁକୁଡ଼ା ଦୋକାନରେ ୧୨ ଫୁଟିଆ ଅହିରାଜ, ବନବିଭାଗର ସଫଳ ଉଦ୍ଧାର :

    May 6, 2026 ଆଜିର ଖବର

    Anuvadini AI Partners with MathZoro to Bring Gamified Mathematics Education for Every Indian School Student

    May 6, 2026 ଆଜିର ଖବର
    Watch YouTube

    You May Like

    ବଜାରରୁ ସମ୍ପୂର୍ଣ୍ଣ ନିଷେଧ ହେବ ସିନ୍ଥେଟିକ୍ ପନିର,

    May 6, 2026

    ଇରାନରେ ଭୟଙ୍କର ଅଗ୍ନିକାଣ୍ଡସପିଂ ସେଣ୍ଟରରେ ୮ ଜୀବନ୍ତ ଦଗ୍ଧ, ୩୬ ଆହତ

    May 6, 2026

    ହିଞ୍ଜିଳି ହତ୍ୟାକାଣ୍ଡକୁ ନେଇ ସରଗରମ ରାଜନୀତି

    May 6, 2026

    ଆକାଶରେ ଜରୁରୀ ସ୍ଥିତିସୃଷ୍ଟି ::

    May 6, 2026

    ପାକିସ୍ତାନକୁ ଝଟ୍‌କା ଦେଲା ଟ୍ରମ୍ପପ୍ରଶାସନ :

    May 6, 2026

    ଜୁନପହିଲାରେ ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ

    May 6, 2026

    ଆସମରେ ନୂଆ ସରକାର , ଇସ୍ତଫା ଦେଲେ ହିମନ୍ତ

    May 6, 2026

    ମେ ୮ରେ ଶପଥ ନେଇପାରନ୍ତି ବିଜୟ : କଂଗ୍ରେସର ସମର୍ଥନ ପରେ ସରକାର ଗଠନ ନେଇ ବିଜୟଙ୍କ ପଥ ପରିଷ୍କାର

    May 6, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.