Dt-୩୧.୩ ୨୦୧୬ :: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ବିରୋଧରେ ବିଜେପି ସାଂସଦ ନିଶିକାନ୍ତ ଦୁବେଙ୍କ ମିଥ୍ୟା ଓ ଅପମାନ ବିଜୁପଟ୍ଟନାୟକ ବିରୋଧରେ ରାଜରାସ୍ତାରେ ଯୁବ ଓ ଛାତ୍ରନେତା
ନକ ମନ୍ତବ୍ୟକୁ ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ଦୃଢ଼ ନିନ୍ଦା କରାଯାଇଛି। ଏହି ହୀନ ମାନସିକତାର ପ୍ରତିବାଦରେ ଆଜି ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ଛକଠାରେ ବିଜୁ ଯୁବ ଜନତା ଦଳର ସଭାପତି ଶ୍ରୀ ଚିନ୍ମୟ ସାହୁ ଏବଂ ଛାତ୍ର ଜନତା ଦଳର ସଭାପତି ଇପ୍ସିତା ସାହୁଙ୍କ ନେତୃତ୍ୱରେ ଶତାଧିକ ଯୁବ ଛାତ୍ର ଜନତା ଦଳର କାର୍ଯ୍ୟକର୍ତା ମାନେ ବିଜେପି ସାଂସଦଙ୍କ କୁଶ ପୁତ୍ତଳିକା ଦାହ କରିବା ସହ ବିକ୍ଷୋଭ ପ୍ରଦଶନ କରିଥିଲେ |
ବିଜୁ ବାବୁ କେବଳ ଜଣେ ନେତା ନୁହଁନ୍ତି, ସେ ପ୍ରତିଟି ଓଡ଼ିଆଙ୍କ ଆବେଗ। ତାଙ୍କ ପ୍ରତି କରାଯାଇଥିବା ଏଭଳି ଦାୟିତ୍ୱହୀନ ଟିପ୍ପଣୀକୁ କୌଣସି ବି ଓଡ଼ିଆ ବରଦାସ୍ତ କରିବେ ନାହିଁ।
ଚର୍ଚ୍ଚା news












