Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Saturday, May 2
    Facebook X (Twitter) YouTube Instagram
    Trending
    • ଆଜି ପ୍ରକାଶ ପାଇବ ଦଶମ ଶ୍ରେଣୀ ପରୀକ୍ଷା ଫଳ , ପିଲାମାନେ ଚାପମୁକ୍ତ ହେବା ପାଇଁ ସ୍ପେଶାଲ ଟିପ୍ସ
    • ଜାଣନ୍ତୁ ଆଜିର ରାଶିଫଳ ::
    • ରାୟଗଡ଼ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ
    • ବାଇକକୁ ସାଇଡ ଦେବାକୁ ଯାଇ ଘରେ ପଶିଲା କାର, ଦୁଇ ବୃଦ୍ଧ ଅଳ୍ପକେ ବର୍ତ୍ତିଲେ
    • ଓଡ଼ିଶାର କ୍ରିକେଟ୍ ମଣ୍ଡଳୀରେ ଶୋକର ଛାୟା
    • ବଜ୍ରପାତ ନେଲା ୧୨ଟି ଗୋରୁଙ୍କ ଜୀବନ
    • ବନ୍ୟଜନ୍ତୁ ଅପରାଧ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି
    • ପ୍ରଭୁ ତ୍ରିନାଥ ଦେବଙ୍କ ବାର୍ଷିକ ଯାତ୍ରା ମହୋତ୍ସଭ୍ ଉଦଯାପିତ
    • ନୃସିଂହଚତୁର୍ଦଶ ମେଳା ଅନୁଷ୍ଠିତ
    • ପଞ୍ଚାୟତ ନିର୍ବାଚନରେ ମେଣ୍ଟ ହେବନି , ଏକାକୀ ଲଢ଼ିବ କଂଗ୍ରେସ : ଭକ୍ତ ଦାସ
    • ଆସନ୍ତା କିଛି ଦିନରେ ପାଗରେ ଦେଖାଯିବ ବଡ଼ ପରିବର୍ତ୍ତନ: ବର୍ଷା ସହିତ ଝଡ଼ ଓ ତୀବ୍ର ପବନର ସମ୍ଭାବନା
    • ଖୁବଶୀଘ୍ର ହେବ ନିଗମ ବୋର୍ଡ଼ ଘୋଷଣା, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସୂଚନା
    • ପଶ୍ଚିମବଙ୍ଗରେ ଶେଷ ପର୍ଯ୍ୟାୟ ଭୋଟ୍ କାଲି: ୧୪୨ ଆସନରେ ମତଦାନ,
    • ବ୍ୟାଙ୍କ କହିଲା ଲୋକ ଆସିଲେ ଟଙ୍କା ମିଳିବ
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ରାଜ୍ୟ»ପୂର୍ବତନ ମୁଖ୍ୟମନ୍ତ୍ରୀ ଡ ସଦାଶିବ ତ୍ରିପାଠୀଙ୍କ ଜୟନ୍ତୀ ପାଳିତ :

    ପୂର୍ବତନ ମୁଖ୍ୟମନ୍ତ୍ରୀ ଡ ସଦାଶିବ ତ୍ରିପାଠୀଙ୍କ ଜୟନ୍ତୀ ପାଳିତ :

    By Charcha NewsApril 22, 2026
    Share
    Facebook Twitter Email WhatsApp

    BY-ରବିନ୍ଦ୍ର ନାଥ ଜଗନ୍ନାଥ

    ରାୟଗଡା ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ଓଡିଶାର ପୁର୍ବତନ ମୁଖ୍ୟମନ୍ତ୍ରୀ ଡ: ସଦାଶିବ ତ୍ରିପାଠୀଙ୍କ ଜୟନ୍ତୀ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଏଥିରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଉପାଧ୍ୟକ୍ଷା ଶ୍ରୀମତୀ ମଞ୍ଜିଲା ମିଣିଆକ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଡ଼ଃ ତ୍ରିପାଠୀଙ୍କ ଆଦର୍ଶ ଗୁଣାବଳୀ ଜୀବନୀ ଉପରେ ଆଲୋକପlତ କରିବା ସହିତ ଭାବ ପ୍ରବଣ ହୋଇ କହିଥିଲେ ଯେ ମୋର ଏତେ ଦୂର ଆସିବାର କେବେ ଆଶା କିମ୍ବା ଆକାଂକ୍ଷା ନଥିଲା l ସମାଜର ତଳ ସ୍ତରରୁ ଜନସେବା କରି ଆଜି ଜନସାଧାରଣ ମୋତେ ସୁଯୋଗ ଦେଇଥିବାରୁ ଏତେ ବାଟ ଆସିଛି ବୋଲି କହିଥିଲେ l ଅତିରିକ୍ତ ଜିଲ୍ଲାପାଳ ସାଧାରଣ ଶ୍ରୀଯୁକ୍ତ ନବୀନ ଚନ୍ଦ୍ର ନାୟକ କାର୍ଯ୍ୟକ୍ରମର ଅଧ୍ୟକ୍ଷତା କରି ଡ଼ଃ ତ୍ରିପାଠୀଙ୍କ ଆଦର୍ଶ ଗୁଣାବଳୀ ଜୀବନୀ ଉପରେ ସ୍ମୃତିଚାରଣ କରିବା ସହ ସମୃଦ୍ଧ ଓଡିଶା ଗଠନ ନିମନ୍ତେ ତାଙ୍କ ଜୀବନାଦର୍ଶକୁ ଆପଣେଇବା ପାଇଁ ଯୁବପିଢିଙ୍କୁ ପ୍ରବର୍ତ୍ତାଇଥିଲେ । ଶିକ୍ଷାବିତ ଡ଼ଃ ଦୁଷ୍ମନ୍ତ କୁମାର ମହାନ୍ତି ମୁଖ୍ୟବକ୍ତା ଓ ବରେଣ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ଶ୍ରୀ ନିହାର ରଞ୍ଜନ କହଁର, ମୁଖ୍ୟ ଉର୍ଣ୍ଣୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ଗୋସନାର ବର୍ଲା, ଅବସରପ୍ରାପ୍ତ ଯୁଗ୍ମ ନିର୍ଦ୍ଦେଶକ ଜଳନ୍ଧର ପୁଷିକା, ଉପ ନିର୍ଦ୍ଦେଶକ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ, ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ସୁସ୍ମିତା ବାଉରୀ ଆଦି ନିଜର ବକ୍ତବ୍ୟରେ  ଡ଼ଃ ତ୍ରିପାଠୀଙ୍କ ଜୀବନ ଉପରେ ସ୍ମୃତି ଚlରଣ କରି କହିଲେ ଯେ ଓଡିଶାରେ ଅନୁସୂଚିତ ଜାତି ଓ ଜନଜାତିଙ୍କ ଜମିର ସୁରକ୍ଷା ନିମନ୍ତେ ୨୵୫୬ ଅଧିନୀୟମରେ ଭୂବନ୍ଦୋବସ୍ତ ବ୍ୟବସ୍ଥା, ବାରବାଟୀ ଷ୍ଟାଡିୟମ ନିମନ୍ତେ ଭୂବନ୍ଦୋବସ୍ତ, ଉତ୍କଳ ଓ ଭଞବିହାର ବିଶ୍ବବିଦ୍ୟାଳୟର ସ୍ଥାପନା ଆଦି କ୍ଷେତ୍ରରେ ଡ: ତ୍ରିପାଠୀଙ୍କ ଅତୂଳନୀୟ ଅବଦାନ ଥିଲା ବୋଲି କହିଥିଲେ। ଡ଼ଃ ତ୍ରିପାଠୀଙ୍କ ସ୍ମୃତିଚାରଣ କରିବା ସହ ଜଣେ ଅବିବାଦୀୟ ମୁଖ୍ୟମନ୍ତ୍ରୀଙ୍କ ସରଳ ଓ ନିରାଡାମ୍ବର ଜୀବନ ସମାଜରେ ଉତ୍ତମ ଚରିତ୍ର ଗଠନରେ ସହାୟକ ହୋଇପାରିବ ବୋଲି କହିଥିଲେ । 

    ଏହି କାର୍ଯ୍ୟକ୍ରମରେ ଜିଲ୍ଲା କ୍ରୀଡା ଅଧିକାରୀ,ଶେଖ ଅଲେନୁର,ଜିଲ୍ଲା ଯୋଗାଣ ଅଧିକାରୀ ଏଲ ଏନ ପଟ୍ଟନାୟକ,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଏଲିଯାବେଥ ଗରଡ଼ା, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ ପ୍ରମୁଖ ଯୋଗ ଦେଇଥିଲେ

    ଏଥି ନିମନ୍ତେ ଆୟୋଜିତ ବକ୍ତୃତା ଓ ପ୍ରବନ୍ଧ ଲିଖନ ପ୍ରତିଯୋଗିତାର କୃତ୍ତି ଛାତ୍ର, ଛାତ୍ରୀଙ୍କୁ ପୁରସ୍କାର ଓ ମାନପତ୍ର ପ୍ରଦାନ କରାଯାଇଥିଲା । ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ଦେବରାଜ ଟାକ୍ରୀ ମଞ୍ଚ ପରିଚାଳନା କରିଥିଲେ ଓ ବିଭାଗ ଅଧିକାରୀ ମାନସ ସାହୁ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗର କ୍ଷୀପ୍ର ଲେଖିକା କୁମୁଦିନୀ ମିଶାଲ, ଗ୍ରନ୍ଥାଗାରିକ ଡମ୍ବରୁଧର ପଣ୍ଡା, ସଂଯୋଜକ ସମ୍ରାଟ ସାହୁ, ରାଜେନ୍ଦ୍ର ଦୋରା, ରଞିତ ପିରିବାକା ,ଜି ଚନ୍ଦ୍ର ଶେଖର ପ୍ରମୁଖ ସମସ୍ତ କର୍ମକର୍ତ୍ତା ଆୟୋଜନରେ ସହଯୋଗ କରିଥିଲେ ।

    ଚର୍ଚ୍ଚା news

    Share. Facebook Twitter WhatsApp

    Related Posts

    ଆଜି ପ୍ରକାଶ ପାଇବ ଦଶମ ଶ୍ରେଣୀ ପରୀକ୍ଷା ଫଳ , ପିଲାମାନେ ଚାପମୁକ୍ତ ହେବା ପାଇଁ ସ୍ପେଶାଲ ଟିପ୍ସ

    May 2, 2026 ଆଜିର ଖବର

    ପଞ୍ଚାୟତ ନିର୍ବାଚନରେ ମେଣ୍ଟ ହେବନି , ଏକାକୀ ଲଢ଼ିବ କଂଗ୍ରେସ : ଭକ୍ତ ଦାସ

    April 28, 2026 ଆଜିର ଖବର

    ଆସନ୍ତା କିଛି ଦିନରେ ପାଗରେ ଦେଖାଯିବ ବଡ଼ ପରିବର୍ତ୍ତନ: ବର୍ଷା ସହିତ ଝଡ଼ ଓ ତୀବ୍ର ପବନର ସମ୍ଭାବନା

    April 28, 2026 ଆଜିର ଖବର

    ଖୁବଶୀଘ୍ର ହେବ ନିଗମ ବୋର୍ଡ଼ ଘୋଷଣା, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସୂଚନା

    April 28, 2026 ଆଜିର ଖବର

    ବ୍ୟାଙ୍କ କହିଲା ଲୋକ ଆସିଲେ ଟଙ୍କା ମିଳିବ

    April 28, 2026 ବିଶେଷ

    April 28, 2026 ଆଜିର ଖବର

    ଆଜି ଓଡ଼ିଆ ଜାତି ପାଇଁ ଗୌରବର ଦିନଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୮ତମ ଜୟନ୍ତୀ। ଏହି ଅବସରରେ କଟକ ଜିଲ୍ଲାର ସତ୍ୟଭାମାପୁର, ମଧୁବାବୁଙ୍କ ପବିତ୍ର ଜନ୍ମଭୂମି, ଆଜି ଭକ୍ତି, ଗର୍ବ ଓ ସ୍ମୃତିରେ ଚଳଚଞ୍ଚଳ ହୋଇଉଠିଛି।

    April 28, 2026 ବିଶେଷ

    ଶ୍ରୀକ୍ଷେତ୍ରର ପବିତ୍ର ଧାମ ଶ୍ରୀଜଗନ୍ନାଥ ମନ୍ଦିରରେ ଏବେ ଭକ୍ତି ଓ ଆଧ୍ୟାତ୍ମିକତାର ଅଦ୍ଭୁତ ଦୃଶ୍ୟ ଚାଲିଛି ପବିତ୍ର ଚନ୍ଦନ ଯାତ୍ରା।

    April 28, 2026 ବିଶେଷ

    ରାଜ୍ୟରେ ଜାରି ହିଟ୍‌ୱେଭ୍‌, ପ୍ରବଳ ଖରା ପାଇଁ କେନ୍ଦ୍ରର ସତର୍କବାଣୀ ::

    April 28, 2026 ଆଜିର ଖବର

    ରୋଗୀଙ୍କ ଜୀବନ ସହ ଖେଳ! ଉଦଳା ଡାକ୍ତରଖାନା ବିରୋଧରେ ରାସ୍ତାରେ ଶ୍ରୀରାମ ସେବା ଟ୍ରଷ୍ଟ :

    April 28, 2026 ରାଜ୍ୟ

    ମୟୁରଭଞ୍ଜ ରେ ଉଦଳା ବନବିଭାଗ ଦ୍ୱାରା ବେଆଇନ ପଥର ଚାଲାଣ ବେଳେ ହାଇୱା ଜବଦ ଡ୍ରାଇଭର ଗିରଫ ::

    April 28, 2026 ଅପରାଧ

    ଉଦଳାରେ ବାଇକ ଲୁଟେରାଙ୍କ ଆତଙ୍କ! CCTV ରେ କଏଦ ଚୋରି ଦୃଶ୍ୟ :

    April 28, 2026 ରାଜ୍ୟ
    Watch YouTube

    You May Like

    ଆଜି ପ୍ରକାଶ ପାଇବ ଦଶମ ଶ୍ରେଣୀ ପରୀକ୍ଷା ଫଳ , ପିଲାମାନେ ଚାପମୁକ୍ତ ହେବା ପାଇଁ ସ୍ପେଶାଲ ଟିପ୍ସ

    May 2, 2026

    ଜାଣନ୍ତୁ ଆଜିର ରାଶିଫଳ ::

    May 2, 2026

    ରାୟଗଡ଼ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ

    May 1, 2026

    ବାଇକକୁ ସାଇଡ ଦେବାକୁ ଯାଇ ଘରେ ପଶିଲା କାର, ଦୁଇ ବୃଦ୍ଧ ଅଳ୍ପକେ ବର୍ତ୍ତିଲେ

    May 1, 2026

    ଓଡ଼ିଶାର କ୍ରିକେଟ୍ ମଣ୍ଡଳୀରେ ଶୋକର ଛାୟା

    May 1, 2026

    ବଜ୍ରପାତ ନେଲା ୧୨ଟି ଗୋରୁଙ୍କ ଜୀବନ

    May 1, 2026

    ବନ୍ୟଜନ୍ତୁ ଅପରାଧ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି

    May 1, 2026

    ପ୍ରଭୁ ତ୍ରିନାଥ ଦେବଙ୍କ ବାର୍ଷିକ ଯାତ୍ରା ମହୋତ୍ସଭ୍ ଉଦଯାପିତ

    April 30, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.