Close Menu
Charcha News
    Read More
    • About Us
    • Career
    • Contact Us
    • Home
    • News Ticker
    • Privacy Policy
    Facebook X (Twitter) Instagram
    Monday, May 4
    Facebook X (Twitter) YouTube Instagram
    Trending
    • କୋଲକାତାରେ ଆଜି ବିଜୟ ଶୋଭାଯାତ୍ରାକୁ ‘ନା’
    • ସନ୍ଧ୍ୟାରେ ବିଜେପି ମୁଖ୍ୟାଳୟ ଯିବେ ପ୍ରଧାନମନ୍ତ୍ରୀ ମୋଦୀ
    • ତାମିଲନାଡୁରେ ଟିଭିକେ ସୁନାମି : ୧୦୪ ଆସନରେ ଆଗୁଆ
    • ପଶ୍ଚିମବଙ୍ଗରେ ବିଜେପିର ବଡ଼ ଲିଡ୍‌, କୁହୁକ ସଂଖ୍ୟା ଅତିକ୍ରମ
    • ପଶ୍ଚିମବଙ୍ଗରେ ବିଜେପି ସରକାର ଗଢ଼ିବ : ଶୁଭେନ୍ଦୁ ଅଧିକାରୀ
    • ଆଜିର ରାଶିଫଳ :
    • ସନ୍ଦୀପ ପାଠକଙ୍କ ବିରୋଧରେ ଦୁଇଟି ସଙ୍ଗୀନ ମାମଲା ରୁଜୁ ; ଆପ୍ ଛାଡ଼ି ବିଜେପିରେ ମିଶିବା ପରେ ବଢ଼ିଲା ଅଡୁଆ
    • ବଢ଼ିଲା ଓମ୍‌ଫେଡ୍ କ୍ଷୀର ଦାମ୍ , ଲିଟର ପିଛା ୪ ଟଙ୍କା ବୃଦ୍ଧି
    • ରାୟଗଡା ରେ ମାଟ୍ରିକ ରିଯେଲଟ ୯୬.୫ ପ୍ରତିଶତ,ମନସ୍ଵିନୀ ଦାସ ହେଲେ ଟପ୍ପର :
    • ନବ ବିବାହିତ ମହିଳାଙ୍କ ସନ୍ଧେହଜନକ ମୃତ୍ୟୁ :
    • ରାଜ୍ୟରେ ଖୁବଶୀଘ୍ର ନିଯୁକ୍ତି ପାଇବେ ୧୪ଶହରୁ ଅଧିକ ଆସିଷ୍ଟାଣ୍ଟ ପ୍ରଫେସର ଓ ଆସୋସିଏଟ ପ୍ରଫେସର
    • ଚର୍ଚ୍ଚାରେ ମାଟ୍ରିକ୍ ରେଜଲ୍ଟ : ପ୍ରାୟ ସାଢ଼େ ପାଞ୍ଚ ଲକ୍ଷ ଛାତ୍ରଛାତ୍ରୀ ଦେଇଥିଲେ ପରୀକ୍ଷା
    • ମହାନଦୀ ଜଳ ବିବାଦ ମାମଲା ; ଆସନ୍ତା ୩୦ରେ ପରବର୍ତ୍ତୀ ଶୁଣାଣି
    • ଓଡ଼ିଶା ଗ୍ରାମୀଣ ବିକାଶରେ ନୂଆ ଅଧ୍ୟାୟ: ପିଏମ୍‌ଜିଏସ୍‌ୱାଇ-୪ରେ ୧୭୦୦ କୋଟି ଟଙ୍କାର ପ୍ରକଳ୍ପ ଅନୁମୋଦିତ ::
    Charcha News
    • ଆଜିର ଖବର
      • ଦେଶ ବିଦେଶ
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
      • ଅନ୍ୟାନ୍ୟ
    Charcha News
    WhatsApp
    • ଆଜିର ଖବର
    • ରାଜନୀତି
    • ଅପରାଧ
    • ମନୋରଞ୍ଜନ
    • ଖେଳ
    • ଜୀବନଚର୍ଯ୍ୟା
    • ଧର୍ମ
    Home»ଅନ୍ୟାନ୍ୟ»ମହାନଦୀ ଜଳ ବିବାଦ ମାମଲା ; ଆସନ୍ତା ୩୦ରେ ପରବର୍ତ୍ତୀ ଶୁଣାଣି

    ମହାନଦୀ ଜଳ ବିବାଦ ମାମଲା ; ଆସନ୍ତା ୩୦ରେ ପରବର୍ତ୍ତୀ ଶୁଣାଣି

    By Charcha NewsMay 2, 2026
    Share
    Facebook Twitter Email WhatsApp

    ମୌସୁମୀ ଓ ଅଣମୌସୁମୀରେ କେତେ ଜଳ ପ୍ରବାହିତ ହେଉଛି , ସେନେଇ ଟ୍ରିବ୍ୟୁନାଲରେ ଅବଗତ କରାଗଲା । ଟ୍ରିବ୍ୟୁନାଲଙ୍କ ପୂର୍ବ ନିର୍ଦ୍ଦେଶ ଅନୁସାରେ ଉଭୟ ଓଡ଼ିଶା ଓ ଛତିଶଗଡ଼ ଅବଗତ କରିଛନ୍ତି ।

    ମହାନଦୀ ଜଳ ବିବାଦ ମାମଲା ନେଇ ଟ୍ରିବ୍ୟୁନାଲ୍‌ରେ ଶୁଣାଣି । ମୌସୁମୀ ଓ ଅଣମୌସୁମୀରେ କେତେ ଜଳ ପ୍ରବାହିତ ହେଉଛି , ସେନେଇ ଟ୍ରିବ୍ୟୁନାଲରେ ଅବଗତ କରାଗଲା । ଟ୍ରିବ୍ୟୁନାଲଙ୍କ ପୂର୍ବ ନିର୍ଦ୍ଦେଶ ଅନୁସାରେ ଉଭୟ ଓଡ଼ିଶା ଓ ଛତିଶଗଡ଼ ଅବଗତ କରିଛନ୍ତି । ଆସନ୍ତା ୩୦ ତାରିଖରେ ପରବର୍ତ୍ତୀ ଶୁଣାଣି ହେବ ।  ଏହାଦ୍ବାରା ସମାଧାନର ବାଟ ଫିଟିବା ନେଇ ଆଶା ବଢିଛି । ଉଭୟ ରାଜ୍ୟ ମଧ୍ୟରେ ମହାନଦୀକୁ ନେଇ ଦୀର୍ଘଦିନ ହେବ ବିବାଦ ଲାଗି ରହିଛି । 

    ଛତିଶଗଡ଼ ଉପରମୁଣ୍ଡରେ ବନ୍ଧ କରିବା ସହ ତଳମୁଣ୍ଡରେ ବାଲି ବନ୍ଧ ବାନ୍ଧି ମହାନଦୀର ଜଳ ଅଟକାଉଛି। ଯାହାଫଳରେ ମହାନଦୀରେ ଜଳଧାରା ଓଡ଼ିଶା ମୁହାଁ ହୋଇପାରୁନାହିଁ । ଅଣମୌସୁମୀ ଋତୁରେ ମହାନଦୀ ଏକପ୍ରକାର ମରୁଭୂମିର ଭ୍ରମ ସୃଷ୍ଟି କରୁଛି । ଏସବୁ ଭିତରେ ଟ୍ରିବ୍ୟୁନାଲ ରାୟ ଉପରେ ମହାନଦୀର ଭାଗ୍ୟ ନିର୍ଭର କରୁଛି । ହେଲେ ବାରମ୍ବାର ଟ୍ରିବ୍ୟୁନାଲରେ ଶୁଣାଣି ହେଉଥିଲେ ମଧ୍ୟ ଏଯାଏଁ କୌଣସି ନିଷ୍କର୍ସ ବାହାରିନାହିଁ । ସବୁଠୁ ବଡ଼ କଥା ହେଲା ଆପୋଷ ଆଲୋଚନା ଜରିଆରେ ମହାନଦୀ ବିବାଦର ସମାଧାନ ହେବ ବୋଲି ଆଶାବାନ୍ଧି ବସିଛି ଓଡ଼ିଶା । ଏଥିପାଇଁ ଉଚ୍ଚସ୍ତରୀୟ କମିଟି ଗଠନ ହୋଇଛି। ହେଲେ ଉଚ୍ଚସ୍ତରୀୟ କମିଟି ଏଯାଏଁ ଗ୍ରାଉଣ୍ଡକୁ ଯାଇନାହିଁ । 

    ଚର୍ଚ୍ଚା news

    Share. Facebook Twitter WhatsApp

    Related Posts

    କୋଲକାତାରେ ଆଜି ବିଜୟ ଶୋଭାଯାତ୍ରାକୁ ‘ନା’

    May 4, 2026 ଆଜିର ଖବର

    ସନ୍ଧ୍ୟାରେ ବିଜେପି ମୁଖ୍ୟାଳୟ ଯିବେ ପ୍ରଧାନମନ୍ତ୍ରୀ ମୋଦୀ

    May 4, 2026 ଆଜିର ଖବର

    ତାମିଲନାଡୁରେ ଟିଭିକେ ସୁନାମି : ୧୦୪ ଆସନରେ ଆଗୁଆ

    May 4, 2026 ଆଜିର ଖବର

    ପଶ୍ଚିମବଙ୍ଗରେ ବିଜେପିର ବଡ଼ ଲିଡ୍‌, କୁହୁକ ସଂଖ୍ୟା ଅତିକ୍ରମ

    May 4, 2026 ଆଜିର ଖବର

    ଆଜିର ରାଶିଫଳ :

    May 4, 2026 ଆଜିର ଖବର

    ବଢ଼ିଲା ଓମ୍‌ଫେଡ୍ କ୍ଷୀର ଦାମ୍ , ଲିଟର ପିଛା ୪ ଟଙ୍କା ବୃଦ୍ଧି

    May 3, 2026 ଆଜିର ଖବର

    ରାୟଗଡା ରେ ମାଟ୍ରିକ ରିଯେଲଟ ୯୬.୫ ପ୍ରତିଶତ,ମନସ୍ଵିନୀ ଦାସ ହେଲେ ଟପ୍ପର :

    May 3, 2026 ଆଜିର ଖବର

    ନବ ବିବାହିତ ମହିଳାଙ୍କ ସନ୍ଧେହଜନକ ମୃତ୍ୟୁ :

    May 3, 2026 ଆଜିର ଖବର

    ରାଜ୍ୟରେ ଖୁବଶୀଘ୍ର ନିଯୁକ୍ତି ପାଇବେ ୧୪ଶହରୁ ଅଧିକ ଆସିଷ୍ଟାଣ୍ଟ ପ୍ରଫେସର ଓ ଆସୋସିଏଟ ପ୍ରଫେସର

    May 2, 2026 ଆଜିର ଖବର

    ଚର୍ଚ୍ଚାରେ ମାଟ୍ରିକ୍ ରେଜଲ୍ଟ : ପ୍ରାୟ ସାଢ଼େ ପାଞ୍ଚ ଲକ୍ଷ ଛାତ୍ରଛାତ୍ରୀ ଦେଇଥିଲେ ପରୀକ୍ଷା

    May 2, 2026 ଆଜିର ଖବର

    ଓଡ଼ିଶା ଗ୍ରାମୀଣ ବିକାଶରେ ନୂଆ ଅଧ୍ୟାୟ: ପିଏମ୍‌ଜିଏସ୍‌ୱାଇ-୪ରେ ୧୭୦୦ କୋଟି ଟଙ୍କାର ପ୍ରକଳ୍ପ ଅନୁମୋଦିତ ::

    May 2, 2026 ଅର୍ଥନୀତି

    ଆଜି ପ୍ରକାଶ ପାଇବ ଦଶମ ଶ୍ରେଣୀ ପରୀକ୍ଷା ଫଳ , ପିଲାମାନେ ଚାପମୁକ୍ତ ହେବା ପାଇଁ ସ୍ପେଶାଲ ଟିପ୍ସ

    May 2, 2026 ଆଜିର ଖବର
    Watch YouTube

    You May Like

    କୋଲକାତାରେ ଆଜି ବିଜୟ ଶୋଭାଯାତ୍ରାକୁ ‘ନା’

    May 4, 2026

    ସନ୍ଧ୍ୟାରେ ବିଜେପି ମୁଖ୍ୟାଳୟ ଯିବେ ପ୍ରଧାନମନ୍ତ୍ରୀ ମୋଦୀ

    May 4, 2026

    ତାମିଲନାଡୁରେ ଟିଭିକେ ସୁନାମି : ୧୦୪ ଆସନରେ ଆଗୁଆ

    May 4, 2026

    ପଶ୍ଚିମବଙ୍ଗରେ ବିଜେପିର ବଡ଼ ଲିଡ୍‌, କୁହୁକ ସଂଖ୍ୟା ଅତିକ୍ରମ

    May 4, 2026

    ପଶ୍ଚିମବଙ୍ଗରେ ବିଜେପି ସରକାର ଗଢ଼ିବ : ଶୁଭେନ୍ଦୁ ଅଧିକାରୀ

    May 4, 2026

    ଆଜିର ରାଶିଫଳ :

    May 4, 2026

    ସନ୍ଦୀପ ପାଠକଙ୍କ ବିରୋଧରେ ଦୁଇଟି ସଙ୍ଗୀନ ମାମଲା ରୁଜୁ ; ଆପ୍ ଛାଡ଼ି ବିଜେପିରେ ମିଶିବା ପରେ ବଢ଼ିଲା ଅଡୁଆ

    May 3, 2026

    ବଢ଼ିଲା ଓମ୍‌ଫେଡ୍ କ୍ଷୀର ଦାମ୍ , ଲିଟର ପିଛା ୪ ଟଙ୍କା ବୃଦ୍ଧି

    May 3, 2026
    Load More
    Facebook X (Twitter) Instagram YouTube
    • About Us
    • Contact Us
    • Career
    © 2025 - Charcha News. All Rights Reserved

    Design by: KC DIGITAL

    Type above and press Enter to search. Press Esc to cancel.