Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Thursday, April 9
    Facebook X (Twitter) YouTube Instagram
    Trending
    • ଅସିଦ୍ଧ ସରପଞ୍ଚକୁ ବହିଷ୍କାର ଦାବୀରେ ପଞ୍ଚାୟତ ସମ୍ମୁଖରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ଧାରଣା :;
    • ବିମାନ ଦୁର୍ଘଟଣାର ଆସିଲା ତଦନ୍ତ ରିପୋର୍ଟ ଇନ୍ଧନ କମିଯିବାରୁ କାମକରି ନଥିଲା ଇଞ୍ଜିନ ::
    • PNG: ୨ ବର୍ଷରେ କେବଳ ୨୫ ଶହ ଘରକୁ ପିଏନ୍‌ଜି ସଂଯୋଗ ::
    • ବର୍ଜ୍ୟମୁକ୍ତ ଭୁବନେଶ୍ୱର ପାଇଁ ଆବାସିକ ସଂଗଠନର ସହଯୋଗ ଲୋଡିଲା ବିଏମ୍ ସି :;
    • ବିଏମ୍ ସିର ଗଳିକନ୍ଦିରୁ ବର୍ଜ୍ୟ ସଂଗ୍ରହ ପାଇଁ ଲୋକାର୍ପିତ ହେଲା ତିନି ଚକିଆ ସଫେଇ ଟ୍ରଲି :;
    • ଓଡ଼ିଆ ପକ୍ଷ : ରକ୍ତଦାନ ଅଭିଯାନରେ ୬,୪୪୧ ୟୁନିଟ ରକ୍ତ ସଂଗ୍ରହ ::
    • କଟକର ରାମଦାସପୁରରେ ପେଜ୍ ଇଣ୍ଡଷ୍ଟ୍ରିଜ୍‌ର ଆପାରେଲ୍ ୟୁନିଟ୍ ଉଦ୍‌ଘାଟିତ – ରାଜ୍ୟରେ ଶିଳ୍ପାୟନ ଓ ନିଯୁକ୍ତିରେ ନୂଆ ଅଧ୍ୟାୟ ::
    • ଉଦଳା ୧୨ ନମ୍ବର ୱାର୍ଡ ରେ ବର୍ଷାରେ ବୁଡିଗଲା ମଟନ-ଚିକେନ ମାର୍କେଟ :
    • ରାଜ୍ୟ ପୋଲିସ ମୁଖ୍ୟାଳୟ :;
    • ଆରଏସସିଏଲ୍ (RSCL) କାର୍ଯ୍ୟକାରୀ କମିଟିର ବୈଠକ:
    • ଜାଣନ୍ତୁ ଆଜିର ରାଶିଫଳ :;
    • ଭୁବନେଶ୍ୱର ମେଟ୍ରୋ ରେଳବାଇ ପ୍ରକଳ୍ପର ଅକାଳ ମୃତ୍ୟୁ
    • ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଗଞ୍ଜାମ ଜିଲ୍ଲାର କୋଦଳା ସ୍ଥିତ କମ୍ୟୁନିଟି ହେଲ୍ଥ ସେଣ୍ଟର (ସିଏଚସି) ରେ ଘଟିଥିବା ଏକ ବ୍ୟାପକ ଆର୍ଥିକ ଅନିୟମିତତାକୁ ପ୍ରକାଶ କରାଯାଇଛି ।
    • ଗ୍ୟାସ୍‌ କଳାବଜାରୀ ଉପରେ ଧରଣର ଚଢ଼ାଉ ;
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ଆଜିର ଖବର»ବଂଶଧାରା ଟ୍ରିବୁନାଲ ନେଇ ରାଜ୍ୟ ସରକାରଙ୍କ ଟାଳଟୁଳ ନୀତି ବିରୋଧକରି ପ୍ରେସ ବିବୃତି ::

    ବଂଶଧାରା ଟ୍ରିବୁନାଲ ନେଇ ରାଜ୍ୟ ସରକାରଙ୍କ ଟାଳଟୁଳ ନୀତି ବିରୋଧକରି ପ୍ରେସ ବିବୃତି ::

    By Charcha NewsApril 8, 2026
    Share
    Facebook Twitter Email WhatsApp

    BY-ରବିନ୍ଦ୍ର ନାଥ ମହାପାତ୍ର

    ରାୟଗଡ଼ା::ବଂଶଧାରା ଅବବାହିକା ବାସିନ୍ଦା ତଥା ବଂଶଧାରା ନଦୀ ବିବାଦ ରେ କେନ୍ଦ୍ର ଭାଜପା ସରକାର କ୍ରମାଗତ ଭାବେ ଅନ୍ୟାୟ କରିଚାଲିଛନ୍ତି l ନିଜ ରାଜନୈତିକ ସ୍ୱାର୍ଥ ସାଧନ ଲାଗି ଭାଜପା ସରକାର ସବୁବେଳେ ଆନ୍ଧ୍ରପ୍ରଦେଶ ସରକାରଙ୍କ ପ୍ରତି ସମ୍ବେଦନଶୀଳ ରହି ଆସିଛନ୍ତି l ବର୍ତ୍ତମାନ ପରିପ୍ରେକ୍ଷୀରେ କେନ୍ଦ୍ର ଓ ରାଜ୍ୟ ରେ ଭାଜପା ସରକାର ଟାଳଟୁଳ ନୀତି ଅବଲମ୍ବନ କରିବା କାରଣରୁ ବଂଶଧାରା ଟ୍ରିବୁନାଲ ରେ ଓଡ଼ିଶାର ପକ୍ଷ ଦୁର୍ବଳ ହୋଇ ପଡିଛି l ରାଜ୍ୟରେ ବିଜେଡି ସରକାର ଶାସନ ଥିବା ବେଳେ ପ୍ରତ୍ୟେକ ଜଳସେଚନ ପ୍ରକଳ୍ପ ଓ ନଦୀ ଜଳ ସୁରକ୍ଷା ଦିଗରେ ଦୂରଦର୍ଶୀ ଲକ୍ଷ ଓ ଓଡ଼ିଶା ବାସୀଙ୍କ ସ୍ୱାର୍ଥ ର ହିତ ଚିନ୍ତା କରିଥିବା କାରଣ ରୁ ଅନେକ ପଦକ୍ଷେପ ନେଇଛନ୍ତି l ବିଶେଷ କରି ବଂଶଧାରା ଜଳ ବିବାଦ ର ସ୍ଥାୟୀ ସମାଧାନ ନିମନ୍ତେ କୌଣସି ବଡ଼ ନଦୀ ର ଉପରମୁଣ୍ଡରେ ବଡ଼ ପ୍ରକଳ୍ପ କରିବା ଦ୍ୱାରା କେନ୍ଦ୍ର ର ଅନୁମତି ଆବଶ୍ୟକ ପଡୁଥିବା କାରଣରୁ ଏହାକୁ ଏଡାଇ ବଂଶଧାରା ନଦୀ ଜଳରେ ଓଡ଼ିଶାର 50 ପ୍ରତିଶତ ଜଳ ହକ କୁ କାର୍ଯ୍ୟ ରେ ଲଗାଇ ଛୋଟ

    ଛୋଟ ପ୍ରକଳ୍ପ ଦ୍ବାରା ବଂଶଧାରା ଅବବାହିକା ଚାଷୀ ,ଜନତା ଓ ପରିବେଶ ସୁରକ୍ଷା ନିମନ୍ତେ ଯୋଜନା କରି ପ୍ରୟ 1200 କୋଟି ଟଙ୍କା ଅନୁମୋଦନ କରିଥିଲେ l କିନ୍ତୁ ବର୍ତ୍ତମାନ ଭାଜପା ସରକାର ନିଜ ସାଥି ଆନ୍ଧ୍ରପ୍ରଦେଶ ର ସ୍ୱାର୍ଥ ରକ୍ଷା ନିମନ୍ତେ ଉକ୍ତ ପ୍ରକଳ୍ପ କୁ ଶୀତଳ ଭଣ୍ଡାର ରେ ଫୋପାଡି ଦେବା ଦୁର୍ଭାଗ୍ୟ ବୋଲି କୁହାଯାଇଥିଲା

    ଏଣୁ ଆଜି ଏହି ପ୍ରେସ ବିବୃତି ମାଧ୍ୟମରେ ବିଜେଡ଼ି ର ପୂର୍ବତନ ଗୁଣପୁର ବିଧାୟକ ରଘୁନାଥ ଗମାଙ୍ଗ ,ବିଷ୍ଣୁ ପ୍ରସାଦ ପଣ୍ଡା

    ରାଜ୍ୟ କାର୍ଯ୍ୟକାରୀ ସଭାପତି ଛାତ୍ର ଜନତା ଦଳ ,ବାବା ପ୍ରସାଦ

    ପୂର୍ବତନ ଗୁଣପୁର ବ୍ଲକ ଅଧକ୍ଷ ,ଶିବ ପ୍ରସାଦ ପାଢ଼ୀ କାଉନ୍ସଲର ଗୁଣୁପୁର ମୁନିସିପାଲିଟି ଦାବୀ କରୁଅଛୁ ଯେ ରାଜ୍ୟ ସରକlର ଟାଳ ଟୁଳ ନୀତି ଛାଡି ବଂଶଧାରା ଅବବାହିକା ର ଜନ ସାଧାରଣ, ଚାଷୀ ଙ୍କ ଓ ପରିବେଶ ସୁରକ୍ଷା ନିମନ୍ତେ ନଦୀ ର ଉପରମୁଣ୍ଡରେ ସ୍ଥାୟୀ ନଦୀବନ୍ଧ ଯୋଜନା କାରାଯାଉ l ନଚେତ ନଦୀ ଅବବାହିକା ରେ ବଢ଼ି ଓ ମୁରୁଡି ଭଳି ପରିସ୍ଥିତି ସୃଷ୍ଟି ହେବ l ସରକାର ନିଜ ଟାଳ ଟୁଳ ନୀତି ଛାଡି ଓଡ଼ିଶା ବାସୀଙ୍କ ସ୍ଵାର୍ଥ ରକ୍ଷା ରେ ତତ୍ପର ନହେଲେ ଆମ ଦଳ ତରଫରୁ ଜନ ଜାଗରଣ ଓ ଆନ୍ଦୋଳନ କରାଯିବ ବୋଲି ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ସୂଚନା ଦିଆ ଯାଇଥିଲା

    ଚର୍ଚ୍ଚା NEWS

    Share. Facebook Twitter WhatsApp

    Related Posts

    ଅସିଦ୍ଧ ସରପଞ୍ଚକୁ ବହିଷ୍କାର ଦାବୀରେ ପଞ୍ଚାୟତ ସମ୍ମୁଖରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ଧାରଣା :;

    April 9, 2026 ଆଜିର ଖବର

    PNG: ୨ ବର୍ଷରେ କେବଳ ୨୫ ଶହ ଘରକୁ ପିଏନ୍‌ଜି ସଂଯୋଗ ::

    April 9, 2026 ଆଜିର ଖବର

    ବର୍ଜ୍ୟମୁକ୍ତ ଭୁବନେଶ୍ୱର ପାଇଁ ଆବାସିକ ସଂଗଠନର ସହଯୋଗ ଲୋଡିଲା ବିଏମ୍ ସି :;

    April 9, 2026 ଆଜିର ଖବର

    ବିଏମ୍ ସିର ଗଳିକନ୍ଦିରୁ ବର୍ଜ୍ୟ ସଂଗ୍ରହ ପାଇଁ ଲୋକାର୍ପିତ ହେଲା ତିନି ଚକିଆ ସଫେଇ ଟ୍ରଲି :;

    April 9, 2026 ଆଜିର ଖବର

    କଟକର ରାମଦାସପୁରରେ ପେଜ୍ ଇଣ୍ଡଷ୍ଟ୍ରିଜ୍‌ର ଆପାରେଲ୍ ୟୁନିଟ୍ ଉଦ୍‌ଘାଟିତ – ରାଜ୍ୟରେ ଶିଳ୍ପାୟନ ଓ ନିଯୁକ୍ତିରେ ନୂଆ ଅଧ୍ୟାୟ ::

    April 9, 2026 ଆଜିର ଖବର

    ରାଜ୍ୟ ପୋଲିସ ମୁଖ୍ୟାଳୟ :;

    April 9, 2026 ଆଜିର ଖବର

    ଭୁବନେଶ୍ୱର ମେଟ୍ରୋ ରେଳବାଇ ପ୍ରକଳ୍ପର ଅକାଳ ମୃତ୍ୟୁ

    April 8, 2026 ଆଜିର ଖବର

    ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଗଞ୍ଜାମ ଜିଲ୍ଲାର କୋଦଳା ସ୍ଥିତ କମ୍ୟୁନିଟି ହେଲ୍ଥ ସେଣ୍ଟର (ସିଏଚସି) ରେ ଘଟିଥିବା ଏକ ବ୍ୟାପକ ଆର୍ଥିକ ଅନିୟମିତତାକୁ ପ୍ରକାଶ କରାଯାଇଛି ।

    April 8, 2026 ଆଜିର ଖବର

    ଗ୍ୟାସ୍‌ କଳାବଜାରୀ ଉପରେ ଧରଣର ଚଢ଼ାଉ ;

    April 8, 2026 ଅପରାଧ

    ୭ ବର୍ଷ ପରେ ଭାରତ ଆସୁଛି ଇରାନରୁ ତେଲ ::

    April 8, 2026 ଆଜିର ଖବର

    ଆଜିଠୁ ପୁଣି ଖୋଲିବ କାଳିଆ ସାଆନ୍ତଙ୍କ ରତ୍ନଭଣ୍ଡାର ::

    April 8, 2026 ଆଜିର ଖବର

    ଓଡ଼ିଆ ବର୍ଣ୍ଣବୋଧ ଓ ଶିଶୁ ଲେଖା ପୁସ୍ତକ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବଣ୍ଟନ ହୋଇଛି |

    April 8, 2026 ଆଜିର ଖବର
    Watch YouTube

    You May Like

    ଅସିଦ୍ଧ ସରପଞ୍ଚକୁ ବହିଷ୍କାର ଦାବୀରେ ପଞ୍ଚାୟତ ସମ୍ମୁଖରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ଧାରଣା :;

    April 9, 2026

    ବିମାନ ଦୁର୍ଘଟଣାର ଆସିଲା ତଦନ୍ତ ରିପୋର୍ଟ ଇନ୍ଧନ କମିଯିବାରୁ କାମକରି ନଥିଲା ଇଞ୍ଜିନ ::

    April 9, 2026

    PNG: ୨ ବର୍ଷରେ କେବଳ ୨୫ ଶହ ଘରକୁ ପିଏନ୍‌ଜି ସଂଯୋଗ ::

    April 9, 2026

    ବର୍ଜ୍ୟମୁକ୍ତ ଭୁବନେଶ୍ୱର ପାଇଁ ଆବାସିକ ସଂଗଠନର ସହଯୋଗ ଲୋଡିଲା ବିଏମ୍ ସି :;

    April 9, 2026

    ବିଏମ୍ ସିର ଗଳିକନ୍ଦିରୁ ବର୍ଜ୍ୟ ସଂଗ୍ରହ ପାଇଁ ଲୋକାର୍ପିତ ହେଲା ତିନି ଚକିଆ ସଫେଇ ଟ୍ରଲି :;

    April 9, 2026

    ଓଡ଼ିଆ ପକ୍ଷ : ରକ୍ତଦାନ ଅଭିଯାନରେ ୬,୪୪୧ ୟୁନିଟ ରକ୍ତ ସଂଗ୍ରହ ::

    April 9, 2026

    କଟକର ରାମଦାସପୁରରେ ପେଜ୍ ଇଣ୍ଡଷ୍ଟ୍ରିଜ୍‌ର ଆପାରେଲ୍ ୟୁନିଟ୍ ଉଦ୍‌ଘାଟିତ – ରାଜ୍ୟରେ ଶିଳ୍ପାୟନ ଓ ନିଯୁକ୍ତିରେ ନୂଆ ଅଧ୍ୟାୟ ::

    April 9, 2026

    ଉଦଳା ୧୨ ନମ୍ବର ୱାର୍ଡ ରେ ବର୍ଷାରେ ବୁଡିଗଲା ମଟନ-ଚିକେନ ମାର୍କେଟ :

    April 9, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.